ମେଟ୍ରୋ

ରାଜ୍ୟପାଳଙ୍କ ଉଦ୍‌ବେଗ: କହିଲେ ଅଫିସର ବି ଜାଣୁନାହାନ୍ତି ଯୋଜନା

ଭୁବନେଶ୍ୱର,୨୩ା୬: ସାମାଜିକ ସୁରକ୍ଷା ସଚେତନତା ଅଭାବ ନେଇ ରାଜ୍ୟପାଳ ହରିବାବୁ କମ୍ଭମ୍‌ପତି ଉଦ୍‌ବେଗ ପ୍ରକାଶ କରିଛନ୍ତି। ରାଜଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ରାଜ୍ୟପାଳ ଅସନ୍ତୋଷ ବ୍ୟକ୍ତ କରି କହିଛନ୍ତି ଯେ, ରାଜ୍ୟର ୫ ପ୍ରତିଶ୍ରତ ଲୋକ ବିଭିନ୍ନ ସାମାଜିକ ଯୋଜନା ଜାଣିଥିବାବେଳେ…

‘ଆମରି ଶିଶୁ’ ପୋର୍ଟାଲ ଉନ୍ମୋଚନ କଲେ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩ା୬: ଶିଶୁ କଲ୍ୟାଣ ଏବଂ ଡିଜିଟାଲ ପ୍ରଶାସନକୁ ସୁଦୃଢ଼ କରିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ବରୁପ ଓଡ଼ିଶାର ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ରାଜ୍ୟ ମହିଳା ଏବଂ ଶିଶୁ ପ୍ରତିଷ୍ଠାନରେ ମହିଳା ଏବଂ ଶିଶୁ ବିକାଶ ବିଭାଗ ଅଧୀନରେ ‘ଆମରି…

ଆମେରିକାର ଭ୍ରମଣ ସତର୍କତା: ଓଡ଼ିଶାରେ ରାଜନୈତିକ ଝଡ଼

ଭୁବନେଶ୍ୱର,୨୩ା୬ (ରବିନାରାୟଣ ଜେନା):ଅର୍ଥନୀତି ଦୃଷ୍ଟିରୁ ଭାରତ ବିଶ୍ୱର ପ୍ରମୁଖ ତିନି ରାଷ୍ଟ୍ର ମଧ୍ୟରେ ସ୍ଥାନ ପାଇବାକୁ ଉଦ୍ୟମ ଜାରି ରଖିଛି। ଏଥିନିମନ୍ତେ ଦେଶର ପଯର୍ର୍‌ୟଟନ କ୍ଷେତ୍ରର ବିକାଶ ଯଥେଷ୍ଟ ଗୁରୁତ୍ୱ ବହନ କରୁଛି। ପର୍ଯ୍ୟଟନସ୍ଥଳକୁ ଅଧିକରୁ ଅଧିକ ବିଦେଶୀଙ୍କ ଆଗମନ ଦେଶର…

ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ଶ୍ରୀମନ୍ଦିର ପ୍ରଶାସନର ଚିଠି

ପୁରୀ,୨୩ା୬: ଶରଧାବାଲିର ପବିତ୍ରତା ବଜାୟ ରଖିବାକୁ ପୁରୀ ପୌରସଂସ୍ଥାକୁ ଚିଠି କରିଛନ୍ତି ଶ୍ରୀମନ୍ଦିର ପ୍ରଶାସନ। ଏପରି ସମ୍ବେଦନଶୀଳ ପ୍ରସଙ୍ଗରେ ସ୍ବତନ୍ତ୍ର ଧ୍ୟାନ ଦେବାକୁ ପ୍ରଶାସନ ପରାମର୍ଶ ଦେଇଛନ୍ତି। ରଥଯାତ୍ରା ସହ ପବିତ୍ର ଶରଧାବାଲିର ଅନେକ ଗୁରୁତ୍ୱ ରହିଛି। ଶରଧାବାଲିକୁ ଅନ୍ୟ କାର୍ଯ୍ୟ…

୨ ଦିନ ପ୍ରବଳ ବର୍ଷିବ: ଘଡ଼ଘଡ଼ି ସହ ୩୦ରୁ ୪୦ କିଲୋମିଟର ବେଗରେ ବୋହିବ ପବନ

ଭୁବନେଶ୍ୱର,୨୩।୬(ଅନୁରାଧା ମହାରଣା)- ଆସନ୍ତା ୨ଦିନ କେତେକ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ୨୬ରୁ ବର୍ଷାର ପରିମାଣ ବଢ଼ିବ। ସୋମବାର କେନ୍ଦୁଝର ଓ ମୟୁରଭଞ୍ଜରେ ବିଜୁଳି ଘଡ଼ଘଡି ସହ ପ୍ରବଳ ବର୍ଷା ଆଶଙ୍କା ରହିଛି। ଏହି ଦୁଇ ଜିଲାରେ ଘଣ୍ଟାପ୍ରତି ୩୦ରୁ ୪୦…

ଓଡ଼ିଶାର ଶ୍ରୀଷ୍ଟି ଉପାଧ୍ୟାୟଙ୍କୁ ୭୮ତମ ଜାତୀୟ ଜଳକ୍ରୀଡ଼ା ଚାମ୍ପିଅନସିପରେ ସ୍ୱର୍ଣ୍ଣ

ଭୁବନେଶ୍ୱର, ୨୨।୬: ଓଡ଼ିଶାର ପ୍ରତିଭାବାନ ସନ୍ତରଣ ଖେଳାଳି ଶ୍ରୀଷ୍ଟି ଉପାଧ୍ୟାୟ ୭୮ତମ ଜାତୀୟ ଜଳକ୍ରୀଡ଼ା ଚାମ୍ପିଅନସିପ ୨୦୨୫ରେ ୧୦୦ ମିଟର ବଟରଫ୍ଲାଇ (ମହିଳା) ଇଭେଣ୍ଟରେ ସ୍ୱର୍ଣ୍ଣପଦକ ଜିତି ରାଜ୍ୟ ପାଇଁ ଗୌରବ ଆଣିଛନ୍ତି। ଭୁବନେଶ୍ୱରର କଳିଙ୍ଗ ଷ୍ଟାଡିୟମରେ ଆୟୋଜିତ ଏହି ଚାମ୍ପିଅନସିପର…

ନବୀନଙ୍କ ସ୍ବାସ୍ଥ୍ୟକୁ ନେଇ ଡାକ୍ତର ଦେଲେ ବଡ଼ ସୂଚନା, କହିଲେ ଦୁଇଦିନ ପାଇଁ…

ଭୁବନେଶ୍ୱର,୨୨ା୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଆସିଛି ବଡ଼ ଅପ୍‌ଡେଟ୍‌। ନବୀନ ପଟ୍ଟନାୟକଙ୍କ ସଫଳ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଥିବା ରବିବାର ଡାକ୍ତର ରମାକାନ୍ତ ପଣ୍ଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ନବୀନଙ୍କ ସର୍ଭାଇକାଲ ଆର୍ଥାରାଇଟ୍ସର…

ଆଜି ନବୀନଙ୍କ ଅସ୍ତ୍ରୋପଚାର: ସୁସ୍ଥହୋଇ ଫେରିବେ…

ଭୁବନେଶ୍ୱର,୨୨।୬: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଚିକିତ୍ସା ପାଇଁ ମୁମ୍ବାଇ ଯାଇଛନ୍ତି। ଆଜି ତାଙ୍କ ଅସ୍ତ୍ରୋପଚାର । ମୁମ୍ବାଇର କୋକିଲାବେନ ଧୀରୁବାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ବ୍ୟକ୍ତିଗତ ଡାକ୍ତର ରମାକାନ୍ତ ପଣ୍ଡାଙ୍କ ତତ୍ତ୍ବାବଧାନରେ ଅସ୍ତ୍ରୋପଚାର କରାଯିବ।…

ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ, ଶୃଙ୍ଖଳିତ ନୀତିକାନ୍ତି ନେଇ ଆଲୋଚନା

ପୁରୀ,୨୨ା୬: ରଥଯାତ୍ରା ପ୍ରସ୍ତୁତିକୁ ନେଇ ରବିବାର ପୁରୀରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ପୁରୀ ପୌର ସଦନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଛି। ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ସହ ୨ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ା…

ବେଳାଭୂମିରେ ଗଣବଳାତ୍କାର: ଛାତ୍ରୀଙ୍କୁ ଜଣକ ପରେ ଜଣେ ନାବାଳକ କରିଥିଲେ …

ବ୍ରହ୍ମପୁର, ୨୨।୬(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲା ଗୋପାଳପୁର ବେଳାଭୂମିରେ ଛାତ୍ରୀ ଗଣବଳାତ୍କାର ମାମଲାରେ ଗତ ୪ ଦିନ ଧରି କ୍ରାଇମବ୍ରାଞ୍ଚ ଟିମ୍‌ ବିଭିନ୍ନ ଦିଗକୁ ନେଇ ତଦନ୍ତ ଜାରି ରଖିଛି। ବ୍ରହ୍ମପୁର ମଣ୍ଡଳ କାରାଗାରରେ ଶୁକ୍ରବାର ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ ପୀଡ଼ିତା…

କିଏ ହେବେ ଭାଜପା ରାଜ୍ୟ ସଭାପତି: କେବେ ହେବ ଘୋଷଣା, କହୁକହୁ ଏମିତି କହିଦେଲେ….

ଭୁବନେଶ୍ୱର,୨୧ା୬(ସୁନିତ୍‌ ମିଶ୍ର): ରଥଯାତ୍ରା ପରେ ଭାଜପାକୁ ନୂଆ ରାଜ୍ୟ ସଭାପତି ମିଳିପାରନ୍ତି। ଏହା ପୂର୍ବରୁ ଦଳର ନୂଆ ସଭାପତି ଚୟନ କଥା ନେଇ କିଛି ସମ୍ଭାବନା ନାହିଁ। ଦଳର ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର ଏଭଳି ସୂଚନା ଦେଇଛନ୍ତି। ଗଣମାଧ୍ୟମକୁ…

ଏଣିକି ସ୍କୁଲ ପାଠ୍ୟକ୍ରମରେ ରହିବ ଯୋଗ: କେବେଠୁ…

ଭୁବନେଶ୍ୱର,୨୨।୬ (ସୁନିତ୍‌ ମିଶ୍ର): ପିଲାଙ୍କ ଶାରୀରିକ, ମାନସିକ ଓ ଆବେଗିକ ସୁସ୍ଥତା ପାଇଁ ସ୍କୁଲ ପାଠ୍ୟକ୍ରମ ଏବଂ ଜନସ୍ବାସ୍ଥ୍ୟ କାର୍ଯ୍ୟକ୍ରମଗୁଡ଼ିକରେ ଯୋଗକୁ ସାମିଲ କରାଯିବ। ଏହା ଏକ ସୁସ୍ଥ, ଆତ୍ମନିର୍ଭରଶୀଳ ଓ ସମର୍ଥ ଭାରତ ଗଢ଼ି ତୋଳିବାରେ ସହାୟକ ହେବ। ଏଥିସକାଶେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri