ମେଟ୍ରୋ

ଭୁବନେଶ୍ୱରରେ ଦୁଇ ଲୁଟେରାଙ୍କୁ ଏନ୍‌କାଉଣ୍ଟର

ଭୁବନେଶ୍ୱର,୪।୪(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଟଙ୍କପାଣି ବ୍ରିଜ୍‌ ନିକଟ ବାଙ୍କୁଆଳ ବାଲିଯାତ୍ରା ପଡ଼ିଆ ପାଖରେ ଗୁରୁବାର ରାତିରେ ପୋଲିସ ଏନ୍‌କାଉଣ୍ଟରରେ ଦୁଇ ଆନ୍ତଃରାଜ୍ୟ ଲୁଟେରା ଆହତ ହୋଇଛନ୍ତି। ସେମାନେ ହେଲେ ବିହାର କଟିଆର ଜିଲାର ମନୀଷ ଯାଦବ ଓ ସୋନୁ ଯାଦବ। ଉଭୟଙ୍କ…

ବ୍ୟବସାୟ ନୁହେଁ, ସାଲିସ୍‌ବିହୀନ ଶିକ୍ଷାକୁ ପ୍ରାଧାନ୍ୟ

ଯୁବୋଦୟ ଇନ୍‌ଷ୍ଟିଚ୍ୟୁଟର ନିର୍ଦ୍ଦେଶକ ଅମ୍ବରୀଶ ଦାଶ ସମ୍ବଲପୁରରେ ୧୯୭୧ରେ ଜନ୍ମଗ୍ରହଣ କରିଥିଲେ। କଟକରେ ପଦାର୍ଥ ବିଜ୍ଞାନରେ ସ୍ନାତକ ଏବଂ ଦିଲ୍ଲୀରେ ଏମ୍‌ବିଏ କରିବା ପରେ ସେଠାରେ ଏକ କମ୍ପାନୀରେ ଯୋଗଦେଇଥିଲେ। ପରବର୍ତ୍ତୀ ସମୟରେ ନିଜ ଜନ୍ମମାଟିରେ ଓଡ଼ିଶାରେ କିଛି କରିବାକୁ ଚାହଁୁଥିଲେ।…

ଓ୍ବକଫ୍‌ ବିଲ୍‌କୁ ନେଇ ବିଜେଡିର ବଦଳ ବେପାର

ଭୁବନେଶ୍ୱର,୪ା୪(ସୁନିତ୍‌ ମିଶ୍ର): ଓ୍ବକଫ୍‌ ବିଲ୍‌ ରାଜ୍ୟ ସଭାରେ ପାରିତହେବା ପୂର୍ବରୁ ବିଜେଡିର ରାଜନୈତିକ ଚରିତ୍ର ଆଉ ଥରେ ପଦାରେ ପଡ଼ିଯାଇଛି। ରାଜ୍ୟ ସଭାରେ ଓ୍ବକଫ୍‌ ବିଲ୍‌ ଉପରେ ସକାଳବେଳା ଚାଲିଥିବା ଆଲୋଚନାରେ ଭାଗନେଇ ବିଜେଡି ଏମ୍‌ପି ମୁଜିବୁଲ୍ଲା (ମୁନ୍ନା) ଖାଁ ଏହାକୁ…

ପୁଣି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେଲେ ଭକ୍ତ, ରାଜନୀତି ହଲଚଲ

ଭୁବନେଶ୍ୱର,୩।୪: ଓଡ଼ିଶାରେ ରାଜନୈତିକ ଉତ୍ତେଜନା ଦିନକୁ ଦିନ ବଢ଼ିଚାଲିଛି। ଏହି ପରିପ୍ରେକ୍ଷୀରେ ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ଭକ୍ତଚରଣ ଦାସ ଏକ ଜୋରଦାର ଘୋଷଣା କରି ରାଜ୍ୟବ୍ୟାପୀ ଆନ୍ଦୋଳନର ସଙ୍କେତ ଦେଇଛନ୍ତି। ସମ୍ପ୍ରତି କଳାହାଣ୍ଡି ଜିଲାରେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମୟରେ…

ଆସିବେ ମୁଖ୍ୟମନ୍ତ୍ରୀ, ବିଭିନ୍ନ ପ୍ରକଳ୍ପର କରିବେ ଭିତ୍ତିପ୍ରସ୍ତର ସ୍ଥାପନ

ଖୋର୍ଦ୍ଧା,୩ା୪(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାରେ ଶିଳ୍ପ ପ୍ରକଳ୍ପଗୁଡ଼ିକର ଭିତ୍ତିପ୍ରସ୍ତର ସ୍ଥାପନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଗୁରୁବାର ମଧ୍ୟାହ୍ନ ୧୨ଟାରେ ହଳଦୀପଦା ଅସ୍ଥାୟୀ ହେଲିପ୍ୟାଡ୍‌ରେ ମୁଖ୍ୟମନ୍ତ୍ରୀ ଅବତରଣ କରିବେ। ହଳଦୀପଦା ଓ କାଳିବେତୀ ଦୁଇଟି ସ୍ଥାନରେ ଶିଳ୍ପ ପ୍ରକଳ୍ପ ଶିଳାନ୍ୟାସ…

ବିଧାନସଭାରେ ରାତିତମାମ ବିତର୍କ, ଅନିର୍ଦ୍ଦିଷ୍ଟ କାଳ ଯାଏଁ ଗୃହକୁ ମୁଲତବୀ ରଖିଲେ ବାଚସ୍ପତି

ଭୁବନେଶ୍ୱର ୩।୪: ଶେଷ ହେଲା ସପ୍ତଦଶ ବିଧାନସଭା ଅଧିବେଶନ । ଅନିର୍ଦ୍ଧିଷ୍ଟ କାଳ ପାଇଁ ଗୃହକୁ ମୂଲତବୀ ଘୋଷଣା କଲେ ବାଚସ୍ପତି ।  ଆଗକୁ କୌଣସି ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟକ୍ରମ ନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ଘୋଷଣା ଲାଗି ପ୍ରସ୍ତାବ ଆଣିଥିଲେ…

୫ଯାଏ କାଳବୈଶାଖୀ, ଏହିସବୁ ଜିଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୩ା୪(ଅନୁରାଧା ମହାରଣା): ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଥିବାବେଳେ କାଳବୈଶାଖୀ ପ୍ରଭାବ ମଧ୍ୟ ଦେଖିବାକୁ ମିଳୁଛି। ବିଜୁଳି, ଘଡ଼ଘଡ଼ି, ପବନ ସହ ହାଲୁକା ବର୍ଷା ଆରମ୍ଭ ହୋଇଛି। ବୁଧବାର ସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି, ରାୟଗଡା, କୋରାପୁଟ ଏବଂ କନ୍ଧମାଳ ଜିଲାର…

ବିଧାନସଭାରେ ରାତିତମାମ ବିତର୍କ, ଭୋର ୪ଟା ୨୯ ମିନିଟରେ ପାରିତ ହେଲା ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪

ଓଡ଼ିଶା ବିଶ୍ବବିଦ୍ୟାଳୟ (ସଂଶୋଧନ) ବିଲ୍‌ ୨୦୨୪ ଉପରେ ବିଧାନସଭାରେ ବୁଧବାର ଅପରାହ୍ନ ୪ଟାରୁ ଆରମ୍ଭ ହୋଇଥିବା ଆଲୋଚନା ରାତିତମାମ ଜାରି ରହିଥିଲା। ରାତି ୨ଟାରେ ରିପୋର୍ଟ ପ୍ରସ୍ତୁତି ସୁଦ୍ଧା ବିଲ୍‌ ଉପରେ ବିରୋଧୀ ଆଣିଥିବା ସଂଶୋଧନ ପ୍ରସ୍ତାବ ଉପରେ ବିତର୍କ ଚାଲିଥିଲା।…

ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ମିଳିବ ପ୍ରୋତ୍ସାହନ: ସରକାରୀ କର୍ମଚାରୀ ପିନ୍ଧିବେ ହସ୍ତତନ୍ତ ପୋଷାକ

ଭୁବନେଶ୍ୱର,୨।୪: ‘ଓଡ଼ିଆ ପକ୍ଷ’ ଉତ୍ସବର ଏକ ଅଂଶ ସ୍ୱରୂପ, ଓଡ଼ିଶା ସରକାର ରାଜ୍ୟର ସମୃଦ୍ଧ ବୟନ ଐତିହ୍ୟକୁ ପ୍ରୋତ୍ସାହିତ କରିବା ପାଇଁ ଗୁରୁବାର ହସ୍ତତନ୍ତ ପୋଷାକ ପିନ୍ଧିବାକୁ ତାଙ୍କର କର୍ମଚାରୀ ଏବଂ ଜନସାଧାରଣଙ୍କୁ ଅନୁରୋଧ କରିଛନ୍ତି। ‘ଆମ ପୋଷାକ ଆମ ପରିଚୟ’…

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ, ଲକ୍ଷେ ଟଙ୍କା ଲାଞ୍ଚ ନେବା ବେଳେ ଧରାପଡ଼ିଲେ

ଭୁବନେଶ୍ୱର,୨।୪: ଗ୍ରାମୀଣ କାର୍ଯ୍ୟ ବିଭାଗର ସହକାରୀ ଯନ୍ତ୍ରୀ କାମ ବିଲ୍ ପରିଶୋଧ କରିବା ପାଇଁ ଲାଞ୍ଚ ଦାବି ଏବଂ ଗ୍ରହଣ କରୁଥିବା ସମୟରେ ଓଡ଼ିଶା ଭିଜିଲାନ୍ସ ଅଧିକାରୀଙ୍କ ହାତରେ ଧାରା ପଡିଛନ୍ତି। ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ସହକାରୀ ଯନ୍ତ୍ରୀ…

ସିଏଜିଙ୍କ ହାତରେ ଖଣି ଦୁର୍ନୀତି: ସରକାରଙ୍କ ବିପୁଳ ପରିମାଣର ରାଜସ୍ବ ହାନି

ଭୁବନେଶ୍ୱର,୨ା୪(ରବିନାରାୟଣ ଜେନା): ରାଜ୍ୟରେ ଗତ ୨୨ ବର୍ଷରେ ଖଣିଜ ଅଞ୍ଚଳରେ ଲିଜ୍‌ଧାରୀମାନେ କିଭଳି ମନଇଚ୍ଛା ଖଣିଜ ପଦାର୍ଥ ଉତ୍ତୋଳନ କରିଛନ୍ତି ତା’ର ଦସ୍ତାବିଜ୍‌ ରାଜ୍ୟ ମହାଲେଖାକାରଙ୍କ ହାତରେ ଲାଗିଛି। ଏଥିପାଇଁ ସୁପ୍ରିମ୍‌କୋର୍ଟଙ୍କ ହସ୍ତକ୍ଷେପ ପରେ ଦୁଇଟି ପର୍ଯ୍ୟାୟରେ ଖଣି ଲିଜ୍‌ଧାରୀମାନେ ପ୍ରାୟ…

ନକଲିକୁ ଧରିଲା ଅସଲି ପୋଲିସ: ହୋମଗାର୍ଡ ଚାକିରି ଦେବାକୁ କହି ୩୦ରୁ ୪୦ ଆଶାୟୀଙ୍କୁ ଠକେଇ

କଟକ,୨।୪: କମିଶନରେଟ୍ ପୋଲିସର କଟକ ପୋଲିସ ବିଭାଗରେ ବିଭିନ୍ନ ପ୍ରକାରର ପଦବୀରେ ନିଯୁକ୍ତି ଦେବା ବାହାନାରେ ଚାକିରି ଆଶାୟୀମାନଙ୍କୁ ଠକୁଥିବା ଜଣେ ନକଲି ପୋଲିସ ଇନସପେକ୍ଟରଙ୍କୁ ଗିରଫ କରିଛି। ଗିରଫ ନକଲି ପୋଲିସ ଇନସପେକ୍ଟର କଟକ ଜିଲାର ତିଗିରିଆ ଥାନା ଅନ୍ତର୍ଗତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri