ମେଟ୍ରୋ

ରାଜନୀତିରେ ଚହଳ, ବିଧାନସଭାରୁ ସବୁ କଂଗ୍ରେସ ବିଧାୟକ ନିଲମ୍ବିତ

ଭୁବନେଶ୍ୱର,୨୬।୩: ଧାରଣାରୁ ଉଠି ପୁଣି ଗର୍ଜିଛି କଂଗ୍ରେସ । ପ୍ରତିବାଦବେଳେ ବୁଧବାର ବିଧାନସଭାର ଘେରିଛନ୍ତି ବିରୋଧୀ କଂଗ୍ରେସ । ଖାଲି ସେତିକି ନୁହେଁ ସବୁଠୁ ରୋଚକ ଦୃଶ୍ୟ ହେଉଛି କଂଗ୍ରେସ ଓ ବିଜେଡି ମିଶି ବିଧାନସଭା ଘେରିଛନ୍ତି। ବିଧାନସଭା ବାହାରେ ଏକାଠି…

ମିଶିଗଲେ ବିଜେଡି, କଂଗ୍ରେସ: ଭାଙ୍ଗିଲେ…

ଭୁବନେଶ୍ୱର,୨୬।୩: ବିଧାନସଭାରେ ବାଚସ୍ପତିଙ୍କ ବିବୃତି ଦାବି କଲା ବିଜେଡି। ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ଏହି ଦାବି କରିଛନ୍ତି। ଏ ନେଇ କକ୍ଷତ୍ୟାଗ କରିଛନ୍ତି ବିଜେଡି ବିଧାୟକ। ଅନ୍ୟପକ୍ଷେ ଘଣ୍ଟ ପିଟି ବିଧାନସଭା ଅଭିମୁଖେ ବାହାରିଥିଲେ କଂଗ୍ରେସ ବିଧାୟକ।…

ବିଧାନସଭା ବାହାରେ ପ୍ରବଳ ହଙ୍ଗାମା, ବ୍ୟାରିକେଡ ଭାଙ୍ଗିଲା କଂଗ୍ରେସ

ଭୁବନେଶ୍ୱର,୨୬।୩: କଂଗ୍ରେସର ୧୨ ଜଣ ବିଧାୟକ ବିଧାନସଭାରୁ ସସପେଣ୍ଡ ହେବା ପରେ, ରାଜ୍ୟ ରାଜନୀତି ସରଗରମ ହୋଇଛି। ଗତକାଲି ସାରା ରାତି ରାସ୍ତା ଉପରେ କଂଗ୍ରେସ ବିଧାୟକ ଧାରଣା ଦେବା ପରେ, ଏବେ ବିଧାନସଭାକୁ ବାହାରିଛନ୍ତି କଂଗ୍ରେସ ବିଧାୟକ। ଘଣ୍ଟ ପିଟି…

ନ୍ୟାୟ ମାଗି ରାଜରାସ୍ତାକୁ ଓହ୍ଲାଇଥିଲେ: ଅସୁସ୍ଥ ହୋଇ ପଡ଼ିଲେ ତାରା,

ଭୁବନେଶ୍ୱର,୨୬।୩: ସାରାରାତି ଧାରଣାର ଦେବା ପରେ କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀ ପତିଙ୍କ ସ୍ବାସ୍ଥାବସ୍ଥା ବିଗିଡ଼ିଯାଇଛି। ସେ ଅସୁସ୍ଥ ହୋଇପଡ଼ିଛନ୍ତି । ସକାଳୁ ସକାଳୁ କ୍ୟାପିଟାଲ ହପିଟାଲରୁ ଡାକ୍ତର ଆସି ତାରାଙ୍କ ସୱାସ୍ଥ୍ୟ ପରୀକ୍ଷା କରିଛନ୍ତି। ଗତକାଲି ୧୨ ବିଧାୟକଙ୍କୁ…

ସମୟ ସହ ତାଳଦେଇ ନୂଆ ଟେକ୍ନୋଲୋଜି ଆପଣେଇବା ଆବଶ୍ୟକ

ପ୍ରାୟ ୩ ଦଶନ୍ଧି ଧରି ଓଡ଼ିଶାର ପାଓ୍ବାର ସଲ୍ୟୁଶନ ଶିଳ୍ପରେ ଅଗ୍ରଣୀ ଅନୁଷ୍ଠାନ ଭାବେ ଏମ୍‌/ଏସ୍‌ ଲିଓଟ୍ରୋନିକ୍ସ ପାଓ୍ବାର ସିଷ୍ଟମ୍‌ ପରିଚୟ ପାଇଛି। ୧୯୯୮ରେ ଏହି କମ୍ପାନୀ ପ୍ରତିଷ୍ଠିତ ହୋଇଥିବାବେଳେ ଦିନକୁ ଦିନ ଲୋକପ୍ରିୟତା ହାସଲ କରୁଛି। ଏହାର ପ୍ରତିଷ୍ଠାତା ଜୟନ୍ତ…

ସାଂସଦଙ୍କ ବଢ଼ିଲା, ଆମର କେବେ:ଜୋର୍‌ ଧରିଲା ବିଧାୟକଙ୍କ ଦରମା ବୃଦ୍ଧି ଦାବି

ଭୁବନେଶ୍ୱର,୨୬ା୩ (ରବିନାରାୟଣ ଜେନା):ବଜେଟ ଅଧିବେଶନ କାଳରେ ଗୃହ ସୁରୁଖୁରୁରେ ଚାଲିପାରୁ ନ ଥିବାବେଳେ ଏବେ ବିଧାୟକଙ୍କ ଦରମା ବୃଦ୍ଧି ଦାବି ଜୋର୍‌ ଧରିଛି। ମଙ୍ଗଳବାର ଦରମା ବୃଦ୍ଧି ଲାଗି ବିଭିନ୍ନ ଦଳ ପକ୍ଷରୁ ଦାବି କରାଯାଇଛି। ‘ମଇଁଷି ଶିଙ୍ଗ ଫଟା ଯୁଝିଲା…

ନିର୍ବାଚନୀ ଖର୍ଚ୍ଚ ବିବରଣୀ ଦେଇନାହାନ୍ତି ୧୪ ବିଧାୟକ ପ୍ରାର୍ଥୀ

ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ରାଜ୍ୟରେ ନିର୍ବାଚନ କିଭଳି ତ୍ରୁଟିପୂର୍ଣ୍ଣ ଓ ଶୃଙ୍ଖଳିତ ହେବ ସେନେଇ ମଙ୍ଗଳବାର ଅପରାହ୍ନରେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଆର୍‌. ସନ୍ଥଗୋପାଲନ୍‌ ରାଜନୈତିକ ଦଳଗୁଡ଼ିକ ସହ ଆଲୋଚନା କରିଛନ୍ତି। ଏହି ଅବସରରେ ଗୋପାଲନ୍‌ କହିଛନ୍ତି, ୨୦୨୪ ନିର୍ବାଚନରେ ରାଜ୍ୟର ବିଭିନ୍ନ…

ପାରଦ ଉପରମୁହାଁ: ୪ ଜିଲାକୁ ହିଟ୍‌ଓ୍ବେଭ୍‌ ଆଲର୍ଟ ଜାରି

ଭୁବନେଶ୍ୱର,୨୬ା୩(ଅନୁରାଧା ମହାରଣା):ରାଜ୍ୟରେ ଗତ କିଛିଦିନ ଧରି କାଳବୈଶାଖୀ ପ୍ରଭାବରେ ଝଡ଼ବର୍ଷା ଲାଗିରହିଥିବା ବେଳେ ତାପମାତ୍ରା ଦୃଷ୍ଟାନ୍ତମୂଳକ ଭାବେ ହ୍ରାସ ପାଇଥିଲା। ତେବେ ମଙ୍ଗଳବାରଠାରୁ ରାଜ୍ୟର ପାରଦ ଉପରମୁହାଁ ହୋଇଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନାନୁଯାୟୀ, ଆସନ୍ତା ୪ଦିନ…

ସର୍ବଦଳୀୟ ବୈଠକ ନିଷ୍ଫଳ, ଧାରଣାରେ ବିରୋଧୀ

ଭୁବନେଶ୍ୱର,୨୬ା୩(ରବିନାରାୟଣ ଜେନା):ଗୋଟିଏପଟେ କଂଗ୍ରେସର ଘଣ୍ଟ, କରତାଳି ମାଡ଼ ଓ ଅନ୍ୟପଟେ ବିଜେଡି ନାରାବାଜିରେ ମଙ୍ଗଳବାର କମ୍ପିଥିଲା ବିଧାନସଭା। ମହିଳା ସୁରକ୍ଷା ପ୍ରସଙ୍ଗକୁ ନେଇ କଂଗ୍ରେସ ସଦସ୍ୟମାନେ ଗୃହରେ କମ୍ପମାନ କରିଥିବାବେଳେ ପ୍ରମୁଖ ବିରୋଧୀ ବିଜେଡି ସଦସ୍ୟଙ୍କ ଏସ୍‌ସି, ଏସ୍‌ଟି ଏବଂ ଓବିସିଙ୍କୁ…

କଂଗ୍ରେସ ବିଧାୟକଙ୍କ ନିଲମ୍ବନ ନେଇ ତେଜିଲା ରାଜନୀତି

ଭୁବନେଶ୍ୱର, ୨୬ା୩(ସୁନିତ୍‌ ମିଶ୍ର):କଂଗ୍ରେସର ୧୨ ଜଣ ସଦସ୍ୟଙ୍କୁ ବାଚସ୍ପତି ମଙ୍ଗଳବାର ୭ଟି କାର୍ଯ୍ୟଦିବସ ଲାଗି ଗୃହରୁ ନିଲମ୍ବନ କରିବା ପରେ ଏହାକୁ ନେଇ ରାଜନୀତି ତେଜିଛି। କଂଗ୍ରେସ ନେତା ଓ କର୍ମୀମାନେ ଏକାଠି ହୋଇ ଜୋର୍‌ଦାର ପ୍ରତିବାଦ କରିବା ଆରମ୍ଭ କରିଦେଇଛନ୍ତି।…

ବିଧାନସଭାରେ ଠେଲାପେଲା: ପୋଲିସ-କଂଗ୍ରେସ ମୁହାଁମୁହିଁ

ଭୁବନେଶ୍ୱର,୨୫।୩: ବିଧାନସଭା ଆଗରେ ମୁହାଁମୁହିଁ ହୋଇଛନ୍ତି କଂଗ୍ରେସର ବରିଷ୍ଠ ନେତା-ପୋଲିସ। ଭିତରକୁ ଯିବାକୁ ଚାହୁଁଥିବାବେଳେ ପୋଲିସ ରୋକିବାକୁ ନେଇ କଂଗ୍ରେସ ନେତା ଓ ପୋଲିସ ମଧ୍ୟରେ ବାକ୍‌ଯୁଦ୍ଧ ଆରମ୍ଭ ହୋଇଛି। କଂଗ୍ରେସର ଧାରଣାକୁ ଦେଖି ବିଧାନସଭା ଚାରିପାଖେ BNS ୧୬୩ଧାରା ଲାଗୁ…

ବିଧାନସଭାରେ ଠେଲାପେଲା, ଆହତ ହେଲେ…

ଭୁବନେଶ୍ୱର,୨୫।୩: ବିଧାନସଭାରେ ସୁରକ୍ଷାକର୍ମୀ-କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଲବି ଗେଟ ବନ୍ଦ କରିବାକୁ ନେଇ ମୁହାଁମୁହିଁ ପରିସ୍ଥିତି ସୃଷ୍ଟି ହୋଇଛି। ଲବିକୁ ଆସୁଥିବାବେଳେ ଗୃହକୁ ପ୍ରବେଶ କରିବାକୁ ଦେଇନଥିଲେ ସୁରକ୍ଷାକର୍ମୀ। ଯାହାପରେ ସୁରକ୍ଷାକର୍ମୀ କଂଗ୍ରେସ ବିଧାୟକ ମୁହାଁମୁହିଁ ହୋଇଛନ୍ତି। ଏହି ଠେଲାପେଲାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri