ନବୀନଙ୍କ ପରେ ଦିଲ୍ଲୀ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଦିଲ୍ଲୀରେ ହେବ କି ବଡ଼ ଡିଲ୍! ରାଜନୀତିରେ ଚହଳ
ଭୁବନେଶ୍ୱର,୧୫।୩: ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜିଠାରୁ ଦୁଇ ଦିନିଆ ଗସ୍ତରେ ଅଛନ୍ତି ସିଏମ। ଏହାପୂର୍ବରୁ ଶୁକ୍ରବାର ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଦିଲ୍ଲୀ ଗସ୍ତ କରିଥିଲେ। ଚର୍ଚ୍ଚା ହେଉଥିଲା କି, ସେ ଏବେ ଇଣ୍ଡିଆ ମେଣ୍ଟ ଆଡକୁ…
ରଙ୍ଗର ପର୍ବ ହୋଲିରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…
ରବୀନ୍ଦ୍ର ମଣ୍ଡପରେ ହେମାମାଳିନୀଙ୍କ ଭାରତନାଟ୍ୟମ ନୃତ୍ୟରେ ଦର୍ଶକ ବିମୋହିତ, ହେମା କହିଲେ…
ଭୁବନେଶ୍ୱର,୧୫।୩:(ସୌମ୍ୟରଞ୍ଜନ ରାଉତ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ବୃନ୍ଦାବନ ଗୁରୁକୁଳର ମିଳିତ ଆନୁକୂଲ୍ୟରେ ବୃନ୍ଦାବନ ମହୋତ୍ସବ ଶୁକ୍ରବାର ରବୀନ୍ଦ୍ର ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମର ପ୍ରାରମ୍ଭରେ ନୃତ୍ୟଶିଳ୍ପୀ ହେମାମାଳିନୀ, ସଂଗୀତଜ୍ଞ ହରିପ୍ରସାଦ ଚୌରସିଆ, ନୃତ୍ୟଶିଳ୍ପୀ ଅରୁଣା ମହାନ୍ତି,…
ଆଜି ରଙ୍ଗର ପର୍ବର ହୋଲି: ଗାଁଠୁ ସହର ସବୁଠି ଆନନ୍ଦ ଉଲ୍ଲାସ
ଭୁବନେଶ୍ୱର,୧୫।୩: ଆଜି ରଙ୍ଗର ପର୍ବ ହୋଲି। ଜଣେ ଜଣକୁ ରଙ୍ଗ ବୋଳି ଶୁଭ ମନାସୁଛନ୍ତି। ଅବିର ଓ ରଙ୍ଗର ତାଳେ ତାଳେ ସଭିଙ୍କ ମନରେ ଭରିଯାଏ ଉତ୍ସାହ। ପରିବାର, ବନ୍ଧୁ, ପ୍ରିୟଜନଙ୍କୁ ନେଇ ରଙ୍ଗ ଖେଳରେ ମସଗୁଲ ଅଛନ୍ତି ଲୋକେ। ଭୁବନେଶ୍ୱର,…
ବାହାହୋଇ ଫସିଗଲେ ପ୍ରଦୀପ ମାଝୀ, ୧୨ ବର୍ଷ ବାସନ୍ଦ କଲେ ଜାତିଭାଇ
ମାଲକାନଗିରି,୧୪।୩(ନୃସିଂହ ଚରଣ ମହାନ୍ତି): ଅଣ ଆଦିବାସୀଙ୍କୁ ବିବାହ କରିବାରୁ ବାସନ୍ଦ ହେଲେ ପୂର୍ବତନ ଏମ୍ପି ତଥା ବିଜେଡି ନେତା ପ୍ରଦୀପ ମାଝୀ। ବିଜେଡି ନେତା ପ୍ରଦୀପ ମାଝୀ ଭତରା ସମାଜରୁ ବାସନ୍ଦ ହୋଇଛନ୍ତି। ତାଙ୍କୁ ୧୨ ବର୍ଷ ପାଇଁ ବାସନ୍ଦ କଲା…
ବିସ୍ଫୋରକ ବୟାନଦେଲେ ତାରା, ଆଣ୍ଠେଇ ଆଣ୍ଠେଇକି…
ଭୁବନେଶ୍ୱର,୧୪।୩: ‘ମହିଳା ସୁରକ୍ଷା ମୋ ଡିମାଣ୍ଡ’, ଏତିକି ଖାଲି କରିଦିଅନ୍ତୁ ଭୁଲ କଣ ମାଗିବି? ମୋତେ ଆଣ୍ଠା କହିଲେ ଆଣ୍ଠେଇବି। ଯଦି କହିବେ ମୋ କ୍ୱାର୍ଟର୍ସରୁ ବିଧାନସଭାକୁ ଆଣ୍ଠେଇ ଆଣ୍ଠେଇ ଯିବି। ଶୁକ୍ରବାର ଏଭଳି କହିଛନ୍ତି ବିଧାୟକ ତାରା ବାହିନୀପତି ।…
ଆଇନମନ୍ତ୍ରୀଙ୍କ ବଡ଼ ପ୍ରତିକ୍ରିୟା: ଏଥର ରାଜାଙ୍କ ଲିଙ୍କରେ ଥିବା ବଡ଼ବଡ଼ିଆଙ୍କ ପାଳି
ଭୁବନେଶ୍ୱର,୧୪ା୩: ବିଜେଡି ନେତା ରାଜା ଚକ୍ର ଗିରଫ ହେବା ମାମଲାରେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏକ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି, ରାଜାଙ୍କ ଲିଙ୍କ୍ରେ ଅନେକ ବଡ଼ବଡ଼ିଆଙ୍କ ସଂପୃକ୍ତି ରହିଛି। ଆଇନ ଅନୁଯାୟୀ କାହାକୁ ଛଡ଼ାଯିବନି, ସମସ୍ତେ ବନ୍ଧା ହେବେ।…
୧ ସୁଦ୍ଧା ଶେଷ କର ହୋଲି ଖେଳ: ଘରେ ଗାଧୋଇବାକୁ ଡିସିପିଙ୍କ ପରାମର୍ଶ
କଟକ,୧୪।୫: ଆଜି ପବିତ୍ର ଦୋଳ ପୂର୍ଣ୍ଣିମା। ଶନିବାର ହୋଲି। ଏଥିପାଇଁ ଗାଁରୁ ସହର ସବୁଠି ଉତ୍ସବର ପରିବେଶ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ସାଂସ୍କୃତିକ ସହର କଟକରେ ଦୋଳ ପୂର୍ଣ୍ଣିମାରେ ପରମ୍ପରା ଅନୁଯାୟୀ ଠାକୁର ବିମାନରେ ବସି ନଗର କୀର୍ତ୍ତନ କରିବା…
ପାରଦ ଉପରମୁହାଁ: ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ
ଭୁବନେଶ୍ୱର,୧୪।୩: ରାଜ୍ୟରେ ଗତ କିଛିଦିନ ହେଲା ତାପମାତ୍ରା ବଢ଼ି ଚାଲିଛି। ପ୍ରବଳ ଖରା ସାଙ୍ଗକୁ ଗୁଳୁଗୁଳିରେ ଜୀବନଯାତ୍ରା ପ୍ରଭାବିତ ହୋଇଛି। ବୁଧବାର, ଗୁରୁବାର ଭଳି ଶୁକ୍ରବାର ମଧ୍ୟ ତାପମାତ୍ରା ବଢିବାରେ ଲାଗିଛି। ସାଢ଼େ ୧୧ରେ ତାପମାତ୍ରା ୩୭ ଡିଗ୍ରୀ ଟପି ଯାଇଛି।…
ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ଗଠନ ହେଲା ଉଚ୍ଚସ୍ତରୀୟ କମିଟି, ସୂଚନା ଦେଲେ ମନ୍ତ୍ରୀ
ଭୁବନେଶ୍ୱର,୧୪।୩: ବହୁ ପ୍ରତୀକ୍ଷିତ ଭୁବନେଶ୍ୱର ମେଟ୍ରୋ ରେଳ ପ୍ରକଳ୍ପର ଯୋଜନା ଏବଂ କାର୍ଯ୍ୟାନ୍ୱୟନ ତଦାରଖ କରିବା ପାଇଁ ଓଡ଼ିଶା ସରକାର ଏକ ଉଚ୍ଚସ୍ତରୀୟ କମିଟି ଗଠନ କରିଛନ୍ତି। ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର ଶୁକ୍ରବାର ଏହି ସୂଚନା ଦେଇଛନ୍ତି।…
ଆସନ୍ତାମାସରୁ ଏଲିଭେଟେଡ୍ କରିଡର କାମ, ବ୍ୟୟ ହେବ ଏତିକି କୋଟି…
ଭୁବନେଶ୍ୱର,୧୪ା୩: ରାଜଧାନୀରେ ନାଗପୁର ଢାଞ୍ଚାରେ ହେବ ଏଲିଭେଟେଡ କରିଡର୍। ଏନେଇ ସୂଚନା ଦେଇଛନ୍ତି ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି, ଜୟଦେବ ବିହାର ଛକରୁ ନନ୍ଦନକାନନ ପର୍ଯ୍ୟନ୍ତ ଏହି ଏଲିଭେଟେଡ୍ ରୋଡ୍ ହେବ। ୨୭୦୦ କୋଟି ଟଙ୍କା ବ୍ୟୟବରାଦରେ ଏଲିଭେଟେଡ…
ଭୁବନେଶ୍ୱରରେ ଖୁବ୍ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ
ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍ଏମ୍- ଦ ଟେମ୍ପଲ ସିଟି ରେଡିଓ’। ଏଫ୍ଏମ୍ ବ୍ୟାଣ୍ଡ୍ର ୮୯.୨ ମେଗାହର୍ଜରେ ଏହି ଷ୍ଟେଶନଟି ଶୁଣାଯାଇପାରିବ ବୋଲି ଏହାର ପ୍ରତିଷ୍ଠାତା ସୁବ୍ରତ କୁମାର ପତି…
Archives


