ମେଟ୍ରୋ

ଜିଲାର ୫୩ ସ୍କୁଲରେ ଗୋଟିଏ ଲେଖାଏ ଶ୍ରେଣୀଗୃହ

କଟକ ଅଫିସ,୧୧ା୫: ଉନ୍ନତ ଶିକ୍ଷାଦାନ ସହ ବିଦ୍ୟାଳୟ ଭିତ୍ତିଭୂମିର ବିକାଶ ପାଇଁ ସରକାର ପ୍ରଚୁର ଟଙ୍କା ଖର୍ଚ୍ଚ କରୁଛନ୍ତି। ଏପରିକି ୫-ଟି ଅଧୀନରେ ବିଦ୍ୟାଳୟ ରୂପାନ୍ତରଣ କାର୍ଯ୍ୟକ୍ରମ କରାଯାଉଛି। ତଥାପି ଅନେକ ବିଦ୍ୟାଳୟର ସ୍ଥିତି ସୁଧୁରିପାରୁନାହିଁ। କେଉଁଠି ଶିକ୍ଷକ ସମସ୍ୟା...

ଓଡିଶା ଆସିପାରନ୍ତି ମୋଦି

ଭୁବନେଶ୍ବର,୧୦।୫: ବନ୍ଦେ ଭାରତ ଏକ୍ସପ୍ରେସର ଲୋକାର୍ପଣ ଉତ୍ସବ ପୁରୀରେ ଅନୁଷ୍ଠିତ ହେବାକୁ ଯାଉଛି।ତେବେ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇପାରନ୍ତି ବୋଲି ସୂଚନା ଦେଇଛନ୍ତି ଭାଜପା ସାଧାରଣ ସମ୍ପାଦକ ପୃଥ୍ବ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଯେ, ମୋଦି ବନ୍ଦେ...

କଲେଜ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ

ଖୋର୍ଦ୍ଧା ଅଫିସ,୧୦ା୫: ପୁରୀସ୍ଥିତ ଗୋପବନ୍ଧୁ ଆୟୁର୍ବେଦ କଲେଜରେ ବିନା ଏନ୍‌ଇଇଟିରେ କେତେଜଣ ଛାତ୍ରୀଛାତ୍ର ଡାକ୍ତରୀ ପାଠ ପଢୁଛନ୍ତି। ୨୦୨୦-୨୧ ବ୍ୟାଚରେ ବିନା ଏନ୍‌ଇଇଟିରେ ଦୁଇଜଣ ପାଠ ପଢୁଥିବା ବେଳେ ୨୦୧୬ରେ ଜଣେ ଛାତ୍ରୀ ଉତ୍ତୀର୍ଣ୍ଣ ହୋଇ ଡିଗ୍ରୀ ହାସଲ କରିଛନ୍ତି।...

‘୫ ବର୍ଷ ହେଲା ବସିନି ବୈଠକ’

ଭୁବନେଶ୍ବର,୧୦ା୫(ବ୍ୟୁରୋ): ଶ୍ରୀମନ୍ଦିର ରତ୍ନଭଣ୍ଡାର ଚାବି ହଜିବା ଓଡ଼ିଶା ଇତିହାସରେ ସବୁଠାରୁ କଳଙ୍କିତ ଅଧ୍ୟାୟ। ଏହି ଘଟଣା ୨୦୧୮ରେ ସରକାରଙ୍କ ନଜରକୁ ଆସିଥିଲା। ସେବେଠାରୁ ଜନସାଧାରଣଙ୍କ ଏକ ବଡ଼ ଦାବି ହେଉଛି, ସରକାର ରତ୍ନଭଣ୍ଡାର ଖୋଲନ୍ତୁ ଏବଂ ଭିତରେ ଥିବା ଅଳଙ୍କାର...

ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷଙ୍କୁ ରିପୋର୍ଟ ଦେଲେ କେନ୍ଦ୍ରୀୟ ଟିମ୍‌

ଭୁବନେଶ୍ବର, ୧୦ା୫(ବ୍ୟୁରୋ): ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡାଙ୍କୁ ସମ୍ବଲପୁର ହିଂସା ସମ୍ପର୍କିତ ନିଜ ରିପୋର୍ଟ ପ୍ରଦାନ କଲା ଦଳ ପକ୍ଷରୁ ଗଠନ କରାଯାଇଥିବା କେନ୍ଦ୍ରୀୟ ଫ୍ୟାକ୍ଟ ଫାଇଣ୍ଡିଂ ଟିମ୍‌। ଭାଜପାର ୩ ଜଣିଆ ଟିମ୍‌ ମଙ୍ଗଳବାର ନୂଆଦିଲ୍ଲୀଠାରେ ନଡ୍ଡାଙ୍କୁ...

ନବୀନଙ୍କୁ ଭେଟିଲେ ନୀତୀଶ

ଭୁବନେଶ୍ୱର,୯।୫(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ମଙ୍ଗଳବାର ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ନବୀନ ନିବାସରେ ଭେଟିଛନ୍ତି। ତେବେ ଏହି ସାକ୍ଷାତ ଅବସରରେ କେଣସି ପ୍ରକାରର ରାଜନେତିକ ଆଲୋଚନା ହୋଇନାହିଁ ବୋଲି ନବୀନ ପଟ୍ଟନାୟକ ଗଣମାଧ୍ୟମକୁ କହିଛନ୍ତି। ମଙ୍ଗଳବାର ଭୁବନେଶ୍ବର ବିମାନବନ୍ଦରରେ...

ଡୋର୍‌-ଟୁ-ଡୋର୍‌ ଅଳିଆ ସଂଗ୍ରହ ଉପରେ ଗୁରୁତ୍ୱ

ଭୁବନେଶ୍ୱର, ୯।୫ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରକୁ ଏକ ସ୍ବଚ୍ଛ ଓ ସୁନ୍ଦର ସହର କରି ଗଢି ତୋଳିବା ସହ ୧ନଂ ସ୍ମାର୍ଟସିଟିରେ ପରିଣତ କରିବା ପାଇଁ ବିଏମ୍‌ସି ଚେଷ୍ଟା ଜାରି ରଖିଛି। ଏଥିପାଇଁ ବିଭିନ୍ନ ଯୋଜନା ହାତକୁ ନେବା ସହିତ...

ଭାଜପା ନେତାଙ୍କୁ ‘ଆନ୍ଧ୍ର ମଡେଲ’ ମନେପକାଇଲା ବିଜେଡି

ଭୁବନେଶ୍ୱର,୯ା୫(ବ୍ୟୁରୋ): ଓଡ଼ିଶାରେ ତାମିଲନାଡ଼ୁ ମଡେଲ ଶାସନ ଚାଲିଛି ଟିପ୍ପଣୀକୁ ନେଇ ଭାଜପା ନେତା ପୃଥ୍ବୀରାଜ ହରିଚନ୍ଦନଙ୍କୁ ବିଜେଡି କଟାକ୍ଷ କରିଛି। ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଜେଡି ମୁଖପାତ୍ର ତୁମ୍ବନାଥ ପଣ୍ଡା କହିଛନ୍ତି, ଜୀବନରେ ୱାର୍ଡ଼ମେମ୍ବର ଜିତି ପାରିନଥିବା ଭାଜପାର କୁହାଳିଆ...

କଂଗ୍ରେସରେ ପୁଣି ଖୋଲା ବିଦ୍ରୋହ

ଭୁବନେଶ୍ବର, ୯ା୫(ବ୍ୟୁରୋ): କଂଗ୍ରେସରେ ପୁଣିଥରେ ନେତୃତ୍ୱକୁ ନେଇ ବରିଷ୍ଠ ନେତାମାନଙ୍କ ମଧ୍ୟରେ ଗୋଷ୍ଠୀକନ୍ଦଳ ଆରମ୍ଭ ହୋଇଯାଇଛି। ବରିଷ୍ଠ ନେତାମାନେ ଖୋଲାଖୋଲି ଦଳର ରାଜ୍ୟ ନେତୃତ୍ୱକୁ କଟାକ୍ଷ କରିଛନ୍ତି। ଏଥିଲାଗି ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମ ଆୟୋଜନ କରି ଏଭଳି କରାଯାଇଛି। ଦୀର୍ଘଦିନ...

ଜାମଦାରେ ୯୦୦ କୋଟିର ଇସ୍ପାତ ଶିଳ୍ପ

ଭୁବନେଶ୍ୱର,୯ା୫(ବ୍ୟୁରୋ): ରାଜ୍ୟ ସରକାର ୨୮୪୦.୭୩ କୋଟି ଟଙ୍କାର ୧୧ଟି ଶିଳ୍ପ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି। ଏହି ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ରାଜ୍ୟରେ ୩୭୨୧ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ। ସେଥିରୁ ମେକ୍‌ ଇନ୍‌ ଓଡ଼ିଶା କନ୍‌କ୍ଲେଭ୍‌-୨୦୨୨ରେ ଯୋଗ ଦେଇ ରାଜ୍ୟରେ...

ପ୍ରତିଭା ରାୟ, ସୀତାକାନ୍ତ ମହାପାତ୍ର, ଶ୍ରୀନିବାସ ଉଦ୍‌ଗାତାଙ୍କୁ ‘ଅତିବଡ଼ୀ ପୁରସ୍କାର’

ଭୁବନେଶ୍ୱର,୧୦।୫(ବ୍ୟୁରୋ): ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସମ୍ମାନ ‘ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର’ ୩ ବର୍ଷ ପାଇଁ ପ୍ରଦାନ କରାଯାଇଛି। ଏଥିସହ ୪୪ଜଣଙ୍କୁ ସାରସ୍ବତ ସମ୍ବର୍ଦ୍ଧନା ଦିଆଯାଇଛି। ସୋମବାର ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ରବୀନ୍ଦ୍ର...

୧୦ରେ ବାତ୍ୟା ରୂପ ନେବ ଅବପାତ

ଭୁବନେଶ୍ୱର,୯ା୫(ବ୍ୟୁରୋ): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଘନୀଭୂତ ହୋଇ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ମଙ୍ଗଳବାର ଏହା ଆହୁରି ଅଧିକ ଘନୀଭୂତ ହୋଇ ଡିପ୍ରେସନ(ଅବପାତ)ରେ ପରିଣତ ହେବ। ୧୦ ତାରିଖ ସୁଦ୍ଧା ଏହା ବାତ୍ୟାରେ ପରିଣତ ହେବା...

Advertisement
Archives

Model This Week

Why Dharitri