ବିଧାନସଭାରେ ସନାଙ୍କୁ ତେରଛା ବାଣ ମାରିଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭା ବଜେଟ ଅଧିବେଶନ ଆରମ୍ଭ ହେଉଥିଲା ବେଳେ ଆରମ୍ଭରୁ ସକ୍ରିୟ ହୋଇଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ। ବିଧାନସଭା ଗୃହରେ ପ୍ରବେଶ ସମୟରେ କେନ୍ଦୁଝର ଜିଲାର ଚମ୍ପୁଆ ବିଧାୟକ ସନାତନ ମହାକୁଡ଼ଙ୍କୁ ତେରେଛା ବାଣ ମାରିଛନ୍ତି...
ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ: ଗଣାଇଲେ ମୋହନ ସରକାରଙ୍କ ସଫଳତା
ଭୁବନେଶ୍ୱର,୧୩।୨: ଗୁରୁବାର ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହୋଉଛି। ପ୍ରଥମ ଦିନ ଆରମ୍ଭରେ ରାଜ୍ୟପାଳ ହରିବାବୁ କମ୍ଭମପାଟି ଆଭିଭାଷଣ ରଖିଛନ୍ତି। ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରି ରାଜ୍ୟରେ ଭାଜପା ସରକାରଙ୍କ ଗତ ସାତ ମାସର ଉପଲବ୍ଧିକୁ ସେ...
ସିଏମ୍ସି କାଉନ୍ସିଲ ବୈଠକ: ୧୨୦୦ କୋଟିର ଚିଠା ବଜେଟ ଉପସ୍ଥାପିତ
କଟକ,୧୩ା୨(କାର୍ତ୍ତିକ ସାହୁ): କଟକ ମହାନଗର ନିଗମ (ସିଏମ୍ସି)ର ୨୮ତମ କାଉନସିଲ ବୈଠକରେ ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ୧୨୦୦ କୋଟି ଟଙ୍କାର ଚିଠା ବଜେଟ ଉପସ୍ଥାପନ କରାଯାଇଛି। ୨୦୨୫-୨୬ ଆର୍ଥିକ ବର୍ଷ ନିମନ୍ତେ ସିଏମ୍ସି ବିଭିନ୍ନ କ୍ଷେତ୍ରରୁ ୧୨୧୬ କୋଟି ଟଙ୍କା...
ପପୁଲାର ନର୍ସିଂହୋମ୍ ସିଲ୍
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ):ମଙ୍ଗଳାବାଗ ଥାନା ଅଞ୍ଚଳରେ ବିନା ଫାୟାର ସେଫ୍ଟି ଓ ଲାଇସେନ୍ସରେ ଚାଲିଥିବା ପପୁଲାର ନର୍ସିଂହୋମ୍ ଆଣ୍ଡ୍ ହସ୍ପିଟାଲ୍କୁ ବୁଧବାର ସିଲ୍ କରାଯାଇଛି। କଟକ ଜିଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲା ସ୍ବାସ୍ଥ୍ୟ ବିଭାଗର ଆସିଷ୍ଟାଣ୍ଡ ଡିଭିଜନାଲ ମେଡିକାଲ ଅଫସିର (ଏଫ୍ଡବ୍ଲ୍ୟୁ) ଡା....
ନବ ଦାସ ହତ୍ୟା ତଦନ୍ତର ସ୍ଥିତି ଜଣାଅ
କଟକ,୧୩ା୨(କାର୍ତ୍ତିକ ସାହୁ): ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବିରେ ହାଇକୋର୍ଟରେ ରୁଜୁ ମାମଲାର ଶୁଣାଣି ବୁଧବାର ହୋଇଛି। ହାଇକୋର୍ଟର କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଅରିନ୍ଦମ ସିହ୍ନା ଏବଂ ବିଚାରପତି ମୃଗାଙ୍କ ଶେଖର ସାହୁଙ୍କୁ ନେଇ ଗଠିତ...
ଏସ୍ସିବିରେ ଆଖିବୁଜିଲେ ଯକୃତ ପ୍ରତିରୋପିତ ମାନସ
କଟକ,୧୩ା୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍ସିବି ମେଡିକାଲରେ ଦ୍ୱିତୀୟ ଯକୃତ ପ୍ରତିରୋପିତ ନୟାଗଡ଼ ଅଞ୍ଚଳର ମାନସ ମୁଦୁଲି (୩୯) ବୁଧବାର ଆଖି ବୁଜିଛନ୍ତି। ସେ ଗତ ଜାନୁଆରୀ ୨୨ ତାରିଖରେ ଅସୁସ୍ଥ ହେବାରୁ ତାଙ୍କୁ ଏସ୍ସିବି ମେଡିକାଲର ସେଣ୍ଟ୍ରାଲ ଆଇସିୟୁରେ ଭର୍ତ୍ତି କରାଯାଇଥିଲା। ଚିକିତ୍ସାଧୀନ...
‘ମାନବ ଚାଲାଣ ମଧ୍ୟସ୍ଥଙ୍କ ମୂଳୋତ୍ପାଟନ ଜରୁରୀ’
ପୁରୀ,୧୩ା୨( ଅଜିତ୍ କୁମାର ମହାନ୍ତି): ମାନବ ଚାଲାଣ ଏକ ଘୃଣ୍ୟ ଓ ଜଘନ୍ୟ ଆପରାଧିକ କାର୍ଯ୍ୟ। ଏହାକୁ ସାମୂହିକ ଉଦ୍ୟମ ଓ ସହଯୋଗ ଦ୍ୱାରା ପ୍ରତିହତ କରାଯାଇପାରିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି। ବୁଧବାର ଅପରାହ୍ନରେ ପୁରୀ ଜିଲା ସଂସ୍କୃତି...
ଫ୍ଲଡଲାଇଟ୍ ଲିଭିବା ବିବାଦ ମଧ୍ୟରେ OCA ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ଏହି ବ୍ୟକ୍ତି
କଟକ, ୧୨।୨: ଓଡ଼ିଶା କ୍ରିକେଟ୍ ଆସୋସିଏସନ୍ (ଓସିଏ)ର ସଭାପତି ପାଇଁ ଶିଳ୍ପପତି ପଙ୍କଜ ଲୋଚନ ମହାନ୍ତି ନାମାଙ୍କନ ଦାଖଲ କରିଛନ୍ତି। ପୂର୍ବତନ ମନ୍ତ୍ରୀ ଏବଂ ଓଡ଼ିଶାର ବିଜୁ ଜନତା ଦଳ (ବିଜେଡି) ନେତା ପ୍ରଣବ ପ୍ରକାଶ ଦାସଙ୍କ ଇସ୍ତଫା ପରେ...
ଶିକ୍ଷିତ ପତ୍ନୀ ରୋଜଗାର ନ କରି ଭରଣପୋଷଣ ଦାବି କରିପାରିବେ ନାହିଁ: ଓଡ଼ିଶା ହାଇକୋର୍ଟ
ଭୁବନେଶ୍ୱର,୧୨।୨: ନିକଟରେ ଓଡ଼ିଶା ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି ଯେ ଉପଯୁକ୍ତ ଲାଭଦାୟକ ଚାକିରିରେ ଅଭିଜ୍ଞତା ଥିବା ଜଣେ ସୁଶିକ୍ଷିତ ପତ୍ନୀ କେବଳ ତାଙ୍କ ସ୍ୱାମୀଙ୍କଠାରୁ ଭରଣପୋଷଣ ଦାବି କରିବା ପାଇଁ ବେରୋଜଗାର ରହିପାରିବେ ନାହିଁ। ଏକ ମାମଲାର ଶୁଣାଣି କରି,...
ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର ଭିତ୍ତିଭୂମିର ବିକାଶ ପାଇଁ ୧୦୪ କୋଟି ଟଙ୍କା ଅନୁମୋଦନ
ଭୁବନେଶ୍ୱର,୧୨।୨: ରାଜ୍ୟର ୯୦ ଗୋଟି ଅନୁଦାନପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର (ଏଡ଼େଡ଼ କେଲଜ) ଭିତ୍ତିଭୂମି ବିକାଶ ପ୍ରକଳ୍ପ ନିମନ୍ତେ ସରକାରଙ୍କ ତରଫରୁ ୧୦୪ କୋଟି ଟଙ୍କା ଅର୍ଥରାଶି ଅନୁମୋଦନ କରାଯାଇଛି। ଏହି ପ୍ରକଳ୍ପରେ ରାଜ୍ୟର ୯୦ଟି ଅନୁଦାନ ପ୍ରାପ୍ତ ବେସରକାରୀ ମହାବିଦ୍ୟାଳୟର...
ମହାପ୍ରସାଦରେ ବ୍ୟବହାର ହେବ ଜୈବିକ ଚାଉଳ: ‘ଅମୃତ ଅନ୍ନ’ ନାମରେ ସ୍ବତନ୍ତ୍ର ପ୍ରକଳ୍ପ ପାଇଁ ପ୍ରସ୍ତାବ
ଭୁବନେଶ୍ୱର,୧୨।୨: ଶ୍ରୀମହାପ୍ରସାଦ ପ୍ରସ୍ତୁତିରେ ଜୈବିକ ଚାଉଳର ବ୍ୟବହାର ନେଇ ଏକ ପରାମର୍ଶ ବୈଠକ କୃଷି ଭବନ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ତଥା କୃଷି ଓ କୃଷକ ସଶକ୍ତିକରଣ ବିଭାଗ ପ୍ରମୁଖ ଶାସନ ସଚିବ...
କ୍ଷମତାକୁ ଫେରିଲେ ବି ମୁଖ୍ୟମନ୍ତ୍ରୀ ହେବିନି, କାହିଁକି ଏମିତି କହିଲେ ଭକ୍ତ ଦାସ
ଭୁବନେଶ୍ୱର,୧୨ା୨: ନୂଆ ପିସିସି ସଭାପତି ଭକ୍ତ ଚରଣ ଦାସ ବୁଧବାର ଏକ ବଡ଼ ବୟାନ ଦେଇଛନ୍ତି। ଯେଉଁମାନେ କଂଗ୍ରେସକୁ ଫେରିବେ ଗ୍ରହଣ କରିବୁ। ବିନା ସର୍ତ୍ତରେ ସେମାନଙ୍କୁ ଗ୍ରହଣ କରାଯିବ। ଆସନ୍ତା ୧୮ରେ ଭୁବନେଶ୍ବର ଫେରିବି ବୋଲି ଭକ୍ତ କହିଛନ୍ତି।...
Archives


