ମାଟ୍ରିକ ପରୀକ୍ଷାରେ ଟି.ଏସ୍.ଜି. ଗୁରୁକୁଳର ଶତ ପ୍ରତିଶତ ସଫଳତା
ଭୁବନେଶ୍ୱର,୨୩।୫(ବ୍ୟୁରୋ) : ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଟି.ଏସ୍.ଜି ଗୁରୁକୁଳର ଓଡ଼ିଆ ମାଧ୍ୟମ ଛାତ୍ରୀଛାତ୍ର ଶତ ପ୍ରତିଶତ ସଫଳତା ହାସଲ କରିଛନ୍ତି। ଏହି ଧାରା ବିଗତ ୯ବର୍ଷ ଧରି ଅପ୍ରତିହତ ରହିଛି। ସ୍କୁଲର ଏହି ସଫଳତାରେ ଖୁସି ପ୍ରକାଶ କରି ଏହାର ପ୍ରତିଷ୍ଠାତା…
ଆଶା ଆଶଙ୍କାରେ ବହୁ ହେଭିୱେଟ୍
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ପ୍ରତୀକ୍ଷାର ଅନ୍ତଘଟାଇ ଗୁରୁବାର ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବାକୁ ଯାଉଛି। ନିର୍ବାଚନ ମଇଦାନରେ ଥିବା ସବୁ ଦଳର ହେଭିୱେଟ୍ଙ୍କ ରାଜନୈତିକ ଭାଗ୍ୟ ସଂକ୍ରାନ୍ତ ନିଷ୍ପତ୍ତି ଭୋଟର ନେଇସାରିଛନ୍ତି। ତେଣୁ କେଉଁ ହେଭିୱେଟ୍ ସଫଳ ହେଉଛନ୍ତି, କିଏ ପଛରେ ପଡିଯାଉଛନ୍ତି,…
‘ଗେଲ୍ ଉତ୍କର୍ଷ’କୁ ଶତପ୍ରତିଶତ ସଫଳତା : ଜେଇଇ ମେନ୍ରେ ସଫଳ ହେଲେ ସମସ୍ତ ଛାତ୍ରୀଛାତ୍ର
ଭୁବନେଶ୍ୱର,୨୩।୫(ବ୍ୟୁରୋ): ଗେଲ୍ ଇଣ୍ଡିଆ ଲିମିଟେଡ୍ ପକ୍ଷରୁ ଏହାର ଫ୍ଲାଗ୍ସିପ୍ କର୍ପୋରେଟ୍ ସୋସିଆଲ ରେସ୍ପନ୍ସିବିଲିଟି(ସିଏସ୍ଆର୍) କାର୍ଯ୍ୟକ୍ରମ ଅଧୀନରେ କାନପୁର ସେଣ୍ଟରଠାରେ ଜେଇଇ ମେନ୍ ୨୦୧୯ ପରୀକ୍ଷା ପାଇଁ କୋଚିଂ ନେଉଥିବା ସମସ୍ତ ଛାତ୍ରୀଛାତ୍ର ସଫଳତାର ସହ ଉତ୍ତୀର୍ଣ୍ଣ ହୋଇଛନ୍ତି। ଆର୍ଥିକ ସ୍ତରରେ ପଛୁଆବର୍ଗ…
ଅଙ୍ଗାରରେ ଚିତ୍ର ଆଙ୍କୁଥିବା ଚିତ୍ରଶିଳ୍ପୀ
ଭୁବନେଶ୍ୱର,୨୩।୫(ବ୍ୟୁରୋ) : ପ୍ରକୃତିର ବାସ୍ତବତାକୁ କାନ୍ଭାସରେ ରୂପ ଦେଇ ମନର ଭାବାବେଗ ଓ ସୃଜନଶୀଳତାକୁ ଜୀବନ୍ତ ପ୍ରତିଛବିର ରୂପ ଦେଇଥାଆନ୍ତି ଯୁବ ଚିତ୍ରଶିଳ୍ପୀ ଶୁଭମୟ ବିଶ୍ୱାଳ। କେତେବେଳେ ରଙ୍ଗ ସହିତ କାନ୍ଭାସ ତ ପୁଣି କେତେବେଳେ କାନ୍ଭାସ ସହିତ ଅଙ୍ଗାରରେ ମନର…
ପାଣିପାଗ କେନ୍ଦ୍ରର ସତର୍କ ସୂଚନା : ୨୬ ତାରିଖ ପର୍ଯ୍ୟନ୍ତ ୮ ଜିଲାକୁ ହିଟ୍ ଓ୍ବେଭ୍
ଭୁବନେଶ୍ୱର,୨୩।୫(ବ୍ୟୁରୋ)- ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ତାତିରେ ଛଟପଟ ହେଉଛନ୍ତି ରାଜ୍ୟବାସୀ। ଗୁରୁବାର ବଲାଙ୍ଗୀର, ନୂଆପଡ଼ା, ସୋନପୁର, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ୮ ଜିଲାକୁ ହିଟ୍ ଓ୍ବେଭ୍ ଜାରି ରହିବ। ଆସନ୍ତା ୨୬ତାରିଖ…
ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ
ସାକ୍ଷୀଗୋପାଳ, ୨୨।୫(ଡି.ଏନ୍.ଏ.): ପୁରୀ ଜିଲା ସତ୍ୟବାଦୀ ବ୍ଲକ ଶ୍ରୀରାମଚନ୍ଦ୍ରପୁର ପଞ୍ଚାୟତର ବଡ଼ବିଲ ସାହିର କୁମୁଦୀନି ମଲ୍ଲିକ(୪୦)ଙ୍କର ବିଷଧର ସାପ କାମୁଡାରେ ମୃତ୍ୟୁ ଘଟିଛି। ବାତ୍ୟାରେ ଭାଙ୍ଗି ଯାଇଥିବା ଘରେ ମଙ୍ଗଳବାର ସେ ବସି ଭାତ ଖାଉଥିବା ବେଳେ ଘର ଭିତରକୁ ଗୋଟିଏ…
ଫନୀ ଦେଇଛି ଦୁଃଖ: ଟିଭିରୁ ଜାଣିହେବନି ନିର୍ବାଚନ ଫଳାଫଳ
ପୁରୀ ଅଫିସ, ୨୨।୫: ୨୩ ସକାଳୁ ଆରମ୍ଭ ହେବ ଭୋଟ ଗଣତି। ନିର୍ବାଚନ ଫଳାଫଳ କଣ ହେବ, କାହା ସପକ୍ଷରେ ଯିବ ମତଦାନ ତାହାକୁ ସମସ୍ତେ ଚାହିଁ ରହିଛନ୍ତି। ବିଭିନ୍ନ ସ୍ଥାନରେ ଏବେ ନିର୍ବାଚନ ଫଳାଫଳକୁ ନେଇ ଚର୍ଚ୍ଚା ଆଲୋଚନା ଚାଲିଛି।…
ଜଟଣୀ ଗୋଶାଳାରେ ବ୍ୟାପକ କ୍ଷତି: ବିଦ୍ୟୁତ୍ ନ ଥିବାରୁ ପାଣି, ଖାଦ୍ୟର ଅଭାବ
ଜଟଣୀ,୨୨।୫(ଡି.ଏନ୍.ଏ.): ବାତ୍ୟା ‘ଫନୀ’ରେ ଜଟଣୀରେ ଥିବା ଶ୍ରୀଜଗନ୍ନାଥ ପୁରୀ ଗୋଶାଳାରେ ବ୍ୟାପକ କ୍ଷତି ଘଟିଛି। ପ୍ରାୟ ଦୁଇ ଶହରୁ ଅଧିକ ଗାଈ, ବାଛୁରି ଓ ବଳଦ ଏବେ ବି ଯନ୍ତ୍ରଣା ରହିଛନ୍ତି। ବିଦ୍ୟୁତ୍ ନ ଥିବାରୁ ପାଣି ଓ ଖାଦ୍ୟର ଅଭାବ…
ନିର୍ବାଚନରେ ହାରିବି ଅଥବା ଜିତିବି ଜଣାନାହିଁ, ହେଲେ ଲୋକଙ୍କ ସେବା ଜାରି ରଖିବି: ଦାମ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ଗୁରୁବାର ଭୋଟ ଗଣତି। ଏହା ପରେ କିଏ ଜିତିବ, କିଏ ହାରିବ ତାହା ସ୍ପଷ୍ଟ ହୋଇଯିବ। ମାତ୍ର ଏବେଠାରୁ ଆରମ୍ଭ ହେଲାଣି ଅଙ୍କକଷା। ବିଭିନ୍ନ ଗଣମାଧ୍ୟମରେ ଏକଜିଟ୍ ପୋଲ ପ୍ରକାଶ ପାଇବା ପରେ ଚର୍ଚ୍ଚା ଆହୁରି ବଢ଼ିଯାଇଛି। ତେବେ ଏ…
ଦାନ୍ତ ଖୁଣ୍ଟୁଖୁଣ୍ଟୁ ପେଟରେ ପହଞ୍ଚତ୍ଲା ୭ ସିଏମ୍ର ଛୁଞ୍ଚି : ବିନା ଅସ୍ତ୍ରୋପଚାରରେ ବାହାର କରାଗଲା
କଟକ ଅଫିସ, ୨୨।୫: ବିନା ଅସ୍ତ୍ରୋପଚାରରେ ଜଣେ ଯୁବକଙ୍କ ପେଟ ଭିତରୁ ବାହାର କରାଯାଇଛି ୭ସେଣ୍ଟିମିଟର ଲମ୍ବର ଏକ ଛୁଞ୍ଚି । ଏସ୍ସିବି ମେଡିକାଲର ଗ୍ୟାଷ୍ଟ୍ରୋଏଣ୍ଟରୋଲୋଜି ବିଭାଗରେ ଏହି ସଫଳ ଚିକିତ୍ସା କରାଯାଇଛି। ବିଭାଗୀୟ ଡାକ୍ତର କୈବଲ୍ୟ ରଞ୍ଜନ ଦାଶଙ୍କ ଏହି…
୨୦୧୭-୧୮ ବର୍ଷରେ ନିର୍ବାଚନ ଚାନ୍ଦା: ବିଜେଡିକୁ ମିଳିଛି ୧୩ କୋଟି ୪ ଲକ୍ଷ
ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ କ୍ଷମତାସୀନ ବିଜେଡି ୨୦୧୭-୧୮ ଆର୍ଥିକ ବର୍ଷରେ ୧୩ କୋଟି ୪ ଲକ୍ଷ ଟଙ୍କା ଚାନ୍ଦା ପାଇଛି। ଉକ୍ତ ସମୟରେ ମିଳିଥିବା ଦେଶର ସମସ୍ତ ଆଞ୍ଚଳିକ ଦଳର ଚାନ୍ଦାଠାରୁ ଅଧିକ। ବିଜେଡି ପଛକୁ ବିହାରରେ କ୍ଷମତାସୀନ ଜେଡି(ୟୁ) ରହିଛି। ଭାରତୀୟ…
ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରୀକ୍ଷାର୍ଥୀ ମାମଲା: ୪ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣିବ ପୋଲିସ
ଭୁବନେଶ୍ୱର, ୨।୨୫(ବ୍ୟୁରୋ): ଓୟୁଏଟି ପ୍ରବେଶିକା ପରୀକ୍ଷାରେ ନକଲି ପରିକ୍ଷାର୍ଥୀ ଧରାପଡିବା ପରେ ଏଥିପାଇଁ ଏକ ବଡ଼ ର଼୍ୟାକେଟ କାର୍ଯ୍ୟ କରୁଥିବା ପୋଲିସ ଜାଣିବାକୁ ପାଇଛି। ଏ ସମ୍ପର୍କରେ ଅଧିକ ଖୋଳତାଡ଼ ପାଇଁ ଗିରଫ ୪ଜଣ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ଆଣିବାକୁ…

