କାଳବୈଶାଖୀ କ୍ଷତିଗ୍ରସ୍ତଙ୍କ ପାଇଁ ୧୯.୬୫ କୋଟି ମଞ୍ଜୁର
ଭୁବନେଶ୍ୱର/ବାରିପଦା,୨୪ା୩ (ରବିନାରାୟଣ ଜେନା,ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଗତ ଶୁକ୍ରବାର କାଳବୈଶାଖୀଜନିତ ଝଡ଼ତୋଫାନ ଓ କୁଆପଥର ବର୍ଷାରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ପ୍ରଭାବିତ ଅଞ୍ଚଳର କ୍ଷତିଗ୍ରସ୍ତଙ୍କୁ ରାଜ୍ୟ ସରକାରଙ୍କ ପକ୍ଷରୁ କ୍ଷତିପୂରଣ ଦେବା ପ୍ରକ୍ରିୟା ରବିବାର ଆରମ୍ଭ ହୋଇଛି। ପ୍ରାଥମିକ…
ଏଲ୍ଟିଆର୍ ପରୀକ୍ଷାରେ ଅନିୟମିତତା ଅଭିଯୋଗ
ବ୍ରହ୍ମପୁର,୨୩ା୩(ସୁବାସ ଚନ୍ଦ୍ର ପାଢ଼ୀ): ଓଡ଼ିଶା ଷ୍ଟାଫ ସିଲେକସନ୍ କମିଶନ(OSSC) ପକ୍ଷରୁ ଶିକ୍ଷକ ପରୀକ୍ଷାରେ ଅନିୟମିତତା ଅଭିଯୋଗ ହୋଇଛି। ସିଲ୍ ନ ଥିବା ପ୍ରଶ୍ନପତ୍ରକୁ ନେଇ କେନ୍ଦ୍ରରେ ଅସନ୍ତୋଷ ଜାହିର କରିଛନ୍ତି ପରୀକ୍ଷାର୍ଥୀ। ଲିଭ ଟ୍ରେନିଂ ରିସର୍ଚ୍ଚ ଟିଚର (ଏଲ୍ଟିଆର) ପରୀକ୍ଷା ରବିବାର…
OAS ସ୍ତରରେ ଅଦଳବଦଳ
ଭୁବନେଶ୍ୱର,୨୩।୩: ରାଜ୍ୟ ସରକାରଙ୍କ ପକ୍ଷରୁ ଶନିବାର ତିନିଜଣ ଓଡ଼ିଶା ପ୍ରଶାସନିକ ସେବା(ଓଏଏସ୍) ଅଧିକାରୀସ୍ତରରେ ଅଦଳବଦଳ କରାଯାଇଛି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁଯାୟୀ, ଗୃହ ଓ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସୁଶାନ୍ତ କୁମାର ମିଶ୍ରଙ୍କୁ ରାଜ୍ୟ…
ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ମିଳିବ କେନ୍ଦ୍ର ସରକାରଙ୍କ ସମର୍ଥନ
ଭୁବନେଶ୍ୱର,୨୩।୩: କେନ୍ଦ୍ର ଗୃହ ନିର୍ମାଣ ଏବଂ ନଗର ବ୍ୟାପାର ମନ୍ତ୍ରୀ ମନୋହର ଲାଲ ଖଟ୍ଟର ରବିବାର ଓଡ଼ିଶାରେ ପ୍ରମୁଖ ସହରାଞ୍ଚଳ ବିକାଶ ପଦକ୍ଷେପ ଏବଂ ଭିତ୍ତିଭୂମି ପ୍ରକଳ୍ପଗୁଡ଼ିକର କାର୍ଯ୍ୟାନ୍ୱୟନ ଏବଂ ଅଗ୍ରଗତି ସମୀକ୍ଷା କରିଛନ୍ତି। ସମୀକ୍ଷା ବୈଠକରେ, କେନ୍ଦ୍ର ମନ୍ତ୍ରୀ ଆଞ୍ଚଳିକ…
ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ଅଭିଯୋଗ: ନାଇଜେରୀୟ ନାଗରିକ ଗିରଫ
କଟକ, ୨୩।୩: କଟକର ଜଣେ ମହିଳାଙ୍କ ଅଶ୍ଳୀଳ ଫଟୋ ଭିଡିଓ ଭାଇରାଲ ମାମଲାରେ କମିଶନରେଟ୍ ପୋଲିସ ଜଣେ ନାଇଜେରୀୟ ନାଗରିକଙ୍କୁ ଗିରଫ କରିଛି। ଦିଲ୍ଲୀରେ ରହୁଥିବା ଅଭିଯୁକ୍ତଙ୍କୁ ସାଇବର ଠକେଇ ମାମଲାରେ ଗିରଫ କରିବାରେ ସଫଳ ହୋଇଛି ପୋଲିସ। ରିପୋର୍ଟ ଅନୁଯାୟୀ,…
ବିଜେଡିକୁ ଭାଜପାର କଡ଼ା ଭର୍ତ୍ସନା: ଆଇନମନ୍ତ୍ରୀ କହିଲେ ଆମକୁ କାହାର…
ଭୁବନେଶ୍ୱର,୨୩ା୩: ମହାନଦୀ ଜଳ ବିବାଦ ନେଇ ବିଜେଡିକୁ କଡ଼ା ଭର୍ତ୍ସନା କରିଛି ଭାଜପା। ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି, ବିଜେଡି ଶାସନରେ ଥିଲା ବେଳେ ସମାଧାନ ପାଇଁ ଆଲୋଚନାକୁ ଗଲେନି। ୨୦୧୬ରେ କେନ୍ଦ୍ର ସରକାର ଦୁଇ ରାଜ୍ୟକୁ ଆଲୋଚନାକୁ ଡାକିଥିଲେ। ଥରେ…
ମନ୍ତ୍ରୀଙ୍କ ବଡ଼ ସୂଚନା: ଏହି ୩ ଜିଲାରେ ବଢୁଛି ବାଲି ଚୋରା ଚାଲାଣ ମାମଲା, ୨୭ ଜିଲାରେ ନାହିଁ
ଭୁବନେଶ୍ୱର,୨୩।୩: ରାଜଧାନୀ ଉପକଣ୍ଠ ସମେତ କଟକ, ବ୍ରହ୍ମପୁର, ଗଞ୍ଜାମ, କୋରାପୁଟ, ବାଲେଶ୍ୱର ଆଦି ଜିଲାରେ ବାଲି ଚୋରି ପ୍ରବଳ ମାତ୍ରାରେ ଚାଲିଛି। ଏହାକୁ ନେଇ ଅଧିକାଂଶ ସମୟରେ ଅପ୍ରୀତିକର ସ୍ଥିତି ସୃଷ୍ଟି ହୋଇଛି। ହେଲେ କାଗଜପତ୍ରରେ ଏସବୁ ଦେଖିବାକୁ ମିଳୁନାହିଁ। କେଉଁଠି…
ଆହୁରି ୨ ଦିନ ପ୍ରବଳ ବର୍ଷା
ଓଡ଼ିଶା,୨୩।୩: କାଳବୈଶାଖୀ ରଚୁଛି ତାଣ୍ଡବ। ଏହାର ପ୍ରଭାବରେ ଶନିବାର ପ୍ରାୟ ସବୁ ସ୍ଥାନରେ ବର୍ଷା ସହ ଘଡ଼ଘଡ଼ି ଦେଖିବାକୁ ମିଳୁଛି। ତେବେ ଉତ୍ତର ଓଡ଼ିଶାରେ ୨ ଦିନ ହେବ ଝଡ଼ ପବନ ସହ କୁଆପଥର ବର୍ଷା ଅଣାୟତ୍ତ କରିଛି। ଏହାର ପ୍ରଭାବ…
ଆଉ ୩ ଦିନ କାଳବୈଶାଖୀ, ପ୍ରବଳରୁ ଅତି ପ୍ରବଳ ବର୍ଷିବ
ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ରାଜ୍ୟରେ କାଳବୈଶାଖୀ ପ୍ରଭାବରେ ୨ ଦିନ ଧରି ଘଡ଼ଘଡ଼ି ସହ ବର୍ଷା ଜାରି ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ବାରିପଦାରେ ସର୍ବାଧିକ ୧୨୩.୪ ମି.ମି. ବର୍ଷା ରେକର୍ଡ ହୋଇଥିବାବେଳେ ବାଲେଶ୍ୱରରେ ୩୩.୪ ମି.ମି., ରାଉରକେଲାରେ ୩୦.୬ ମି.ମି.,…
ନିଷ୍କ୍ରିୟ ମୋବାଇଲ ନମ୍ବରରେ ଏପ୍ରିଲ ୧ରୁ ମିଳିବନି ୟୁପିଆଇ ସେବା
ଭୁବନେଶ୍ୱର,୨୩ା୩(ଅନୁରାଧା ମହାରଣା): ଆର୍ଥିକ ଠକେଇ ରୋକିବା ପାଇଁ ୟୁନିଫାଏଡ୍ ପେମେଣ୍ଟସ୍ ଇଣ୍ଟରଫେସ୍(ୟୁପିଆଇ) ସହ ଜଡ଼ିତ ଅନେକ ନିୟମ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ବ୍ୟାଙ୍କରେ ଲିଙ୍କ୍ ହୋଇଥିବା ଉପଭୋକ୍ତାଙ୍କ ମୋବାଇଲ ନମ୍ବର ଦୀର୍ଘ ସମୟ ଧରି ନିଷ୍କ୍ରିୟ ଥିଲେ, ସେମାନେ ଏପ୍ରିଲ…
ଜାତୀୟ ରାଜପଥରେ ଓଲଟିଲା ବସ୍: ୮ ଆହତ
ଖୋର୍ଦ୍ଧା ,୨୨।୩: ଖୋର୍ଦ୍ଧା ଜିଲା ୧୬ ନମ୍ବର ଜାତୀୟ ରାଜପଥ ପାଇକକୁଶଡିହ ଛକଠାରେ ଶନିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ଘରୋଇ ବସ୍ ଓଭରଟେକ୍ କରିବାକୁ ଯାଇ ରାସ୍ତା କଡ଼ରେ ଓଲଟି ପଡିଛି। ଫଳରେ ୮ଜଣ ଯାତ୍ରୀ ଆହତ…
ଆର୍ଥ ଆଓ୍ବାର: ଘଣ୍ଟାଏ ପାଇଁ ଚାରିଆଡ ଅନ୍ଧାର
ଭୁବନେଶ୍ୱର,୨୨ା୩: ପ୍ରତିବର୍ଷ ଭଳି ଚଳିତବର୍ଷ ମଧ୍ୟ ମାର୍ଚ୍ଚ ମାସ ଶେଷ ଶନିବାର ଆର୍ଥ ଆଓ୍ବାର ଭାବେ ପାଳନ କରାଯାଏ। ଏବର୍ଷର ବିଷୟବସ୍ତୁ ରହିଛି ‘ୟୁନାଇଟେଡ୍ ଫର୍ ଆଓ୍ବାର ଓ୍ବାନ୍ ଶେୟାରଡ୍ ହୋମ୍’। ବିଶ୍ୱବାସୀ ରାତି ୮ଟା ୩୦ରୁ ୯ଟା ୩୦ ପର୍ଯ୍ୟନ୍ତ…
Archives


