ମେଟ୍ରୋ

ନିର୍ବାଚନୀ ପରବର୍ତ୍ତୀ ହିଂସା : ବୋମାମାଡ଼, ୬ ଆହତ

ବ୍ରହ୍ମଗିରି,୨୬ା୫(ଡି.ଏନ୍‌.ଏ.): ପୁରୀ ଜିଲା ବ୍ରହ୍ମଗିରି ନିର୍ବାଚନମଣ୍ଡଳୀରେ ନିର୍ବାଚନ ପରବର୍ତ୍ତୀ ହିଂସା ଦେଖାଦେଇଛି। ନିର୍ବାଚନରେ ହାରଜିତ୍‌କୁ କେନ୍ଦ୍ର କରି ବ୍ରହ୍ମଗିରି ବ୍ଲକ ଅନ୍ତର୍ଗତ ଭାଟପଡ଼ା ଗ୍ରାମରେ ଘନଘନ ବୋମାମାଡ଼ରେ ଉଭୟ ପକ୍ଷରୁ ୬ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୁରୀ ସଦର ପୋଲିସ…

ପୁରୀରେ ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ

ପୁରୀ ଅଫିସ, ୨୬।୫: ବାତ୍ୟା ଫନୀରେ ପୁରୀ ଜିଲାରେ ହୋଇଥିବା କ୍ଷୟକ୍ଷତି ଆକଳନ ଲାଗି ପୁରୀରେ ପହଞ୍ଚିଛନ୍ତି ବିଶ୍ୱବ୍ୟାଙ୍କ ପ୍ରତିନିଧି ଦଳ। ରବିବାର ପୂର୍ବାହ୍ନରେ ସର୍କିଟ ହାଉସ୍‌ରେ ଅନୁଷ୍ଠିତ ସମୀକ୍ଷା ବୈଠକରେ ଏହି ପ୍ରତିନିଧି ଦଳ ଯୋଗଦେଇ ବିଭିନ୍ନ ବିିଭାଗର କ୍ଷୟକ୍ଷତି…

ଭାଜପା ସଂଖ୍ୟାଗରିଷ୍ଠତା ହାସଲ ପରେ ମୋଦି ଫ୍ୟାନଙ୍କ ୨୪୦ କି.ମି.ସାଇକେଲ ଯାତ୍ରା: ମହାପ୍ରଭୁଙ୍କ ଦର୍ଶନ କରିି ପୂରଣ କଲେ ମାନସିକ

ପୁରୀ ଅଫିସ,୨୬।୫: ୨୦୧୯ ସାଧାରଣ ନିର୍ବାଚନରେ ନରେନ୍ଦ୍ର ମୋଦି ବିପୁଳ ଜନ ସମର୍ଥନ ହାସଲ କରିଛନ୍ତି । ଦ୍ୱିତୀୟ ଥରଲାଗି ସେ ଦେଶର ପ୍ରଧାନମନ୍ତ୍ରୀ ହେବେ। ଏନେଇ ଦେଶସାରା ଉତ୍ସାହର ମାହୋଲ ରହିଛି । କିଏ ବାଣ ଫୁଟାଇ ବିଜୟ ଉତ୍ସବ…

ଦୁଇ ଟ୍ରକ୍‌ ମୁହାଁମୁହିଁ ଧକ୍କା: ୧୦ ଗୋରୁ ମୃତ

ଖୋର୍ଦ୍ଧା ଅଫିସ,୨୬।୫: ଖୋର୍ଦ୍ଧା ଟାଉନ ଅଧୀନ ତରତୁଆ ନିକଟତବର୍ତ୍ତୀ ଚିଙ୍ଗୁଡ଼ି ଝରଠାରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇଟି ଗାଡିର ଡ୍ରାଇଭର ଗୁରୁତର ହୋଇଥିବା ସହ ୧୦ ଗୋରୁଙ୍କ ମୃତ୍ୟୁ ଘଟିଥିବା ଜଣାପଡିଛିl ସୂଚନା ଅନୁଯାୟୀ ରବିବାର ଭୋର…

ପୁରୀ ଜିଲା: ଭୋଟରଙ୍କ ପସନ୍ଦଯୋଗ୍ୟ ନ ଥିଲେ ପ୍ରାର୍ଥୀ, ନୋଟାକୁ ଯାଇଛି ୪,୯୮୩ ଭୋଟ

ପୁରୀ ଅଫିସ, ୨୬ା୫: ଭାରତୀୟ ଗଣତାନ୍ତ୍ରିକ ବ୍ୟବସ୍ଥାରେ ପ୍ରତ୍ୟେକ ନାଗରିକଙ୍କ ଭୋଟ ଦେବାର ଅଧିକାର ରହିଛି। ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରୁଥିବା ପ୍ରାର୍ଥୀ ଯଦି ଭୋଟରଙ୍କ ପସନ୍ଦଯୋଗ୍ୟ ନୁହନ୍ତି ତାହେଲେ ତାଙ୍କ ପାଇଁ ନୋଟା (ନନ୍‌ ଅଫ୍‌ ଦ ଏବଭ)ବଟନ ଅପ୍‌ସନ ରଖିଛନ୍ତି…

ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ: ବିନା ବ୍ୟାଟେରି, ବିଦ୍ୟୁତ୍‌ରେ ବାଜୁଛି ରେଡିଓ

ପୁରୀ ଅଫିସ,୨୬ା୫: ବର୍ତ୍ତମାନ ରେଡିଓର ଆଉ ଚାହିଦା ନାହିଁ। ଟିଭି, ମୋବାଇଲ ଯୁଗରେ ରେଡିିଓ ଏକପ୍ରକାର ଅଦରକାରୀ ହୋଇପଡ଼ିଛି। ହେଲେ ଏମିତି ଅଲୋଡ଼ା ପଡିଥିବା ଏକ ରେଡ଼ିଓରେ ଦେଖିବାକୁ ମିଳିଛି ଚମତ୍କାରିତା। ବିନା ବ୍ୟାଟେରି ଏବଂ ବିଦ୍ୟୁତ୍‌ରେ ବାଜୁଛି ରେଡିିଓ ।…

ସାମ୍ବାଦିକ ରାମହରି ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ବରିଷ୍ଠ ତଥା ଜଣାଶୁଣା ସାମ୍ବାଦିକ ରାମହରି ମିଶ୍ରଙ୍କ ଶନିବାର ପରଲୋକ ଘଟିଛି। ଭୁବନେଶ୍ୱରସ୍ଥିତ ଏକ ଘରୋଇ କ୍ଲିନିକରେ ସେ ଇହଧାମ ତ୍ୟାଗ କରିଛନ୍ତି। ତାଙ୍କୁ ୮୫ବର୍ଷ ବୟସ ହୋଇଥିଲା। ବାର୍ଦ୍ଧକ୍ୟଜନିତ ରୋଗରେ ସେ ପୀଡ଼ିତ ଥିଲେ। ଏକ ଗଣମାଧ୍ୟମ ଏଜେନ୍ସି…

ଇଏମ୍‌ସିଏଲ୍‌+ ସ୍କଲାରଶିପ୍‌ ପାଇଲେ ଓଡ଼ିଶା ଛାତ୍ରୀ ସ୍ବସ୍ତିକା

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ୟୁନିଭର୍ସିଟି ଅଫ୍‌ ଗ୍ରନିଙ୍ଗ୍‌ଜେନ୍‌ ତରଫରୁ ପ୍ରଦାନ କରାଯାଉଥିବା ୟୁରୋପିଆନ୍‌ ମାଷ୍ଟର୍ସ ଇନ୍‌ କ୍ଲିନିକାଲ୍‌ ଲିଙ୍ଗୁଇଷ୍ଟିକ୍‌(ଇଏମ୍‌ସିଏଲ୍‌+) ପ୍ରୋଗ୍ରାମ ସ୍କଲାରଶିପ୍‌ ପାଇବାକୁ ମନୋନୀତ ହୋଇଛନ୍ତି ଓଡ଼ିଶାର ସ୍ବସ୍ତିକା ଭଟ୍ଟାଚାର୍ଯ୍ୟ। କ୍ଲିନିକାଲ ଲିଙ୍ଗୁଇଷ୍ଟିକ୍‌ କ୍ଷେତ୍ରରେ ଦିଆଯାଉଥିବା ଏହି ଦୁଇବର୍ଷିଆ ଇଣ୍ଟରନ୍ୟାଶନାଲ ରିସର୍ଚ୍ଚ ସ୍କଲାରଶିପ୍‌ ପାଇବା…

ଆକାଶରେ ଯାତ୍ରୀ ଅସୁସ୍ଥ: ଭୁବନେଶ୍ୱରରେ ବିମାନର ଜରୁରୀ ଅବତରଣ, ଡାକ୍ତରଖାନାରେ ପହଞ୍ଚିବା ପୂର୍ବରୁ ଚାଲିଗଲା ଜୀବନ

ଭୁବନେଶ୍ୱର,୨୬।୫(ବ୍ୟୁରୋ)- ଏମିତି ବି ଆସିପାରେ ମୃତ୍ୟୁ। ଘରକୁ ଫେରିବା ସମୟରେ ଆକାଶରେ ଅସୁସ୍ଥତା ଓ ପରେ ମୃତ୍ୟୁ। ଏଭଳି ଏକ ଘଟଣା ଦେଖିବାକୁ ମିଳିଥିଲା ଶନିବାର ଭୁବନେଶ୍ୱରରେ। ଚେନ୍ନାଇରୁ କୋଲକାତା ଯାତ୍ରା କରୁଥିବା ବେଳେ ବାଂଲାଦେଶର ନୁର୍‌ ଶେଖ୍‌ଙ୍କ ମୃତ୍ୟୁ ଘଟିଛି।…

ଜୁନ୍‌ ୧ରୁ ଝାରସୁଗୁଡ଼ାରୁ ଭୁବନେଶ୍ୱର, ରାୟପୁର ଉଡ଼ିବ ବିମାନ

ଭୁବନେଶ୍ୱର,୨୫।୫(ବ୍ୟୁରୋ)- ଝାରସୁଗୁଡ଼ା ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଓ ଛତିଶଗଡ଼ ରାଜଧାନୀ ରାୟପୁରକୁ ବିମାନ ଉଡ଼ିବ। ଆସନ୍ତା ଜୁନ୍‌ ୧ରୁ ଏହି ସେବା ଆରମ୍ଭ ହେବ। ଆଲିଏନ୍ସ ଏୟାର ଏହି ସେବା ପ୍ରଦାନ କରିବ ବୋଲି ବିମାନବନ୍ଦର ନିର୍ଦ୍ଦେଶକ ସୁଦେଶ…

ରାଜ୍ୟ ସଂଗ୍ରହାଳୟରେ ସ୍ଥାନ ପାଇବେ କଳ୍ପନା

ଭୁବନେଶ୍ୱର,୨୫।୫(ବ୍ୟୁରୋ): ଦ୍ୱିତୀୟ ଥର ପାଇଁ ଏଭେରେଷ୍ଟ ଶୃଙ୍ଗ ଆରୋହଣ କରି ପ୍ରତ୍ୟାବର୍ତ୍ତନ କରୁଥିବା ସମୟରେ ଜୀବନ ହାରିଛନ୍ତି ଏଭେରେଷ୍ଟ ବିଜୟିନୀ କଳ୍ପନା ଦାସ। ରାଜ୍ୟର ପ୍ରଥମ ମହିଳା ଭାବେ ୨୦୦୮ରେ ସଫଳତାର ସହ ଏଭେରେଷ୍ଟ ଆରୋହଣ କରିଥିବା କଳ୍ପନା ଏଭେରେଷ୍ଟର ବାଲ୍‌କୋନୀ…

ନିର୍ବାଚନରେ ପରାଜୟର କାରଣ ଖୋଜିବ କଂଗ୍ରେସ, ଗଠନ ହେଲା ନୂତନ କମିଟି

ଭୁବନେଶ୍ୱର,୨୫।୫(ବ୍ୟୁରୋ): ୨୦୧୯ ସାଧାରଣ ନିର୍ବାଚନରେ ରାଜ୍ୟ କଂଗ୍ରେସ ଶୋଚନୀୟ ଭାବେ ପରାଜିତ ହୋଇଛି। କଂଗ୍ରେସକୁ ଓଡ଼ିଶାବାସୀ ଭରସା ନ କରିବାରୁ ଦଳ ଏଭଳି ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ତେବେ କେଉଁ କେଉଁ କାରଣ ଏଥିଲାଗି ଦାୟୀ ତାହା ଖୋଜିବା ଲାଗି ନିରଞ୍ଜନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?