ମେଟ୍ରୋ

ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ଅଶୋକ ସଭାପତି

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ) ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର ଆସୋସିଏଶନ ନିର୍ବାଚନ ଶାନ୍ତି ଶୃଙ୍ଖଳାର ସହ ସମାପ୍ତ ହୋଇଛି। ବାର୍‌ ଆସୋସିଏଶନ ସଭାପତି ପଦ ପାଇଁ ୩ଜଣ ପ୍ରତିଦ୍ୱନ୍ଦିତା କରୁଥିବାବେଳେ, ଦୁଇଜଣଙ୍କୁ ପଛରେ ପକାଇ ଅଶୋକ କୁମାର ପାତ୍ର ବାଜିମାତ୍‌ କରିଛନ୍ତି।…

କଂଗ୍ରେସ ଆନ୍ଦୋଳନ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣା: ଜଣେ ଗିରଫ 

ଭୁବନେଶ୍ୱର,୨୯।୩: କଂଗ୍ରେସର ‘ବିଧାନସଭା ଘେରାଓ’ କାର୍ଯ୍ୟକ୍ରମ ସମୟରେ ପୋଲିସ କର୍ମଚାରୀଙ୍କ ଉପରେ ଆକ୍ରମଣ ଘଟଣାରେ ଜଣେ ୨୯ ବର୍ଷୀୟ ଯୁବକଙ୍କୁ ଗିରଫ କରାଯାଇଛି।ସେ ହେଲେ ଭୁବନେଶ୍ୱର ଉପକଣ୍ଠ ପାହାଳ ଅଞ୍ଚଳର ହରିଦାଶପୁର ନିବାସୀ ମିର୍ଜା ଇସଲାମ ବୈଗ। ତାଙ୍କ  ବିରୁଦ୍ଧରେ ପୂର୍ବରୁ…

ଜଣାପଡିଲା ସୁଜାତାଙ୍କ VRS ପଛର କାରଣ! କହିଦେଲେ ବିଜେଡି ନେତା

ଭୁବନେଶ୍ୱର,୨୯।୩: IAS ସୁଜାତା କାର୍ତ୍ତିକେୟନଙ୍କ ସ୍ବେଚ୍ଛାକୃତ ଅବସରକୁ ନେଇ ରାଜନୀତିରେ ଚର୍ଚ୍ଚା ଜୋର ଧରିଛି। ୨୦୦୦ ବ୍ୟାଚର ଏହି ଆଇଏଏସ ଅଧିକାରୀ କେନ୍ଦ୍ର ସରକାରଙ୍କ ଅନୁମୋଦନ ପରେ ଶନିବାର ଅବସର ଗ୍ରହଣ କରିଛନ୍ତି। କିନ୍ତୁ ଏହାର କାରଣ ସ୍ପଷ୍ଟ ନ ହେବା…

ବିଧାନସଭା ଆଗରେ ଧାରଣାଦେଉଥିବାବେଳେ ଅସୁସ୍ଥ ହୋଇପଡିଲେ କଂଗ୍ରେସ ନେତା, ହସ୍ପିଟାଲରେ ଭର୍ତ୍ତି

ଭୁବନେଶ୍ୱର,୨୯।୩: କଂଗ୍ରେସ ବିଧାୟକ ଦଳର ନେତା ରାମଚନ୍ଦ୍ର କାଡାମ ଏବଂ ଦଳୀୟ ବିଧାୟକ ଅଶୋକ ଦାସ ଶନିବାର ଦିନ ଓଡ଼ିଶା ବିଧାନସଭା ଆଗରେ ଧାରଣା ଦେଉଥିବା ବେଳେ ଅସୁସ୍ଥ ହୋଇ ପଡ଼ିଛନ୍ତି। ଦୁହିଁଙ୍କୁ ଅସୁସ୍ଥତା ଅନୁଭବ ହେବା ପରେ ତୁରନ୍ତ କ୍ୟାପିଟାଲ…

ପଶ୍ଚିମ ଓଡ଼ିଶାରେ ଅସମ୍ଭାଳ ତାତି: ସମ୍ବଲପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୨୮ା୩: ରାଜ୍ୟରେ ଜାରି ରହିଛି ହିଟଓ୍ବେଭ। ଦୁଇ ଦିନ ହେଲା ତାପମାତ୍ରା ୪୨ ଡିଗ୍ରୀ ଉପରେ ରହୁଛି। ଏଭଳିସ୍ଥିତିରେ ଅସମ୍ଭାଳ ତାତିରେ ସିିଝୁଛି ପଶ୍ଚିମ ଓଡ଼ିଶା। ଶନିବାର ସାଢ଼େ ୨ରେ ସମ୍ବଲପୁରରେ ତାପମାତ୍ର ୪୨ ଡିଗ୍ରୀ ସେଲ୍‌ସିୟସ୍‌ ଟପିଯାଇ ରାଜ୍ୟର ସବୁଠୁ…

ରାଜ୍ୟରେ ବଢୁଛି ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା, ସାଂଘାତିକ ବୟାନ ଦେଲେ ପ୍ରଭାତୀ

ଭୁବନେଶ୍ୱର,୨୯।୩: ରାଜ୍ୟରେ ବଢୁଛି ଅସହାୟ, ସ୍ବାମୀ ପରିତ୍ୟକ୍ତାଙ୍କ ସଂଖ୍ୟା । ଏନେଇ ଗୃହରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଚଳିତ ବର୍ଷ ୧୧,୫୯୮ ଅସହାୟ, ସ୍ବାମୀ ପରିତ୍ୟକ୍ତା ମହିଳାଙ୍କୁ ଚିହ୍ନଟ କରାଯାଇଛି । ସେଥିମଧ୍ୟରୁ ବଲାଙ୍ଗୀରରେ ସର୍ବାଧିକ ୩୭୨୯…

ବଡ଼ ଖବର: ନଡ୍ଡା କରିବେ ସଭାପତି ଘୋଷଣା

ଭୁବନେଶ୍ୱର,୨୯।୩: ଓଡ଼ିଶା ଗସ୍ତରେ ଆସୁଛନ୍ତି ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ଏପ୍ରିଲ ୧୨ରେ ଓଡ଼ିଶା ଆସୁଛନ୍ତି ନଡ୍ଡା । ନଡ୍ଡାଙ୍କ ଗସ୍ତ ସମ୍ପର୍କରେ ଭାଜପା ଏମପି ସୁକାନ୍ତ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏହି ଗସ୍ତ ସମୟରେ ବିଭିନ୍ନ…

ଚାକିରି ଛାଡିଲେ ପାଣ୍ଡିଆନଙ୍କ ସ୍ତ୍ରୀ Sujata Karthikeyan, ଆଗକୁ କରିବେ କ’ଣ?

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। ତେବେ ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ କରିବା…

ଭୁବନେଶ୍ୱର ବାର୍‌ କାଉନସିଲ ନିର୍ବାଚନ ପାଇଁ ଚାଲିଛି ମତଦାନ: ୨୫ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ୪୧୦୫ ଭୋଟର

ଭୁବନେଶ୍ୱର,୨୯ା୩(ବନ୍ଦନା ସେଠୀ): ୨୦୨୫-୨୬ବର୍ଷ ପାଇଁ ଶନିବାର ଭୁବନେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଆରମ୍ଭ ହୋଇଛି। ଶନିବାର ସକାଳ ୭ଟା ୩୦ରୁ ଭୋଟିଂ ଆରମ୍ଭ ହୋଇଯାଇଥିବାବେଳେ ଏହା ଅପରାହ୍ନ ୩ଟା ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଭୁବନେଶ୍ୱର ବାର୍‌ ଆସୋସିଏଶନଠାରେ ପ୍ରବଳ…

VRS ନେଲେ ସୁଜାତା କାର୍ତ୍ତିକେୟନ

ଭୁବନେଶ୍ୱର,୨୯।୩: ସୁଜାତା କାର୍ତ୍ତିକେୟନଙ୍କୁ ନେଇ ବଡ଼ ଖବର। IAS ଚାକିରିରୁ ଅବସର ନେଇଛନ୍ତି ସୁଜାତା କାର୍ତ୍ତିକେୟନ। ସୁଜାତା କାର୍ତ୍ତିକେୟନ ପାଣ୍ଡିଆନ ୨୦୦୦ବ୍ୟାଚର ଆଇଏଏସ ଅଧିକାରୀ। କେନ୍ଦ୍ର ସରକାର ଭିଆରଏସକୁ କେନ୍ଦ୍ର ଅନୁମୋଦନ କରିଥିବା ସୂଚନା ମିଳିଛି। ଏବେ ସ୍ବେଚ୍ଛାକୃତ ଅବସର ଗ୍ରହଣ…

ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୯ା୩: ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ବଡ଼ ବାବୁ। ଭୁବନେଶ୍ୱର ଜଳଯୋଗାଣ ଓ ସ୍ବରେଜ ବୋର୍ଡର ଆସିଷ୍ଟାଣ୍ଟ ପ୍ରୋଜେକ୍ଟ ମ୍ୟାନେଜର ଦେବାଶିଷ ସାହୁଙ୍କ ଘରେ ଏହି ଚଢ଼ାଉ ହୋଇଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୭ଟି ସ୍ଥାନରେ ଚଢ଼ାଉ…

ବିଧାନସଭା ବାହାରେ ପୁଣି ଘଣ୍ଟ ପିଟିଲା କଂଗ୍ରେସ

ଭୁବନେଶ୍ୱର,୨୯।୩(ରବିନାରାୟଣ ଜେନା): ବିଧାନସଭା ଗୃହ ଭିତରେ ଘଣ୍ଟ ମାଡ଼କରି କଂଗ୍ରେସର ୧୪ ସଦସ୍ୟ ନିଲମ୍ବିତ ହେବା ପରେ ଶୁକ୍ରବାର ପୁଣି ବିଧାନସଭା ବାହାରେ ଘଣ୍ଟମାଡ଼ କରିଛନ୍ତିି। ମହିଳାଙ୍କ ସୁରକ୍ଷା ପ୍ରସଙ୍ଗରେ ଯେ ପର୍ଯ୍ୟନ୍ତ ସରକାରଙ୍କୁ ନିଦରୁ ନ ଉଠାଇଛୁ ସେପର୍ଯ୍ୟନ୍ତ ଘଣ୍ଟମାଡ଼…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri