ସସ୍ମିତ ନୁହନ୍ତି, ଏ ହେଉଛନ୍ତି ଭିଲିଆନ୍ କାହିଁକି ଏମିତି କହିଲେ ଦେବାଶିଷ
ଭୁବନେଶ୍ୱର,୫।୪: ବଡ଼ ବିସ୍ଫୋରଣ ଘଟାଇଲେ ବିଜେଡି ଏମ୍ପି ଦେବାଶିଷ ସାମନ୍ତରାୟ। ସେ କହିଛନ୍ତି, ସସ୍ମିତ ଭିଲେନ ନୁହଁନ୍ତି, ମୁଖ୍ୟ ପରାମର୍ଶଦାତା ହିଁ ଏହା ପଛରେ ଅଛନ୍ତି ବୋଲି କହିଛନ୍ତି। ଦୁଇ ଦୁଇଟି ମିଟିଂରେ ନବୀନ ବିଲ୍କୁ ବିରୋଧ କରିବୁ କହିଥିଲେ। ପୁଣି…
ସସ୍ମିତଙ୍କ ବିରୋଧରେ ଚିଠି ଲେଖିଲେ ପ୍ରତାପ: ଏହା ଭିତରେ ରହିଛି ଗଭୀର ଷଡ଼ଯନ୍ତ୍ର
ଭୁବନେଶ୍ୱର, ୫।୪: ରାଜ୍ୟସଭା ସାଂସଦ ସସ୍ମିତ ପାତ୍ରଙ୍କ ବିରୋଧରେ ଚିଠଲେଖିଲେ ପ୍ରତାପ ଜେନା। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଲେ ପ୍ରତାପ। ସସ୍ମିତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବାକୁ ସେ ଚିଠିରେ ଉଲ୍ଲେଖ କରିଛନ୍ତି। ୱାକ୍ଫ ବିଲ ସପକ୍ଷରେ ସସ୍ମିତଙ୍କ ଭୋଟ…
ବାହିନୀପତିଙ୍କ ବିସ୍ଫୋରକ ବୟାନ: ବିଜୁ ଆଉ ପାଣ୍ଡିଆନ ଲୋକ…
ଭୁବନେଶ୍ୱର,୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମ୍ପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। ଏହାରି ମଧ୍ୟରେ ବିଜେଡିକୁ ନେଇ…
ଆଉ କିଛି ଘଣ୍ଟା ପରେ କାଳବୈଶାଖୀ, ୮ଜିଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା
ଭୁବନେଶ୍ୱର,୫।୪: ପ୍ରବଳ ତାତିରୁ ମିଳିଛି ସାମାନ୍ୟ ଆଶ୍ବସ୍ତି । କାଳବେଶାଖୀ ପ୍ରଭାବରେ ରାଜ୍ୟବାସୀଙ୍କୁ ମିଳିଛି ଆଶ୍ବସ୍ତି । ତେବେ ଆଜି ମଧ୍ୟ କାଳବେଶାଖୀ ବର୍ଷାର ତାଣ୍ଡବ ଦେଖିବାକୁ ମିଳିବ । ଆସନ୍ତୁ ଜାଣିବା କେଉଁ କେଉଁ ଜିଲାରେ ଆଜି ବର୍ଷା ହେବ…
‘ସସ୍ମିତ ବିଜେଡ଼ି ପାଇଁ ଅଡୁଆ ପରିସ୍ଥିତି ସୃଷ୍ଟି କରିଛନ୍ତି’
ଭୁବନେଶ୍ୱର,୫।୪: ଓ୍ବକଫ୍ ବିଲ୍ ଭୋଟିଂକୁ ନେଇ ବିଜେଡି ଏବେ ଦୁଇ ଭାଗ ହୋଇଯାଇଛି। ଦଳର ଏମ୍ପି ସସ୍ମିତ ପାତ୍ରଙ୍କ ଉପରେ ପୁଣି ବର୍ଷିଛନ୍ତି ବରିଷ୍ଠ ବିଜେଡି ନେତା ଗଣେଶ୍ୱର ବେହେରା। ବିଲ୍କୁ ସମର୍ଥନ କରି ସସ୍ମିତ ଦଳ ଲାଗି ଅଡ଼ୁଆ ପରିସ୍ଥିତି…
ବିଜେଡିରେ ଲିଡରସିପ୍ କ୍ରାଇସିସ: ଦଳ ଚଳାଉଥିବା ଡାଇରେକ୍ଟର ପାର୍ଟି ଛାଡ଼ି ପଳାଇବା ଯୋଜନାରେ କାହିଁକି ଏମିତି କହିଲେ କୃଷ୍ଣ
ଭୁବନେଶ୍ୱର,୫।୪: ବିଜେଡି କନ୍ଦଳକୁ ନେଇ ବଡ଼ ବୟାନ ଦେଲେ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ର। ବିଜେଡି ଭବିଷ୍ୟତ ଏବେ ଅନ୍ଧାର ବୋଲି ସେ କହିଛନ୍ତି। ମନ୍ତ୍ରୀ ଆହୁରି କହିଛନ୍ତି, ଦଳରେ ନେତୃତ୍ୱ ଅଭାବ ରହିଛି। ବିଜେଡିରେ ଲିଡରସିପ କ୍ରାଇସିସ ଚାଲିଛି। ଏପଟେ…
ସରିଲା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ -୨୦୨୫
ଭୁବନେଶ୍ୱର,୫ା୪: ଓଡ଼ିଶାପୋଷ୍ଟ ଏବଂ ଧରିତ୍ରୀର ମିଳିତ ଆନୁକୂଲ୍ୟରେ ଶନିବାର ସ୍ବସ୍ତି ପ୍ରିମିୟମରେ ଆୟୋଜିତ ହୋଇଥିବା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ-୨୦୨୫ ଇତିମଧ୍ୟରେ ଉଦ୍ଯାପିତ ହୋଇଯାଇଛି। କାର୍ଯ୍ୟକ୍ରମ ଶେଷରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ମୁଖ୍ୟ କାର୍ଯ୍ୟନିର୍ବାହୀ ଆଦ୍ୟାଶା ସତପଥୀ ଧନ୍ୟବାଦ ଦେଇଥିଲେ। କାର୍ଯ୍ୟକ୍ରମରେ ଉପସ୍ଥିତ…
ବଦ୍ରିଙ୍କ ତେର୍ଚ୍ଛା ବାଣ: ସସ୍ମିତ ଏତେ ବଡ଼ ସାହସ କଲେ କେମିତି? ତାଙ୍କ ପଛରେ କିଏ?
ଭୁବନେଶ୍ୱର, ୫।୪: ବିଜେଡିରେ ଓ୍ବକଫ ବିଲକୁ ନେଇ ଅସ୍ପଷ୍ଟ ନୀତି ଦଳ ଭିତରେ ଅସ୍ଥିରତା ସୃଷ୍ଟି କରିଛି। ଏହି ବିଲ ଶୁକ୍ରବାର ସକାଳେ ରାଜ୍ୟ ସଭାରେ ପାରିତ ହୋଇଥିବା ସମୟରେ ଦଳୀୟ ଏମପିଙ୍କ ମଧ୍ୟରେ ମତଭେଦ ଦେଖାଦେଇଛି। କୁହାଯାଉଛି ଯେ, ଦଳର…
ଆରମ୍ଭ ହେଲା ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୫: ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ
ଭୁବନେଶ୍ୱର,୫ା୪: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟର ମିଳିତ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡସ ୨୦୨୫ ଆରମ୍ଭ ହୋଇଛି। ଉକ୍ତ କାର୍ଯ୍ୟକ୍ରମକୁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ ପ୍ରଦୀପ ପ୍ରଜ୍ୱଳନ କରି ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ସିଂଦେଓ ଉକ୍ତ…
Live updates: ବିଜ୍ନେସ୍ ଏମିନେନ୍ସ ଆଓ୍ବାର୍ଡ୍ସ-୨୦୨୫
ଭୁବନେଶ୍ୱର: ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜ୍ନେସ୍ ଏମିନେସ୍ସ ଆଓ୍ବାର୍ଡ୍ସ-୨୦୨୫ ଆରମ୍ଭ ହେବାକୁ ଯାଉଛି। ଏହି ଅବସରରେ ଯୋଗ ଦେବାକୁ ଥିବା ସମସ୍ତ ବ୍ୟବସାୟୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଧରିତ୍ରୀ ତଥା ଓଡ଼ିଶା ପୋଷ୍ଟର କାର୍ଯ୍ୟନିର୍ବାହୀ ଆଦ୍ୟାଶା…
ବିଦେଶ ମାଟିରେ ଓଡ଼ିଆ ଖାଦ୍ୟର ଆଦର ବଢୁଛି
ଭୁବନେଶ୍ୱର,୫।୪ (ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଖାଦ୍ୟର ଆଦର ବିଦେଶ ମାଟିରେ ବଢ଼ିବାରେ ଲାଗିଛି। କଳାହାଣ୍ଡି କଲମ୍ପୁରର କଦଳୀ, ଢେଙ୍କାନାଳର ଆମ୍ବ ଓ ପନିପରିବା ସହ ଉପକୂଳ ଏବଂ ପଶ୍ଚିମ ଓଡ଼ିଶାରୁ ମଧ୍ୟ ପରିବା ରପ୍ତାନି ହେଉଛି। ସେହିପରି ବଲାଙ୍ଗୀର ପାଟଣାଗଡ଼ରୁ ଡ୍ରାଗନ୍…
କଇଁଛ ପିଠିରେ ରାସାୟନିକ ରଙ୍ଗରେ ଶ୍ରୀଜଗନ୍ନାଥ
ଭୁବନେଶ୍ୱର,୫।୪ (ବନ୍ଦନା ସେଠୀ)ସୋସିଆଲ୍ ମିଡିଆରେ ଚର୍ଚ୍ଚାକୁ ଆସିବା ସହିତ ଭିୟୁର୍ସ ବଢାଇବା ପାଇଁ ବ୍ଲଗରମାନେ କିଛି ବି କରିବାକୁ ପଛାଉ ନାହାନ୍ତି। ଏପରିକି ନିରୀହ ବନ୍ୟପ୍ରାଣୀଙ୍କୁ ଅତ୍ୟାଚାର କରିବା ତଥା ସେମାନଙ୍କୁ ମାରିବା ପାଇଁ ମଧ୍ୟ କୁଣ୍ଠାବୋଧ କରୁନାହାନ୍ତି। ନିକଟରେ ଅନୁଗୋଳ…
Archives


