ମେଟ୍ରୋ

୮,୯ରେ ଓଜେଇଇ କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଜୁନ୍‌ ୮ ଓ ୯ରେ ଓଜେଇଇର କମ୍ପ୍ୟୁଟର ବେସ୍‌ଡ ପିଜି ପରୀକ୍ଷା ଅନୁଷ୍ଠିତ ହେବ। ରାଜ୍ୟରେ ପ୍ରଥମ ଥର ପାଇଁ ଅନ୍‌ଲାଇନ୍‌ରେ ଏହି ପରୀକ୍ଷା ହେବାକୁ ଯାଉଛି। ୮ ତାରିଖରେ ୩ଟି ଓ ୯ରେ ୨ଟି ସିଫ୍ଟରେ ପରୀକ୍ଷା…

କାଠଯୋଡ଼ିରେ ବୁଡ଼ି ଇଞ୍ଜିନିୟରିଂ ଛାତ୍ର ନିଖୋଜ ଘଟଣା: ୨୧ ଘଣ୍ଟା ପରେ ମୃତଦେହ ଉଦ୍ଧାର

ନରାଜ/ବାରଙ୍ଗ, ୨୭।୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡ଼ିରେ ବୁଡ଼ି ରବିବାର ମଧ୍ୟାହ୍ନରେ ନିଖୋଜ ଇଞ୍ଜିନିୟରିଂ ଛାତ୍ରଙ୍କ ମୃତଦେହ ସୋମବାର ଉଦ୍ଧାର ହୋଇଛି। ସେ ହେଲେ ଝାଡ଼ଖଣ୍ଡର ବିକି କୁମାର(୨୨)। ପ୍ରକାଶ ଯେ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ…

ବାପ-ପୁଅ ଦଳରେ ପରିଣତ ହୋଇଛି କଂଗ୍ରେସ : ନିରଞ୍ଜନଙ୍କ ଉପରେ ବର୍ଷିଲେ କାହ୍ନୁ

ଭୁବନେଶ୍ୱର,୨୭ା୫(ବ୍ୟୁରୋ) : ୨୦୧୯ ସାଧାରଣ ନିର୍ବାଚନରେ ଓଡିଶାରେ କଂଗ୍ରେସ ଅତ୍ୟନ୍ତ ଦୁର୍ବଳ ପ୍ରଦର୍ଶନ କରିବାପରେ ନେତାମାନଙ୍କ ମଧ୍ୟରେ ଆରୋପ ପ୍ରତ୍ୟାରୋପ ଆରମ୍ଭ ହୋଇଯାଇଛି। ଦଳର ରାଜ୍ୟ ନେତୃତ୍ୱଙ୍କ ବିରୋଧରେ ବହୁ ବରିଷ୍ଠ ନେତା ମୁହଁ ଖୋଲିବା ଆରମ୍ଭ କରିଦେଇଛନ୍ତି। କଂଗ୍ରେସର ପୂର୍ବତନ…

ଅଗ୍ନି ବିଭାଗ ପକ୍ଷରୁ ଚାଲିଛି ଯାଞ୍ଚ

କଟକ ଅଫିସ,୨୭ା୫ : ସୁରଟ ଅଗ୍ନିକାଣ୍ଡ ପରେ ଅଗ୍ନିବିଭାଗ ପକ୍ଷରୁ କଟକରେ ଯାଞ୍ଚ ଆରମ୍ଭ ହୋଇଛି। ସୋମବାର ପୂର୍ବାହ୍ନରେ ସହରର ଉପରୋକ୍ତ କୋଚିଂ ସେଣ୍ଟରରେ ଅଗ୍ନିଶମ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି। ଉକ୍ତ ସେଣ୍ଟରଗୁଡ଼ିକରେ ଅଗ୍ନି ନିର୍ବାପକ ବ୍ୟବସ୍ଥା ଠିକ୍‌ ଅଛି…

ଡାକ୍ତରଙ୍କ ଖାମଖିଆଲରୁ ଚାଲିଗଲା ଜୀବନ : ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ଡାକ୍ତରଙ୍କୁ ଭଗବାନ ବୋଲି କୁହାଯାଏ। ହେଲେ ଡାକ୍ତରଙ୍କ ଖାମଖିଆଲରୁ ଜଣେ ମହିଳାଙ୍କ ଜୀବନ ଯାଇଛି। ଏହି ଘଟଣାକୁ ନେଇ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ଏକ ଘରୋଇ ମେଡିକାଲରେ ଉତ୍ତେଜନା ଦେଖିବାକୁ ମିିଳିଛି। ଚିକିତ୍ସା କରୁଥିବା ଡାକ୍ତରଙ୍କୁ ମୃତ୍ୟୁ ପାଇଁ…

୨୯ରେ ନୂଆ ମନ୍ତ୍ରିମଣ୍ଡଳର ଶପଥ ଗ୍ରହଣ ଉତ୍ସବ : ପ୍ରଦର୍ଶନୀ ପଡ଼ିଆର ସୁରକ୍ଷା ଅନୁଧ୍ୟାନ କଲେ ଡିଜିପି

ଭୁବନେଶ୍ୱର, ୨୭।୫(ବ୍ୟୁରୋ: ସାଧାରଣ ନିର୍ବାଚନରେ ବିପୁଳ ଜନ ସମର୍ଥନ ପାଇଥିବା ବିଜେଡି ପୁଣି ସରକାର ଗଠନ କରିବାକୁ ଯାଉଛି। ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ପଞ୍ଚମଥର ପାଇଁ ମୁଖ୍ୟମନ୍ତ୍ରୀ ହେବେ। ଏଥିପାଇଁ ଆସନ୍ତା ୨୯ ତାରିଖରେ ଭୁବନେଶ୍ୱରସ୍ଥିତ ପ୍ରଦର୍ଶନୀ ପଡ଼ିଆ (ଇଡ୍‌କୋ…

ପୁଣି ଘାରିଲା ପୋଲିସର ପୁରୁଣା ଚୌକି ମୋହ : ନେତା, ବରିଷ୍ଠ ଅଧିକାରୀଙ୍କ ନିକଟରେ ଚାଲିଲାଣି ଲବି

ଭୁବନେଶ୍ୱର, ୨୭।୫(ବ୍ୟୁରୋ): ସାଧାରଣ ନିର୍ବାଚନ ପାଇଁ ଆଚରଣ ବିଧି ଲାଗୁହେବା ପୂର୍ବରୁ ରାଜଧାନୀରେ ଦୀର୍ଘଦିନ ଧରି ରହିଥିବା ଏକାଧିକ ପୋଲିସ ଅଧିକାରୀଙ୍କ ବଦଳି ହୋଇଥିଲା। ଅନେକଙ୍କୁ ଜିଲାପାର ବଦଳି କରାଯାଇଥିବାବେଳେ ଅଧିକାଂଶ ଏସିପି ଓ ଇନ୍ସପେକ୍ଟରଙ୍କୁ ଭୁବନେଶ୍ୱର ଓ କଟକ ମଧ୍ୟରେ…

ଆଜି ଜେଇଇ ଆଡ୍‌ଭାନ୍ସ : ଓଡ଼ିଶାରୁ ପରୀକ୍ଷା ଦେବେ ୩,୨୬୧ ପରୀକ୍ଷାର୍ଥୀ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ସୋମବାର ସମଗ୍ର ଦେଶରେ ଅନୁଷ୍ଠିତ ହେବ ଜେଇଇ ଆଡ୍‌ଭାନ୍ସ ପରୀକ୍ଷା। ଦେଶର ସମସ୍ତ ଆଇଆଇଟି ସହ ଆଇଆଇଟି ଧାନବାଦ ତଥା ଇଣ୍ଡିଆନ୍‌ ସ୍କୁଲ ଅଫ୍‌ ମାଇନ୍ସ(ଆଇଏସ୍‌ଏମ୍‌)ରେ ନାମଲେଖା ପାଇଁ ଏହି ପ୍ରବେଶିକା ପରୀକ୍ଷା ଅନୁଷ୍ଠିତ ହେବ। ଏଥର ମୋଟ…

ମୌସୁମୀ ପୂର୍ବରୁ ସଫା ହେବ ସମସ୍ତ ଡ୍ରେନ୍‌ : ୨୩୦ ଶ୍ରମିକ ନିୟୋଜିତ, ୬୭ ଓ୍ବାର୍ଡରେ ବିଏମ୍‌ସି ପକ୍ଷରୁ ୨୫ ଘରୋଇ ଠିକା ସଂସ୍ଥାକୁ ଦାୟିତ୍ୱ

ଭୁବନେଶ୍ୱର,୨୭।୫(ବ୍ୟୁରୋ) : ଚଳିତବର୍ଷ ମୌସୁମୀ ଆସିବା ପୂର୍ବରୁ ରାଜଧାନୀ ଭୁବନେଶ୍ୱରର ସମସ୍ତ ମୁଖ୍ୟ ଓ ସବ୍‌ ଡ୍ରେନ୍‌ ସଫା କରାଯିବ। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ଗତ ୨୪ତାରିଖରୁ ମୁଖ୍ୟ ୧୦ ଡ୍ରେନ୍‌ର ସଫେଇ…

ରେକର୍ଡ ଭାଙ୍ଗୁଛି ତାତି: ଆହୁରି ୩ ଦିନ ଜାରି ରହିବ ଗ୍ରୀଷ୍ମ ପ୍ରବାହ

ଭୁବନେଶ୍ୱର,୨୬।୫(ବ୍ୟୁରୋ)-ଚଳିତବର୍ଷ ରାଜ୍ୟରେ ସମସ୍ତ ରେକର୍ଡ ଭାଙ୍ଗୁଛି ତାତି। ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଦିନକୁ ଦିନ ବୃଦ୍ଧି ପାଉଥିବା ତାପମାତ୍ରା ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଶନିବାର ଦୁଇ ସହରର ତାପମାତ୍ରା ୪୬ଡିଗ୍ରୀ ଟପିଥିବା ବେଳେ ରବିବାର ତାଳଚେର ସର୍ବାଧିକ ଉତ୍ତପ୍ତ ସହର…

କାଠଯୋଡିରେ ବୁଡି ଘରୋଇ ଇଞ୍ଜିନିୟରିଂ ଛାତ୍ର ନିଖୋଜ

ବାରଙ୍ଗ,୨୬ା୫(ଡି.ଏନ୍‌.ଏ.): କଟକସ୍ଥିତ ନରାଜ ଆନିକଟ ପାଖ କାଠଯୋଡିରେ ବୁଡି ରବିବାର ମଧ୍ୟାହ୍ନରେ ଜଣେ ଘରୋଇ ଇଞ୍ଜିନିୟରିଂ କଲେଜର ଛାତ୍ର ନିଖୋଜ ଅଛନ୍ତି। ସେ ହେଉଛନ୍ତି ଝାଡଖଣ୍ଡର ବିକି କୁମାର (୨୨)। ସୂଚନାଯୋଗ୍ୟ, ବିକି ଚନ୍ଦ୍ରଶେଖରପୁର ଥାନା ଅଧୀନ ଡମଣା ପାଖରେ ଥିବା…

ବିଜେଡି ବିଧାୟକ ଦଳ ନେତା ହେଲେ ନବୀନ

ଭୁବନେଶ୍ୱର,୨୬।୫(ବ୍ୟୁରୋ): ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବିଧାୟକ ଦଳର ନେତା ଭାବେ ନିର୍ବାଚିତ ହୋଇଛନ୍ତି। ରବିବାର ବସିଥିବା ବିଜେଡି ବିଧାୟକ ଦଳ ବୈଠକରେ ସର୍ବସମ୍ମତି କ୍ରମେ ନବୀନଙ୍କୁ ଦଳର ନେତା ଭାବେ ନିର୍ବାଚିତ କରାଯାଇଛି। ଦଳର ବରିଷ୍ଠ ନେତା ବିକ୍ରମ କେଶରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?