ମେଟ୍ରୋ

ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବଙ୍କ ବଡ଼ ଘୋଷଣା, ଓଡ଼ିଶାକୁ ୧୦,୫୯୯ କୋଟିର…

ନୂଆଦିଲ୍ଲୀ,୨୭।୩: ଓଡ଼ିଶାର ରେଳ ଭିତ୍ତିଭୂମି ବିକାଶ କ୍ଷେତ୍ରରେ କେନ୍ଦ୍ର ସରକାର ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ଆର୍ଥିକ ବର୍ଷ ୨୦୨୫-୨୬ ପାଇଁ ଓଡ଼ିଶାକୁ ରେଳବାଇ କ୍ଷେତ୍ରରେ ୧୦,୫୯୯ କୋଟି ଟଙ୍କାର ରେକର୍ଡ ବ୍ୟୟବରାଦ କରାଯାଇଛି। ରାଜ୍ୟ ସଭାରେ ଏହି ଗୁରୁତ୍ୱପୂର୍ଣ୍ଣ…

ଏହି ମାସରେ ମଦ ଦୋକାନ ପାଇଁ ହେବ ଲଟେରୀ, ସୂଚନା ଦେଇ ଅବକାରୀ ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୨୭।୩: ଜିଲାପାଳଙ୍କ ଉପସ୍ଥିତିରେ ଏପ୍ରିଲରେ ମଦ ଦୋକାନ ପାଇଁ ଲଟେରୀ ହେବ। ଏନେଇ ଶୁକ୍ରବାର ସୂଚନା ଦେଉଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି, ଆବଶ୍ୟକ ପଡ଼ିଲେ ଇଲେକ୍ଟ୍ରୋନିକ ଲଟେରୀ କରାଯିବ, କିନ୍ତୁ ସ୍ବଚ୍ଛ ପ୍ରକ୍ରିୟା ହେବ। ଗତଥର ଲଟେରୀ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇ ଏମିତି କହିଦେଲେ ମୁଖ୍ୟମନ୍ତ୍ରୀ: ଗୁଜବ ଉପରେ…

ଭୁବନେଶ୍ୱର,୨୭।୩: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଏକ୍ସସାଇଜ ଡ୍ୟୁଟି ହ୍ରାସ ପାଇଁ ଧନ୍ୟବାଦ ଜଣାଇଛନ୍ତି। ଏହି ନିଷ୍ପତ୍ତି ଲୋକଙ୍କୁ ଆଶ୍ୱସ୍ତି ଦେବ। ସ୍ଥିରତା ଓ ଜନ କଲ୍ୟାଣ ପାଇଁ ଭାରତ ସରକାରଙ୍କ ପ୍ରତିବଦ୍ଧତାକୁ ଏହା ସ୍ପଷ୍ଟ…

କମିବ ତାପମାତ୍ରା; ଘୂର୍ଣ୍ଣିବଳୟ ପ୍ରଭାବରେ ୧ ଯାଏ ଝଡ଼ବର୍ଷା

ଭୁବନେଶ୍ୱର, ୨୭।୩(ବନ୍ଦନା ସେଠୀ): ବର୍ତ୍ତମାନ ଉପର ବାୟୁ ଘୂର୍ଣ୍ଣିବଳୟ ଉତ୍ତର ଓଡ଼ିଶା ସଂଲଗ୍ନ ଦକ୍ଷିଣ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ସମୁଦ୍ର ପତ୍ତନଠାରୁ ୧.୫ କି.ମି. ପର୍ଯ୍ୟନ୍ତ ବ୍ୟାପିିଛି। ଏହାର ପ୍ରଭାବରେ ଗୁରୁବାର ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା, ପବନ…

ତାତିରୁ ମିଳିଲା ତ୍ରାହି; ରାଜଧାନୀରେ ଘଡ଼ଘଡ଼ି ସହ କୁଆପଥର ବର୍ଷା

ଭୁବନେଶ୍ବର,୨୬ା୩: ଭୁବନେଶ୍ବରରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ପବନ, ଘଡ଼ଘଡ଼ି ସହିତ କୁଆପଥର ବର୍ଷା ହୋଇଛି । ପ୍ରବଳ ବର୍ଷା ସାଙ୍ଗକୁ କୁଆପଥର ମାଡ଼ ଯୋଗୁ ଯାତାୟତ ବାଧାପ୍ରାପ୍ତ ହୋଇଛି । ପ୍ରବଳ ପବନ ଫଳରେ ଅନେକ ସ୍ଥାନରେ ଡ଼ାଳ…

ବଢ଼ିବନି ବିଧାୟକଙ୍କ ଦରମା: ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବିଧାୟକଙ୍କ ଦରମା ବୃଦ୍ଧି ବିଲ ପ୍ରତ୍ୟାହାର ନେଇ ପ୍ରକ୍ରିୟା।ଏନେଇ ବିଧାନସଭା ସଚିବଙ୍କ ପକ୍ଷରୁ ଗୃହର ସବୁ ସଦସ୍ୟଙ୍କୁ ଚିଠି ଲେଖାଯାଇଛି। ସଂସଦୀୟ ମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ଠାରୁ ଏନେଇ ନୋଟିସ ଆସିଥିବା ସେ ଜଣାଇଛନ୍ତି। ଏ ସମ୍ପର୍କିତ ବିଲ…

ନୂଆ ଅବକାରୀ ନୀତି ଘୋଷଣା କଲେ ରାଜ୍ୟ ସରକାର: ଆଉ ଖୋଲିବନି ନୂଆ ମଦ ଦୋକାନ! ବଢିଲା…

ଭୁବନେଶ୍ୱର,୨୬।୩: ଆସିଲା ନୂଆ ଅବକାରୀ ନୀତି ୨୦୨୬-୨୯। ଓଡ଼ିଶା ସରକାର ୧ ଏପ୍ରିଲ ୨୦୨୬ରୁ ୩୧ ମାର୍ଚ୍ଚ ୨୦୨୯ ଅବଧି ନିମନ୍ତେ ଏକ ତ୍ରୈବାର୍ଷିକ ଅବକାରୀ ନୀତି ଘୋଷଣା କରିଛନ୍ତି। ଏହି ନୀତି ଅଧୀନରେ ଏକ ଗୁରୁତ୍ୱପୂର୍ଣ୍ଣ ସିଦ୍ଧାନ୍ତ ହେଉଛି ଅବକାରୀ…

ଗ୍ୟାସକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବଡ଼ ସୂଚନା: ଓଡ଼ିଶାବାସୀଙ୍କ ପାଇଁ…

ଭୁବନେଶ୍ୱର,୨୬।୩: ରାଜ୍ୟରେ ଗ୍ୟାସ, ପେଟ୍ରୋଲ ଓ ଡିଜେଲର ଅଭାବ ନାହିଁ। ଏନେଇ ଗୁରୁବାର ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ବଡ଼ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି, ଗ୍ୟାସ ଯଥେଷ୍ଟ ମହଜୁଦ ଅଛି। ହୋଟେଲକୁ ଆବଶ୍ୟକ ଥିବା ରନ୍ଧନ ଗ୍ୟାସର ୫୦%…

ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା: ଜଗିବେ ୧୬ ପ୍ଲାଟୁନ ପୋଲିସ ଫୋର୍ସ

ପୁରୁଣା ଭୁବନେଶ୍ୱର,୨୬ା୩(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ଗୁରୁବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ବୁଧବାର ରାତିରେ ରଥଖଳାରେ ମହାରଣା କାରିଗରମାନେ ମନ୍ଦିର କାର୍ଯ୍ୟାଳୟକୁ ରଥ ହସ୍ତାନ୍ତର…

ଏତିକି ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି: ନିଃସନ୍ତାନ ମହିଳା ହେବେ ସନ୍ତାନ ପ୍ରାପ୍ତି

ଭୁବନେଶ୍ୱର,୨୬।୩: ରୁକୁଣା ରଥଯାତ୍ରା ପୂର୍ବରୁ ମୁକ୍ତେଶ୍ୱର ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡ ପାଣି ନିଲାମ ହୋଇଛି। ୭୦୦୧ ଟଙ୍କାରେ ନିଲାମ ହେଲା ମରିଚି କୁଣ୍ଡ ପାଣି। ବରମୁଣ୍ଡା ହାଉସିଂ ବୋର୍ଡର ଜିତେନ୍ଦ୍ର ବିଶାଳ ନେଇଛନ୍ତି ପ୍ରଥମ ନିଲାମ। ସୂଚନାଯୋଗ୍ୟ, ଏଥର…

ହୋଟେଲ, ରେଷ୍ଟୁରାଣ୍ଟରେ ‘ଏଲ୍‌ପିଜି ଚାର୍ଜ’ ନେବା ବେଆଇନ

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):କେନ୍ଦ୍ରୀୟ ଗ୍ରାହକ ସୁରକ୍ଷା ପ୍ରାଧିକରଣ (ସିସିପିଏ), ହୋଟେଲ ଏବଂ ରେଷ୍ଟୁରାଣ୍ଟଗୁଡିକ ଦ୍ୱାରା ଗ୍ରାହକଙ୍କ ବିଲ୍‌ରେ ଏଲ୍‌ପିଜି ଚାର୍ଜ, ଗ୍ୟାସ୍‌ ସର୍‌ଚାର୍ଜ ଏବଂ ଇନ୍ଧନ ମୂଲ୍ୟ ଭରଣା ଭଳି ଅତିରିକ୍ତ ଶୁଳ୍କ ଆଦାୟକୁ ବେଆଇନ ବୋଲି କହିଛନ୍ତି । ଗ୍ରାହକ ସୁରକ୍ଷା…

ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଦେବୀ ମିଶ୍ର ଓ ପ୍ରଣବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri