ମେଟ୍ରୋ

ରମାକାନ୍ତଙ୍କ ଶେଷ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ, ଆଜି ସ୍ବର୍ଗଦ୍ୱାରରେ ହେବ ଶେଷକୃତ୍ୟ

ଭୁବନେଶ୍ୱର,୧୭ା୩: ବିଶିଷ୍ଟ କବି ରମାକାନ୍ତ ରଥଙ୍କ ଶେଷ ଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଖାରବେଳନଗସ୍ଥିତ ତାଙ୍କ ବାସଭବନରେ ଶେଷ ଦର୍ଶନ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ସୂଚନାଯୋଗ୍ୟ, ରମାକାନ୍ତ ରଥ(ଜନ୍ମ ୧୩ ଡିସେମ୍ବର ୧୯୩୪)ଓଡ଼ିଆ ସାହିତ୍ୟର ଜଣେ ଆଧୁନିକ…

ଆଗକୁ କାଳବୈଶାଖୀ: ୨୦ରୁ ୨୬ ଘଡ଼ଘଡ଼ି ସହ ବର୍ଷା

ଭୁବନେଶ୍ୱର,୧୭।୩: ଆଗକୁ ଆସୁଛି କାଳବୈଶାଖୀ। ଏହାର ପ୍ରଭାବରେ ରାଜ୍ୟରେ କମିବ ତାତି। ଆଶ୍ୱସ୍ତ ହେବେ ରାଜ୍ୟବାସୀ। ଗୁରୁଚାପ ବଳୟ ସାଙ୍ଗକୁ ଟ୍ରାପ୍‌ ଲାଇନ ପ୍ରଭାବରେ ଆସନ୍ତା ୨୦ରୁ ୨୬ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲାରେ ଘଡ଼ଘଡ଼ି ସହ ବର୍ଷା ହେବାର…

ନବ ଦାସ ହତ୍ୟା ମାମଲା: ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ୍‌

ଭୁବନେଶ୍ୱର,୧୭ା୩: ନବ ଦାସ ହତ୍ୟା ମାମଲାରେ ମୁଖ୍ୟମନ୍ତ୍ରୀଙ୍କୁ ଇ-ମେଲ କରିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସେ ଇ-ମେଲ୍‌ ଜରିଆରେ ସାକ୍ଷାତକାରର ସମୟ ମାଗିଛନ୍ତି। ଇ-ମେଲ୍‌ ସହ ପୋଷ୍ଟାଲରେ ମଧ୍ୟ ଏକ ଚିଠି ପଠାଇ ସମୟ ମାଗିଛନ୍ତି ନବ ଦାସଙ୍କ ସ୍ତ୍ରୀ। ସିବିଆଇ…

ବୌଦ୍ଧ ଦେଶର ଉତ୍ତପ୍ତ ସହର: ୪୩.୬ ଡିଗ୍ରୀ ସହ ତାତିରେ ସିଝିଲେ ଲୋକେ

ଭୁବନେଶ୍ୱର, ୧୬ା୩: ଆଜି ସାରା ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିବା ସହିତ ଓଡ଼ିଶାରେ ସର୍ବାଧିକ ତାପମାତ୍ରା ୪୩ ଡିଗ୍ରୀ ସେଲସିୟସ ଅତିକ୍ରମ କରିଛି। ଶନିବାର ୪୨.୫ ଡିଗ୍ରୀ ସହ ବୌଦ୍ଧ ଦେଶର ସବୁଠୁ ଉତ୍ତପ୍ତ ସହର ଥିଲା ବେଳେ ରବିବାର…

ରାଜଧାନୀ ଡବଲ ମର୍ଡର ଘଟଣା: ପୋଲିସ ପିଛା କରିବାରୁ ଡିମିରି ଫଳ ଖାଇଦେଲେ ଅଭିଯୁକ୍ତ, ଡିସିପି କହିଲେ…

ଭୁବନେଶ୍ୱର,୧୬ା୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଘଟିଥିଲା ୨ଟି ହତ୍ୟାକାଣ୍ଡ। ଗୋଟିଏ ମଞ୍ଚେଶ୍ୱର ଥାନା ଅଞ୍ଚଳରେ ଆଉ ଗୋଟିଏ ଶହୀଦନଗର ଥାନା ଅଞ୍ଚଳରେ। ତେବେ ଏହି ଦୁଇଟି ହତ୍ୟା ଘଟଣାର ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇଛି। ଏନେଇ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି ଭୁବନେଶ୍ବର…

ଭୁବନେଶ୍ୱରରେ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟରର ଶାଖା

ଭୁବନେଶ୍ୱର, ୧୬।୩: ଭୁବନେଶ୍ବରରେ ସ୍ଥାପନ ହେବ ଜାତୀୟ ସ୍ତରର ମଡର୍ଣ୍ଣ ଆର୍ଟ ଗ୍ୟାଲେରୀ ସେଣ୍ଟର୍ ର ଶାଖା। ଏନେଇ ଭୁବନେଶ୍ବର ଏମପି ଅପରାଜିତା ଷଡ଼ଙ୍ଗୀ, କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବାତଙ୍କୁ ଗତ ୧୩ ମାର୍ଚ୍ଚରେ ନୂଆଦିଲ୍ଲୀରେ…

ଶାହାଙ୍କ ଗସ୍ତ ପୂର୍ବରୁ ତାତିଲେ ଜୟନାରାୟଣ, କହିଲେ ମୋର ଯୋଗ୍ୟତା…

ଭୁବନେଶ୍ୱର,୧୬ା୩: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ନେଇ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି। ଏଥିରେ ଭାଜପାର ବରିଷ୍ଠ ନେତା ଜୟନାରାୟଣ ମିଶ୍ର କ୍ଷୋଭ ପ୍ରକାଶ କରିଛନ୍ତି। ସାମ୍ବାଦିକଙ୍କ ପ୍ରଶ୍ନରେ ସେ କ୍ଷୋଭ ପ୍ରକାଶ କରି କହିଛନ୍ତି, ବଡ଼…

ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି, ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୧୬।୩: ରାଜ୍ୟରେ ପାରଦ ଉପରମୁହାଁ ରହିଛି। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି। ରବିବାର ଅପରାହ୍ନ ସାଢ଼େ ୨ଟା ସୁଦ୍ଧା ଝାରସୁଗୁଡ଼ାରେ ୪୧.୮ ଡିଗ୍ରୀ ତାପମାତ୍ରା ରେକର୍ଡ କରାଯାଇଛି। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ କେନ୍ଦ୍ର ପକ୍ଷରୁ…

ମାର୍ଚ୍ଚ ୩୧ ପରେ ଆଉ ଧାନ କିଣା ହେବ ନାହିଁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୧୬।୪: ରାଜ୍ୟରେ ଖରିଫ ଧାନ କିଣା ସମ୍ପର୍କରେ ରବିବାର ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏକ ବଡ଼ ଘୋଷଣା କରିଛନ୍ତି। ଖରିଫ ଧାନ କିଣା ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଡେଡ୍‌ ଲାଇନ୍‌ ରହିଥିବା ମନ୍ତ୍ରୀ ସୂଚନା ଦେଇଛନ୍ତି। ମାର୍ଚ୍ଚ ୩୧…

ରାଶନ କାର୍ଡକୁ ନେଇ ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା, ହଠାତ୍‌ କଟିବନି ରାଶନ କାର୍ଡ

ଭୁବନେଶ୍ୱର,୧୬।୩: ରାଶନ କାର୍ଡକୁ ନେଇ ଆସିଲା ବଡ଼ ଖବର। ବଡ଼ ଅପଡେଟ୍‌ ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର । ସେ କହିଛନ୍ତି, ରାଜ୍ୟରେ କାହାର ହଠାତ୍‌ କଟାଯିବନି ରାଶନ କାର୍ଡ। ପ୍ରକୃତ ହିତାଧିକାରୀ ଯାଞ୍ଚ ପାଇଁ ହେବ ଫିଜିକାଲ ସର୍ଭେ…

ଖୁବଶୀଘ୍ର ରାଜ୍ୟରେ ସକାଳୁଆ ସ୍କୁଲ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୧୬।୩: ରାଜ୍ୟରେ କିଛଦିନ ହେଲା ପାରଦ ଉପରମୁହାଁ ରହିଛି। ଆକାଶରୁ ଖସୁଛି ଅଗ୍ନିପିଣ୍ଡୁଳା। ଅସହ୍ୟ ହେଉଛି ଗ୍ରୀଷ୍ମ ଲହରୀ। ଏଭଳିସ୍ଥିତିରେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ରବିବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ବଢୁଥିବା ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି…

ଓଡ଼ିଶା ଆସୁଛନ୍ତି ଅମିତ ଶାହା, ଭାଜପା ଡାକିଲା ବଡ଼ ବୈଠକ

ଭୁବନେଶ୍ୱର,୧୬।୩: ଓଡ଼ିଶା ଆସୁଛନ୍ତି ଅମିତ ଶାହା। ଏନେଇ ବଡ଼ ବୈଠକ କରିଛି ଭାଜପା। ସ୍ବରାଷ୍ଟ୍ର ମନ୍ତ୍ରୀ ଓ ଗୃହ ମନ୍ତ୍ରୀ ଅମିତ ଶାହାଙ୍କ ଗସ୍ତକୁ ନେଇ ଭାଜପା ଡାକିଛି ଗୁରୁତ୍ୱପୂର୍ଣ୍ଣ ବୈଠକ। ବୁର୍ଲା MCL ଗେଷ୍ଟ ହାଉସରେ ଚାଲିଛି ରୁଦ୍ଧଦ୍ୱାର ବୈଠକ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri