ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍
ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର କ୍ଷମତାକୁ ଆସିବା ପରେ ଡାକ୍ତରୀ ସିଟ୍ ସଂଖ୍ୟା ବୃଦ୍ଧିକୁ ଗୁରୁତ୍ୱ ଦେଉଛନ୍ତି। ଗତ…
ଆୟୁଷ୍ମାନ୍ କାର୍ଡରେ କ୍ୟାନ୍ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ
ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍ସର କେୟାର ଅଭିଯାନ ଅଧୀନରେ ଆଉ ୯୧ଟି ସ୍ବତନ୍ତ୍ର କ୍ୟାନ୍ସର ଚିକିତ୍ସା ପ୍ୟାକେଜକୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ…
ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ
ଭୁବନେଶ୍ୱର,୬।୮(ସୁନିତ୍ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍ଭେଷ୍ଟର ରୋଡ୍ ଶୋ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ଆସନ୍ତା ୭ ଏବଂ ୮ ତାରିଖରେ ବିଭିନ୍ନ ସଂସ୍ଥା ସହ…
୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ ମହଲାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୁଧବାର ସନ୍ଧ୍ୟା ୫ଟାରେ ରାଜ୍ୟ…
ଓ୍ବାର୍ନିଂ ଜାରି କଲା ପାଣିପାଗ ବିଭାଗ, ୪୮ ଘଣ୍ଟାରେ ଏହି ଜିଲାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ବର,୫।୮: ମୌସୁମୀ ସକ୍ରିୟ ରହିଥିବା ବେଳେ ସାରା ରାଜ୍ୟରେ ବର୍ଷା ଜାରି ରହିଛି । ସେ ଆସନ୍ତା ୪୮ ଘଣ୍ଟା ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ଚେତାବନୀ ଜାରି କରାଯାଇଛି । ମୟୂରଭଞ୍ଜରେ…
ବାଲିଅନ୍ତା ସୌମ୍ୟରଞ୍ଜନ ମର୍ଡର କେସ୍: ଚାର୍ଜଶିଟ୍ ଦାଖଲ କଲା କ୍ରାଇମ୍ବ୍ରାଞ୍ଚ
କଟକ,୫ା୮(ପ୍ରଭୁକଲ୍ୟାଣ ପାଲ୍): ବାଲିଅନ୍ତା କନଷ୍ଟେବଳ ସୌମ୍ୟରଞ୍ଜନ ସ୍ବାଇଁ ହତ୍ୟାକାଣ୍ଡ ଘଟଣାରେ କୋର୍ଟରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ୭୬୭ ପୃଷ୍ଠାର ଚାର୍ଜଶିଟ୍ ଦାଖଲ କରିଥିବାବେଳେ ୧୧ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଶିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ। ଭୁବନେଶ୍ୱର ଏସ୍ଡିଜେଏମ୍ କୋର୍ଟରେ ଚାର୍ଜଶିଟ୍ ଦାଖଲ…
ରାଷ୍ଟ୍ରପତି ଭବନରେ ପ୍ରଦର୍ଶିତ ହେବ ରଥଚକ
ଭୁବନେଶ୍ୱର,୫ା୮:ଓଡ଼ିଶାର ଆଧ୍ୟାତ୍ମିକ ଓ ସାଂସ୍କୃତିକ ଐତିହ୍ୟର ପ୍ରତୀକ ବିଶ୍ୱପ୍ରସିଦ୍ଧ ପୁରୀ ରଥଯାତ୍ରା ଏବେ ଦେଶର ସର୍ବୋଚ୍ଚ କାର୍ଯ୍ୟାଳୟ ରାଷ୍ଟ୍ରପତି ଭବନରେ ସ୍ଥାନ ପାଇବାକୁ ଯାଉଛି। ପୁରୀ ରଥଯାତ୍ରାର ରଥଚକ ରାଷ୍ଟ୍ରପତିଙ୍କ ଭବନରେ ପ୍ରଦର୍ଶିତ ହେବ ବୋଲି ମଙ୍ଗଳବାର ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ…
ନନ୍ଦିନୀ ଦେବୀ ଥିଲେ ପ୍ରବୀଣ ନାରୀ ନେତ୍ରୀ
ଭୁବନେଶ୍ୱର, ୫ା୮(ବନ୍ଦନା ସେଠୀ):ଓଡ଼ିଶାର ପ୍ରଥମ ତଥା ଏକମାତ୍ର ମହିଳା ମୁଖ୍ୟମନ୍ତ୍ରୀ, ବରେଣ୍ୟ ସାହିତ୍ୟ ସାଧିକା ନନ୍ଦିନୀ ଶତପଥୀଙ୍କ ଶ୍ରାଦ୍ଧଦିବସ ଅବସରରେ ମଙ୍ଗଳବାର ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏହି ଅବସରରେ ବିଜୁ ଜନତା ଦଳ ସାଂସ୍କୃତିକ ସମନ୍ବୟ ସାମ୍ମୁଖ୍ୟ, ଓ୍ବି ଫର୍ ଭୁବନେଶ୍ୱର,…
ଏହି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା: ଅରେଞ୍ଜ୍ ଓ୍ବାର୍ନିଂ ଜାରି
ଭୁବନେଶ୍ୱର,୫ା୮(ବନ୍ଦନା ସେଠୀ):ଚଳିତ ମୌସୁମୀରେ ଏଯାଏ ରାଜ୍ୟରେ ଭଲ ବର୍ଷା ହୋଇଛି। ଜୁଲାଇରେ ସ୍ବାଭାବିକଠାରୁ ଅଧିକ ବର୍ଷା ହୋଇଥିବା ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏହାସତ୍ତ୍ୱେ ରାଜ୍ୟରେ ପୁଣି ତାପମାତ୍ରା ବଢ଼ିବାରେ ଲାଗିଛି। ୩ ଦିନ ହେବ ରାଜ୍ୟରେ…
ମୁଁ ଘରକୁ ଯିବିନି, ମୋତେ ମୋ ପ୍ରେମିକ ପାଖରେ ଛାଡିଦିଅ…ନାବାଳିକାଙ୍କ ହାଇଡ୍ରାମା ଦେଖି ପୋଲିସ ତାଜୁବ
ଭୁବନେଶ୍ୱର,୫ା୮ (ପ୍ରସନଜିତ୍ ସାହୁ):ମୁଁ ଘରକୁ ଯିବିନି। ମୋତେ ଜେଲରେ ଥିବା ମୋ ପ୍ରେମିକ ପାଖରେ ଛାଡିଦିଅ..। ଭୁବନେଶ୍ବର କୋର୍ଟ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏମିତି ଚିତ୍କାର କରି ହ୍ରାଇଡ୍ରାମା କରିଥିଲେ ଜଣେ ନାବାଳିକା। ନାବାଳିକା ଜଣକ ମଞ୍ଚେଶ୍ୱର ଥାନା ଝରଣାବସ୍ତି(ଖ) ଅଞ୍ଚଳରେ…
ସହାୟତା ନୀତି: ଚାଷୀ ଅଲୋଡ଼ା
ଭୁବନେଶ୍ୱର, ୫ା୮(ରବିନାରାୟଣ ଜେନା): ବନ୍ୟା, ବାତ୍ୟା ଭଳି ବିଭିନ୍ନ ପ୍ରାକୃତିକ ବିପର୍ଯ୍ୟୟରେ ଚାଷୀଙ୍କ ଫସଲ ନଷ୍ଟ ହେଲେ ସରକାରଙ୍କ ପକ୍ଷରୁ ମିଳୁଥିବା ସହାୟତା ଅତ୍ୟନ୍ତ ନଗଣ୍ୟ। ମାତ୍ର ବନ୍ୟଜନ୍ତୁଙ୍କ ଦ୍ୱାରା ଫସଲ ଜମି ନଷ୍ଟ ହେଲେ ବିପର୍ଯ୍ୟୟଠାରୁ ପ୍ରାୟ ୩ଗୁଣା ଅଧିକ…
କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କଲେ ଶରଣକୁଳ ନିଲମ୍ବିତ IIC
ଭୁବନେଶ୍ୱର,୪।୮: ଶରଣକୁଳ ନିଲମ୍ବିତ IIC ସୁଜିତ ଦାସ ମଙ୍ଗଳବାର କ୍ରାଇମବ୍ରାଞ୍ଚ ନିକଟରେ ଆତ୍ମସମର୍ପଣ କରିଛନ୍ତି। ହାଇକୋର୍ଟଙ୍କ ନିର୍ଦ୍ଦେଶ କ୍ରମେ ସୁଜିତ କ୍ରାଇମବ୍ରାଞ୍ଚରେ ହାଜର ହୋଇ ଆତ୍ମସମର୍ପଣ କରିଥିବା ସୂଚନା ମିଳିଛି। ମହିଳାଙ୍କୁ ଯୌନ ନିର୍ଯାତନା ଅଭିଯୋଗରେ IICଙ୍କ ନାମରେ ମାମଲା ରୁଜୁ…

