ମେଟ୍ରୋ

ସମୀରଙ୍କ ହାଟ୍ରିକ ବିଜୟ: କହିଲେ ଅଞ୍ଚଳର ବିକାଶ ମୋର ପ୍ରାଥମିକତା

ପୁରୀ ଅଫିସ, ୨୪।୫: ଜଗତ୍‌ସିଂହପୁର ଲୋକ ସଭା ଆସନ ଅନ୍ତର୍ଗତ ନିମାପଡ଼ା ବିଧାନସଭା ଆସନରୁ ବିଜେଡ଼ି ପ୍ରାର୍ଥୀ ସମୀର ରଞ୍ଜନ ଦାସ ବିଜୟୀ ହୋଇଛନ୍ତି। ସେ ୨୦୦୯, ୨୦୧୪, ୨୦୧୯ ସାଧାରଣ ନିର୍ବାଚନରେ ଲଗାତାର ୩ୟ ଥର ବିଜୟୀ ହୋଇଛନ୍ତି। ଦାସ…

ପଞ୍ଚମ ଥର ଲାଗି ବିଜେଡି କବ୍ଜାରେ କାକଟପୁର: କଂଗ୍ରେସ ପ୍ରାର୍ଥୀ ବିଶ୍ୱଭୂଷଣଙ୍କୁ ହରାଇ ତୁଷାରକାନ୍ତି ହେଲେ ବିଧାୟକ

କାକଟପୁର,୨୪।୫(ଡି.ଏନ୍‌.ଏ.): ନାନା କଳ୍ପନା ଜଳ୍ପନା ସତ୍ତ୍ୱେ କାକଟପୁରରେ ପୁଣି ଥରେ ବାଜିମାତ୍‌ କରିଛି ବିଜେଡି। ଲଗାତାର ୫ମଥର ଲାଗି କାକଟପୁର ବିଧାନସଭା ନିର୍ବାଚନମଣ୍ଡଳୀକୁ କବ୍ଜାକୁ ନେଇଛି ଦଳ। ଭାଜପା ଦଳ ଓ ପ୍ରାର୍ଥୀତ୍ୱକୁ ପରିତ୍ୟାଗ କରି ବିଜେଡି ପକ୍ଷରୁ ପ୍ରାର୍ଥୀ ହୋଇଥିବା…

ପିସିସି ସଭାପତି ପଦରୁ ନିରଞ୍ଜନଙ୍କ ଇସ୍ତଫା

ଭୁବନେଶ୍ୱର,୨୪।୫(ବ୍ୟୁରୋ): ଚଳିତ ନିର୍ବାଚନରେ କଂଗ୍ରେସର ଶୋଚନୀୟ ପରାଜୟ ପରେ ପିସିସି ସଭାପତି ପଦରୁ ଇସ୍ତଫା ଦେଇଛନ୍ତି ନିରଞ୍ଜନ ପଟ୍ଟନାୟକ। ପ୍ରଥମ ଥର ଲାଗି କଂଗ୍ରେସ ଦୁଇ ଅଙ୍କ ଛୁଇଁବାରେ ବିଫଳ ହୋଇଛି। ଏଣୁ ଦଳର ବିପର୍ଯ୍ୟୟ ପାଇଁ ନିଜକୁ ଦାୟୀ କରି…

ମହେଶ୍ୱରଙ୍କୁ ଛାଡ଼ି ସବୁ ମନ୍ତ୍ରୀ ଜିତିଲେ:ପୁଅମାନେ ବାଜି ମାରିଲେ

ଭୁବନେଶ୍ୱର,୨୪।୫(ବ୍ୟୁରୋ):ବିଜେଡି ସରକାରର ୪ର୍ଥ ପାଳି ମନ୍ତ୍ରିମଣ୍ଡଳ ଅଦଳବଦଳ ପରେ ଯେଉଁମାନେ ଦାୟିତ୍ୱ ନେଇଥିଲେ ସେମାନଙ୍କ ମଧ୍ୟରୁ ଜଣଙ୍କୁ ବାଦ୍‌ ଦେଇ ଅନ୍ୟ ସମସ୍ତ ମନ୍ତ୍ରୀ ଏଥର ବାଜିମାତ କରିଛନ୍ତି। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ମହେଶ୍ୱର ମହାନ୍ତି ପରାଜିତ ହୋଇଛନ୍ତି।…

ଦେଶ ଗୋଟିଏ ଆଡ଼େ, ଓଡ଼ିଶା ଭିନ୍ନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ସମଗ୍ର ଦେଶ ଗୋଟିଏ ଆଡେ ମୁହାଁଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଯାଦୁ ଛାଇଯାଇଛି। ଭାଜପା ଓ ଏହାର ସହଯୋଗୀ ଦଳକୁ ଭୋଟ ଗ୍ରହଣ ହୋଇଥିବା ୫୪୨ ଲୋକ ସଭା ଆସନରୁ ୩୫୦ରୁ ଊର୍ଦ୍ଧ୍ୱ ସିଟ୍‌ ମିଳିଛି। ଏକକ ସଂଖ୍ୟାଗରିଷ୍ଠ ହାସଲକରି ଏନ୍‌ଡିଏ…

କଂଗ୍ରେସ ଭବନରେ ହଠାତ୍‌ ଉତ୍ସବ

ଭୁବନେଶ୍ୱର, ୨୪-୫(ବ୍ୟୁରୋ):ଭୋଟ ଗଣତିର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ବୁଧବାର କଂଗ୍ରେସ ଭବନରେ ଯେଉଁ ଭିଡ଼ ଦେଖିବାକୁ ମିଳିଥିଲା ଗୁରୁବାର ତାହା ନ ଥିଲା। ସକାଳ ୮ଟାରେ ଭୋଟ ଗଣତି ପ୍ରକ୍ରିୟା ଆରମ୍ଭ ହେବାମାତ୍ରେ କଂଗ୍ରେସ ନେତା ଓ କର୍ମୀଙ୍କ ମଧ୍ୟରେ…

ଲୋକ ସଭା ଫଳାଫଳ:କାମ ଦେଲା ନବୀନଙ୍କ ମହିଳା କାର୍ଡ

ଭୁବନେଶ୍ୱର, ୨୪-୫9 (ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଚଳିତ ନିର୍ବାଚନରେ ୩୩ ପ୍ରତିଶତ ମହିଳାଙ୍କୁ ଲୋକ ସଭା ଆସନରେ ପ୍ରାର୍ଥୀ କରିଥିଲେ। ସେମାନଙ୍କ ମଧ୍ୟରୁ ସୁନ୍ଦରଗଡ ଆସନରୁ ପ୍ରାର୍ଥୀ ହୋଇଥିବା ସୁନୀତା ବିଶ୍ୱାଳ ଓ କୋରାପୁଟରୁ କୌଶଲ୍ୟା ହିକ୍କକା…

ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଲେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ରାଜ୍ୟରେ ଲଗାତର ପଞ୍ଚମଥର ପାଇଁ ସରକାର ଗଢ଼ିବାକୁ ବିଜେଡି ସଂଖ୍ୟାଗରିଷ୍ଠତା ହାସଲ କରିଛି। ଉଭୟ ଲୋକ ସଭା ଏବଂ ବିଧାନସଭାରେ ବିଜେଡିକୁ ଜନ ସମର୍ଥନ ମିଳିଛି। ଏଥିପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଶାବାସୀଙ୍କୁ ଧନ୍ୟବାଦ ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ…

ବିଜୟ ପରେ ପରସ୍ପରକୁ ଅଭିନନ୍ଦନ

ଭୁବନେଶ୍ୱର,୨୪-୫- (ବ୍ୟୁରୋ):ଦେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦ୍ୱିତୀୟଥର ନିର୍ବାଚିତ ହୋଇଛନ୍ତି। ଅନୁରୂପଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟରେ ୫ମ ଥର ପାଇଁ ବିଜୟୀ ହୋଇଛନ୍ତି। ରାଜ୍ୟର ବିଧାନସଭା ଆସନଗୁଡିକରେ ବିଜେଡି ଉତ୍ତମ ପ୍ରଦର୍ଶନ କରିଛି। ନବୀନଙ୍କ ଏହି ସଫଳତାକୁ ନେଇ ଚାରିଆଡୁ…

ପଞ୍ଚମରେ ନବୀନ

ଭୁବନେଶ୍ୱର,୨୪-୫(ବ୍ୟୁରୋ):ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପ୍ରତିଦ୍ୱନ୍ଦ୍ୱୀ। ଜଣେ ଅପରାଜେୟ ନେତା ଭାବେ ସେ ନିଜକୁ ପୁଣି ଥରେ ପ୍ରମାଣିତ କରିଛନ୍ତି। ପଞ୍ଚମ ଥର କ୍ଷମତାକୁ ଫେରି ରେକର୍ଡ ସୃଷ୍ଟି କରିଛନ୍ତି। ଦୀର୍ଘ ୧୯ ବର୍ଷ ଶାସନରେ ରହିବା ପରେ…

ଜୁନ୍‌ ୮ରୁ ଓଜେଇଇ ଅନ୍‌ଲାଇନ୍‌ ପରୀକ୍ଷା

ଭୁବନେଶ୍ୱର,୨୪।୫(ବ୍ୟୁରୋ)-ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ)ର ଅନ୍‌ଲାଇନ୍‌ ପରୀକ୍ଷା ଆସନ୍ତା ଜୁନ୍‌ ୮ ଓ ୯ରେ ଅନୁଷ୍ଠିତ ହେବ। ୮ତାରିଖରେ ଏମ୍‌.ଟେକ୍‌, ଏମ୍‌.ଆର୍କ, ଏମ୍‌ସିଏ, ଏଲ୍‌ଇ-ଏମ୍‌ସିଏ, ଏମ୍‌.ଫାର୍ମ, ଏମ୍‌.ପ୍ଲାନ୍‌ ଆଦି ବିଷୟରେ ପରୀକ୍ଷା ହେବ। ସେହିପରି ୯ତାରିଖରେ ଏମ୍‌ବିଏ ପରୀକ୍ଷା ହେବ। ଏ…

ନିର୍ବାଚନ ଫଳ ଦେଖିବା ପାଇଁ ଏଲ୍‌ଇଡି ସ୍କ୍ରିନ୍‌ ବ୍ୟବସ୍ଥା: ପ୍ରସାରଣରେ ବାଧା

ଭୁୁବନେଶ୍ୱର,୨୪।୫(ବ୍ୟୁରୋ)-ସାଧାରଣ ନିର୍ବାଚନ ଫଳାଫଳକୁ ଭୁବନେଶ୍ୱରବାସୀ ପାର୍କ ଏବଂ ଟ୍ରାଫିକ୍‌ରେ ଦେଖିବାକୁ ପାଇଛନ୍ତି। ବିଜୁ ପଟ୍ଟନାୟକ ପାର୍କ ସହ ହକି ବିଶ୍ୱକପ୍‌ ସମୟରେ ସହରର ବିଭିନ୍ନ ଟ୍ରାଫିକ୍‌ରେ ଲାଗିଥିବା ଏଲ୍‌ଇଡି ସ୍କ୍ରିନ୍‌ରେ ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ(ବିଡିଏ) ପକ୍ଷରୁ ଏହି ବ୍ୟବସ୍ଥା କରାଯାଇଥିଲା। ଏହାସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?