ମେଟ୍ରୋ

ବାତ୍ୟା ବାହାନା:ଦରଦାମ୍‌ ଆକାଶଛୁଆଁ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ‘ଫନୀ’ ପୁରୀ ଓ ଭୁବନେଶ୍ୱର ସହରକୁ ଉଜାଡି ଦେଇଛି। ଭାଙ୍ଗିଦେଇଛି ଲୋକଙ୍କ ଆର୍ଥିକ ମେରୁଦଣ୍ଡ। ବାତ୍ୟା ଯିବାର ୧୪ ଦିନ ପରେ ମଧ୍ୟ ଅଣ୍ଟା ସଳଖି ପାରିନାହାନ୍ତି ଖୋର୍ଦ୍ଧା, କଟକ, ପୁରୀ ଜିଲାର ଜନସାଧାରଣ। ବିଦ୍ୟୁତ୍‌ ଓ ପାଣି ପାଇଁ…

ବ୍ୟାଙ୍କିଙ୍ଗ୍‌, ଇନ୍‌ସ୍ୟୁରାନ୍ସ ସେବା ସ୍ବାଭାବିକ ପାଇଁ କେନ୍ଦ୍ର ଓ ରାଜ୍ୟ ଅଧିକାରୀଙ୍କ ବୈଠକ:ଓଡ଼ିଶା ଆପଣାଇବ କେରଳ ମଡେଲ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ବାତ୍ୟା ଫନୀ ପ୍ରଭାବିତ ଅଞ୍ଚଳରେ ବ୍ୟାଙ୍କ ଓ ବୀମା ସେବାକୁ ପୂର୍ବଭଳି ସ୍ବାଭାବିକ କରିବାକୁ ସରକାରୀ ସ୍ତରରେ ଉଦ୍ୟମ ଆରମ୍ଭ ହୋଇଛି। ଏ ନେଇ ଗୁରୁବାର ରାଜ୍ୟ ଅତିଥି ଭବନଠାରେ ଏକ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ କେନ୍ଦ୍ର ଅର୍ଥ…

ଫନୀ: ବିଦ୍ୟୁତ୍‌ ଭିତ୍ତିଭୂମିର ପୁନରୁଦ୍ଧାର:ଏନ୍‌ଡିଆର୍‌ଏଫ୍‌ ନିୟମ କୋହଳ କରାଯାଉ

ଭୁବନେଶ୍ୱର,୧୭।୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ଫନୀ ଦ୍ୱାରା ପୁରୀ ଜିଲା ଏବଂ ଅନ୍ୟ କେତେକ ଅଞ୍ଚଳର ବିଦ୍ୟୁତ୍‌ ଭିତ୍ତିଭୂମି ଧ୍ୱଂସ ପାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସ୍ବରାଷ୍ଟ୍ର ମନ୍ତ୍ରୀ ରାଜନାଥ ସିଂଙ୍କୁ କ୍ଷୟକ୍ଷତି ସମ୍ପର୍କରେ ଗୁରୁବାର ଚିଠି ଲେଖି ଅବଗତ କରାଇଛନ୍ତି। ଏଥିସହିତ ବର୍ତ୍ତମାନ…

ଖଣିଜ ଉତ୍ତୋଳନ ଅନିୟମିତତା ମାମଲା:୧୫ଖଣି ଲିଜ୍‌ଧାରୀଙ୍କୁ ଝଟକା

ଯୋଡ଼ା,୧୭।୫(ଡି.ଏନ.ଏ.):ଖଣିଜ ପଦାର୍ଥ ଉତ୍ତୋଳନରେ ହୋଇଥିବା ଅନିୟମିତତା ମାମଲାରେ ମାଲା ରାୟଙ୍କ ସମେତ ୧୫ଖଣି ଲିଜ୍‌ଧାରୀଙ୍କୁ କେନ୍ଦ୍ର ଖଣି ମନ୍ତ୍ରଣାଳୟ ପକ୍ଷରୁ ଝଟକା ଲାଗିଛି। କ୍ଷତିପୂରଣ ଦାଖଲ ପାଇଁ ରାଜ୍ୟ ସରକାର କରିଥିବା ନୋଟିସ ବିରୋଧରେ ୧୫ ଲୁହାପଥର ଓ ମାଙ୍ଗାନିଜ ଖଣି…

ଓଏଚ୍‌ଆର୍‌ସି କାର୍ଯ୍ୟକାରୀ ଅଧ୍ୟକ୍ଷ ହେଲେ ଜଷ୍ଟିସ ରଘୁବୀର ଦାଶ : ଶୀଘ୍ର ଫଇସଲା ହେବ ପଡ଼ିରହିଥିବା ସଙ୍ଗିନ ମାମଲା

ଭୁବନେଶ୍ୱର,୧୭।୫(ବ୍ୟୁରୋ)- ରାଜ୍ୟ ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ସଦସ୍ୟ ଥିବା ଜଷ୍ଟିସ୍‌ ରଘୁବୀର ଦାଶଙ୍କୁ ରାଜ୍ୟପାଳ ଗୁରୁବାର କାର୍ଯ୍ୟକାରୀ ଅଧ୍ୟକ୍ଷଭାବେ ନିଯୁକ୍ତ କରିଛନ୍ତି। ଏନେଇ ରାଜ୍ୟ ଆଇନ ବିଭାଗ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ମାନବାଧିକାର ସୁରକ୍ଷା ଧାରା ୧୯୯୩ର ସେକ୍ସନ…

ଲେଖିକା ମଣିଦୀପାଙ୍କ ସନ୍ଦେହଜନକ ମୃତ୍ୟୁ : ୫ ଦିନ ପରେ ଘରୁ ଗଳିତ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଭୁବନେଶ୍ୱର,୧୭।୫(ବ୍ୟୁରୋ) – ବିଶିଷ୍ଟ ଲେଖିକା ଡା. ମଣିଦୀପା ପଟ୍ଟନାୟକ(୪୮)ଙ୍କ ସନ୍ଦେହଜନକ ଭାବେ ମୃତ୍ୟୁ ଘଟିଛି। ସେ ରହୁଥିବା ପୁରୁଣା ଭୁବନେଶ୍ୱରର ଲିଙ୍କରାଜ ନଗରସ୍ଥିତ ବସେରା ଆପାର୍ଟମେଣ୍ଟରୁ ତାଙ୍କ ଗଳିତ ମୃତଦେହକୁ ଲିଙ୍ଗରାଜ ଥାନା ପୋଲିସ କବାଟ ଭାଙ୍ଗି ଗୁରୁବାର ଉଦ୍ଧାର କରିଛି।…

ଜାତୀୟ ଡେଙ୍ଗୁ ଦିବସ : ଡେଙ୍ଗୁ ନିୟନ୍ତ୍ରଣ କ୍ଷେତ୍ରରେ ଓଡ଼ିଶା ଆଗରେ

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ଡେଙ୍ଗୁ ନିୟନ୍ତ୍ରଣ କ୍ଷେତ୍ରରେ ଓଡ଼ିଶା ଦେଶର ଅନ୍ୟ ୬ ରାଜ୍ୟ ମଧ୍ୟରେ ସବୁଠାରୁ ଆଗରେ ରହିଛି। ଚଳିତବର୍ଷ ଜାନୁୟାରୀରୁ ଏ ପର୍ଯ୍ୟନ୍ତ ୨୫ଜଣ ଡେଙ୍ଗୁରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ ଉପଯୁକ୍ତ ଚିକିତ୍ସା ଯୋଗୁ ସମସ୍ତେ ସୁସ୍ଥ ହୋଇପାରିଛନ୍ତି। ଔଷଧୀୟ…

ବିଦ୍ୟୁତ୍‌ ଖୁଣ୍ଟରୁ ପଡ଼ି ଲାଇନ୍‌ମ୍ୟାନ୍‌ଙ୍କ ଜୀବନ ଗଲା

ପୁରୀ ଅଫିସ୍‌,୧୭।୫ : ପୁରୀ ଟାଉନ୍‌ ଥାନା ଅଧୀନ ପୁରୁଣା ସଦର ଥାନା ଛକରେ ଥିବା ଏକ ବିଦ୍ୟୁତ୍‌ ଖୁଣ୍ଟ ଉପରେ ଚଢ଼ି ୧୧ କେ.ଭି. ତାର ସଜାଡ଼ୁଥିବା ବେଳେ ଗୁରୁବାର ରାତିରେ ଖୁଣ୍ଟରୁ ପଡ଼ି ଜଣେ ଲାଇନ୍‌ ମ୍ୟାନ୍‌ଙ୍କ ମୃତ୍ୟୁ…

ଅସୁସ୍ଥତା ସତ୍ତ୍ୱେ କାର୍ଯ୍ୟ କଲେ ବିଏମ୍‌ସି ଇଞ୍ଜିନିୟର

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ସପ୍ତାହକୁ ଦୁଇଥର(ସୋମବାର ଓ ଶୁକ୍ରବାର) ଡାଏଲିସିସ୍‌ ଚିକିତ୍ସା। ୨୦୧୮ ଡିସେମ୍ବରରୁ ସେ କିଡ୍‌ନୀ ରୋଗରେ ପୀଡ଼ିତ। ଏହା ସତ୍ତ୍ୱେ ବାତ୍ୟା ‘ଫନୀ’ ପରେ ଛୁଟି ନ ନେଇ କାର୍ଯ୍ୟରତ ରହିଲେ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଇଞ୍ଜିନିୟରିଂ ଡିଭିଜନ-୨ର ଇଞ୍ଜିନିୟର…

ଫନୀ ତାଣ୍ଡବରେ ଉଜୁଡ଼ିଯାଇଛି ଶିଳ୍ପୀକୁଳର ଜୀବିକା: ମାଟିରେ ମିଶିଯାଇଛି ଉପକରଣ, କଳା ସାମଗ୍ରୀ, – ସ୍ବତନ୍ତ୍ର ପ୍ୟାକେଜ ଦାବି କଲା ଶିଳ୍ପୀ ମହାସଂଘ

ଭୁବନେଶ୍ୱର,୧୭।୫(ବ୍ୟୁରୋ) : ବାତ୍ୟା ‘ଫନୀ’ ଓଡ଼ିଶାର ଆର୍ଥିକ ମେରୁଦଣ୍ଡକୁ ସମ୍ପୂର୍ଣ୍ଣ ଦୋହଲାଇ ଦେଇଥିବା ବେଳେ ଏଥିରେ ବିଶେଷ ପ୍ରଭାବିତ ହୋଇଛି ଛୋଟବଡ଼ ଶିଳ୍ପ। ଏହାଦ୍ୱାରା ରାଜ୍ୟର ହଜାର ହଜାର ଶିଳ୍ପୀ ଓ ବୁଣାକାରଙ୍କ ଜୀବନ ଜୀବିକା ଉଜୁଡ଼ି ଯାଇଛି। ଆର୍ଥିକ ଦୃଷ୍ଟିରୁ…

ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ : ହଂକଂରେ ଭାରତରୁ ପ୍ରତିନିଧିତ୍ୱ କରିବେ ଶରଣ୍ୟା

ଭୁବନେଶ୍ୱର,୧୭।୫(ବ୍ୟୁରୋ): ଗତ ଏପ୍ରିଲ ୨୭ରୁ ୨୯ ପର୍ଯ୍ୟନ୍ତ କେରଳର କୋଝିକୋଡ଼ଠାରେ ଅନୁଷ୍ଠିତ ଜୁନିୟର ମଡେଲ ଇଣ୍ଟରନ୍ୟାଶନାଲ ୨୦୧୯ରେ ବାଜି ମାରିଛନ୍ତି ଆଉ ଜଣେ ଓଡ଼ିଆ। ଜୁନିୟର ବର୍ଗରେ ଶ୍ରୀବାଲିଙ୍କ ବାଜିମାତ ପରେ ୧୦ରୁ ୧୪ବର୍ଷ ବର୍ଗରେ ପ୍ରଥମ ରନର୍ସଅପ୍‌ ହୋଇଛନ୍ତି ଓଡ଼ିଆ…

ବିଦ୍ୟୁତ୍‌ ମରାମତିବେଳେ ଠିକା ମିସ୍ତ୍ରି ଜଳିଯିବା ଘଟଣା : -ମାରିଦେବା ପରେ ପୋଲିସ ଲଗାଇ ଚାପି ଦେବାକୁ ଉଦ୍ୟମ

ଭୁବନେଶ୍ୱର, ୧୭ା୫(ବ୍ୟୁରୋ)- ରାଜଧାନୀକୁ ଶୀଘ୍ର ବିଦ୍ୟୁତ୍‌ ଯୋଗାଇବା ପାଇଁ ଭୋକଶୋଷ ଭୁଲି ମରାମତିରେ ଲାଗି ପଡିଥିଲେ ବହୁ ଠିକା ମିସ୍ତ୍ରି ଓ ଶ୍ରମିକ। ବାତ୍ୟାବିପନ୍ନଙ୍କ ପାଇଁ ସାଜିଥିଲେ ରିୟଲ ହିରୋ। ହେଲେ ବୁଧବାର କାର୍ଯ୍ୟସ୍ଥଳରେ ୧୧ କେଭି ବିଦ୍ୟୁତ ସଂସ୍ପର୍ଶରେ ଆସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?