ମେଟ୍ରୋ

୨୪ରୁ ପ୍ରଧାନମନ୍ତୀ ଆବାସ ସର୍ଭେ: ବାପାଠୁ ଭିନ୍ନ ହୋଇଥିବା ପୁଅ, ସ୍ବାମୀଠୁ ଅଲଗା ଥିବା ସ୍ତ୍ରୀ ସମସ୍ତଙ୍କୁ…

ଭୁବନେଶ୍ୱର,୨୦।୧: ରାଜ୍ୟରେ ୨୪ ତାରିଖରୁ ପ୍ରଧାନମନ୍ତୀ ଆବାସ ଆବାସ ସର୍ଭେ କାର୍ଯ୍ୟ ଆରମ୍ଭ ହେବ। ସର୍ଭେ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାୟକ ସୂଚନା ଦେଇଛନ୍ତି। ଅଫ୍‌ଲାଇନ୍‌ ଓ ଅନ୍‌ଲାଇନ୍‌ ହିତାଧିକାରୀ ଆବେଦନ କରିପାରିବେ। ୨୪ ତାରିଖରେ ପୋର୍ଟାଲର ବିଧିବଦ୍ଧ...

ଖଣିମନ୍ତ୍ରୀ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୦ା୧:  ଓଡ଼ିଶା ସରକାରଙ୍କ ସହଯୋଗରେ କେନ୍ଦ୍ର ଖଣି ମନ୍ତ୍ରଣାଳୟ ତରଫରୁ ଖଣି ମନ୍ତ୍ରୀ ସମ୍ମିଳନୀ ସମ୍ମିଳନୀର ତୃତୀୟ ସଂସ୍କରଣ କୋଣାର୍କରେ ଆୟୋଜିତ ହେଉଛି। କୋଣାର୍କ ଇକୋ ରିଟ୍ରିଟ୍‌ରେ ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।  ଏହି ସମ୍ମିଳନୀ ୨ ଦିନ ଧରି...

ପୋଲିସ-ସିଆରପିଏଫ୍‌ ଯବାନଙ୍କ ଆନ୍ତଃରାଜ୍ୟ ଅଭିଯାନ

ଭୁବନେଶ୍ୱର,୨୦ା୧: ଓଡ଼ିଶାର ନୂଆପଡ଼ା ଜିଲା ଓ ଛତିଶଗଡ଼ର ଗରିଆବନ୍ଧ ଜିଲାର ସୀମାନ୍ତ ଅଞ୍ଚଳରେ ଓଡ଼ିଶା ଓ ଛତିଶଗଡ଼ ପୋଲିସ ଏବଂ ସିଆରପିଏଫ୍‌ ଯବାନଙ୍କ ଏକ ସମ୍ମିଳିତ ଆନ୍ତଃରାଜ୍ୟ ଅଭିଯାନ ଆରମ୍ଭ ହୋଇଛି। ଉଲ୍ଲେଖଯୋଗ୍ୟ ଯେ, ଗତ ୧୯ ତାରିଖ ରାତିରୁ...

ଆଜି ବି ନବଙ୍କ ଭାଇ ବ୍ରଜଙ୍କ ଘରେ ରେଡ : କ’ଣ ଖୋଜୁଛି ଆଇଟି ଟିମ୍‌

ଭୁବନେଶ୍ୱର,୨୦।୧: ସ୍ବର୍ଗତ ନବ ଦାସଙ୍କ ଭାଇ ବ୍ରଜକିଶୋର ଦାସଙ୍କ ଘରେ ଆଇଟି  ରେଡ   ଜାରି ରହିଛି । ଚତୁର୍ଥ ଦିନରେ ଏହି ଚଢ଼ାଉ ଚାଲିଛି। ସମ୍ବଲପୁର ଧନକଉଡ଼ା ସ୍ଥିତ ଘର ଓ ଅଫିସରେ ଆୟକର ଟିମ୍‌ର ରେଡ୍‌ ଚାଲିଛି। ବ୍ରଜଙ୍କ...

ବଡ଼ ଘୋଷଣା, ନିଯୁକ୍ତ ହେବେ ୨ ହଜାର ଟ୍ରାଫିକ୍‌ ପୋଲିସ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ସଡ଼କ ସୁରକ୍ଷା କ୍ଷେତ୍ରରେ ଟ୍ରାଫିକ୍‌ ବ୍ୟବସ୍ଥାର ପ୍ରମୁଖ ଭୂମିକା ରହିଛି। ଏହାର ପରିଚାଳନା ପାଇଁ ରାଜ୍ୟରେ ଏବେ ୨୧୯୮ ଜଣ ଟ୍ରାଫିକ ପୋଲିସ କାର୍ଯ୍ୟ କରୁଛନ୍ତି। ଚଳିତବର୍ଷ ଆଉ ୨ ହଜାର ନୂଆ ପଦବୀ ସୃଷ୍ଟି କରିବାକୁ...

ଯୁବତୀ ଚାଲାଣ କରୁଥିଲେ ହଂସିତା, ଅନିଲ

ଭୁବନେଶ୍ୱର,୨୦ା୧(ସତ୍ୟଜିତ୍‌ ରାଉତ): ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁର ପରିଚୟ ଦେବା ସହ ନାମ ପରିବର୍ତ୍ତନ କରି ବଡ଼ବଡ଼ିଆଙ୍କୁ ଠକିଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା ଓରଫ ବିଷ୍ଣୁପ୍ରିୟା ଚାନ୍ଦ ଓ ଅନିଲ କୁମାର...

ନବୀନଙ୍କ ପରେ କିଏ ହେବାକୁ ଚାହୁଁଥିଲେ ମୁଖ୍ୟମନ୍ତ୍ରୀ? ସାଂଘାତିକ ଖୁଲାସା କଲେ ଏମପି ପ୍ରଦୀପ

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ନୂଆମୋଡ। ବରଗଡ଼ ଲୋକ ସଭା ଏମପି ପ୍ରଦୀପ ପୁରୋହିତ ଦେଇଛନ୍ତି ସାଂଘାତିକ ବୟାନ। ପ୍ରଦୀପ କହିଛନ୍ତି, ନବ ଦାସ ହତ୍ୟା ପଛରେ ଚକ୍ରାନ୍ତକାରୀ ଗୋଷ୍ଠୀର ହାତ ଥିବା ପୂର୍ବରୁ କହିଥିଲି।...

ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ୍‌ ମ୍ୟାନେଜମେଣ୍ଟକୁ ନ୍ୟାକ୍‌ ବି++ ମାନ୍ୟତା

ଭୁବନେଶ୍ୱର,୧୮ା୧: ରାଜଧାନୀ କଲେଜ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ମ୍ୟାନେଜମେଣ୍ଟ୍‌ (ଆର୍‌.ସି.ଇ.ଏମ)କୁ ନ୍ୟାକ୍‌ ‘ବି++’ ମାନ୍ୟତା ପ୍ରଦାନ କରାଯାଇଛି। ଗତ ୩ ଓ ୪ ତାରିଖ ଦୁଇଦିନ ଧରି ନ୍ୟାକ ପିୟର ଟିମ କ୍ୟାମ୍ପସ୍‌ ପରିଦର୍ଶନ କରିଥିଲେ। କଲେଜର ପରିଚାଳନା ବ୍ୟବସ୍ଥା,...

ନବ ଦାସଙ୍କ ହତ୍ୟା ପଛରେ ରହିଛି ବଡ଼ବଡ଼ ଲୋକଙ୍କ…

ଭୁବନେଶ୍ୱର,୧୯।: ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ କଂଗ୍ରେସ ନେତା ସନ୍ତୋଷ ସିଂ ସାଲୁଜା ମୁହଁ ଖୋଲିଛନ୍ତି। ସେ ପ୍ରତିକ୍ରିୟା ଦେଇ କହିଚନ୍ତି ହତ୍ୟା ପଛରେ ବଡ଼ ଷଡଯନ୍ତ୍ର ରହିଛି । ଏଥିରେ ଅନେକ ବଡ଼ ବଡ଼ ଲୋକଙ୍କର ସଂପୃକ୍ତି ରହିଛି।...

ବିଳମ୍ବରେ ହେଲେ ବି ବୁଦ୍ଧି ଉଦୟ ହେଲା, କାହିଁକି ଏମିତି କହିଲେ ଜୟନାରାୟଣ

ଭୁବନେଶ୍ୱର,୧୯ା୧:  ପୂର୍ବତନ ମନ୍ତ୍ରୀ ତଥା ପଶ୍ଚିମ ଓଡ଼ିଶାର ଜଣାଶୁଣା ରାଜନେତା ନବ ଦାସଙ୍କ ହତ୍ୟାକାଣ୍ଡ ଏବେବି ରହସ୍ୟ ଘେରରେ ରହିଛି । ଝାରସୁଗୁଡା କୋର୍ଟରେ ଏହି ମାମଲାର ବିଚାର ଚାଲିଥିବାବେଳେ  କ୍ରାଇମବ୍ରାଞ୍ଚ ଘଟଣାର ତଦନ୍ତ କରି ଏହି ମାମଲାରେ ଚାର୍ଜଶିଟ୍‌...

ସମୟ ମାଗିଲେ ଯାତ୍ରା ମାଲିକ, ଅଶ୍ଳୀଳ ନୃତ୍ୟ ବନ୍ଦ ପାଇଁ ମାର୍ଗଦର୍ଶିକା ଜାରି କରିବେ ସରକାର

ଭୁବନେଶ୍ୱର,୧୯ା୧: ଖଣ୍ଡଗିରି ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ସଂସ୍କୃତି ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ। ମନ୍ତ୍ରୀ କହିଛନ୍ତି, ”ଯାତ୍ରା କମିଟି, କଳାକାର ଓ ମାଲିକଙ୍କ ସହ ଆଲୋଚନା ହୋଇଛି। ତେବେ ତୁରନ୍ତ କଠୋର ଆଇନ ନନେବାକୁ ଯାତ୍ରା ମାଲିକଙ୍କ...

ନବ ଦାସ ହତ୍ୟା ମାମଲାର ହେବ CBI ତଦନ୍ତ, ଦୀପାଳି କହିଲେ ବଡ଼ କଥା

ଭୁବନେଶ୍ୱର,୧୯ା୧: ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟା ମାମଲାରେ ବଡ ପ୍ରତିକ୍ରିୟା ଦେଇଛନ୍ତି ଝିଅ ଦୀପାଳି ଦାସ। ପୂର୍ବରୁ ଅନେକ ଥର ନବ ଦାସ ହତ୍ୟା ଘଟଣାର ସିବିଆଇ ତଦନ୍ତ ଦାବି ହେଉଥିଲା ବେଳେ ଏହି ସ୍ୱର ଆହୁରି ମଜବୁଥ୍...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri