ମେଟ୍ରୋ

ନାବାଳିକାଙ୍କ ଦେହରେ ନିଆଁ ଲଗାଇବା ଘଟଣା: ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ବୟାନ, କହିଲେ ସରକାର…

ଭୁବନେଶ୍ୱର,୧୯ା୭: ପୁରୀ ଜିଲା ବଳଙ୍ଗା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେବା ଘଟଣାରେ କ୍ଷୋଭ ପ୍ରକାଶ କରିବା ସହ ଏକ ବଡ଼ ବୟାନ ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ସେ କହିଛନ୍ତି, ଏହି ଖବର ଶୁଣି ମୁଁ ବ୍ୟଥିତ…

FM କଲେଜ ଛାତ୍ରୀ ଘଟଣାରେ ସାଙ୍ଘାତିକ ତଥ୍ୟ ଦେଲେ ନନା: କହୁକହୁ କହିଲେ ରାଜନୀତିରୁ ସନ୍ୟାସ ….

ଭୁବନେଶ୍ୱର,୧୮।୭: FM କଲେଜ ଛାତ୍ରୀଙ୍କ ମୃତ୍ୟୁ ଘଟଣାକୁ ରାଜନୀତି କରାଯିବା ସହ ଏହା ମଧ୍ୟ ଦିନକୁ ଦିନ ନୂଆ ମୋଡ଼ ନେଉଛି। ବର୍ତ୍ତମାନ ଆଭ୍ୟନ୍ତରୀଣ କମିଟି (ICC) ରିପୋର୍ଟର ଖୁଲାସାକରି ଏମ୍‌ପି ପ୍ରତାପ ଷଡ଼ଙ୍ଗୀ ସାଙ୍ଘାତିକ ବୟାନ ଆଉ କିଛି କହୁଛି।…

ଦାନାବାନ୍ଧୁଛି ଆଉ ଏକ ଲଘୁଚାପ: ୨୬ ଯାଏ ପ୍ରବଳ ବର୍ଷା,ଏସବୁ ଜିଲାକୁ ଓ୍ବାର୍ନିଂ…

ଭୁବନେଶ୍ୱର, ୧୮।୭(ଅନୁରାଧା ମହାରଣା)- ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ଦାନାବାନ୍ଧୁଛି। ଆସନ୍ତା ୨୨ରୁ ୨୪ ତାରିଖ ମଧ୍ୟରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ଲଘୁଚାପ ରୂପ ନେଇପାରେ। ଫଳରେ ରାଜ୍ୟରେ ୨୩ ତାରିଖରୁ ପୁଣି ବର୍ଷା ବଢ଼ିବ। ବର୍ଷାର ପ୍ରଭାବ ପ୍ରାୟ ୨୬…

ବାଲୁକାକଳା ଶିଖାଉଛନ୍ତି ସୁଦର୍ଶନ ପଟ୍ଟନାୟକ…ଜାଣନ୍ତୁ କିପରି ଏବଂ କେଉଁଠି କରିବେ ଆଡ୍‌ମିଶନ୍‌?

ଭୁବନେଶ୍ୱର,୧୮।୭: ସ୍ୟାଣ୍ଡ ଆର୍ଟ ବିଷୟରେ ପ୍ରାୟତଃ ସମସ୍ତେ ଜାଣିଥିବେ। ସୁଦର୍ଶନ ପଟ୍ଟନାୟକ ବାଲିରେ କଳାକୃତି କରି ଏହାକୁ ବିଶ୍ୱବ୍ୟାପୀ ପ୍ରତିଷ୍ଠା ଦେଇଛନ୍ତି। ଯଦି ଆପଣ ମଧ୍ୟ ସ୍ୟାଣ୍ଡ ଆର୍ଟ ଶିଖିବାକୁ ଚାହୁଁଛନ୍ତି, ତେବେ ଆପଣଙ୍କୁ ସୁଦର୍ଶନ ପଟ୍ଟନାୟକଙ୍କଠାରୁ ଶିଖିବାର ସୁଯୋଗ ମିଳିଛି।…

ଚେତିଲେ ସରକାର: ସମସ୍ତ ଶିକ୍ଷାନୁଷ୍ଠାନକୁ କଡ଼ା ନିର୍ଦ୍ଦେଶ, ମହିଳା ସହାୟତା ନଂ ୧୮୧ ତୁରନ୍ତ…

ଭୁବନେଶ୍ୱର,୧୮।୭: ବାଲେଶ୍ୱର ଜିଲା ଏଫ୍‌ଏମ୍‌ କଲେଜ ଛାତ୍ରୀ ସୌମ୍ୟାଶ୍ରୀ ମୃତ୍ୟୁ ଘଟଣାକୁ ନେଇ ରାଜ୍ୟରେ ଚହଳ ପଡ଼ିଥିବା ବେଳେ ରାଜ୍ୟ ସରକାର କଠୋର ପଦକ୍ଷେପମାନ ନେଉଛନ୍ତି। ଏହି କ୍ରମରେ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ଶୁକ୍ରବାର ସମସ୍ତ ବିଶ୍ୱବିଦ୍ୟାଳୟ ରେଜିଷ୍ଟ୍ରାର ଓ…

ବିଜେଡି-କଂଗ୍ରେସ ସମୟରେ କ’ଣ ହେଉଥିଲା ଓଡ଼ିଶାବାସୀ ଜାଣିଛନ୍ତି: ଜୟନାରାୟଣ

ଭୁବନେଶ୍ୱର,୧୯।୭: ବିଜେଡି ଓ କଂଗ୍ରେସ ଉପରେ ବର୍ଷିଲେ ଭାଜପାର ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର। ସିଲଭର୍‌ ମେଡାଲ ପାଇଁ ବିଜେଡି-କଂଗ୍ରେସ ମଧ୍ୟରେ ପ୍ରତିଯୋଗିତା ଚାଲିଥିବା କହି ବିରୋଧୀଙ୍କୁ ଟାର୍ଗେଟ କରିଛନ୍ତି। FM କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାର ତ୍ୱରିତ ପଦକ୍ଷେପ…

ସୌମ୍ୟାଶୀଙ୍କ ମୃତ୍ୟୁ ଘଟଣା: ପୁଣି ବଡ଼ ଘୋଷଣା କରିଦେଲେ ଭକ୍ତ, ହେବ…

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡି ଆରଡିସି ସ୍ତରୀୟ ବିକ୍ଷୋଭ ପାଇଁ ଘୋଷଣା କରିଥିବା ବେଳେ କଂଗ୍ରେସ ମଧ୍ୟ ଏକ ବଡ଼ ନିଷ୍ପତ୍ତି ନେଇଛି। ଏଫ୍‌ଏମ୍‌ କଲେଜ ମୃତ ଛାତ୍ରୀଙ୍କ ଏକାଦଶାହକୁ ଶ୍ରଦ୍ଧାଞ୍ଜଳି ଦିବସ ପାଳିବ କଂଗ୍ରେସ। ପିସିସି ସଭାପତି ଭକ୍ତ…

କ୍ଲାସ୍‌ ଚାଲିଥିବାବେଳେ ଇଞ୍ଜିନିୟରିଂ କଲେଜରେ ଲାଗିଲା ନିଆଁ: ୬୦ରୁ ଅଧିକ ଛାତ୍ରୀଛାତ୍ର…

ଭୁବନେଶ୍ୱର,୧୮ା୭: ରାଜଧାନୀର ଏକ ଘରୋଇ ଇଞ୍ଜିନିୟରିଂ କଲେଜରେ ଶୁକ୍ରବାର ପୂର୍ବାହ୍ନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ଅଗ୍ନିକାଣ୍ଡ ପରେ ୬୦ରୁ ଊର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି। କ୍ଲାସ୍‌ରୁମ୍‌ରେ କ୍ଲାସ୍‌ ଚାଲିଥିବାବେଳେ ଏସି କମ୍ପ୍ରେସର ଫାଟିଯିବାରୁ ଏହି ଅଗ୍ନିକାଣ୍ଡ ଘଟିଥିଲା।…

FM କଲେଜ ଛାତ୍ର ମୃତ୍ୟୁ ଘଟଣା: ପୁଣି ଆନ୍ଦୋଳନ କରିବ ବିଜେଡି

ଭୁବନେଶ୍ୱର,୧୮।୭: ଆସନ୍ତା ୨୧ ତାରିଖରେ ବିଜେଡିର ଆରଡିସି ସ୍ତରୀୟ ବିକ୍ଷୋଭ। କଟକ, ସମ୍ବଲପୁର, ବ୍ରହ୍ମପୁର ଆରଡିସି ଜୋନରେ ବିକ୍ଷୋପ କରିବ ବୋଲି ବିଜେଡି ନିଷ୍ପତ୍ତି ନେଇଛି। ଏଫ୍‌ଏମ କଲେଜ ଛାତ୍ରୀ ମୃତ୍ୟୁ ଘଟଣାରେ ବିକ୍ଷୋଭ କରିବ ବିଜେଡି। ଏନେଇ ବିଜେଡି ସଭାପତି…

ଆସୁଛି ପୁଣି ଏକ ବଡ଼ ଲଘୁଚାପ: ୨୪ ତାରିଖ ବେଳକୁ…

ଭୁବନେଶ୍ୱର,୧୮।୭: ଆସୁଛି ଆଉ ଏକ ବଡ଼ ଲଘୁଚାପ। ଉତ୍ତର ବଙ୍ଗୋପସାଗରରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ୨୪ ତାରିଖ ବେଳକୁ ଲଘୁଚାପ ଘନିଭୂତ ହେବା ନେଇ ସ୍ପଷ୍ଟ ସୂଚନା ଜଣାପଡିବ। ଏନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ…

ନିର୍ଦ୍ଦେଶର ଘଣ୍ଟାକ ପରେ ପ୍ରତ୍ୟାହାର କରିନେଲା ରେଭେନ୍ସା

ଭୁବନେଶ୍ୱର,୧୮।୭: ସନ୍ଧ୍ୟା ସାଢେ ୫ଟା ପରେ ଅଧ୍ୟାପିକା, ମହିଳା କର୍ମଚାରୀ ଓ ଛାତ୍ରୀଙ୍କୁ କ୍ୟାମ୍ପସ ଛାଡିବାକୁ ନିର୍ଦ୍ଦେଶ ଦେଇଥିଲା ରେଭେନ୍ସା ବିଶ୍ବବିଦ୍ୟାଳୟ । ହେଲେ ନିର୍ଦ୍ଦେଶର ଘଣ୍ଟାକ ମଧ୍ୟରେ ନିଷ୍ପତ୍ତି ପ୍ରତ୍ୟାହୃତ କରିନେଇଛି। ମହିଳା କର୍ମଚାରୀ, ଅଧ୍ୟାପିକା ଓ ଛାତ୍ରୀମାନଙ୍କ ପାଇଁ…

ଜେଲ ଭିତରେ ଏହି ସବୁ ଖାଦ୍ୟ ଖାଉଛନ୍ତି ସମୀର ସାର୍‌ , ହେଲେ…

ଭୁବନେଶ୍ୱର,୧୮।୭: ଏଫଏମ କଲେଜ ଛାତ୍ରୀ ଆତ୍ମାହୁତି ମାମଲାରେ ବାଲେଶ୍ବର ଜେଲ ଭିତରେ ଅଛନ୍ତି ପୂର୍ବତନ ଅଧ୍ୟାପକ ସମୀର ସାହୁ ଏବଂ ପୂର୍ବତନ ଅଧ୍ୟକ୍ଷ ଦିଲୀପ ଘୋଷ । ଜେଲ ଭିତରେ ଦୁହେଁ କେମିତି ଅଛନ୍ତି ତାହାକୁ ନେଇ ଚର୍ଚ୍ଚା ଚାଲିଛି। ଜେଲର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?