ଦାରିଦ୍ର୍ୟ ହାର: ମାଲକାନଗିରିରେ ସର୍ବାଧିକ, ପୁରୀରେ ସର୍ବନିମ୍ନ
ଭୁବନେଶ୍ୱର,୨୮ା୩ (ସୁଚିସ୍ମିତା ସାହୁ): ରାଜ୍ୟରେ ମାଲକାନଗିରି ଜିଲାରେ ଦାରିଦ୍ର୍ୟ ହାର ସର୍ବାଧିକ ରହିଛି। ବିଜେଡି ବିଧାୟକ ସନାତନ ମହାକୁଡଙ୍କ ପ୍ରଶ୍ନର ଉତ୍ତରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୃହରେ ରଖିଥିବା ତଥ୍ୟ ଅନୁଯାୟୀ, ମାଲକାନଗିରିରେ ସର୍ବାଧିକ ଦାରିଦ୍ର୍ୟ ହାର ୪୫.୦୧ ପ୍ରତିଶତ ରହିଥିବାବେଳେ…
୩ଦିନ ହିଟ୍ ଓ୍ବେଭ୍, ଏସବୁ ଜିଲାରେ ସୃଷ୍ଟି ହେବ ଭୟଙ୍କର ପରିସ୍ଥିତି
ଭୁବନେଶ୍ୱର,୨୮ା୩ : ରାଜ୍ୟରେ ପ୍ରବଳ ଖରା ଓ ଗୁଳୁଗୁଳି ଅନୁଭୂତ ହେଉଥିବାବେଳେ ଗୁରୁବାର ତାପମାତ୍ରା ୪୨ ଡିଗ୍ରୀ ସେଲସିୟସ୍ ନିକଟବର୍ତ୍ତୀ ହୋଇଥିଲା। ଝାରସୁଗୁଡ଼ାରେ ଦିନ ତାପମାତ୍ରା ସର୍ବାଧିକ ୪୧.୪ ଡିଗ୍ରୀ ସେଲସିୟସ୍ ରେକର୍ଡ ହୋଇଥିଲା। ବଲାଙ୍ଗୀରରେ ୪୦.୮ ଡିଗ୍ରୀ, ବୌଦ୍ଧରେ ୪୦.୫…
ଆଉ ୮ ସହରରେ ଗଡ଼ିବ ଆମ ବସ: ଜାଣନ୍ତୁ କେଉଁ କେଉଁ ସହର ଅଛି ସାମିଲ
ଭୁବନେଶ୍ୱର,୨୭।୩: କ୍ୟାପିଟାଲ ରିଜିନ ଅର୍ବାନ ଟ୍ରାନ୍ସପୋର୍ଟ (କ୍ରୁଟ)ର ୪୯ତମ ବୋର୍ଡ ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଆଉ ୮ ସହରକୁ ଆମ ବସ ସେବା ଯୋଗାଇ ଦିଆଯିବ ବୋଲି ସୂଚନା ମିଳିଛି। ଅନୁଗୋଳ, ଝାରସୁଗୁଡ଼ା, ଯାଜପୁର, କେନ୍ଦୁଝର, ବାରିପଦା, ଜୟପୁର, ବାଲେଶ୍ବର…
ରାଶନ କାର୍ଡକୁ ନେଇ ମନ୍ତ୍ରୀଙ୍କ ସୂଚନା: କାହାର କଟିବ କାହାର କଟିବନି କଲେ ସ୍ପଷ୍ଟ
ଭୁବନେଶ୍ୱର,୨୭।୩: ରାଜ୍ୟରେ ରାଶନକାର୍ଡଧାରୀଙ୍କ ପାଇଁ ଗୁରୁବାର ଏକ ବଡ଼ ଅପ୍ଡେଟ୍ ଆସିଛି। ରୋଜଗାର କମ ଥିବା ଲୋକଙ୍କ ରାଶନ କାର୍ଡ କଟିବନି। ବୋଲି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି। ଖର୍ଚ୍ଚ ଦାବି ଆଲୋଚନା ବେଳେ ମନ୍ତ୍ରୀ କହିଛନ୍ତି, କେବଳ…
ଆହୁରି ୩ ଦିନ କଲବଲ କରିବ ତାତି: ଏହି ୨ ଜିଲାକୁ ୟେଲୋ ୱାର୍ଣ୍ଣିଂ
ଭୁବନେଶ୍ୱର,୨୭ା୩: ଆଗାମୀ ୩ ଦିନ ପାଇଁ ରାଜ୍ୟରେ ହିଟେୱଭ ଓ୍ବାର୍ନିଂ ଜାରି ହୋଇଛି। ଏନେଇ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଏପ୍ରିଲ ୨ ତାରିଖ ବେଳକୁ ବର୍ଷାର ସମ୍ଭାବନା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ଆକଳନ…
ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ
ଭୁବନେଶ୍ୱର,୨୭ା୩: ନବମ, ଦଶମ ଶ୍ରେଣୀ ପିଲାଙ୍କୁ ମିଳିବ ମଧ୍ୟାହ୍ନଭୋଜନ। ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୨୦୨୫-୨୬ ଶିକ୍ଷାବର୍ଷଠାରୁ ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟରେ ମଧ୍ୟାହ୍ନଭୋଜନ ଯୋଜନା କାର୍ଯ୍ୟକାରୀ ହେବ। ଏନେଇ ଗଣଶିକ୍ଷା ବିଭାଗର…
ଲୋୟର ପିଏମ୍ଜି ପାଲଟିଲା ରଣକ୍ଷେତ୍ର: ୧୨ ପୋଲିସ ଆହତ
ଭୁବନେଶ୍ୱର,୨୭ା୩: ଗୁରୁବାର ଲୋୟର ପିଏମ୍ଜି ପାଲଟିଥିଲା ରଣକ୍ଷେତ୍ର। କଂଗ୍ରେସ କର୍ମୀମାନେ ବିକ୍ଷୋଭ ପ୍ରଦର୍ଶନ କରୁଥିବା ବେଳେ ପୋଲିସ ସହ ମୁହାଁମୁହିଁ ହୋଇଥିଲେ। ବିକ୍ଷୋଭକାରୀମାନେ ପୋଲିସ କର୍ମଚାରୀଙ୍କ ଉପରକୁ ଢେଲାପଥର ଏବଂ ଚେୟାର ଫିଙ୍ଗିଥିଲେ। ସ୍ଥିତି ନିୟନ୍ତ୍ରଣ ବେଳେ ଏଥିରେ ୧୨ ପୋଲିସ…
ବଡ଼ ଅପଡେଟ୍: ଗିରଫ ହେଲେ ପିସିସି ସଭାପତି ଭକ୍ତ ଦାସ
ଭୁବନେଶ୍ୱର,୨୭।୩: ପିସିସି ସଭାପତି ଭକ୍ତ ଦାସଙ୍କୁ ଗିରଫ କଲା ପୋଲିସ। ତୁଙ୍ଗ କଂଗ୍ରେସ ନେତାଙ୍କୁ ଗିରଫଦାରି ଆରମ୍ଭ କରିଛି ପୋଲିସ। ପିସିସି ସଭାପତି ଭକ୍ତ ଦାସଙ୍କୁ ଉଠାଇ ନେଇଛି ପୋଲିସ। ସେହିପରି ବରିଷ୍ଠ ବିଧାୟକ ତାରା ବାହିନୀପତି ଓ ମହମ୍ମଦ ମୋକିମ…
ବଡ଼ ଖବର: ତାରାଙ୍କୁ ଉଠାଇନେଲା ପୋଲିସ, ରାଜନୀତିରେ ହଇଚଇ
ଭୁବନେଶ୍ୱର,୨୭।୩: ଲୋୟର ପିଏମଜିରେ ମୁହାଁମୁହିଁ ହୋଇଛନ୍ତି ପୋଲିସ-କଂଗ୍ରେସ। ଲୋୟର ପିଏମଜିରେ ଲାଠିଚାର୍ଜ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି ଧସେଇ…
‘ଆୟଠୁ ବଢ଼ିଯାଉଛି ବ୍ୟୟ, କ୍ଷତିରେ ଚାଲୁଛି OSRTC, ୨ ବର୍ଷରେ କ୍ଷତି ହେଲାଣି ଏତିକି କୋଟି’
ଭୁବନେଶ୍ୱର,୨୭ା୩: ଆୟଠୁ ବ୍ୟୟ ବଢ଼ି ଯାଉଛି, କ୍ଷତିରେ ଚାଲୁଛି OSRTC। ଦୁଇ ବର୍ଷରେ OSRTC କ୍ଷତି କଲାଣି ୪୫ କୋଟି ୪୬ ଲକ୍ଷ ଟଙ୍କା। ଗୁରୁବାର ବିଧାନସଭାରେ ଉତ୍ତର ରଖିଛନ୍ତି ପରିବହନ ମନ୍ତ୍ରୀ ବିଭୂତି ଜେନା। ମନ୍ତ୍ରୀ କହିଛନ୍ତି, ୨୦୨୨-୨୩ ଆର୍ଥିକ…
ଭୟଙ୍କର ଆନ୍ଦୋଳନ: ଲୋୟର ପିଏମଜିରେ ଲାଠିଚାର୍ଜ, ସେପଟୁ ପଥର ମାଡ କଲା କଂଗ୍ରେସ
ଭୁବନେଶ୍ୱର,୨୭।୩: ଶକ୍ତି ପ୍ରଦର୍ଶନ କରିଛି କଂଗ୍ରେସ । ଭୁବନେଶ୍ୱର ଲୋୟର ପିଏମଜିରେ ଲାଠିଚାର୍ଜ । ନାରୀ ସୁରକ୍ଷା ପ୍ରସଙ୍ଗକୁ ନେଇ ସରକାରକୁ ଘେରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ କର୍ମୀ ଓ ପୋଲିସ ମୁହାଁମୁହିଁ ପରିସ୍ଥିତି ହୋଇଛନ୍ତି । ବ୍ୟାରିକେଡ ଭାଙ୍ଗି…
ଆଉ ୧୪୭ ପଡ଼ା ଗାଁ ହେବ ରାଜସ୍ବ ଗାଁ
ଭୁବନେଶ୍ୱର,୨୭ା୩: ବର୍ଷକ ଭିତରେ ୨୬୩ ପଡ଼ା ଗାଁ ରାଜସ୍ବ ଗାଁରେ ପରିବର୍ତ୍ତନ ହୋଇଛି। ତେବେ ଆଉ ୧୪୭ଟି ପଡ଼ା ଗାଁକୁ ରାଜସ୍ବ ଗାଁ କରିବା ନେଇ ଯୋଜନା ରହିଛି ବୋଲି ଗୁରୁବାର ବିଧାସଭାରେ ବିବୃତ୍ତି ରଖିଛନ୍ତି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ।…
Archives


