ପିଜି ନାମଲେଖା: ପ୍ରଥମ ମେଧା ତାଲିକା ପ୍ରକାଶ
ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶିକ୍ଷାବର୍ଷ ୨୦୨୬-୨୭ ପାଇଁ ସ୍ନାତକୋତ୍ତର (ପି.ଜି.) ପାଠ୍ୟକ୍ରମରେ ନାମଲେଖା ପାଇଁ ପ୍ରଥମ ପର୍ଯ୍ୟାୟ ମେରିଟ୍ ଲିଷ୍ଟ ଶୁକ୍ରବାର ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟରେ ମୋଟ ୨୧,୧୨୧ଜଣ ଚୟନ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୬,୯୧୮ଜଣ…
ଆଜିଠାରୁ ‘ମେଟଲ ମିଟ୍’ କୁଇଜ୍ ମହାକୁମ୍ଭ
ଭୁବନେଶ୍ୱର,୮ା୮(ସୁଚିସ୍ମିତା ସାହୁ): ଦୈନିକ ଇଂଲିଶ ଖବରକାଗଜ ‘ଓଡିଶା ପୋଷ୍ଟ’ ପକ୍ଷରୁ କୁଇଜ୍ ମହାକୁମ୍ଭ ‘ମେଟଲ ମିଟ୍’ର ଦଶମ ସଂସ୍କରଣ ଶନିବାର ଉଦ୍ଘାଟନ ହେବ। ଭୁବନେଶ୍ୱରସ୍ଥିତ ଏକ ହୋଟେଲରେ ଏହି ରାଜ୍ୟସ୍ତରୀୟ କୁଇଜ ପ୍ରତିଯୋଗିତା ଦୁଇଦିନ ଧରି ଚାଲିବ। ପ୍ରଥମଦିନ ପ୍ରିଲିମ୍ସ ହେବାକୁ…
ଓଡ଼ିଶାର ୨ ବୁଣାକାରଙ୍କୁ ଜାତୀୟ ପୁରସ୍କାର
ଭୁବନେଶ୍ୱର,୮ା୮(ସୌମ୍ୟରଞ୍ଜନ ରାଉତ): ନୂଆଦିଲୀର ରାଷ୍ଟ୍ରପତି ଭବନ ସାଂସ୍କୃତିକ କେନ୍ଦ୍ରଠାରେ ଶୁକ୍ରବାର ୧୨ତମ ଜାତୀୟ ହସ୍ତତନ୍ତ ଦିବସ ସମାରୋହ ପାଳିତ ହୋଇଯାଇଛି। କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଯୋଗଦେଇ ଭାରତର ସମୃଦ୍ଧ ଏବଂ ବିବିଧ ହସ୍ତତନ୍ତ ବୟନ ପରମ୍ପରାକୁ ସମ୍ମାନ ପ୍ରଦର୍ଶନ କରୁଥିବା…
୨୪ ଘଣ୍ଟାରେ ଲଘୁଚାପ: ସପ୍ତାହେ ଯାଏ ପ୍ରବଳ ବର୍ଷା, ଆଜି ୬ ଜିଲାକୁ ଓ୍ବାର୍ନିଂ…
ଭୁବନେଶ୍ୱର, ୭ା୮(ବନ୍ଦନା ସେଠୀ) – ରାଜ୍ୟରେ ଲଗାଣ ବର୍ଷା ପାଇଁ ବିଭିନ୍ନ ଅଞ୍ଚଳରେ ଜଳବନ୍ଦୀ ଓ ବନ୍ୟା ପରିସ୍ଥିତି ଲାଗି ରହିଥିବାବେଳେ ଆସୁଛି ଆଉ ୨ ଲଘୁଚାପ। ଇତିମଧ୍ୟରେ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଏବଂ ସଂଲଗ୍ନ ବାଂଲାଦେଶ ଉପରେ ଏକ ଉପର…
ଜିଆର୍ପି କନଷ୍ଟେବଳ ସୌମ୍ୟ ହତ୍ୟା ମାମଲା: ପ୍ରମାଣ ଅଭାବରୁ ୬ ଅଭିଯୁକ୍ତଙ୍କୁ ମିଳିଲା ଜାମିନ
ଭୁବନେଶ୍ୱର,୭।୮: ଚର୍ଚ୍ଚିତ ଜିଆର୍ପି (GRP) କନଷ୍ଟେବଳ ସୌମ୍ୟ ରଞ୍ଜନ ମହାପାତ୍ର ହତ୍ୟା ମାମଲାରେ କୋର୍ଟଙ୍କ ପକ୍ଷରୁ ୬ ଅଭିଯୁକ୍ତଙ୍କୁ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାରେ ପୂର୍ବରୁ ମୋଟ ୨୦ ଜଣଙ୍କୁ ଗିରଫ କରାଯାଇଥିବାବେଳେ, ପ୍ରମାଣ ଅଭାବରୁ ସେମାନଙ୍କ ମଧ୍ୟରୁ ଏହି…
ରାକ୍ଷୀପୂର୍ଣ୍ଣିମାରେ ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା: ଜୁଲାଇ ୨୫ ତାରିଖ ସୁଦ୍ଧା…
ଭୁବନେଶ୍ୱର,୭।୮ ରାକ୍ଷୀପୂର୍ଣ୍ଣିମା ଅବସରରେ ରାଜ୍ୟର ମହିଳାମାନଙ୍କୁ ‘ସୁଭଦ୍ରା’ ଯୋଜନାର ଟଙ୍କା ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀଙ୍କ ସୂଚନା ଅନୁଯାୟୀ, ଜୁଲାଇ ୨୫ ତାରିଖ ସୁଦ୍ଧା ଜିଲାସ୍ତରରୁ ଯେଉଁ ଯୋଗ୍ୟ ହିତାଧିକାରୀଙ୍କ ନାମ ଆସିଥିବ, ସେମାନଙ୍କୁ ମଧ୍ୟ…
ଓଡ଼ିଶାକୁ ସତର୍କ କରାଇଲା ଭାରତୀୟ ପାଣିପାଗ ବିଭାଗ, ୧୨ ତାରିଖରେ ହେବ…
ଭୁବନେଶ୍ୱର,୭ା୮: ଭାରତୀୟ ପାଣିପାଗ ବିଭାଗ ଓଡ଼ିଶାକୁ ସତର୍କ ସୂଚନା ଜାରି କରିଛି। ଆସନ୍ତା ୧୨ ତାରିଖ ବେଳକୁ ବଙ୍ଗୋପସାଗରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ। ଏହାର ପ୍ରଭାବରେ ଉତ୍ତର ଓ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ…
ଫସିବେ କି ଚଞ୍ଚଳ ରାଣା: ସୁପ୍ରିମକୋର୍ଟରେ କହିଲେ ଯାଞ୍ଚ ହୋଇଛି, ଏଠି କମିଶନର କହୁଛନ୍ତି ପୋର୍ଟାଲ ତଥ୍ୟ
ଭୁବନେଶ୍ୱର,୭।୮(ରବିନାରାୟଣ ଜେନା):ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଅଞ୍ଚଳରେ ଆବାସିକ ଘରେ ବେଆଇନ ଭାବେ ବ୍ୟବସାୟ କେନ୍ଦ୍ର ଖୋଲିବା ପ୍ରସଙ୍ଗ ଏବେ ରୋଚକ ମୋଡ଼ ନେଇଛି। ଏହି ପ୍ରସଙ୍ଗକୁ ନେଇ ବିଏମ୍ସି କାର୍ଯ୍ୟାଳୟ ସମେତ ଭୁବନେଶ୍ୱର-ଉତ୍ତର, ଦକ୍ଷିଣପୂର୍ବ ଏବଂ ଦକ୍ଷିଣ-ପଶ୍ଚିମ ଜୋନ୍ରେ ଏବେ ଭିଡ଼…
ପ୍ରବଳ ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୧୨ ଜିଲାକୁ ସତର୍କ ରହିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୭।୮: ଆସନ୍ତା ୩ ଘଣ୍ଟା ପାଇଁ ଓଡ଼ିଶାର ୧୨ ଜିଲାକୁ ସତର୍କ ସୂଚନା ଜାରି କରାଯାଇଛି। ରାଜ୍ୟର ୧୨ ଜିଲାରେ ବର୍ଷା ସହ ବିଜୁଳି ଓ ଘଡ଼ଘଡ଼ି ସମ୍ଭାବନା ରହିଛି। ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, ବରଗଡ଼, ବୌଦ୍ଧ,…
ଓ୍ବାଇ.ବି. ଖୁରାନିଆଙ୍କ ପରେ କିଏ ହେବେ ପୋଲିସ ମୁଖିଆ: ବଢୁଛି ଚର୍ଚ୍ଚା
ଭୁବନେଶ୍ୱର,୭।୮(ତ୍ରିନାଥ ମହାନ୍ତି):ପୋଲିସ ଡିଜି ଯୋଗେଶ ବାହାଦୁର ଖୁରାନିଆ ଆସନ୍ତା ୧୬ ତାରିଖରେ ଅବସର ନେବେ। ତାଙ୍କ ପରେ କିଏ ହେବ ପରବର୍ତ୍ତୀ ଡିଜିପି ତାହାକୁ ନେଇ କଳ୍ପନାଜଳ୍ପନା ଚାଲିଛି। ରାଜ୍ୟ ସରକାର ବରିଷ୍ଠତା ଓ ଅଭିଜ୍ଞତା ଦୃଷ୍ଟିରୁ ପାଖାପାଖି ୧୧ ଆଇପିଏସ…
ଘୂର୍ଣ୍ଣିବଳୟ ପ୍ରଭାବରେ ସପ୍ତାହେ ଯାଏ ପ୍ରବଳ ବର୍ଷା: ଅରେଞ୍ଜ ଓ୍ବାର୍ନିଂ ଜାରି, ଘଣ୍ଟାପ୍ରତି…
ଭୁବନେଶ୍ୱର,୭ା୮(ବନ୍ଦନା ସେଠୀ): ଉତ୍ତର ଓଡ଼ିଶା ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହା ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚତାରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ଗାଙ୍ଗେୟ ପଶ୍ଚିମବଙ୍ଗ ଉପକୂଳ ଉପରେ ରହିଛି। ସେହିପରି…
ପ୍ରବଳ ବର୍ଷାକୁ ନେଇ ଆଲର୍ଟ ଜାରି କଲା ପାଣିପାଗ ବିଭାଗ: ଆସନ୍ତା ୩ ଘଣ୍ଟାରେ…
ଭୁବନେଶ୍ୱର,୬।୮: ରାଜଧାନୀ ସମେତ ରାଜ୍ୟର ଅନେକ ସ୍ଥାନରେ ପ୍ରବଳ ବର୍ଷା। ଭୁବନେଶ୍ୱରରେ ରାତି ସାରା ଅବିଶ୍ରାନ୍ତ ପ୍ରବଳ ବର୍ଷା ହୋଇଛି। ସକାଳ ୫ଟା ୩୦ ସୁଦ୍ଧା ୯୭.୨ ମି.ମି ବର୍ଷା ରେକର୍ଡ।ବିଭିନ୍ନ ଅଂଚଳ ଜଳମଗ୍ନ, ଘରେ ପାଣି ପଶିଥିବା ସୂଚନା ମିଳିଛି।ମଧ୍ୟରାତିରୁ…

