ଆସନ୍ତା ୩ ଦିନ ଝଡ଼ବର୍ଷା ସହ ବଜ୍ରପାତ: ସତର୍କ କଲା ପାଣିପାଗ କେନ୍ଦ୍ର
ଭୁବନେଶ୍ୱର, ୭ା୧୦ (ସୌମ୍ୟରଞ୍ଜନ ରାଉତ)- ରାଜ୍ୟରେ କିଛିଦିନ ହେବ ଖରାତାତି ସାଙ୍ଗକୁ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନର ତାପମାତ୍ରା ୩୬ ଡିଗ୍ରୀ ପାର୍ କରୁଛି। ତେବେ ଆସନ୍ତା ୨ରୁ ୩ ଦିନ ବର୍ଷା ସମ୍ଭାବନା ଥିବାରୁ ତାପମାତ୍ରା ୨ରୁ ୩…
କାଲି ସକାଳ ୬ରୁ ସନ୍ଧ୍ୟା ୬ ଯାଏ ଓଡ଼ିଶା ବନ୍ଦ, ସହଯୋଗ ପାଇଁ ଆହ୍ୱାନ ଦେଲା…
ଭୁବନେଶ୍ୱର,୭।୧୦: ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦାବିକୁ ନେଇ ଆସନ୍ତାକାଲି (ଗୁରୁବାର) ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ ଓଡ଼ିଶା ବନ୍ଦ ଆହ୍ୱାନ ଦିଆଯାଇଛି। ‘INDIA’ ବ୍ଲକ୍ ପକ୍ଷରୁ ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ଏହି ବନ୍ଦ ଡାକରା…
ବିଜେଡିକୁ ସାଲୁଜାଙ୍କ କଟାକ୍ଷ : ଦିଲ୍ଲୀରୁ ଆସିଲା ଫୋନ୍ ଡରିଗଲେ …
ଭୁବନେଶ୍ୱର,୭।୧୦ : ବିଜେଡିର ଆଭିମୁଖ୍ୟକୁ ନେଇ କଟାକ୍ଷ କରିଛନ୍ତି ବରିଷ୍ଠ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା। ବିଜେଡିକୁ ‘ଦିଗହରା ପାର୍ଟି’ ବୋଲି ଆକ୍ଷେପ କରିବା ସହ ଦଳର ଆଭିମୁଖ୍ୟକୁ ନେଇ ସେ ପ୍ରଶ୍ନ ଉଠାଇଛନ୍ତି। ସାଲୁଜାଙ୍କ କହିବା ଅନୁଯାୟୀ, ବିଜେଡିର…
IAS ସ୍ତରରେ ବଡ଼ଧରଣର ଅଦଳବଦଳ: ବଦଳିଲେ ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳ, ଜାଣନ୍ତୁ କିଏ କେଉଁଠିକୁ ଗଲେ…
ଭୁବନେଶ୍ୱର,୭ା୧୦: ରାଜ୍ୟ ପ୍ରଶାସନିକ ସ୍ତରକୁ ଅଧିକ କ୍ରିୟାଶୀଳ ଓ ବ୍ୟବସ୍ଥିତ କରିବା ପାଇଁ ଓଡ଼ିଶା ସରକାର ରାଜ୍ୟରେ IAS ସ୍ତରରେ ଏକ ବଡ଼ଧରଣର ଅଦଳବଦଳ କରିଛନ୍ତି। ନବରଙ୍ଗପୁର ଓ ନୂଆପଡ଼ା ଜିଲାପାଳଙ୍କ ସମେତ ଏକାଧିକ ଗୁରୁତ୍ୱପୂର୍ଣ୍ଣ ବିଭାଗ ଓ ଜିଲାର ଶୀର୍ଷ…
ଆସନ୍ତା ୮ରେ ଓଡ଼ିଶା ବନ୍ଦ ଡାକରା: ଡିଇଏଲ୍ଇଡି ପରୀକ୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍
କଟକ,୭।୧୦(କାର୍ତ୍ତିକ ସାହୁ):ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଡିପ୍ଲୋମା ଇନ୍ ଏଲିମେଣ୍ଟାରି ଏଜୁକେଶନ (ଡିଇଏଲ୍ଇଡି) ପରୀକ୍ଷା ଗତ ୩ ତାରିଖରୁ ଆରମ୍ଭ ହୋଇଛି। ଅଦ୍ୟାବଧି ଏହି ପରୀକ୍ଷାର ୩ଟି ପେପର ସରିଲାଣି। ଆସନ୍ତା ୮ ତାରିଖରେ ହେବାକୁ ଥିବା ପରୀକ୍ଷା…
ଝଡବର୍ଷା ସମ୍ଭାବନା: ୯ ଜିଲାକୁ ଆଲର୍ଟ ଜାରି
ଭୁବନେଶ୍ୱର, ୭ା୧୦ (ବନ୍ଦନା ସେଠୀ):ଆଶ୍ବିନରେ ଅନୁଭୂତ ହେଉଛି ବୈଶାଖ ତାତି। ବର୍ଷା ଛାଡ଼ୁ ଛାଡ଼ୁ ତାପମାତ୍ରାରେ ଲଗାତର ବୃଦ୍ଧି ଘଟି ୩୭ ଡିଗ୍ରୀ ପାଖାପାଖି ହୋଇଛି। ଫଳରେ ସକାଳ ୮ଟାରୁ ଡହଡହ ଖରାରେ ଅତିଷ୍ଠ ହୋଇପଡୁଛନ୍ତି ଲୋକେ। ଏଥିସହ ଗୁଳୁଗୁଳି ମଧ୍ୟ…
୧୩ରେ ରାଜ୍ୟ କ୍ୟାବିନେଟ୍: ୯ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୭ା୧୦(ରବିନାରାୟଣ ଜେନା):ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଚଳିତମାସ ୧୩ରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁଥିବା ଉକ୍ତ ବୈଠକରେ ୯ଟି ଗୁରୁତ୍ୱପୂର୍ଣ୍ଣ…
ନବୀନ ପଟ୍ଟନାୟକ ନେଲେ ବଡ଼ ନିଷ୍ପତ୍ତି: ଆଗକୁ ବିଜେଡି…
ଭୁବନେଶ୍ୱର,୬।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିକୁ ନେଇ ଦିଲ୍ଲୀରେ ହେବାକୁ ଥିବା ବିରୋଧୀଙ୍କ ପ୍ରତିବାଦରେ ସାମିଲ ହେବ ବିଜୁ ଜନତା ଦଳ (ବିଜେଡି)। ନିର୍ବାଚନ କମିଶନଙ୍କ କାର୍ଯ୍ୟପ୍ରଣାଳୀ ଏବଂ ଭୋଟର ତାଲିକାର ସ୍ପେଶାଲ ଇଣ୍ଟେନସିଭ ରିଭିଜନ…
ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…
ଭୁବନେଶ୍ୱର,୬।୧୦ (ପ୍ରସନଜିତ୍ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍ କରି ଭାଇରାଲ କରିବା ଘଟଣା ଚର୍ଚ୍ଚା ହେଉଛି। ଏପରି କି ଦିଅର ଶାରୀରିକ ସମ୍ପର୍କ ରଖିବାକୁ…
ପାଣ୍ଡିଆନ୍ଙ୍କ ବୟାନ୍ ରେକର୍ଡ: ଫାଇଲ୍ ରିସିଭ୍ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି
ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ. ପାଣ୍ଡିଆନ, ମନୋଜ ମିଶ୍ର ଓ ରାଜେଶ ବର୍ମାଙ୍କ ବୟାନ ନିଆଯାଇଥିବା କ୍ରାଇମ୍ବ୍ରାଞ୍ଚ ଆଇଜି…
୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ
ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ ଫେରିଯିବା ପରଠାରୁ ଆଉ ହୋଇ ନ ଥିଲା ଦେଖାସାକ୍ଷାତ। ଅବସର ନେବାର ଢେର…
ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି
ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର ପାଇ ଭରତପୁର ପୋଲିସ ପହଞ୍ଚି ମୂରଲୀଧରନ୍ଙ୍କ ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ…

