ମେଟ୍ରୋ

୧୦ ଲକ୍ଷ କ୍ଷତିପୂରଣ ଦାବିକଲା ବିଜେଡି

ଭୁବନେଶ୍ୱର,୨୨ା୧(ଅନିଲ ଦାସ): ପୁରୀ ଜିଲାର କଣାସ ଅଞ୍ଚଳରେ ଝାଡ଼ାବାନ୍ତିରେ ୪ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣା ପାଇଁ ବିଜେଡି ରାଜ୍ୟ ସରକାରଙ୍କୁ ଦାୟୀ କରିଛି। ମଙ୍ଗଳବାର ଶଙ୍ଖ ଭବନଠାରେ ଏକ ଖବରଦାତା ସମ୍ମିଳନୀରେ ବରିଷ୍ଠ ବିଜେଡି ନେତା ତଥା...

ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା...

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ମିଳିବ ୫ଲକ୍ଷ ଟଙ୍କା…

ଭୁବନେଶ୍ୱର,୨୧।୧: ରାଜ୍ୟରେ ଚାଷୀ ଓ ଅନ୍ୟାନ୍ୟ ଆର୍ଥିକ ଅନଗ୍ରସର ଶ୍ରେଣୀର ଲୋକଙ୍କୁ ସମବାୟ ମାଧ୍ୟମରେ ସହାୟତା ଯୋଗାଇ ଦେବା ପାଇଁ ରାଜ୍ୟରେ ପ୍ରାଥମିକ କୃଷି ସମବାୟ ସମିତି (PACS) ଏବଂ ବୃହତ ଆଦିବାସୀ ବହୁମୁଖୀ ସମବାୟ ସମିତି (LAMPCS) ଗଠନ...

ପାଚକ,ପାଚିକା ମାନଙ୍କ ପାରିଶ୍ରମିକ ୩୦୦୦ ଟଙ୍କାକୁ ବୃଦ୍ଧି, ଉପକୃତ ହେବେ ୧.୧୨ ଲକ୍ଷ କର୍ମଚାରୀ

ଭୁବନେଶ୍ୱର, ୨୧ା୧: ପି.ଏମ ପୋଷଣ ଯୋଜନାରେ (ମଧ୍ୟାହ୍ନ ଭୋଜନ) କାମ କରୁଥିବା ଏକ ଲକ୍ଷରୁ ଅଧିକ ପାଚକ, ପାଚିକା ମାନଙ୍କ ପାଇଁ ଖୁସି ଖବର। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସେମାନଙ୍କ ମାସିକ ପାରିଶ୍ରମିକ ବୃଦ୍ଧି କରିବା ପାଇଁ ନିଷ୍ପତ୍ତି...

ନବଦାସଙ୍କ ପୋଷ୍ଟମର୍ଟମ ରିପୋର୍ଟରୁ ଜଣାପଡିଲା ସାଂଘାତିକ କଥା, ନବ ଜୀବିତ ଥିଲେ…

ଭୁବନେଶ୍ୱର,୨୧।୧: ନବ ଦାସ ହତ୍ୟାକାଣ୍ଡକୁ ନେଇ ଏବେ ରାଜ୍ୟ ରାଜନୀତି ଏବେ ଜୋର ଧରିଛି। ବର୍ତ୍ତମାନ ନବଙ୍କର ପୋଷ୍ଟମର୍ଟମ ରିପୋର୍ଟ ମଧ୍ୟ ଭିନ୍ନ ଭିନ୍ନ ମିଳିଛି। ଯାହାକୁ ନେଇ ପ୍ରଶ୍ନ ଉଠିଛି। ରିପୋର୍ଟ ଅନୁସାରେ ୨୯ ତାରିଖ ରାତି ୧୦ଟା...

ଫେବୃଆରୀ ୧୩ରୁ ବଜେଟ ଅଧିବେଶନ

ଭୁବନେଶ୍ୱର, ୨୧।୧: ଫେବୃଆରୀ ୧୩ରୁ ଆରମ୍ଭ ହେବ ବିଧାନସଭା ଅଧିବେଶନ। ୧୭ ରେ ବଜେଟ ଉପସ୍ଥାପନ ହେବ। ରାଜ୍ୟପାଳଙ୍କ ଅଭିଭାଷଣରୁ ଆରମ୍ଭ ହୋଇ ଅଧିବେଶନ ଏପ୍ରିଲ ୫ ଯାଏ ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରୀ ୨୧ ଯାଏଁ ପ୍ରଥମ ପର୍ଯ୍ୟାୟ...

ମୁଖ୍ୟମନ୍ତ୍ରୀଙ୍କ କ୍ୱାର୍ଟର୍ସ ନିକଟରେ କମ୍ପି ଉଠିଥିଲା ଅଞ୍ଚଳ, ୨ ଶହ ବାଇକ୍ ଜବତ

ଭୁବନେଶ୍ୱର,୨୧।୧: ମୁଖ୍ୟମନ୍ତ୍ରୀଙ୍କ ତାଗିଦ ପରେ ବିକଟାଳ ଶବ୍ଦ କରି ସହରରେ ଆତଙ୍କ ଖେଳାଉଥିବା ଅସାମାଜିକ ବାଇକ୍ ଚାଳକଙ୍କୁ ଗୋଡ଼ାଇ ଗୋଡ଼ାଇ ଧରିଛି କମିଶରେଟ୍ ପୋଲିସ। ସକାଳୁ ସନ୍ଧ୍ୟା ମଧ୍ୟରେ ପୋଲିସ ୨ ଶହ ବାଇକ୍ ଜବତ କରି ସେଥିରୁ ସାଇଲେନ୍ସର...

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ Task Force ଗଠନ

ଭୁବନେଶ୍ୱର,୨୧।୧: ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ Task Force ଗଠନ କରାଯାଇଛି। ସେଥିରେ କୋରାପୁଟ ଲୋକ ସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ ଗୋମାଙ୍ଗୋଙ୍କୁ ସଦସ୍ୟ ଭାବେ ଗ୍ରହଣ କରାଯାଇଛି। ମୁଖ୍ୟମନ୍ତ୍ରୀ...

ପରଦା ପଛରେ ରହି କାମ କରୁଛନ୍ତି ପାଣ୍ଡିଆନ! ରିଟର୍ନିଂ ଅଫିସର ନିଯୁକ୍ତ କଲେ ନବୀନ

ଭୁବନେଶ୍ୱର,୨୧।୧: ବିଜୁ ଜନତା ଦଳର ସାଙ୍ଗଠନିକ ନିର୍ବାଚନ ପରିଚାଳନା ପାଇଁ ଦଳର ସଭାପତି ନବୀନ ପଟ୍ଟନାୟକ ବରିଷ୍ଠ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ପ୍ରତାପ କେଶରୀ ଦେବଙ୍କୁ ଦଳର ନିର୍ବାଚନ ଅଧିକାରୀ ଭାବେ ସୋମବାର ନିଯୁକ୍ତି ଦେଇଛନ୍ତି। ବିଜେଡିର ମେମ୍ବରଶିପ୍‌...

ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି କରିବେ ପତାକା ଉତ୍ତୋଳନ: ଆସିଲା ଲିଷ୍ଟ୍‌

ଭୁବନେଶ୍ୱର,୨୧।୧: ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ପାଳନ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ସାଧାରଣତନ୍ତ୍ର ଦିବସରେ କିଏ କେଉଁଠି ପତାକା ଉତ୍ତୋଳନ କରିବେ ସେନେଇ ଏକ ଅତିଥି ତାଲିକା ପ୍ରକାଶ ପାଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଟକରେ, ଉପମୁଖ୍ୟମନ୍ତ୍ରୀ କନକ...

ପ୍ରଭାତୀ ପରିଡ଼ାଙ୍କ ବଡ଼ ସୂଚନା: ବାହାରେ ଥିବା ମହିଳା ବି ପାଇବେ ସୁଭଦ୍ରା ଟଙ୍କା

ଭୁବନେଶ୍ୱର,୨୧।୧: ‘ସୁଭଦ୍ରା’ ଆବେଦନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ବଡ଼ ସୂଚନା ଦେଇଛନ୍ତି। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ମୋର ଅନୁଭବ ହେଉଛି ରାଜ୍ୟ ବାହାରେ ବହୁତ ମହିଳା ଅଛନ୍ତି। ଯେଉଁମାନେ ସୁଭଦ୍ରାରେ ସାମିଲ ପାଇଁ ଆବେଦନ କରି ନାହାନ୍ତି। ସୋମାନଙ୍କୁ ଅନୁରୋଧ,...

ନବ ଦାସଙ୍କ ହତ୍ୟା ପଛରେ କିଏ? ଅସଲ ମଞ୍ଜି କଥା କହିଦେଲେ କଂଗ୍ରେସ ନେତା, ରାଜନୀତିରେ ଚହଳ

ଭୁବନେଶ୍ୱର,୨୧।୧: ତତ୍‌କାଳୀନ କ୍ୟାବିନେଟ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାକୁ ନେଇ ରାଜ୍ୟ ରାଜନୀତି ସରଗରମ ରହିଛି। ଗତ ଏକ ସପ୍ତାହ ଧରି ନବଙ୍କ ହତ୍ୟାକାଣ୍ଡର ତଦନ୍ତ ଜନିତ ତ୍ରୁଟିର ନୂଆ ନୂଆ ତଥ୍ୟ ପଦାକୁ ଆସିବାରେ ଲାଗିଛି ।...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri