ମେଟ୍ରୋ

ମିଲର୍ସଙ୍କ ଦାବି ମାନିନେଲେ ସରକାର:ସ୍ବାଭାବିକ ହେଲା ଧାନ କିଣା

ଭୁବନେଶ୍ୱର,୭।୧:ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର କହିଛନ୍ତି, ଆଜିଠୁ ସ୍ବାଭାବିକ ହେଲା ଧାନ କିଣା। ମିଲର୍ସଙ୍କ କିଛି ଦାବିକୁ ମାନିଛନ୍ତି ସରକାର।୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ ହୋଇଛି। ୧୯ ଜିଲାରେ ୩.୧୫ ଲକ୍ଷ ଚାଷୀଙ୍କଠୁ ଧାନ ସଂଗ୍ରହ…

ବଙ୍ଗୋପସାଗରରେ ଅବପାତ ରୂପ ନେଲା ଲଘୁଚାପ, ୨୪ ଘଣ୍ଟାରେ…

ଭୁବନେଶ୍ୱର,୭।୧: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ରୂପ ନେଇଛି। ୨୪ ଘଣ୍ଟାରେ ଆହୁରି ଘନୀଭୂତ ହୋଇ ଗଭୀର ଅବପାତ ସମ୍ଭାବନା ରହିଛି। ଓଡ଼ିଶା ଉପରେ ପ୍ରଭାବ ନେଇ କୌଣସି ସୂଚନା ମିଳି ନାହିଁ। ଲଘୁଚାପକୁ ନେଇ ପାଣିପାଗ ବିଶେଷଜ୍ଞ ଶରତ ସାହୁ…

କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟି ୩ ବଡ଼ ଦାବି କଲେ ଅପରାଜିତା: ମିଳିଲା ଅନୁମୋଦନ, ୧୧୧ କୋଟିରେ ହେବ…

ଭୁବନେଶ୍ୱର,୭।୧: କେନ୍ଦ୍ର ମନ୍ତ୍ରୀ ନୀତୀନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ  ଅପରାଜିତା ସାକ୍ଷାତ କରିଛନ୍ତି। ସାକ୍ଷାତ ସମୟରେ ୩ଟି ମୁଖ୍ୟ ଦାବି ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସେଗୁଡିକ…

ଦୁଇ ମନ୍ଦିରରେ ବୁଲାଇଲେ କଳାକନ, ୭  ବର୍ଷ ଧରି ଖୋଲା ଯାଇ ନଥିବା ହୁଣ୍ଡିକୁ ଟାର୍ଗେଟ…

ଉଦଳା,୭।୧: ଅସହ୍ୟ ଜାଡୁଆ ଶୀତରେ ମନ୍ଦିରରୁ ବିଳମ୍ବିତ ରାତିରେ ଲୁଟିଲେ ଦୁର୍ବୃତ୍ତ। ଦୁଇ ମନ୍ଦିରରେ ବୁଲାଇଲେ କଳାକନା। ଏଭଳି ଅଭାବନୀୟ  ଘଟଣା ଘଟିଛି ଉଦଳା ଥାନା ଏନ୍‌ଏସି ୯ ନମ୍ବର ୱାର୍ଡରେ ଥିବା ପୁରାତନ ମଣି ନାଗେଶ୍ୱର ମନ୍ଦିର ଓ ଗାୟତ୍ରୀ…

ଡାକ୍ତରଙ୍କ ଆନ୍ଦୋଳନ: ସରକାର ଲଗାଇଲେ ‘ଏସ୍‌ମା’

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟରେ ଡାକ୍ତର ସଂଘ(ଓମ୍‌ସା) ପକ୍ଷରୁ ଜାରି ରହିଥିବା ଆନ୍ଦୋଳନକୁ ପ୍ରଶମିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର କଠୋର କାର୍ଯ୍ୟାନୁଷ୍ଠାନସ୍ବରୂପ ଜରୁରୀ ସେବା ପରିଚାଳନା ଆଇନ(ଏସ୍‌ମା) ଲାଗୁ କରାଯାଇଛି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ଗୃହ ବିଭାଗ…

ବିଦେଶୀ ଶିକ୍ଷାର୍ଥୀଙ୍କୁ ଆପଣାଇବାରେ କିଟ୍‌ ଦେଶର ୫ମ

ଭୁବନେଶ୍ୱର,୭।୧(ଅନୁରାଧା ମହାରଣା): ଓଡ଼ିଶାର ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ବୃତ୍ତିଗତ ପ୍ରତିଷ୍ଠାନଗୁଡ଼ିକୁ ବିଦେଶୀ ଶିକ୍ଷାର୍ଥୀଙ୍କ ସଂଖ୍ୟା କ୍ରମାଗତ ଭାବେ ବୃଦ୍ଧିପାଉଛି ବୋଲି ନିକଟରେ ନୀତି ଆୟୋଗଙ୍କ ରିପୋର୍ଟ ପ୍ରକାଶ ପାଇଛି। ଭାରତରେ ଉଚ୍ଚଶିକ୍ଷାର ଅନ୍ତର୍ଜାତୀୟକରଣ ଉପରେ ନୀତି ଆୟୋଗଙ୍କ ରିପୋର୍ଟ ଅନୁଯାୟୀ, ୨୦୨୧-୨୨…

ଓଟିଇଟି ପରୀକ୍ଷାକୁ ନେଇ ବଡ଼ ଖବର: : ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର…

ଭୁବନେଶ୍ୱର,୭।୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ନିର୍ଦ୍ଦେଶ: ମାର୍ଚ୍ଚ ୮ ସୁଦ୍ଧା ବାଳିକାଙ୍କ…

ଭୁବନେଶ୍ୱର,୭ା୧(ରବିନାରାୟଣ ଜେନା): ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର, ବାଳିକା ବିଦ୍ୟାଳୟ ଓ ମହାବିଦ୍ୟାଳୟରେ ମାର୍ଚ୍ଚ ୮ ପୂର୍ବରୁ ଯେପରି ଶୌଚାଳୟ ସୁନିଶ୍ଚିତ ହେବ ସେନେଇ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ସଂପୃକ୍ତ ବିଭାଗୀୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ନୂଆଦିଲ୍ଲୀଠାରେ ଡିସେମ୍ବର…

ଝାରସୁଗୁଡ଼ାରେ ୭୨ବର୍ଷର ରେକର୍ଡ ଭାଙ୍ଗିଲା ତାପମାତ୍ରା: ଆସନ୍ତା ୫ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୭ା୧(ବନ୍ଦନା ସେଠୀ): ରାଜ୍ୟକୁ ପୁଣି ଲେଉଟିଲା ଶୀତ। ଗତ ୨ଦିନ ହେବ ଶୀତ ସାମାନ୍ୟ କମ୍‌ ଥିବାବେଳେ ମଙ୍ଗଳବାରଠାରୁ ଶୀତ ପ୍ରକୋପ ପୁଣି ବୃଦ୍ଧି ପାଇଛି। ଆଗାମୀ ୪ଦିନରେ ଏହା ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା…

ଚାଷୀଙ୍କ ମୁଣ୍ଡରେ ଚଡ଼କ: ମଣ୍ଡିରେ ପଡ଼ିଛି ଧାନ, ଆସୁଛି ବର୍ଷା; ଦାବିରେ ଅଟଳ ମିଲର୍ସ ସଂଘ

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟା ଏବେ ସମ୍ପୂର୍ଣ୍ଣ ଅଚଳାବସ୍ଥା ଆଡ଼କୁ ଗତି କରୁଛି। ଗୋଟିଏ ପଟେ ରାଇସ୍ ମିଲରମାନେ ନିଜ ଜିଦ୍‌ରେ ଅଟଳ ଥିବାବେଳେ, ଅନ୍ୟପଟେ ବର୍ଷା ଓ ଲଘୁଚାପ ସୂଚନା ଚାଷୀଙ୍କ ଚିନ୍ତାକୁ ଦ୍ୱିଗୁଣିତ କରିଦେଇଛି। ମଙ୍ଗଳବାର ଖାଦ୍ୟ…

ଓଟିଇଟି ପରୀକ୍ଷା ଦେଇପାରିବେ ଦୁଇବର୍ଷିଆ ବିଏଡ୍‌ ଛାତ୍ରୀଛାତ୍ର; ଜାଣନ୍ତୁ ସବିଶେଷ…

ଭୁବନେଶ୍ୱର,୬ା୧(ସୁଚିସ୍ମିତା ସାହୁ): ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ଦେବା ପାଇଁ ସ୍ବତନ୍ତ୍ର ଶିକ୍ଷାରେ ଦୁଇବର୍ଷିଆ ବିଏଡ୍‌ କରିଥିବା ଛାତ୍ରୀଛାତ୍ରଙ୍କୁ ସୁଯୋଗ ମିଳିବ। ସେମାନେ ଓଟିଇଟି ପେପର୍‌-୨ ପରୀକ୍ଷା ଦେଇପାରିବେ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ସାମାଜିକ ଗଣମାଧ୍ୟମ…

ପୁଣି ବିଫଳ ହେଲା ମନ୍ତ୍ରୀ-ମିଲର୍ସ ଆଲୋଚନା: ଧାନ କିଣା ଅଚଳାବସ୍ଥା ଜାରି, ଚାଷୀ ସହିବେ କ୍ଷତି

ଭୁବନେଶ୍ୱର,୬।୧: ରାଜ୍ୟରେ ଧାନ କିଣା ପ୍ରକ୍ରିୟାକୁ ନେଇ ସୃଷ୍ଟି ହୋଇଥିବା ସଂକଟ ଦୂର ହେବାର ନାଁ ଧରୁନି। ମଙ୍ଗଳବାର ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ସହ ରାଇସ୍ ମିଲର ସଂଘର ବୈଠକ ପୁଣିଥରେ ବିଫଳ ହୋଇଛି। ଗତକାଲି ପରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri