ମେଟ୍ରୋ

ଭାଜପା ପ୍ରଚାରକୁ ବିରୋଧ କରି ଆକ୍ରମଣ: ୨ ଭାଜପା ନେତା ଆହତ

ଭୁବନେଶ୍ୱର, ୧୮ା୪ (ବ୍ୟୁରୋ)- ରାଜଧାନୀରେ ନିର୍ବାଚନୀ ପ୍ରଚାର ସରଗରମ ହୋଇଯାଇଥିବାବେଳେ ବିଭିନ୍ନ ସ୍ଥାନରେ ରାଜନୈତିକ ହିଂସା ଦେଖିବାକୁ ମିଳୁଛି। ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ନୀଳାଦ୍ରିବିହାରରେ ପ୍ରଚାରକୁ ନେଇ ଦୁଇଗୋଷ୍ଠୀ ମୁହାଁମୁହଁି ହୋଇଛନ୍ତି। ଅନ୍ୟଏକ ଗୋଷ୍ଠୀ ଭାଜପା କର୍ମୀଙ୍କୁ ଆକ୍ରମଣ କରିବା ସହ…

ବନ୍ଦ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହ ଉଦ୍ଧାର

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ନୟାପଲ୍ଲୀ ଥାନା ଅନ୍ତର୍ଗତ ଇନ୍ଦ୍ରଧନୁ ମାର୍କେଟ କମ୍ପ୍ଲେକ୍ସରେ ଥିବା ଏକ ହୋଟେଲରୁ ମ୍ୟାନେଜରଙ୍କ ଗଳିତ ମୃତଦେହକୁ ପୋଲିସ ବୁଧବାର ଉଦ୍ଧାର କରିଛି। ମୃତକ ହେଲେ ଖୋର୍ଦ୍ଧା ଜିଲା ପୋଡ଼ପାଟଣା ଗ୍ରାମର ଜଗନ୍ନାଥ ସୁବୁଦ୍ଧିଙ୍କ ପୁଅ ଶିବରାମ ସୁବୁଦ୍ଧି(୪୮)। ପାରିପାର୍ଶ୍ୱିକ…

ଖରାରେ ସିଝୁଛନ୍ତି ଶ୍ରମିକ: ସରକାରୀ ନିର୍ଦ୍ଦେଶକୁ ବେଖାତିର

ନିରାକାରପୁର,୧୭ା୪(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ନିରାକାରପୁର ଗେଟ୍‌ ବଜାରରେ ଗୋଟିଏ ମଲ୍‌ ଉପରେ ଶ୍ରମିକମାନେ ଖରାରେ କାମ କରୁଥିବା ଦେଖିବାକୁ ମିଳିଛି। ପ୍ରକାଶ ଯେ, ସରକାରଙ୍କ ପକ୍ଷରୁ ଏପ୍ରିଲ ପହିଲାରୁ ଶ୍ରମିକମାନଙ୍କୁ ସକାଳ ୬ଟାରୁ ପୂର୍ବାହ୍ନ ୧୧ଟା ଏବଂ ଅପରାହ୍ନ ୩ଟାରୁ ୫ଟା…

ହଳଦୀପଡ଼ିଆ ବସ୍ତିରୁ ବ୍ରାଉନ୍‌ସୁଗାର ଜବତ, ଜଣେ ଗିରଫ

କଟକରୋଡ଼,୧୭।୪(ଡି.ଏନ୍‌.ଏ): ଅବକାରୀ ଫ୍ଲାଇଙ୍ଗ୍‌ ସ୍କ୍ବାଡ୍‌ ବୁଧବାର ରାଜଧାନୀର ଲକ୍ଷ୍ମୀସାଗର ଥାନା ଅଧୀନ ହଳଦୀପଡ଼ିଆ ବସ୍ତିରେ ଚଢ଼ାଉ କରି ଜଣେ ବ୍ରାଉନ୍‌ସୁଗାର ବ୍ୟବସାୟୀଙ୍କୁ ଗିରଫ କରିଛି। ସେ ହେଲେ ଉକ୍ତ ବସ୍ତିରେ ରହୁଥିବା ଦିଲ୍ଲୀପ ବେହେରା। ତାଙ୍କ ନିକଟରୁ ୨୦ ଗ୍ରାମ୍‌ ବ୍ରାଉନ୍‌ସୁଗାର…

ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପ୍ରଚାର ଶେଷ: ୧୮ରେ ୨୭୯ ପ୍ରାର୍ଥୀଙ୍କ ଭାଗ୍ୟପରୀକ୍ଷା

ଭୁବନେଶ୍ୱର,୧୭ା୪(ବ୍ୟୁରୋ) ଆସନ୍ତା ୧୮ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ସାଧାରଣ ନିର୍ବାଚନ ଅନୁଷ୍ଠିତ ହେବ। ସେଥିପାଇଁ ମଙ୍ଗଳବାର ଅପରାହ୍ନ ୫ଟା ସୁଦ୍ଧା ନିର୍ବାଚନ ପ୍ରଚାର ଶେଷ ହୋଇଛି। ମତଦାନ ପରିଚାଳନା ପାଇଁ କର୍ମଚାରୀମାନେ ନିର୍ବାଚନ ସାମଗ୍ରୀ ଧରି ଗନ୍ତବ୍ୟସ୍ଥଳକୁ ଗସ୍ତ କରିଛନ୍ତି।…

ମିସ୍‌ ଟ୍ରାଡିଶନାଲ୍‌ ଟାଇଟଲ୍‌ ଜିତିଲେ ଓଡ଼ିଆ ଝିଅ ଶିବାନୀ

ଭୁବନେଶ୍ୱର,୧୭।୪(ବ୍ୟୁରୋ)- ମୁମ୍ବାଇ ମହାନଗର ଆନ୍ତଃ ବିଦ୍ୟାଳୟ ପ୍ରତିଯୋଗିତାରେ ଭାଗନେଇ ମିସ୍‌ ଟ୍ରାଡିଶନାଲ୍‌ ବିଭାଗରେ ବିଜୟୀ ହୋଇଛନ୍ତି ଓଡ଼ିଆ ଝିଅ ଶିବାନୀ ମିଶ୍ର। ଓଡ଼ିଶାରୁ ପ୍ରତିନିଧିତ୍ୱ କରିଥିବା ଶିବାନୀ ଏହି ପ୍ରତିଯୋଗିତାରେ ଓଡ଼ିଶାର ସଂସ୍କୃତି, ପରମ୍ପରା, ଚଳଣି ଓ ପାରମ୍ପରିକ ଓଡ଼ିଆ ଖାଦ୍ୟକୁ…

ରେଳଷ୍ଟେଶନରୁ ଧରାପଡ଼ିଲା ପକେଟମାର୍‌ ଗ୍ୟାଙ୍ଗ୍‌

ଭୁବନେଶ୍ୱର,୧୭ା୪ (ବ୍ୟୁରୋ)- ଭୁବନେଶ୍ୱର ରେଳ ଷ୍ଟେଶନରେ ବାରମ୍ବାର ପକେଟମାର୍‌ ସହ ଚୋରି ଓ ଲୁଟ୍‌ ହେଉଛି। ସୋମବାର ରାତିରେ ଜିଆର୍‌ପି ହାତରେ ଏକ ପକେଟମାର ଗ୍ୟାଙ୍ଗ୍‌ର ୩ଜଣ ସଦସ୍ୟ ଧରାପଡିଛନ୍ତି। ସେମାନେ ହେଲେ ନୟାଗଡ଼ ଜିଲା ଓଡ଼ଗାଁ ଥାନାଞ୍ଚଳର ଚିରଞ୍ଜିବ ସାହୁ…

କୁଶଭଦ୍ରା ଗଣ୍ଡରେ ବୁଡ଼ିଗଲେ ୩ କଲେଜ ଛାତ୍ର: ନିମାପଡ଼ାରେ ପ୍ରବଳ ଉତ୍ତେଜନା, ରାସ୍ତାରୋକୋ

ନିମାପଡ଼ା,୧୭।୪(ଡି.ଏନ୍‌.ଏ.): ପୁରୀ ଜିଲା ନିମାପଡ଼ା ଥାନା ଅନ୍ତର୍ଗତ କୁଶଭଦ୍ରା ନଦୀର ଧୀରପୁର ବାଲିଘାଟ ଗଣ୍ଡରେ ଗାଧୋଉଥିବାବେଳେ ୩ଜଣ କଲେଜ ଛାତ୍ର ବୁଡି ଯାଇଛନ୍ତି। ମଙ୍ଗଳବାର ଅପରାହ୍ନରେ ଘଟିଛି ଏହି ଘଟଣା। ବୁଡି ଯାଇଥିବା ଛାତ୍ରମାନେହେଲେ ସ୍ଥାନୀୟ ଶ୍ୟାମସୁନ୍ଦରପୁରର ଜ୍ୟୋତିରଞ୍ଜନ ସାହୁ (୨୧),…

ଏପ୍ରିଲ ୧୮ରୁ ଖରାଛୁଟି

ଭୁବନେଶ୍ୱର,୧୬।୪(ବ୍ୟୁରୋ): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁଁ ସ୍କୁଲ ଗୁଡିକୁ ଆଗୁଆ ଛୁଟି ଘୋଷଣା କରିଛନ୍ତି ରାଜ୍ୟସରକାର। ଏପ୍ରିଲ ୧୮ରୁ ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଗୁଡ଼ିକ ବନ୍ଦ ରହିବ ବୋଲି ଘୋଷଣା କରାଯାଇଛି। ଏହି ସୂଚନା ଦେଇଛନ୍ତି ସ୍ବତନ୍ତ୍ର ରିଲିଫ…

ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା: ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୧୬।୪(ବ୍ୟୁରୋ): ଖୋର୍ଦ୍ଧା ଭାଜପା ନେତା ମଙ୍ଗୁଳି ଜେନାଙ୍କ ହତ୍ୟା ମାମଲା। ଏହି ମାମଲାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ। ଏନେଇ ସୂଚନା ଦେଇଛନ୍ତି ଭାରପ୍ରାପ୍ତ ଡିଜି ବିକେ ଶର୍ମା। କ୍ରାଇମବ୍ରାଞ୍ଚ ଡିଏସ୍‌ପି ପ୍ରମୋଦ ରଥଙ୍କୁ ଏହି ମାମଲାର ତଦନ୍ତ ଦାୟିତ୍ୱ ଦିଆଯାଇଥିବା ବେଳେ…

୧୬ରେ ଆସୁଛନ୍ତି ମୋଦି, ଭୁବନେଶ୍ୱରରେ କରିବେ ରୋଡ ଶୋ’

ଭୁବନେଶ୍ୱର,୧୪।୪(ବ୍ୟୁରୋ): ଆସନ୍ତା ୧୬ରେ ପୁଣି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଏହି ଗସ୍ତ କାଳରେ ସେ ରାଜଧାନୀ ଭୁବନେଶ୍ୱରର ବରମୁଣ୍ଡା ପଡ଼ିଆରେ ଆୟୋଜିତ ହେବାକୁ ଥିବା ସାଧାରଣ ସଭାରେ ଯୋଗ ଦେବେ। ଏଥିସହ ସେ ଏକ ରୋଡ୍‌ ଶୋ’…

ବଡବିଲ୍‌ରୁ ଚୋରି ହାଇଓ୍ବା ଝାଡଖଣ୍ଡରୁ ଜବତ, ମାଷ୍ଟରମାଇଣ୍ଡ ସହ ୩ ଗିରଫ

ବଡ଼ବିଲ, ୨୮ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅନ୍ତର୍ଗତ ଭଦ୍ରାସାହିରୁ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଚୋରି ହୋଇଥିବା ହାଇଓ୍ବାକୁ ପୋଲିସ ବୁଧବାର ରାତିରେ ଝାଡଖଣ୍ଡରୁ ଜବତ କରିଛି। ଏହି ଘଟଣାର ମାଷ୍ଟରମାଇଣ୍ଡ୍‌ ସହ ଅନ୍ୟ ଦୁଇ ଦଲାଲଙ୍କୁ ପୋଲିସ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?