ମେଟ୍ରୋ

ସୁଭଦ୍ରା ଯୋଜନାରୁ ଭୁଲ୍‌ରେ ବାଦ୍‌ ପଡ଼ିଥିବା ୮ ହଜାର ମହିଳା ପୁଣି ଯୋଡ଼ିହେଲେ

ଭୁବନେଶ୍ୱର,୧୨ା୧(ଅନିଲ ଦାସ):ଭୁଲରେ ବାଦ୍‌ ପଡ଼ିଥିବା ମହିଳାମାନେ ‘ସୁଭଦ୍ରା’ ଯୋଜନା ସହିତ ପୁଣି ଯୋଡ଼ି ହୋଇପାରିବେ। ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି। ବିଭାଗ ପକ୍ଷରୁ କୁହାଯାଇଛି ଯେ, ସୁଭଦ୍ରା ପୋର୍ଟାଲରେ ନାମ ଯୋଡ଼ିବା (ଅପ୍ଟ...

୧୮ରେ ଶୁକ୍ର, ଶନି ମିଳନ: ଜାଣନ୍ତୁ କ’ଣ ରହିବ ପ୍ରଭାବ

ଭୁବନେଶ୍ୱର, ୧୨ା୧(ବନ୍ଦନା ସେଠୀ):ଚଳିତ ମାସର ଦ୍ବିତୀୟାର୍ଦ୍ଧରୁ ଶେଷ ପର୍ଯ୍ୟନ୍ତ ସବୁଦିନ ସୂର୍ଯ୍ୟାସ୍ତ ପରେ ସନ୍ଧ୍ୟା ଆକାଶରେ ୪ଟି ଗ୍ରହକୁ ଖାଲି ଆଖିରେ ଦେଖିହେବ। ଏଥିସହ ୧୮ ତାରିଖରେ ଶୁକ୍ର ଓ ଶନି ଗ୍ରହର ମିଳନ ହେବ ବୋଲି ପଠାଣି ସାମନ୍ତ...

ମୃତ ସହଦେବଙ୍କ ସ୍ତ୍ରୀ-ଝିଅଙ୍କୁ ଭେଟି କାନ୍ଦି ପକାଇଲେ ନବୀନ, ଦେଲେ ୫୦ହଜାର ଟଙ୍କା ସହାୟତା

ଭୁବନେଶ୍ୱର, ୧୧ା୧ (ବନ୍ଦନା ସେଠୀ) – ହତ୍ୟାର ଶିକାର ହୋଇଥିବା ବିଏମ୍‌ସି ସଫେଇ ମଜଦୁର ସଂଘ ସଭାପତି ସହଦେବ ନାୟକଙ୍କ ସ୍ତ୍ରୀ ସୁନୀତା ନାୟକ ଏବଂ ତାଙ୍କ ଦୁଇଝିଅ ଶନିବାର ନବୀନ ନିବାସ ଯାଇ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ...

ନ୍ୟାୟ ଦେବ ଭାଜପା! ବାବୁ ସିଂ କହିଲେ ‘ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ ଦୀପାଳି’

ଭୁବନେଶ୍ୱର,୧୧ା୧(ଅନୀଲ ଦାସ): ପୁଣି ଖବର ଶିରୋନାମାକୁ ଆସିଛି ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ହତ୍ୟାକାଣ୍ଡ। ଝିଅ ଦୀପାଳି ମୁଖ୍ୟମନ୍ତ୍ରୀଙ୍କୁ ନିଜ ବାପାଙ୍କ ହତ୍ୟାର ତଦନ୍ତ ପାଇଁ ଚିଠି ଲେଖନ୍ତୁ। ତେବେ ରାଜ୍ୟ ସରକାର ପ୍ରକୃତ ଦୋଷୀକୁ ସର୍ବସମ୍ମୁଖକୁ ଆଣିବେ ଏବଂ...

ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଲା ଟ୍ରାକର

ଭୁବନେଶ୍ୱର,୧୧।୧: ପ୍ରଥମ ଥର ପାଇଁ ପକ୍ଷୀ ଦେହରେ ଲାଗିଛି ସୌର ଚାଳିତ ଟ୍ରାକର। ଚିଲିକା ନଳବଣକୁ ଆସିଥିବା ବିଦେଶୀ ପକ୍ଷୀ ଫ୍ଲେମିଙ୍ଗୋ ଦେହରେ ଏହି ଟ୍ରାକର ଲଗାଯାଇଥିବା ବନବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଟ୍ରାକର ସହାୟତାରେ ଚିଳିକାକୁ ଆସୁଥିବା ବିଦେଶୀ...

‘ସୁଭଦ୍ରା’ରେ ପୁନଃସାମିଲ ହେଲେ ୮ହଜାରରୁ ଅଧିକ ଆବେଦନକାରୀ

ଭୁବନେଶ୍ୱର,୧୦ା୧: ସୁଭଦ୍ରା ଯୋଜନାରେ ଭୁଲ୍‌ରେ ଅପଟ୍‌ ଆଉଟ ହୋଇଥିବା ଆବେଦନକାରୀ ପୁନଃସାମିଲ ହୋଇଛନ୍ତି। ଶନିବାର ସୁଦ୍ଧା ସୁଭଦ୍ରା ଯୋଜନାରେ ପୁଣି ୮ ହଜାରରୁ ଅଧିକ ଆବେଦନକାରୀ ପୁନଃସାମିଲ ହୋଇଥିବା ସୂଚନା ମିଳିଛି। ଅନ୍ୟପକ୍ଷେ ଏବେ ବି’ ୨ ଲକ୍ଷରୁ ଅଧିକ...

ସହଦେବଙ୍କ ପରିବାରକୁ ମିଳିବ ୫ଲକ୍ଷ ଟଙ୍କା ଅନୁକମ୍ପା ରାଶି

ଭୁବନେଶ୍ୱର, ୧୦।୧ (ବନ୍ଦନା ସେଠୀ):ସଫେଇ କର୍ମଚାରୀ ସଂଘର ସଭାପତି ସ୍ବର୍ଗତ ସହଦେବ ନାୟକଙ୍କ ପରିବାରଙ୍କୁ ସଫେଇ ଏଜେନ୍ସିଗୁଡିକ ପକ୍ଷରୁ ୫ଲକ୍ଷ ଟଙ୍କାର ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଶୁକ୍ରବାର ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ଏବଂ ପରିମଳ ଷ୍ଟାଣ୍ଡିଂ କମିଟି...

ସହଦେବ ନାୟକଙ୍କ ଏକାଦଶାହ ଭୋଜି ଖର୍ଚ୍ଚ ତୁଲାଇବେ ରାଣୀ ପଣ୍ଡା

ଭୁବନେଶ୍ୱର,୧୧।୧ (ବନ୍ଦନା ସେଠୀ): ବିଏମ୍‌ସି ସଫେଇ ମଜଦୂର ସଂଘର ସଭାପତି ସହଦେବ ନାୟକଙ୍କ ହତ୍ୟାର ପ୍ରତିବାଦ କରିବା ସହ ଦୋଷୀଙ୍କୁ ଉପଯୁକ୍ତ ଦଣ୍ଡ ପ୍ରଦାନ ଦାବିରେ ଶୁକ୍ରବାର ସଂଘ ପକ୍ଷରୁ ବିଏମ୍‌ସି ମୁଖ୍ୟାଳୟ ଘେରାଉ କରାଯାଇଥିଲା। ଘଟଣାର ସିବିଆଇ ଦଦନ୍ତ...

ସହଦେବଙ୍କ ସ୍ତ୍ରୀଙ୍କୁ ମିଳିବ ଚାକିରି: ଭାଜପାର ବଡ଼ ଘୋଷଣା

ଭୁବନେଶ୍ୱର, ୧୧ା୧(ସୁନିତ୍‌ ମିଶ୍ର):ସହଦେବ ନାୟକଙ୍କ ହତ୍ୟା ଘଟଣାକୁ ନେଇ ଏକାମ୍ର ବିଧାୟକ ବାବୁ ସିଂ ବିଜେଡିକୁ ଟାର୍ଗେଟ କରିଛନ୍ତି। ସୂଚନାଯୋଗ୍ୟ, ବୁଧବାର ସକାଳେ ରସୁଲଗଡ଼ ଫ୍ଲାଏଓଭରରେ ସ୍କୁଟି ଯାଉଥିବାବେଳ ସହଦେବଙ୍କୁ ଅଭିଯୁକ୍ତମାନେ ହତ୍ୟା କରିଥିଲେ। ଏହି ଘଟଣାରେ ଗୁରୁବାର ବିଜେଡି...

ଟୁଇନ୍‌ ସିଟିରେ ପ୍ରବଳ କୁହୁଡ଼ି, ୧୦୦ ମିଟର ଆଗକୁ ଦେଖାଯାଉନି ରାସ୍ତା

ଭୁବନେଶ୍ବର,୧୧।୧: ଭୁବନେଶ୍ବର ଓ କଟକର ବିଭିନ୍ନ ସ୍ଥାନରେ ଘନ କୁହୁଡ଼ି। ୧୦୦ ମିଟର ଆଗକୁ ରାସ୍ତା ଦେଖାଯାଉନି। ଘନ କୁହୁଡ଼ି ଯୋଗୁ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ଗଞ୍ଜାମ, ଗଜପତି, କଳାହାଣ୍ଡି ସମେତ ୬ ଜିଲାକୁ କୁହୁଡ଼ି ପାଇଁ ଆଲର୍ଟ...

ଫେବୃଆରୀ ଦ୍ୱିତୀୟ ସପ୍ତାହ ଯାଏ ଶୀତ ଲହର

ଭୁବନେଶ୍ୱର,୧୦ା୧(ଅନୁରାଧା ମହାରଣା)- ରାଜ୍ୟରେ ଗତ କିଛିଦିନ ହେଲା ଶୀତ ଲହରି ଜାରି ରହିଛି। ୧୦ ସହରରେ ପାରଦ ୧୦ ଡିଗ୍ରୀ ଓ ଏହା ତଳେ ରହିଛି। ମାତ୍ର ରବିବାରଠାରୁ ଶୀତ କମିଯିବ ଓ ୧୬ ତାରିଖରୁ ପୁଣି ବଢିବ ବୋଲି...

ସହଦେବ ହତ୍ୟା ଘଟଣାରେ ସାଂଘାତିକ ଅଭିଯୋଗ ଆଣିଲା ବିଜେଡି: ହତ୍ୟା ପଛରେ ରହିଛି…

ଭୁବନେଶ୍ୱର,୧୦।୧: ପୋଲିସ ମିତ୍ର ସହଦେ ନାୟକ ହତ୍ୟାକାଣ୍ଡ ଘଟଣାରେ ବିଜେଡି ବିଚାର ବିଭାଗୀୟ ତଦନ୍ତ ଦାବି କରିଛି। ଭିଡିଓ ଦେଖାଇ ବିଜେଡି ପୋଲିସକୁ ଟାର୍ଗେଟ କରିଛି। ଘରକୁ ଆସି ପୋଲିସ ଧମକାଉଥିବା ଭିଡିଓରେ କହିଛନ୍ତି। ନଭେମ୍ବର ୩ରେ ସହଦେବଙ୍କ ଘରକୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri