ମେଟ୍ରୋ

୪୦ ଟପିଲା ୮ ସହର ତାପମାତ୍ରା, ୪୧.୮ ରେ ଜଳିଲା ବୌଦ୍ଧ

ଭୁବନେଶ୍ୱର,୩୦।୩: ରବିବାର ଓଡ଼ିଶାର ବିଭିନ୍ନ ସ୍ଥାନରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଆଠଟି ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ସେଲସିୟସ ଉପରେ ରେକର୍ଡ କରାଯାଇଛି। ପଶ୍ଚିମ ଓଡ଼ିଶାର ବୌଦ୍ଧ ସହର ୪୧.୮ ଡିଗ୍ରୀ ସେଲସିୟସ ସହିତ ରାଜ୍ୟର ସବୁଠାରୁ ଉତ୍ତପ୍ତ…

ମହା ଆଡ଼ମ୍ବରରେ ପାଳନ ହେବ ଓଡ଼ିଆ ନବବର୍ଷ, ୧୪ ଦିନ ଧରି ରାଜ୍ୟବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ

ଭୁବନେଶ୍ୱର,୩୦।୩: ଚଳିତ ବର୍ଷ ପ୍ରଥମ ଥର ପାଇଁ ଏପ୍ରିଲ ମାସ ୧ ତାରିଖ ଓଡ଼ିଶା ଦିବସ ଠାରୁ ୧୪ ଏପ୍ରିଲ ଓଡ଼ିଆ ନବବର୍ଷ ତଥା ମହାବିଷୁବ ସଂକ୍ରାନ୍ତି ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରିବା ନିମନ୍ତେ ସରକାରଙ୍କ ତରଫରୁ ନିଷ୍ପତ୍ତି ନିଆ…

ରେଳ ଦୁର୍ଘଟଣାର ତଦନ୍ତ କରିବେ ସିଆରଏସ୍: ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର,୩୦।୩: ରବିବାର ପୂର୍ବାହ୍ନରେ ନିରଗୁଣ୍ଡି ଷ୍ଟେସନ ନିକଟରେ ଘଟିଥିବା ୧୨୫୫୧ ବାଙ୍ଗାଲୋର-କାମାଖ୍ୟା ଏସି ଏସ୍ଏଫ୍ ଏକ୍ସପ୍ରେସ୍ ଲାଇନଚ୍ୟୁତ ହେବା ଘଟଣାର ବିସ୍ତୃତ ତଦନ୍ତ କମିଶନର ଅଫ୍ ରେଲୱେ ସେଫ୍ଟି (ସିଆରଏସ୍) କରିବେ ବୋଲି ପୂର୍ବତଟ ରେଳପଥ (ଇସିଓଆର୍) ସୂଚନା ଦେଇଛି। ପ୍ରଭାବିତ…

ବହୁଗୁଣ ଲାଭ ଦେବା ଆଳରେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକଙ୍କୁ ୧.୪ କୋଟି ଠକେଇ

ଭୁବନେଶ୍ୱର,୩୦।୩(ସତ୍ୟଜିତ୍‌ ରାଉତ): ଅନଲାଇନ୍‌ ଟ୍ରେଡିଂରେ ବହୁଗୁଣ ଲାଭ ଦେବାର ପ୍ରତିଶ୍ରୁତି ଦେଇ ସାଇବର ଠକମାନେ ଓଡ଼ିଶାର ଜଣେ ପୂର୍ବତନ ମନ୍ତ୍ରୀ ତଥା ବର୍ତ୍ତମାନର ବିଧାୟକଙ୍କୁ ୧ କୋଟି ୪୦ କୋଟି ଟଙ୍କା ଠକି ନେଇଛନ୍ତି। ଏହି ମାମଲାରେ କ୍ରାଇମବ୍ରାଞ୍ଚ ସାଇବର ୟୁନିଟ୍‌…

ସରକାରୀ ବାବୁଙ୍କ କୋଠା ଲୋଭ: OWSSB ସହକାରୀ ପ୍ରକଳ୍ପ ପରିଚାଳକଙ୍କୁ ଗିରଫ କଲା ଭିଜିଲାନ୍ସ

ଭୁବନେଶ୍ୱର,୩୦ା୩: ଭିଜିଲାନ୍ସ ରବିବାର ଓଡ଼ିଶା ଜଳ ଯୋଗାଣ ଏବଂ ସ୍ୱେରେଜ୍ ବୋର୍ଡ (OWSSB), ଭୁବନେଶ୍ୱରର ସହକାରୀ ପ୍ରକଳ୍ପ ପରିଚାଳକ ଦେବାଶିଷ ସାହୁଙ୍କୁ ବହିର୍ଭୁତ୍ତ ସମ୍ପତ୍ତି ଠୁଳ ଅଭିଯୋଗରେ ଗିରଫ କରିଛି। ଦେବାଶିଷ ତାଙ୍କ ଆୟରୁ ୧୧୪% ଅଧିକ ରଖିଥିବା ବେଳେ ଏହାକୁ…

କାମାକ୍ଷା ଏକ୍ସପ୍ରେସ୍‌ ଲାଇନ୍‌ଚ୍ୟୁତ ଘଟଣା: ହେଲ୍ପଲାଇନ ନମ୍ବର ଜାରି କଲା ପୂର୍ବତଟ ରେଳପଥ

ଚୌଦ୍ୱାର,୩୦ା୩: ରବିବାର ମଧ୍ୟାହ୍ନରେ ବେଙ୍ଗାଲୁରୁ-କାମାକ୍ଷା ଏକ୍ସପ୍ରେସ ଲାଇନ୍‌ଚ୍ୟୁତ ହେବା ପରେ ହେଲ୍ପଲାଇନ୍‌ ନମ୍ବର ଜାରି କରିଛି ପୂର୍ବତଟ ରେଳପଥ। କଟକ ପାଇଁ ହେଲ୍ପ ଲାଇନ୍‌ ନମ୍ବର- ୮୯୯୧୧୨୪୨୩୮, କଟକ ପାଇଁ ମୋବାଇଲ ନଂ- ୭୨୦୫୧୪୯୫୯୧, ଭୁବନେଶ୍ବର ୧ନଂ ପ୍ଲାଟ୍‌ଫର୍ମରେ ହେଲ୍ପ ଡେସ୍କ…

ବୈବାହିକ ଜୀବନରେ ସମସ୍ୟା ଦୂରକଲେ ଗୋଲାପ , ଜାଣନ୍ତୁ କିପରି

ପ୍ରେମର ପ୍ରତୀକ କୁହାଯାଉଥିବା ଗୋଲାପ ଫୁଲ ବି ଘରକୁ ସୁଖସମୃଦ୍ଧି ଆଣିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ତେବେ ଗୋଲାପ ଫୁଲ ସହ ବାସ୍ତୁର କ’ଣ ସବୁ ସମ୍ପର୍କ ରହିଛି ଜାଣନ୍ତୁ ସେ ସମ୍ପର୍କରେ… * ବାସ୍ତୁଶାସ୍ତ୍ର ଅନୁଯାୟୀ, ଘରର ଦକ୍ଷିଣ-ପଶ୍ଚିମ…

ଅନ୍ତ୍ୟୋଦୟ ଯୋଜନାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ, କହିଲେ ଏହିମାନଙ୍କୁ ମିଳିବ ଘର…

ଭବନୀପାଟଣା,୩୦ା୩(ଉତ୍ତମ କୁମାର ଦାଶ): ରବିବାର ଅନ୍ତ୍ୟୋଦୟ ଗୃହ ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳାହାଣ୍ଡି ଜିଲା ଭବାନୀପାଟଣାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ। ଯୋଗ୍ୟ ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ବଣ୍ଟନ ସହ ୩ ବର୍ଷରେ ୭ ହଜାର…

ଉତ୍କଳ ବିଶ୍ୱବିଦ୍ୟାଳୟ ହଷ୍ଟେଲ ଛାତରୁ ପଡ଼ି ଛାତ୍ର ମୃତ

ଉତ୍କଳ ବିଶ୍ୱବିଦ୍ୟାଳୟରେ ରବିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ବାଣୀବିହାର ମଧୁସୂଦନ ହଷ୍ଟେଲ ଛାତରୁ ପଡ଼ି ଜଣେ ଛାତ୍ରଙ୍କ ମୃତ୍ୟୁ ଘଟିଛି। ମୃତକଜଣଙ୍କ ଫିଲୋସୋଫି(ଦର୍ଶନ ବିଭାଗ)ର ପିଜି ୨ୟ ବର୍ଷର ଛାତ୍ର ତାପସ ନାୟକ ବୋଲି ଜଣାପଡ଼ିଛି। ଘଟଣାକୁ ନେଇ…

ଉତ୍କଳ ଦିବସ ୨୦୧୦ରୁ ଓଡ଼ିଶା ଦିବସ ହୋଇଗଲାଣି: ଜୟନାରାୟଣ

ଭୁବନେଶ୍ୱର,୩୦ା୩(ସୁନିତ୍‌ ମିଶ୍ର): ଉତ୍କଳ ଦିବସକୁ ନେଇ ଭାଜପା ବିଧାୟକ ଜୟନାରାୟଣ ମିଶ୍ର ବିବାଦୀୟ ବୟାନ ଦେଇଛନ୍ତି। ଶନିବାର ବିଧାନସଭା ବାହାରେ ସେ କହିଛନ୍ତି, ଆଉ ଉତ୍କଳ ଦିବସ ନାହିଁ, ୨୦୧୦ରୁ ଏହା ଓଡ଼ିଶା ଦିବସ ହୋଇସାରିଲାଣି। ସରକାର ଓଡ଼ିଶା ଦିବସ ପାଳନ…

ଆସୁଛି କାଳବୈଶାଖୀ: ୬ଜିଲାରେ ଛେଚିବ

ଭୁବନେଶ୍ୱର,୩୦ା୩(ଅନୁରାଧା ମହାରଣା):ପାଣିପାଗକୁ ନେଇ ପୁଣି ବଡ଼ ଖବର । ପୁଣି ମିଳିବ ଆଶ୍ବସ୍ତି । ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ରର ଆକଳନ ଅନୁଯାୟୀ, ଏପ୍ରିଲ୨ରୁ ୪ ତାରିଖ ବିଭିନ୍ନ ଜିଲାରେ କାଳବୈଶାଖୀର ସମ୍ଭାବନା ରହିଛି। ଏପ୍ରିଲ ପ୍ରଥମ ସପ୍ତାହରେ…

ନବୀନଙ୍କୁ ଟାର୍ଗେଟ କଲେ ମୋହନ, କହିଲେ କାଗଜ ବାଘ…

ଭୁବନେଶ୍ୱର, ୩୦ା୩(ସୁନିତ୍‌ ମିଶ୍ର): ନାରୀ ନିର୍ଯାତନା ପ୍ରସଙ୍ଗରେ ବିରୋଧୀ ଯଦି ଆଲୋଚନା କରିବାକୁ ଚାହାନ୍ତି ତେବେ ଆସନ୍ତୁ, କିଛି ଅସୁବିଧା ନାହିଁ। କିନ୍ତୁ ତଥ୍ୟଭିତ୍ତିକ ଆଲୋଚନା ହେଉ। ବିତର୍କ ହେଲେ ବିଲୁଆଘାଇଠାରୁ ଆରମ୍ଭକରି ଭୁବନେଶ୍ୱର ପର୍ଯ୍ୟନ୍ତ ସବୁ କଥା ଆଲୋଚନା ହେବ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri