ରାଜଧାନୀରେ ଚାଞ୍ଚଲ୍ୟ: ଗୋଟିଏ ରାତିରେ ଯୁବତୀ-ମହିଳାଙ୍କୁ ବଳାତ୍କାର, ଘରେ ପଶି…
ଭୁବନେଶ୍ୱର,୯ା୯(ତ୍ରିନାଥ ମହାନ୍ତି):ରାଜଧାନୀରେ ଗୋଟିଏ ରାତିରେ ଯୁବତୀ ଏବଂ ମହିଳାଙ୍କୁ ବଳାକତ୍ାର କରାଯାଇଛି। ଭରତପୁର ଥାନା ଅଞ୍ଚଳରେ ଜଣେ ଯୁବତୀଙ୍କୁ ପଡୋଶୀ ବଳାତ୍କାର କରିଥିବା ବେଳେ ଚନ୍ଦ୍ରଶେଖରପୁର ଥାନାଞ୍ଚଳରେ ଜଣେ ଡ୍ରାଇଭର ମହିଳା ରୋଷେୟାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଉଭୟ ଥାନା…
ଆସୁଛି ପୁଣି ଲଘୁଚାପ: ଘଡ଼ଘଡ଼ି ସହ ପ୍ରବଳ ବର୍ଷିବ, ଆଜିଠାରୁ…
ଭୁବନେଶ୍ୱର, ୯ା୯(ବନ୍ଦନା ସେଠୀ):ଆସନ୍ତା ୧୧ ତାରିଖ ବେଳକୁ ପଶ୍ଚିମ-ମଧ୍ୟ ଓ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡ଼ିଶା ଉପକୂଳ ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ଓଡ଼ିଶାରେ ବୁଧବାରଠାରୁ ବର୍ଷାର ପରିମାଣ ବଢ଼ିବା…
ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…
ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି। ମୟୂରଭଞ୍ଜ ଜିଲା ତିରିଂ ଅଞ୍ଚଳରୁ ତିରିଂ ଥାନା ପୋଲିସ ତାଙ୍କୁ ଉଦ୍ଧାର…
ରାଜଧାନୀରେ ମହିଳାଙ୍କୁ ବଳାତ୍କାର
ଭୁବନେଶ୍ୱର,୮।୯: ରାଜଧାନୀ ଭୁବନେଶ୍ୱର ଭରତପୁର ଥାନା ଅଞ୍ଚଳରୁ ଏକ ଲଜ୍ଜା ଜନକ ଘଟଣା ସାମ୍ନାକୁ ଆସିଛି। ଘରେ ପଶି ଜଣେ ମହିଳାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଯୁକ୍ତ ଜଣକ ଘରେ ପଶି ପଡ଼ୋଶୀ ମହିଳାଙ୍କୁ ବଳାତ୍କାର…
ନିଲମ୍ବିତ ହେଲେ ପୂର୍ବତନ ବିଧାୟକଙ୍କ ସ୍ବାମୀ, ଜାଣନ୍ତୁ କାରଣ…
ଭୁବନେଶ୍ୱର,୮।୯: ପୂର୍ବତନ ବିଧାୟକ ସ୍ନେହାଙ୍ଗିନୀ ଛୁରିଆଙ୍କ ସ୍ବାମୀ ଦୁର୍ଗା ଛୁରିଆଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ରାଜନୈତିକ କାର୍ଯ୍ୟକଳାପରେ ସମ୍ପୃକ୍ତି ଥିବା ଅଭିଯୋଗରେ ଓଡ଼ିଶା ସହକାରୀ ସମିତି ରେଜିଷ୍ଟ୍ରାରଙ୍କ କାର୍ଯ୍ୟାଳୟ ପକ୍ଷରୁ ଦୁର୍ଗାଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଦୁର୍ଗା କନ୍ଧମାଳ DRCSରେ SARCS…
୯ ଯୁବ IASଙ୍କୁ ମିଳିଲା ନୂଆ ଦାୟିତ୍ୱ: ଏହି ସବୁ ସ୍ଥାନରେ ଉପଜିଲାପାଳ ଭାବେ ହେଲେ ନିଯୁକ୍ତ
ଭୁବନେଶ୍ୱର, ୮।୯: ଟ୍ରେନିଂ ଶେଷ ପରେ ୯ ଯୁବ IASଙ୍କୁ ଉପଜିଲାପାଳ ନିଯୁକ୍ତି। ଏନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ଜାରି କରାଯାଇଛି। IAS ଅନିମେଶ ପ୍ରଧାନଙ୍କୁ ଆଠଗଡ଼ ଉପଜିଲାପାଳ, ପ୍ରଜ୍ଞାନନ୍ଦନ ଗିରିଙ୍କୁ ତାଳଚେର ଉପଜିଲାପାଳ, କସ୍ତୁରୀ ଶାହାଙ୍କୁ ଭବାନୀପାଟଣା ଉପଜିଲାପାଳ…
୫ ଓରାଙ୍ଗଉଟାନଙ୍କୁ ଆଣିବା ପାଇଁ ନନ୍ଦନକାନନରୁ ବାହାରିଲା ଏକ ଟିମ୍ : ଅନ୍ତର୍ଜାତୀୟ ସ୍ମଗଲିଂ ସନ୍ଦେହ
ନନ୍ଦନକାନନ,୮।୯: ଓଡ଼ିଶାରେ କେବେ ଓରାଙ୍ଗଉଟାନ ଦେଖାଯାଇଥିବା ନଜିର ନ ଥିବା ବେଳେ ବାଲେଶ୍ୱର ଜିଲା ଭୋଗରାଇ ଅଞ୍ଚଳରୁ ୫ଟି ଓରାଙ୍ଗଉଟାନ ଠାବ ହେବା ଘଟଣାକୁ ନେଇ ଚାଞ୍ଚଲ୍ୟ ସୃଷ୍ଟି ହୋଇଛି। ଏହା ପଛରେ ଅନ୍ତର୍ଜାତୀୟ ସ୍ମଗଲିଂର ସନ୍ଦେହ କରାଯାଉଛି ବୋଲି ପିସିସିଏଫ୍…
ପାଞ୍ଚ ଦିନିଆ ଦୁବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୮।୯: ପାଞ୍ଚ ଦିନିଆ UAE ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ। ଓଡ଼ିଶାକୁ ଅଧିକ ପୁଞ୍ଜି ଆକର୍ଷଣ କରିବା ସହ ରାଜ୍ୟରେ ଶିଳ୍ପ ଓ ନିଯୁକ୍ତି ସୁଯୋଗ ବୃଦ୍ଧି ଲକ୍ଷ୍ୟରେ ଏହି ଗସ୍ତ ଗୁରୁତ୍ୱ ବହନ କରୁଛି। ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଦୁବାଇର…
୯ରେ ଘୂର୍ଣ୍ଣିବଳୟ ସୃଷ୍ଟି ସମ୍ଭାବନା: ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର,୮ା୯(ବନ୍ଦନା ସେଠୀ):ରାଜ୍ୟରେ ଆସନ୍ତା ୯ ତାରିଖରୁ ବଢ଼ିପାରେ ବର୍ଷାର ପରିମାଣ। ଏହି ସମୟ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପ୍ରଭାବରେ ବର୍ଷାର ପରିମାଣ ବଢିବା ସହ ପ୍ରବଳ ବର୍ଷା ହୋଇପାରେ ବୋଲି…
ରାଜ୍ୟ କ୍ୟାବିନେଟ୍ରେ ବଡ଼ ଘୋଷଣା: ପେନସନ୍ ବିଳମ୍ବ ହେଲେ ମିଳିବ ସୁଧ
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବକୁ ମିଳିଲା ରାଜ୍ୟ କ୍ୟାବିନେଟ୍ର ଅନୁମୋଦନ। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍। ଏହା ସହ ଓଡ଼ିଶା ବେସାମରିକ ସେବା…
୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର: ଏହିସବୁ ଉପରେ ବଡ଼ ଘୋଷଣା
ଭୁବନେଶ୍ୱର, ୭।୯: ୧୮ ପ୍ରସ୍ତାବ ଉପରେ ବାଜିଲା କ୍ୟାବିନେଟ୍ ମୋହର। ୧୨ ଟି ବିଭାଗର ୧୮ଟି ପ୍ରସ୍ତାବକୁ ସୋମବାର ଅନୁମୋଦନ ମିଳିଛି। ଏଥିରେ ଓଡ଼ିଶା ଜନ ବିଶ୍ୱାସ ବିଲ୍-୨୦୨୬କୁ ଅନୁମୋଦନ ଦେଇଛି ରାଜ୍ୟ କ୍ୟାବିନେଟ୍। ଏହା ସହ ଓଡ଼ିଶା ବେସାମରିକ ସେବା…
IAS ସ୍ତରରେ ବଡ଼ ଅଦଳବଦଳ: ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ୱ
ଭୁବନେଶ୍ୱର, ୭।୯: IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର। ସାଧାରଣ ପ୍ରଶାସନ ବିଭାଗର ପ୍ରମୁଖ ଶାସନ ସଚିବ ହେଲେ ସୁରେଶ ବଶିଷ୍ଠ। ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ୱ ମଧ୍ୟ ତୁଲାଇବେ। ସୁଧାଂଶୁ ମୋହନ ସାମଲଙ୍କୁ OMC ଅଧ୍ୟକ୍ଷ ଦାୟିତ୍ୱ…

