ମେଟ୍ରୋ

ପାଣ୍ଡିଆନ୍‌-ନବୀନଙ୍କୁ ନେଇ ବିସ୍ଫୋରକ ବୟାନ ଦେଲେ ମନ୍ମଥ, ସତରେ କ’ଣ…

ଭୁବନେଶ୍ୱର,୨୫।୧: ଏବେ ମଧ୍ୟ ନବୀନଙ୍କ ପାଖରେ ଅଛନ୍ତି ପାଣ୍ଡିଆନ । ଏଭଳି ବିସ୍ଫୋରକ ବୟାନ ଦେଇଛନ୍ତି, ସୁର ରାଉତରାୟଙ୍କ ପୁଅ ମନ୍ମଥ ରାଉତରାୟ। ତାଙ୍କର ଏଭଳି ତଥ୍ୟ ରାଜ୍ୟ ରାଜନୀତି ସହ ସଧାରଣ ଜନତାଙ୍କୁ ମଧ୍ୟ ହଲଚଲ କରିଦେଇଛି। ଯେଉଁ...

ସୁଭଦ୍ରା ଯୋଜନାରେ ପୁରୁଷ ଆବେଦନ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର, ୨୫ା୧(ସୁନିତ୍‌ ମିଶ୍ର):ସୁଭଦ୍ରା ପୋର୍ଟାଲରେ ପୁରୁଷମାନେ ଆବେଦନ କରିବାକୁ ନେଇ ରାଜନୀତି ଜୋର୍‌ ଧରିବାରେ ଲାଗିଛି। ଆଉ ଏହି ଘଟଣାରେ ସରକାରଙ୍କୁ ଘେରିଛନ୍ତି ବିରୋଧୀ। ଆଧାରକାର୍ଡ ଜରିଆରେ ମହିଳାମାନେ ଆବେଦନ କରୁଥିବାବେଳେ ପୁରୁଷମାନେ କେମିତି ଆବେଦନ କଲେ ବୋଲି ବିଜେଡି...

ଓଡ଼ିଶାର ୧୯ ଜଣଙ୍କୁ ମିଳିବ ପୋଲିସ ପଦକ

ଭୁବନେଶ୍ୱର,୨୫।୧: ଉଲ୍ଲେଖନୀୟ ସେବା ପାଇଁ ଓଡ଼ିଶାର ୧୯ ପୋଲିସ ପାଇବେ ପଦକ। ସୁପରିଣ୍ଟେଣ୍ଡେଣ୍ଟ ପୋଲିସ ସରୋଜ ସାମଲ ପାଇବେ ରାଷ୍ଟ୍ରପତି ପୁରସ୍କାର। ସେହିପରି କନଷ୍ଟେବଳ ସତ୍ୟବାଦୀ ମଲ୍ଲିକ ରାଷ୍ଟ୍ରପତି ପୁରସ୍କାର ପାଇବେ। ୬ ପୋଲିସ କର୍ମଚାରୀଙ୍କୁ ସାହସିକତା ପୁରସ୍କାର। ସେବାରେ...

ସାମାନ୍ୟ କମିବ ଦିନ ତାପମାତ୍ରା

ଭୁବନେଶ୍ୱର,୨୫ା୧(ଅନୁରାଧା ମହାରଣା):ପୂର୍ବ-ଉତ୍ତରପୂର୍ବ ଦିଗରେ ପଶ୍ଚିମା ଝଡ଼ ଅଗ୍ରସର ହୋଇଥିବା ହେତୁ ରାଜ୍ୟରେ ଉତ୍ତର ପଶ୍ଚିମ ଦିଗରୁ ଶୁଷ୍କ ଥଣ୍ଡା ବାୟୁର ପ୍ରଭାବ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଧୀରେ ଧୀରେ ଗୁରୁଚାପ ବଳୟ ଦକ୍ଷିଣ ମୁହାଁ...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି, ଜାଣନ୍ତୁ କେଉଁ ବିଭାଗରେ ମିଳିବ ସୁଯୋଗ

ଭୁବନେଶ୍ୱର,୨୪ା୧: ଚଳିତ ବର୍ଷ ୪୦ ହଜାର ନୂଆ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ଶୁକ୍ରବାର ବଜେଟ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ...

ନୂଆ ଆବାସ ସର୍ଭେ ଆରମ୍ଭ: କେଉଁମାନେ ସାମିଲ ହୋଇପାରିବେ, ଜାଣନ୍ତୁ କ’ଣ କହିଲେ ପଞ୍ଚାୟତିରାଜ ମନ୍ତ୍ରୀ

ଭୁବନେଶ୍ୱର,୨୪।୧: ପିଏମ ଆବାସ ଯୋଜନାରୁ ବଞ୍ଚିତ ହିତାଧିକାରୀଙ୍କୁ ସାମିଲ ପାଇଁ ସର୍ଭେ ଆରମ୍ଭ ହୋଇଯାଇଛି। ପୁରୀରୁ ସର୍ଭେର ଶୁଭାରମ୍ଭ କରିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ମନ୍ତ୍ରୀ ଅର୍ଜୁନସିଂପୁରକୁ ଯାଇ ୫ଟି ଘରକୁ ତାଲିକାରେ ଯୋଡ଼ିଛନ୍ତି। ଏଥିସହ କିପରି ଆବାସ...

ମାଘରେ ବଢୁଛି ତାତି: ପାରଳାଖେମୁଣ୍ଡିରେ ସର୍ବାଧିକ ୩୪.୨ ଡିଗ୍ରୀ

ଭୁବନେଶ୍ୱର,୨୩ା୧: ରାଜ୍ୟରେ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି। ଇତିମଧ୍ୟରେ ଦିନ ତାପମାତ୍ରା ୩୫ ଡିଗ୍ରୀ ପାଖାପାଖି ଛୁଇଁଲାଣି। ରାତିରେ କୁହୁଡି ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରୁଥିବା ବେଳେ ଦିନରେ ଟାଇଁ ଟାଇଁ ଖରା ଅନୁଭୂତ ହେଉଛି। ଗୁରୁବାର ବାଲେଶ୍ୱର, ଭଦ୍ରକ,...

ଶ୍ରୀ ମନ୍ଦିର ବାହାରେ ହେବ ୱାଚ୍ ଟାୱାର, କଡ଼ାକଡ଼ି ହେବ ସୁରକ୍ଷା

ଭୁବନେଶ୍ୱର,୨୩ା୧: ପୁରୀର ଜଗନ୍ନାଥ ମନ୍ଦିର ଚାରିପାଖରେ ସୁରକ୍ଷା ବୃଦ୍ଧି କରିବା ପାଇଁ ରାଜ୍ୟ ସରକାର ମନ୍ଦିର ବାହାରେ ଏକ ୱାଚ୍ ଟାୱାର ସ୍ଥାପନ କରିବା ବିଷୟରେ ଚିନ୍ତା କରୁଛନ୍ତି। ପ୍ରସ୍ତାବିତ ୱାଚ୍ ଟାୱାର ପୁରୀ ଜଗନ୍ନାଥ ମନ୍ଦିର ଉପରେ ‘ବେଆଇନ’...

ମେଟ୍ରୋ ସିଟି ପାଲଟିବ ଭୁବନେଶ୍ୱର: ହେବ ବ୍ୟାପକ ସମ୍ପ୍ରସାରଣ, ପଛରେ ପଡ଼ିବେ ବଡ଼ ବଡ଼ ସହର

ଭୁବନେଶ୍ୱର, ୨୩।୧: ରାଜଧାନୀ ଭୁବନେଶ୍ୱର ସହରକୁ ବ୍ୟାପକ ସମ୍ପ୍ରସାରଣ କରାଯିବ ବୋଲି ଗୃହ ନିର୍ମାଣ ଏବଂ ନଗର ଉନ୍ନୟନ ମନ୍ତ୍ରୀ ଡକ୍ଟର କୃଷ୍ଣ ଚନ୍ଦ୍ର ମହାପାତ୍ର ଗୁରୁବାର ସୂଚନା ଦେଇଛନ୍ତି। ସହରରେ ବଢୁଥିବା ଟ୍ରାଫିକ ହ୍ରାସ କରିବା ଲକ୍ଷ୍ୟରେ ସରକାର...

ଜାନୁଆରୀ ୨୭ ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

ଭୁବନେଶ୍ୱର, ୨୩।୧: ଆଗାମୀ ଜାନୁଆରୀ ୨୭ ତାରିଖ (ସୋମବାର ) ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଜାନୁଆରୀ୨୭ ତାରିଖରେ ୟୁନିଟ୍ -୫ ,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ...

ବିରୋଧୀଙ୍କୁ ବାଚସ୍ପତି ସୁରମା ପାଢ଼ୀଙ୍କ କଡ଼ା ଚେତାବନୀ, ଏଣିକି ବିଧାନସଭାରେ ବିଶୃଙ୍ଖଳା କଲେ…

ଭୁବନେଶ୍ୱର,୨୩ା୧: ଗୁରୁବାର ବାଚସ୍ପତି ସୁରମା ପାଢ଼ୀ ବିରୋଧୀଙ୍କୁ କଡ଼ା ଚେତାବନୀ ଦେଇଛନ୍ତି। ବାଚସ୍ପତି କହିଛନ୍ତି, ବିଧାନସଭାରେ ବିରୋଧୀ ବିଶୃଙ୍ଖଳା ଆଚରଣ କଲେ ଏଥର କଡ଼ା କାର୍ଯ୍ୟାନୁଷ୍ଠାନ ନିଆଯିବ। ସରକାରୀ ଦଳ ବଜେଟ୍‌ ଉପସ୍ଥାପନା କରିବେ। ବିରୋଧୀ ଦଳଙ୍କର ଯଦି କୌଣସି...

ମନ୍ତ୍ରୀଙ୍କ ବଡ଼ ଘୋଷଣା, ଆଉ ଚଳିବନି…

ଭୁବନେଶ୍ୱର,୨୩।୧: ଅସାଧୁ ମିଲରଙ୍କୁ ଯୋଗାଣ ମନ୍ତ୍ରୀ କୃଷ୍ଣ ପାତ୍ରଙ୍କ କଡ଼ା ଚେତାବନୀ। କଟନୀ ଛଟନୀ କରୁଥିବା ମିଲରଙ୍କୁ କାରଣ ଦର୍ଶାଅ ନୋଟିସ। କୃଷକମାନଙ୍କୁ ହଇରାଣ କଲେ କଡ଼ା ଆକ୍ସନ ନିଆଯିବ ବୋଲି ଚେତାବନୀ ଦେଲେ ଯୋଗାଣ ମନ୍ତ୍ରୀ। ଆଉ ପୁରୁଣା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri