୩ ଜିଲାରେ ଘନକୁହୁଡ଼ି ସମ୍ଭାବନା
ଭୁବନେଶ୍ୱର,୧୫ା୧(ଅନୁରାଧା ମହାରଣା): ରାଜ୍ୟରେ ରାତି ତାପମାତ୍ରା ବା ସର୍ବନିମ୍ନ ତାପମାତ୍ରା ସାମାନ୍ୟ ବୃଦ୍ଧି ପାଇଛି। ମଙ୍ଗଳବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ମିଳିଥିବା ତଥ୍ୟ ଅନୁଯାୟୀ, ସର୍ବାଧିକ ତାପମାତ୍ରା ପାରଳାଖେମୁଣ୍ଡିରେ ୩୦.୫ ଡିଗ୍ରୀ ଏବଂ ସର୍ବନିମ୍ନ ତାପମାତ୍ରା ଫୁଲବାଣୀରେ...
ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ଭୁଶୁଡ଼ିପଡ଼ିଛି: ବିଜେଡି
ଭୁବନେଶ୍ୱର,୧୫ା୧(ଅନିଲଦାସ): ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ମାହାଙ୍ଗା ବିଧାୟକ ସାରଦା ପ୍ରଧାନ କର୍ତ୍ତବ୍ୟରତ ପୋଲିସ୍ ଅଧିକାରୀଙ୍କୁ ମାଡ଼ ମାରିବା ସହ ଭାଜପା କର୍ମୀଙ୍କୁ ବାଡ଼େଇଛନ୍ତି। ବର୍ତ୍ତମାନ ରାଜ୍ୟରେ ଅରାଜକତା ଓ ଉଦ୍ବେଗଜନକ ସ୍ଥିତି ସୃଷ୍ଟି ହୋଇଛି ବୋଲି ପୂର୍ବତନ ବିଧାୟକ...
ଧାନ କିଣା ତଦାରଖ ପାଇଁ ପ୍ରତି ମଣ୍ଡିରେ ନିଯୁକ୍ତ ନୋଡାଲ ଅଫିସର
ଭୁବନେଶ୍ୱର,୧୪।୧: ଚଳିତ ଖରିଫ ଋତୁରେ ରାଜ୍ୟରେ ସରକାରୀ ସ୍ତରରେ ଧାନ କିଣା ପ୍ରକ୍ରିୟା ଯାରି ରହିଛି। ଧାନ କିଣା ପ୍ରକ୍ରିୟାକୁ ସ୍ଵଚ୍ଛ ଓ ନିରପେକ୍ଷ କରିବା ପାଇଁ ରାଜ୍ୟର ପ୍ରତ୍ୟେକ ମଣ୍ଡି ଉପରେ କଡା ନଜର ରଖିବାକୁ ରାଜ୍ୟ ସରକାର...
ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ
ବାହାରୁନି ସମାଧାନର ବାଟ, ଖାଡ଼ା ଉପାସରେ ପ୍ରଭୁ ଲିଙ୍ଗରାଜ । ମକର ସଂକ୍ରାନ୍ତିରେ ମହାପ୍ରଭୁ ଲିଙ୍ଗରାଜଙ୍କ ନୀତି ବନ୍ଦ ରହିଛି।
କିଏ ହେବ ରାଜ୍ୟ ଭାଜପା ସଭାପତି? ଦିଲ୍ଲୀରେ ଚାଲିଲା ଲମ୍ବା ବୈଠକ
ଭୁବନେଶ୍ୱର, ୧୪।୧: ମଙ୍ଗଳବାର ଓଡିଶାରେ ଦଳର ଭବିଷ୍ୟତ ନେତୃତ୍ୱ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ଜନତା ପାର୍ଟି (ଭାଜପା) ନେତାମାନଙ୍କର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନୂଆଦିଲ୍ଲୀରେ ଅନୁଷ୍ଠିତ ହୋଇଛି। ଖବର ଅନୁଯାୟୀ ଭାଜପା ଜାତୀୟ କୋର କମିଟି ସଦସ୍ୟମାନଙ୍କର ଏକ ବୈଠକ...
ଖଣ୍ଡଗିରି ଯାତ୍ରାକୁ ନେଇ ବଡ଼ ଖବର, ନିଶା-ସାହୁ ଭାଉଜ…
ଭୁବନେଶ୍ୱର,୧୪।୧:ଏଣିକି ଖଣ୍ଡଗିରି ଯାତ୍ରାରେ ଅଶ୍ଲୀଳ ନୃତ୍ୟ ମନା। ଆଉ ଭୁବନେଶ୍ବର ଖଣ୍ଡଗିରିରେ ନାଚି ପାରିବେନି ଆଇଟମ ଡ୍ୟାନ୍ସର। ଚଳିତବର୍ଷ ଭୁବନେଶ୍ୱର ଖଣ୍ଡଗିରି ଯାତ୍ରାରେ ହେବନି ଅଶ୍ଲୀଳ ନୃତ୍ୟ। ଏନେଇ ଯାତ୍ରା କମିଟି ସଦସ୍ୟ ଓ ପୋଲିସ ବୈଠକରେ ବଡ଼ ନିଷ୍ପତ୍ତି...
ମହାପ୍ରଭୁଙ୍କୁ କ୍ଷମା ମାଗିଲେ କଂସ, ମହୋଦଧିରେ ବୁଡ ପକାଇ…
ପୁରୀ,୧୪।୧: ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ଦିନ ବ୍ୟାପି ହୋଇଥିବା ଏହି ମହୋତ୍ସବରେ ଗତକାଲି କଂସବଧ ହୋଇଛି। କଂସବଧ ପରେ ଉଗ୍ରସେନଙ୍କ ରାଜ୍ୟାଭିଷେକ ହୋଇଥିଲା ଏବଂ ଚଳିତବର୍ଷ ଧନୁଯାତ୍ରା ମହୋତ୍ସବ ସରିଥିଲା। ତେବେ ଏହାପରେ ପୁରୀରେ...
ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ
ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ...
ବିଏସ୍କେୱାଇକୁ ନେଇ ବର୍ଷିଲେ ଆଇନମନ୍ତ୍ରୀ, କହିଲେ…
ଭୁବନେଶ୍ୱର,୧୪।୧: ଓଡ଼ିଶାରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବା ଲାଗି ଚୁକ୍ତିନାମା ସ୍ବାକ୍ଷରିତ ହେବା ପରେ ପୂର୍ବ ସରକାରଙ୍କ ଉପରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ବର୍ଷିଛନ୍ତି । ସେ କହିଛନ୍ତି, ପୂର୍ବରୁ ବିଭିନ୍ନ ସ୍ଥାନରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ...
ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ସଫେଇ ଗାଡ଼ି
ଭୁବନେଶ୍ବର,୧୪।୧: ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଯାଇଛି ବିଏମ୍ସିର ସଫେଇ ଗାଡ଼ି। ଭୁବନେଶ୍ୱରର ଚନ୍ଦ୍ରଶେଖରପୁର-ଡମଣା ରାସ୍ତାରେ ଏହି ଅଭାବନୀୟ ଘଟଣା ଘଟିଛି। ପ୍ରଥମେ ସଫେଇ ଗାଡିଟି ହଠାତ୍ ଜଳିଥିଲା। ଆଉ ତା’ପରେ ରାସ୍ତା ମଝିରେ ଢୋ ଢୋ ଫୁଟିଥିଲା। ଲୋକେ...
ମଧ୍ୟାହ୍ନ ଭୋଜନରେ ଛାତ୍ରୀଛାତ୍ରଙ୍କୁ ମିଳିବ କ୍ଷୀର: ମନ୍ତ୍ରୀଙ୍କ ବଡ଼ ସୂଚନା
ଭୁବନେଶ୍ୱର,୧୪।୧: ଏଣିକି ମଧ୍ୟାହ୍ନ ଭୋଜନରେ ମିଳିବ କ୍ଷୀର। ଛାତ୍ରଛାତ୍ରୀଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରାଯାଉଛି। ମତ୍ସ୍ୟ ଓ ପଶୁସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ମଙ୍ଗଳବାର ଏନେଇ ସୂଚନା ଦେଇଛନ୍ତି । ୨୦୦ ଏମଏଲ ଭିଟାମିନ ଏ ଓ...
ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ରାଜ୍ୟର ସବୁ ପଞ୍ଚାୟତରେ ହେବ…
ଭୁବନେଶ୍ୱର,୧୪।୧: ଦିଲ୍ଲୀରୁ ଫେରିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ସୂଚନା ଦେଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟର ସବୁ ପଞ୍ଚାୟତରେ ଖୋଲିବ ଆୟୁଷ୍କାନ ଆରୋଗ୍ୟ ମନ୍ଦିର। ଆୟୁଷ୍କାନ ଆରୋଗ୍ୟ ମନ୍ଦିରରେ ANMଙ୍କ ସହ ହେଲଥ ୱାର୍କର ରହିବେ। ଯୋଗ ଶିକ୍ଷକ...
Archives


