ବଡ଼ ପଦକ୍ଷେପ: ଆଜିଠୁ ନିଷ୍କ୍ରିୟ ମୋବାଇଲ ନମ୍ବରରେ ମିଳିବନି UPI ସେବା
ଭୁବନେଶ୍ୱର,୧ା୪: ଜାଲିଆତି ଓ ଆର୍ଥିକ ଠକେଇ ନିୟନ୍ତ୍ରଣ ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କ୍ରେ ଲିଙ୍କ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ ଏପ୍ରିଲ…
ପଦବୀ ପୂରଣ ହେଉନି, କେନ୍ଦ୍ରରୁ ଫେରୁନାହାନ୍ତି: ଓଡ଼ିଶାରେ ୩୬% ଆଇଏଏସ୍, ୪୮% ଆଇପିଏସ୍ ଅଫିସର ପଦବୀ ଖାଲି
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): ରାଜ୍ୟରେ ଯେତିକି ମଞ୍ଜୁରୀପ୍ରାପ୍ତ ଉଚ୍ଚପଦସ୍ଥ ସରକାରୀ ପଦପଦବୀ ରହିଛି ତାହା ପୂରଣ ହେଉନାହିଁ। ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍), ଭାରତୀୟ ପୋଲିସ ସେବା (ଆଇପିଏସ୍)ଠାରୁ ଆରମ୍ଭ କରି ଭାରତୀୟ ବନ ସେବା (ଆଇଏଫ୍ଏସ୍), ଓଡ଼ିଶା ପ୍ରଶାସନିକ ସେବା…
ଓଡ଼ିଶା ଦିବସ: ଉତ୍କଳର ଗୌରବ ଓ ଐତିହ୍ୟର ଉତ୍ସବ
ଭୁବନେଶ୍ୱର, ୧ା୪: ଆଜି ଏପ୍ରିଲ୍ ୧, ୨୦୨୫, ଓଡ଼ିଶା ଦିବସ ବା ଉତ୍କଳ ଦିବସ ରାଜ୍ୟରେ ବହୁ ଉତ୍ସାହର ସହ ପାଳନ କରାଯାଉଛି। ୧୯୩୬ ମସିହାରେ ଏହି ଦିନ ଓଡ଼ିଶା ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ ହୋଇଥିଲା, ଯାହା ଭାରତରେ…
କୋଟିଆର ୨୧ଅଞ୍ଚଳ ଆନ୍ଧ୍ରକୁ ଦେବ ଭାଜପା ସରକାର: କାଡାମ
ଭୁବନେଶ୍ୱର, ୧ା୪(ସୁନିତ୍ ମିଶ୍ର): କେନ୍ଦ୍ରରେ ସରକାରକୁ ବଞ୍ଚାଇବା ପାଇଁ ଭାଜପାର ଡବଲ ଇଞ୍ଜିନ ସରକାର ଯୌତୁକ ହିସାବରେ କୋଟିଆର ୨୧ ଅଞ୍ଚଳକୁ ଆନ୍ଧ୍ର ହାତକୁ ଟେକିଦେବା ନେଇ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଆଶଙ୍କା କରିଛନ୍ତି। ଏକ ଖବରଦାତା…
୩ ମାସରେ ପୈଠ କରନ୍ତୁ ଟ୍ରାଫିକ୍ ଜରିମାନା ନହେଲେ କଟିଯିବ ଡ୍ରାଇଭିଂ ଲାଇସେନ୍ସ
ଭୁବନେଶ୍ୱର, ୩୧।୩: ସରକାର ତିନି ମାସ ମଧ୍ୟରେ ଟ୍ରାଫିକ୍ ଇ-ଚାଲାଣ ପୈଠ ନକରୁଥିବା ବ୍ୟକ୍ତିଙ୍କ ଡ୍ରାଇଭିଂ ଲାଇସେନ୍ସ ରଦ୍ଧ ରଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହା ବ୍ୟତୀତ, ଯେଉଁମାନେ ଏକ ଆର୍ଥିକ ବର୍ଷରେ ଲାଲ ସିଗନାଲ ଡେଇଁବା କିମ୍ବା ବିପଦପୂର୍ଣ୍ଣ ଡ୍ରାଇଭିଂ…
ଅମୂଲ୍ୟ ସାଂସ୍କୃତିକ ଐତିହ୍ୟ ଜାତୀୟ ତାଲିକାରେ ସାମିଲ ହେଲା ରଥଯାତ୍ରା, ବାଲିଯାତ୍ରା
ଭୁବନେଶ୍ୱର, ୩୧।୩: ମହାପ୍ରଭୁ ଜଗନ୍ନାଥଙ୍କ ବାର୍ଷିକ ରଥଯାତ୍ରା ଏବଂ କଟକର ଐତିହାସିକ ବାଲି ଯାତ୍ରାକୁ ସଙ୍ଗୀତ ନାଟକ ଏକାଡେମୀର ‘ଜାତୀୟ ଅମୁଲ୍ୟ ସାଂସ୍କୃତିକ ଐତିହ୍ୟ ତାଲିକା’ରେ ଅନ୍ତର୍ଭୁକ୍ତ କରାଯାଇଛି। କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ସଙ୍ଗୀତ ନାଟକ ଏକାଡେମୀ ସମ୍ପ୍ରତି ସମଗ୍ର…
ରାଉରକେଲା ବେଦବ୍ୟାସରେ ନିର୍ମାଣ କରାଯିବ ଝୁଲା କାଚ ପୋଲ
ରାଉରକେଲା, ୩୧।୩: ରାଉରକେଲାର ବେଦବ୍ୟାସରେ ଏକ ଝୁଲା କାଚ ପୋଲ ନିର୍ମାଣ ହେବାକୁ ଯାଉଛି, ଏହା ଓଡିଶାର ପୂର୍ତ୍ତ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ରବିବାର ଘୋଷଣା କରିଛନ୍ତି। ‘ରାଉରକେଲା ଦିବସ’ ଉତ୍ସବରେ ଭାଷଣ ଦେଇ ମନ୍ତ୍ରୀ କହିଛନ୍ତି ଯେ ଏହି ପ୍ରକଳ୍ପର…
ଏପ୍ରିଲ୍ ୧ରୁ ୧୪ଯାଏ ପାଳନ ହେବ ‘ଓଡ଼ିଆ ପକ୍ଷ’
ଭୁବନେଶ୍ୱର,୩୧ା୩: ଏପ୍ରିଲ ୧ ଓଡ଼ିଶା ଦିବସଠାରୁ ୧୪ ତାରିଖ ପଣା ସଂକ୍ରାନ୍ତି ପର୍ଯ୍ୟନ୍ତ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ‘ଓଡ଼ିଆ ପକ୍ଷ’ ପାଳନ କରାଯିବ। ଏନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ସୂଚନା ଦେଇଛନ୍ତି।…
କାଳବୈଶାଖୀ: କାଲିଠୁ ୫ ପର୍ଯ୍ୟନ୍ତ ଝଡ଼ବର୍ଷା, ତାତିରୁ ମିଳିବ ଆଶ୍ବସ୍ତି
ଭୁବନେଶ୍ୱର,୩୧ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ହେଲେ କାଲିଠୁ ୫ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଥିବା ନେଇ ସୋମବାର ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଫଳରେ ଲୋକଙ୍କୁ ତାତିରୁ ସାମାନ୍ୟ ଆଶ୍ବସ୍ତି ମିଳିବ।…
Subhadra Scheme: ଆଜି ସୁଭଦ୍ରା ଆବେଦନର ଶେଷ ତାରିଖ, ଏକାଥରକେ ପାଇବେ ୧୫ ହଜାର, ଶୀଘ୍ର…
ଭୁବନେଶ୍ୱର,୩୧।୩: ସୁଭଦ୍ରା ଯୋଜନା ପାଇଁ ଆବେଦନ କରି ନାହାନ୍ତି କି? ତେବେ ଏହି ଖବରଟି ଆପଣଙ୍କ ଲାଗି ଗୁରୁତ୍ୱପୂର୍ଣ୍ଣ। କାରଣ ନୂଆ ଆବେଦନକାରୀଙ୍କ ଲାଗି ସୋମବାର ଅର୍ଥାତ ୩୧ ମାର୍ଚ୍ଚ ହେଉଛି ଶେଷ ତାରିଖ। ଆଜି ମଧ୍ୟରେ ଆବେଦନ କଲେ ଏକାସାଙ୍ଗରେ…
ସରିଆସୁଛି ବଜେଟ ଅଧିବେଶନ: ଆଲୋଚନାରେ ବିଜେଡି, ଭାଜପା; ବାହାରେ କଂଗ୍ରେସ
ଭୁବନେଶ୍ୱର,୩୧।୩(ରବିନାରାୟଣ ଜେନା): ଚଳିତ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟ ଅବଧି ଶେଷ ହେବାକୁ ଆଉ ୪ଟି କାର୍ଯ୍ୟ ଦିବସ ରହିଛି। ସେଥିମଧ୍ୟରେ ୨ଟି ଅଫିସିଆଲ ବିଜ୍ନେସ୍ ରହିଥିବାବେଳେ ଅନ୍ୟ ୨ଟି ପ୍ରାଇଭେଟ ମେମ୍ବର ବିଜ୍ନେସ୍ ରହିଛି। ଗୃହରେ ବିଜେଡି, ଭାଜପା ସଦସ୍ୟଙ୍କୁ ନେଇ…
ଓଡ଼ିଶାରେ କଇଁଛଙ୍କ ସର୍ବକାଳୀନ ରେକର୍ଡ: ସଂଖ୍ୟା ଟପିଲା ୧୫.୧୧ଲକ୍ଷ
ଭୁବନେଶ୍ୱର,୩୦।୩: ଚଳିତବର୍ଷ ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିିରେ ରଖି ଓଡ଼ିଶାରେ କଇଁଛଙ୍କ ଆଗମନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ୨୦୨୩-୨୪ବର୍ଷ ତୁଳନାରେ ଚଳିତବର୍ଷ ୫ଗୁଣ ଅଧିକ ଆସିଛନ୍ତି। ଏହାକୁ ନେଇ ପରିବେଶପ୍ରେମୀ ଅଧିକ ଉତ୍ସାହିତ ହୋଇଥିବାବେଳେ ପିସିସିଏଫ୍(ବନ୍ୟପ୍ରାଣୀ)ଙ୍କ ପକ୍ଷରୁ ଖୁସିବ୍ୟକ୍ତ କରାଯାଇଛି। ପିସିସିଏଫ୍(ବନ୍ୟପ୍ରାଣୀ)ଙ୍କ ତଥ୍ୟ…
Archives


