Video: ରାଜଧାନୀରେ ନିଶାଶକ୍ତ ଅବସ୍ଥାରେ ମହିଳାଙ୍କ ଉତ୍ପାତ
ଭୁବନେଶ୍ୱର,୧୪ା୩: ନିଶା ଖାଇ ଉତ୍ପାତ ହେଲେ ଯୁବତୀ। ରାଜଧାନୀର ରଙ୍ଗୀନ ରାତିରେ ନିଶାଶକ୍ତ ଯୁବତୀଙ୍କ ହାଇଡ୍ରାମା ଦେଖିବାକୁ ମିଳିଛି। ଗୁରୁବାର ବିଳମ୍ବିତ ରାତିରେ ଚନ୍ଦ୍ରଶେଖରପୁରର ଏକ ମଦ ଦୋକାନ ସମ୍ମୁଖରେ ନିଶାଶକ୍ତ ଅବସ୍ଥାରେ ଯୁବତୀ ଜଣକ ଉତ୍ପାତ କରିଥିଲେ। ଖବର ପାଇ…
ଭୁବନେଶ୍ୱରର ସାଲିଆ ସାହିରେ ବିପୁଳ ପରିମାଣର ଦେଶୀ ମଦ ଜବତ, ୯ ଗିରଫ
ଭୁବନେଶ୍ୱର,୧୪ା୩: ଶୁକ୍ରବାର ଅବକାରୀ ବିଭାଗ ଅଧିକାରୀମାନେ ଭୁବନେଶ୍ୱରର ସାଲିଆ ସାହିରେ ବେଆଇନ ଦେଶୀ ମଦ ଆଡ୍ଡାକୁ ଟାର୍ଗେଟ କରି ଚଢାଉ କରିଛନ୍ତି। ଏକ ସୂଚନା ପାଇ, ଟିମ୍ ଶୁକ୍ରବାର ଭୋରରୁ ସେହି ଅଞ୍ଚଳରେ ତଲାସୀ ଅଭିଯାନ ଚଳାଇ ବିପୁଳ ପରିମାଣର ଦେଶୀ…
ନାବାଳାକିଙ୍କୁ ବଳାତ୍କାର ମାମଲା: ଟିଉସନ ସାର୍ଙ୍କୁ ୨୦ବର୍ଷ ଜେଲଦଣ୍ଡ
ଭୁବନେଶ୍ୱର,୧୪ା୩(ସତ୍ୟଜିତ୍ ରାଉତ): ଖୋର୍ଦ୍ଧା ଜିଲା ମଡେଲ ଥାନା ଅନ୍ତର୍ଗତ ଏକ ଗାଁର ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ୪ବର୍ଷ ପରେ ଭୁବନେଶ୍ୱରସ୍ଥିତ ୪ର୍ଥ ଅତିରିକ୍ତ ଜିଲା ଓ ଦୌରାଜଜ୍ ତଥା ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଗୁରୁବାର ରାୟ ପ୍ରକାଶ କରିଛନ୍ତି। ଏହି…
ନିଲମ୍ବନ ପରେ ଚାଞ୍ଚଲ୍ୟକର ବୟାନ ଦେଲେ ତାରା, କହିଲେ ମୁଁ ଫାଶୀ ପାଇଁ…
ଭୁବନେଶ୍ୱର,୧୩।୩: ବିଧାନସଭାରେ ଶାସକ ବିରୋଧୀ ମୁହାଁମୁହିଁକୁ ନେଇ ରାଜନୀତି ତେଜିଛି। ପୋଲାଭରମ ପ୍ରସଙ୍ଗ ଆଲୋଚନା କରିବାକୁ ବିଜେଡି ଦାବି କରୁଥିବାବେଳେ ନାରୀ ନିର୍ଯାତନା ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କ ବିବୃତ୍ତି ଦାବି କରିଥିଲା କଂଗ୍ରେସ। ଯାହାୁ ନେଇ ଗୃହରେ ହଟ୍ଟଗୋଳ ହୋଇଥିଲା। ଅନ୍ୟପଟେ ଭାଜପା…
ମାର୍ଚ୍ଚ ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ
ଭୁବନେଶ୍ୱର,୧୩ା୩: ଆଗାମୀ ମାର୍ଚ୍ଚ୧୭ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ବଳବତ୍ତର ଥିବା ହେତୁ ଆସନ୍ତା ସୋମବାର ମାର୍ଚ୍ଚ ୧୭ ତାରିଖ ଦିନ ଭୁବନେଶ୍ଵର, ୟୁନିଟ-୫ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ…
ଯୋଜନା ଗୁଡ଼ିକର ପ୍ରଚାର ପ୍ରସାର ପାଇଁ ଗତ ଏକ ବର୍ଷରେ ଏତିକି କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି ସରକାର
ଭୁବନେଶ୍ୱର,୧୩।୩: ରାଜ୍ୟରେ କାର୍ଯ୍ୟକାରୀ ହୋଇଥିବା ଯୋଜନା ଗୁଡିକର ପ୍ରଚାର ପ୍ରସାର ନିମନ୍ତେ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଗତ ଏକ ବର୍ଷ ( ଜାନୁୟାରୀ ୨୦୨୪ ରୁ ଜାନୁୟାରୀ ୨୦୨୫ ) ମଧ୍ୟରେ ସୂଚନା ଓ ଲୋକ ସମ୍ପର୍କ…
ପ୍ରକାଶ ପାଇଲା OJS ରେଜଲ୍ଟ: ସୋମେଶ ରଣବିଜୁଳି ଟପ୍ପର
କଟକ,୧୩।୩: ଓଡ଼ିଶା ନ୍ୟାୟିକ ସେବା ପରୀକ୍ଷା(OJS-୨୦୨୩) ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ସୋମେଶ ରଣବିଜୁଳି OJS-୨୦୨୩ ଟପ୍ପର ହୋଇଛନ୍ତି। ଏନେଇ OPSC ପକ୍ଷରୁ ସୂଚନା ଦିଆଯାଇଛି। ପରୀକ୍ଷାରେ ୩୩ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୨୪ଜଣ ଛାତ୍ରୀ ଥିବା ଜଣାପଡିଛି।…
‘ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଚାଲିବ ଆବାସ ସର୍ଭେ, ଆହୁରି ଅଧିକ ହେବ ପଞ୍ଜୀକରଣ’
ଭୁବନେଶ୍ୱର,୧୩ା୩: ଆବାସ ସର୍ଭେକୁ ନେଇ ପଞ୍ଚାୟତିରାଜ ମନ୍ତ୍ରୀ ଗୁରୁବାର ଏକ ବଡ଼ ଘୋଷଣା କରିଛନ୍ତି। ଚଳିତମାସ ୩୧ ତାରିଖ ପର୍ଯ୍ୟନ୍ତ ଏହି ଆବାସ ସର୍ଭେ ହେବ। ଏନେଇ ସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାଏକ। ବର୍ତ୍ତମାନ ଏହି ସର୍ଭେରେ ୧୯…
କଂଗ୍ରେସ ସହ ମେଣ୍ଟ କରିବ ବିଜେଡି: ଭାଜପା ବିଧାୟକଙ୍କ ବିସ୍ଫୋରକ ବୟାନ, ରାଜନୀତିରେ ଚହଳ
ଭୁବନେଶ୍ୱର,୧୩।୩: ନବୀନ ପଟ୍ଟନାୟକଙ୍କୁ ଭାଜପା ବିଧାୟକ ସରୋଜ ପାଢ଼ୀ ଟାର୍ଗେଟ୍ କରିଛନ୍ତି। ଭାଜପା ବିଧାୟକ କହିଛନ୍ତି, ବିଜେଡି ସଂଗଠନ ଭୁଶୁଡ଼ିବାରେ ଲାଗିଛି, ତେଣୁ ତାକୁ ବଞ୍ଚାଇବାକୁ ନବୀନ ଉଦ୍ୟମ କରୁଛନ୍ତି। ଦଳକୁ ବଞ୍ଚାଇବାକୁ କାହାର ସାହାରା ଖୋଜୁଛନ୍ତି। କାହା କାନ୍ଧରେ ବନ୍ଧୁକ…
ରାଜା ଚକ୍ରଙ୍କୁ ନେଇ ବଦ୍ରିଙ୍କ ବିସ୍ଫୋରକ ବୟାନ, କହିଲେ ମୁଁ ଆଗରୁ ଏନେଇ ନବୀନ…
ଭୁବନେଶ୍ୱର,୧୩ା୩: ରାଜା ଚକ୍ର ଗୁରୁବାର ଗିରଫ ହେବା ପରେ ବରିଷ୍ଠ ନେତା ବଦ୍ରି ପାତ୍ର ଏକ ବିସ୍ଫୋରକ ବୟାନ ଦେଇଛନ୍ତି। ଯାହାକୁ ନେଇ ଖୁବ୍ ଚର୍ଚ୍ଚା ଚାଲିଛି। ବଦ୍ରି କହିଛନ୍ତି, ଏନେଇ ମୁଁ ଆଗରୁ ନବୀନ ପଟ୍ଟନାୟକ ଏବଂ ପାଣ୍ଡିଆନଙ୍କୁ ଜଣାଇଥିଲି।…
ଓଡ଼ିଶା ସରକାରଙ୍କ ବଡ଼ ନିଷ୍ପତ୍ତି: ଦ୍ୱାଦଶ ଶ୍ରେଣୀ ପରେ ବି.ଏଡ୍ ପାଇଁ ନାମ ଲେଖାଇପାରିବେ ଛାତ୍ରଛାତ୍ରୀ, ନୂତନ ITEP କାର୍ଯ୍ୟକ୍ରମ ଆରମ୍ଭ
ଭୁବନେଶ୍ୱର,୧୩ା୩: ଓଡ଼ିଶାରେ ଶିକ୍ଷକ ଶିକ୍ଷାରେ ସଂସ୍କାର ଆଣିବା ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ସ୍ୱରୂପ, ଉଚ୍ଚଶିକ୍ଷା ବିଭାଗ ବଡ ଘୋଷଣା କରିଛି। ଏଣିକି ଛାତ୍ରଛାତ୍ରୀମାନେ ଦ୍ୱାଦଶ ଶ୍ରେଣୀ ସମାପ୍ତ କରିବା ପରେ ତୁରନ୍ତ ଶିକ୍ଷା ସ୍ନାତକ (B.Ed) ପାଠ୍ୟକ୍ରମରେ ନାମ ଲେଖାଇପାରିବେ…
କର୍ମଚାରୀଙ୍କ ମୂଲ୍ୟାଙ୍କନ ପଦ୍ଧତିରେ ପରିବର୍ତ୍ତନ ଆଣିବ SEBI: ଏଣିକି ପରିମାଣ ନୁହେଁ, ଗୁଣବତ୍ତା ଉପରେ ଗୁରୁତ୍ୱ
ନୂଆଦିଲ୍ଲୀ,୧୩।୩: ମାର୍କେଟ୍ ରେଗୁଲେଟର SEBI ତାର କର୍ମଚାରୀଙ୍କ ବାର୍ଷିକ ମୂଲ୍ୟାଙ୍କନରେ ଡିଜିଟାଲ ପରିଚାଳନା ସୂଚନା ପ୍ରଣାଳୀ (MIS)କୁ KRA (ମୁଖ୍ୟ ଫଳାଫଳ କ୍ଷେତ୍ର) ରୁ ପୃଥକ କରିବାକୁ ନିଷ୍ପତ୍ତି ନେଇଛି। ସୂତ୍ର ଅନୁଯାୟୀ, SEBI ଏହି ପରିବର୍ତ୍ତନ ସମ୍ପର୍କରେ ଏକ ଆଭ୍ୟନ୍ତରୀଣ…
Archives


