ମେଟ୍ରୋ

ଓୟୁଏଟିରେ ର଼୍ୟାଗିଂ ଅଭିଯୋଗ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ (ଓୟୁଏଟି) ହଷ୍ଟେଲରେ ର଼୍ୟାଗିଂ। ସିନିୟରଙ୍କ ର଼୍ୟାଗିଂର ଶିକାର ହୋଇଛନ୍ତି ଯୁକ୍ତ୩ ଏଗ୍ରୀକଲଚର ବିଭାଗର ପ୍ରଥମ ବର୍ଷର ଛାତ୍ର। ତେବେ ର଼୍ୟାଗିଂ ଭୟରେ କେତେଜଣ ଛାତ୍ର ହଷ୍ଟେଲ ଛାଡ଼ିଥିବାବେଳେ ମଙ୍ଗଳବାର ୪ଜଣଙ୍କୁ ବିଶ୍ୱବିଦ୍ୟାଳୟ…

ଅନୁଭବଙ୍କୁ ହତ୍ୟା ଧମକ: ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବୁ

କଟକ ଅଫିସ୍‌,୧ା୫- କେନ୍ଦ୍ରାପଡା ଲୋକ ସଭା ନିର୍ବାଚନମଣ୍ଡଳୀର ବିଜେଡି ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ହତ୍ୟା ଧମକ ମିଳିଛି। ୧୦ ଲକ୍ଷ ଟଙ୍କା ନ ଦେଲେ ମାରିଦେବାକୁ ହ୍ବାଟ୍‌ସଆପ୍‌ରେ ମେସେଜ କରି ଧମକ ଦିଆଯାଇଛି। ଏନେଇ ଅନୁଭବ ମଙ୍ଗଳବାର ପୁରୀଘାଟ ଥାନାରେ ଲିଖିତ…

‘ଫନୀ’ ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପ୍ରସ୍ତୁତ

ଭୁବନେଶ୍ୱର,୧ା୫ (ବ୍ୟୁରୋ)- ମାଡ଼ି ଆସୁଛି ବାତ୍ୟା ‘ଫନୀ’। ଏହା ୩ ତାରିଖରେ ପୁରୀ ନିକଟରେ ସ୍ଥଳଭାଗ ଛୁଇଁ ଉପକୂଳ ଓଡ଼ିଶାରେ ତାଣ୍ଡବ ରଚାଇବ। ଜାତୀୟ ପାଣିପାଗ ବିଭାଗ ଏନେଇ ସତର୍କ କରାଇବା ପରେ ଏହାର ମୁକାବିଲା ପାଇଁ ଅଗ୍ନିଶମ ବିଭାଗ ପୂରା…

ଆଜି ବିଶ୍ୱ ନୃତ୍ୟ ଦିବସ: ନୃତ୍ୟର ବିବର୍ତ୍ତନ

ଭୁବନେଶ୍ୱର,୨୯।୪-‘ନୃତ୍ୟ’ ଓ ‘ନାଟକ’ ଭାରତୀୟ ସଂସ୍କୃତିର ଦୁଇ ଅବିଚ୍ଛେଦ୍ୟ ଅଙ୍ଗ। ସମୟ ଯେତେ ବଦଳିଲେ ବି, ମଣିଷ ଯେତେ ଆଧୁନିକ ହେଲେ ବି ମନୋରଞ୍ଜନର ଏହି ଦୁଇ ପ୍ରମୁଖ ମାଧ୍ୟମ ଆଜି ସୁଦ୍ଧା ନିଜର ସ୍ଥିତି ମଜଭୁତ ରଖିଛି। ସମୟ ସହ…

ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତ୍ରୀଙ୍କ ଧାରଣା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରମାଦେବୀ ବିଶ୍ୱବିଦ୍ୟାଳୟ ହଷ୍ଟେଲ ସହକାରୀ ଅଧୀକ୍ଷକଙ୍କ ବଦଳି ଦାବିରେ ରବିବାର ଅନ୍ତେବାସିନୀମାନେ ଇନ୍ଦିରା ଗାନ୍ଧୀ ଆଦିବାସୀ ଛାତ୍ରୀ ନିବାସ ଆଗରେ ଧାରଣାରେ ବସିଥିଲେ। ହଷ୍ଟେଲ ସହକାରୀ ଅଧୀକ୍ଷକ ବିଶ୍ୱମୋହିନୀ ପତି ଛାତ୍ରୀମାନଙ୍କୁ ବାହାରକୁ ଛାଡ଼ୁ ନ ଥିବା ଏବଂ ଅଭିଭାବକଙ୍କୁ…

୪୬.୩ ଡିଗ୍ରୀରେ ରେକର୍ଡ ଭାଙ୍ଗିଲା ତାଳଚେର : ୪୦ ଡିଗ୍ରୀ ଟପିଲା ୧୪ ଜିଲା, ୫ ଜିଲାକୁ ହିଟ୍‌ ଓ୍ବେଭ୍‌ ଜାରି

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ରାଜ୍ୟରେ ପ୍ରବଳ ଗ୍ରୀଷ୍ମ ପ୍ରବାହ ଯୋଗୁ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି। ପ୍ରଚଣ୍ଡ ଖରା ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିପକାଉଛି। ଉପକୂଳ ହେଉ କି ପଶ୍ଚିମ ଓଡ଼ିଶା, ସବୁଠି ତାତି ଅସହ୍ୟ ହେଉଛି। କ୍ରମାଗତ ଭାବେ ତାପମାତ୍ରା ବଢ଼ୁଛି। ରବିବାର…

ଶକ୍ତିଶାଳୀ ହେଉଛି ‘ଫନୀ’ : ସତର୍କ ରହିବାକୁ ଏସ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୨୯।୪(ବ୍ୟୁରୋ)-ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଶ୍ରୀଲଙ୍କା ଉପକୂଳରେ ସୃଷ୍ଟ ବାତ୍ୟା ‘ଫନୀ’ ଧୀରେ ଧୀରେ ଶକ୍ତିଶାଳୀ ହେବାରେ ଲାଗିଛି। ୩୦ତାରିଖ ସୁଦ୍ଧା ‘ଫନୀ’ ଅତି ପ୍ରବଳ ବାତ୍ୟାର ରୂପ ନେବ। ଏହାର ପ୍ରଭାବରେ ଓଡ଼ିଶାର ଦକ୍ଷିଣ ଉପକୂଳରେ ଆସନ୍ତା ୨ରୁ ୩ତାରିଖ ଯାଏ ବର୍ଷା…

କିଶୋର ବାସା ‘ଟାଗୋର ନ୍ୟାଶନାଲ ଫେଲୋ’ ମନୋନୀତ

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଭାରତ ସରକାରଙ୍କ ସଂସ୍କୃତି ମନ୍ତ୍ରଣାଳୟ ଦ୍ୱାରା ଉତ୍କଳ ବିଶ୍ୱବିଦ୍ୟାଳୟ ନୃତତ୍ତ୍ୱ ବିଭାଗ ପୂର୍ବତନ ମୁଖ୍ୟ ପ୍ରଫେସର କିଶୋର କୁମାର ବାସାଙ୍କୁ ସମ୍ମାନଜନକ ‘ଟାଗୋର ନ୍ୟାଶନାଲ ଫେଲୋ’ ଭାବେ ମନୋନୀତ କରାଯାଇଛି। ଭୋପାଳସ୍ଥିତ ଇନ୍ଦିରା ଗାନ୍ଧୀ ରାଷ୍ଟ୍ରୀୟ ମାନବ ସଂଗ୍ରହାଳୟରେ ସେ ମେ…

‘ଆଭେଞ୍ଜର୍ସ ଏଣ୍ଡ୍‌ ଗେମ୍‌’ କ୍ରେଜ୍‌

ଭୁବନେଶ୍ୱର,୨୭।୪(ବ୍ୟୁରୋ)-ଫାଷ୍ଟ୍‌ ଡେ’ ଫାଷ୍ଟ୍‌ ଶୋ। ଶୁକ୍ରବାର ରିଲିଜ ହୋଇଥିବା ମାର୍ଭେଲ କମିକ୍ସ ସିରିଜର ସର୍ବାଧିକ ଚର୍ଚ୍ଚିତ ଫିଲ୍ମ ‘ଆଭେଞ୍ଜର୍ସ ଏଣ୍ଡ୍‌ ଗେମ୍‌’ର ପ୍ରଥମ ଦିନର ପ୍ରଥମ ଶୋ ଦେଖିବାକୁ ରାଜଧାନୀବାସୀଙ୍କ ମଧ୍ୟରେ ଦେଖିବାକୁ ମିଳିଥିଲା ପ୍ରବଳ କ୍ରେଜ୍‌। ପରିସ୍ଥିତି ଏଭଳି ଥିଲା…

ନୂଆ ରୂପ ନେଉଛି ରସୁଲଗଡ଼ ଛକ: ଆବର୍ଜନା କଳାକୃତିରେ ଓଡ଼ିଶାର ଝଲକ

ଭୁବନେଶ୍ୱର,୨୫।୪(ସସ୍ମିତା ପାଇକରାୟ)- ରାଜଧାନୀ ପ୍ରବେଶ ପଥରେ ରହିଥିବା ସହରର ସର୍ବାଧିକ ଜନଗହଳିପୂର୍ଣ୍ଣ ରସୁଲଗଡ଼ ଛକ ନୂଆ ରୂପ ପାଇବ। ବାଣୀବିହାର, ଆଚାର୍ଯ୍ୟ ବିହାର ପରେ ଏହି ଛକକୁ ଆକର୍ଷଣୀୟ ଭାବେ ସଜାଯାଉଛି। ସୌନ୍ଦର୍ଯ୍ୟକରଣ ପାଇଁ ଛକର ଗୋଲେଇ ମଧ୍ୟରେ ଏକ ଆକର୍ଷଣୀୟ…

୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ପୁରୀ ଜିଲା କଣାସ ବ୍ଲକ ଗଡ଼ିଶାଗଦା ପଞ୍ଚାୟତର ବିଲପାଟଣା ଗ୍ରାମରୁ ବୁଧବାର ୩ ନାଗୁଣୀ ସହ ୫୭ ଅଣ୍ଡା ଉଦ୍ଧାର କରାଯାଇଛି। ଗ୍ରାମର ରଶ୍ମିକାନ୍ତ ପରିଡ଼ା ସକାଳୁ ପାଳଗଦାରୁ କୁଟା ଆଣିବାକୁ ଗଲାବେଳେ ଏକ ନାଗସାପ ପାଳଗଦା ତଳେ ପଶିଯିବାର…

ଅଧ୍ୟାପକଙ୍କ ପେନ୍‌ସନ୍‌ ସମସ୍ୟା: ଉଚ୍ଚ ଶିକ୍ଷା ବିଭାଗକୁ ଏନ୍‌ଏଚ୍‌ଆର୍‌ସିର ରିପୋର୍ଟ ତଲବ

ଭୁବନେଶ୍ୱର,୨୫।୪(ବ୍ୟୁରୋ)- ଓଡ଼ିଶାରେ ସରକାରୀ ଅନୁଦାନପ୍ରାପ୍ତ କଲେଜରେ କାର୍ଯ୍ୟରତ ଅଧ୍ୟାପକ ଓ କର୍ମଚାରୀ ପେନ୍‌ସନ୍‌ ପାଉ ନ ଥିବା ଅଭିଯୋଗ ହେବା ପରେ ଜାତୀୟ ମାନବାଧିକାର କମିଶନ(ଏନ୍‌ଏଚ୍‌ଆର୍‌ସି) ରାଜ୍ୟ ସରକାରଙ୍କୁ ରିପୋର୍ଟ ତଲବ କରିଛନ୍ତି। ହ୍ୟୁମାନ ରାଇଟ୍‌ସ ଓ୍ବାଚ୍‌ ଅଧ୍ୟକ୍ଷା ସଙ୍ଗୀତା ସ୍ବାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?