‘ଆପଣମାନଙ୍କ ପାଇଁ ମୁଁ ବିଦେଶରେ ଗର୍ବ ଅନୁଭବ କରେ’
ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନଠାରେ ଆୟୋଜିତ ହୋଇଥିବା ୧୮ତମ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦ୍ଘାଟନ କରିଛନ୍ତି। ପ୍ରବାସୀମାନଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଆପଣମାନଙ୍କ ପାଇଁ ମୁଁ ଆଜି ବିଦେଶରେ ଗର୍ବିତ। ଭାରତୀୟମାନେ ଯେଉଁଠିକି ଯାଆନ୍ତି...
ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର,୯ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ଜନତା ମଇଦାନରେ ପ୍ରବାସୀ ଭାରତୀୟ ଦିବସ ଉଦ୍ଘାଟନ କରିଛନ୍ତି। ଭିଡିଓ କନ୍ଫରେନ୍ସିଂ ମାଧ୍ୟମରେ ମୋଦି ଏହି ଦିବସର ଶୁଭାରମ୍ଭ କରିଛନ୍ତି। ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏବଂ ରାଜ୍ୟପାଳ ହରିବାବୁ...
ଅଧରାତିରେ ନେତାଙ୍କ ସହ ମାନସମନ୍ଥନ କଲେ ମୋଦି: ଜାଣନ୍ତୁ କ’ଣ ହେଲା ଆଲୋଚନା
ଭୁବନେଶ୍ୱର,୯।୧: ପ୍ରବାସୀ ଭାରତୀୟ ସମ୍ମିଳନୀରେ ଯୋଗଦେବା ପାଇଁ ପ୍ରଧାନମନ୍ତ୍ରୀ ଓଡ଼ିଶାରେ ଅଛନ୍ତି। ଓଡ଼ିଶାରେ ପହଞ୍ଚିବା ପରେ ମୋଦି ଅଧରାତିରେ ବିକାଶର ଦୂରଦୃଷ୍ଟି ସଂପନ୍ନ ଯୋଜନାର ମାନସମନ୍ଥନ କରିଛନ୍ତି। ବିଭିନ୍ନ ଯୋଜନା ଓ କ୍ରିୟାନ୍ବୟନ ନେଇ ସେ ଆଲୋଚନା କରିଛନ୍ତି। ବିଭିନ୍ନ...
୭ ମାସରେ ଆଇନଶୃଙ୍ଖଳା ଚିନ୍ତାଜନକ: ବିଜେଡି
ଭୁବନେଶ୍ୱର,୯ା୧(ଅନିଲ ଦାସ):ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ବୁଧବାରଠାରୁ ଭୁବନେଶ୍ୱରରେ ଆରମ୍ଭ ହୋଇଛି । ଦେଶ ବିଦେଶରୁ ପ୍ରବାସୀ ଓଡ଼ିଶାରେ ଏକତ୍ରିତ ହୋଇଛନ୍ତି । ଏହା ନିଶ୍ଚିତ ଭାବେ ଓଡ଼ିଶା ପାଇଁ ଏକ ସୌଭାଗ୍ୟର କଥା। ଅନ୍ୟପକ୍ଷରେ ରାଜ୍ୟରେ ଆଇନଶୃଙ୍ଖଳା ବିପର୍ଯ୍ୟସ୍ତ...
ନବୀନଙ୍କ ଅସଲ ମୁଖା ଖୋଲିବେ ପ୍ରଦୀପ ପାଣିଗ୍ରାହୀ: ଓଡ଼ିଆ ନବବର୍ଷକୁ ଅପେକ୍ଷା
ଭୁବନେଶ୍ୱର, ୯ା୧(ସୁନିତ୍ ମିଶ୍ର):ବ୍ରହ୍ମପୁର ଏମ୍ପି ପ୍ରଦୀପ ପାଣିଗ୍ରାହୀଙ୍କ ସହ ବିଜେଡିର ସମ୍ପର୍କରେ ତିକ୍ତତା ଆସିବା ପରେ ସେ ସବୁବେଳେ ଚର୍ଚ୍ଚାରେ ରହିଆସିଛନ୍ତି। ଅନେକ ସମୟରେ ବିଜେଡି ବିରୋଧରେ ବିଷ ଓକାଳୁଥିବା ପ୍ରଦୀପ କେତେକ ମାମଲାରେ ନିର୍ଦ୍ଦୋଷ ସାବ୍ୟସ୍ତ ହେବା ପରେ...
ଶିଶ୍ମହଲ ବନାମ ରାଜମହଲ:ସରକାରୀ ବଙ୍ଗଳାକୁ ନେଇ ହାଇଡ୍ରାମା
ନୂଆଦିଲ୍ଲୀ,୯ା୧:ଏକଦା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲଙ୍କ ଦଖଲରେ ଥିବା ସରକାରୀ ବଙ୍ଗଳା (ଭାଜପା ଭାଷାରେ ଶିଶ୍ମହଲ) ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଲୋକ କଲ୍ୟାଣ ମାର୍ଗସ୍ଥିତ ସରକାରୀ ବାସଭବନ (ଆପ୍ ମତରେ ରାଜମହଲ)କୁ ନେଇ ବୁଧବାର ହାଇଡ୍ରାମା ଦେଖିବାକୁ...
ଏହି ମାସଠୁ ଲାଗୁ ହେବ ଆୟୁଷ୍ମାନ୍ ଯୋଜନା: ସ୍ବାସ୍ଥ୍ୟମନ୍ତ୍ରୀ ଦେଲେ ବଡ଼ ସୂଚନା
ଭୁବନେଶ୍ୱର,୯ା୧(ସୁନିତ୍ ମିଶ୍ର):ରାଜ୍ୟରେ ଆୟୁଷ୍ମାନ୍ ଭାରତ ଯୋଜନା ଲାଗୁକରିବା ଲାଗି ରାଜ୍ୟ ସରକାର ବ୍ୟାପକ ଉଦ୍ୟମ ଚଳାଇଛନ୍ତି। ରାଜ୍ୟ ସରକାରଙ୍କ ନିଜସ୍ବ ଗୋପବନ୍ଧୁ ଜନ ଆରୋଗ୍ୟ ଏବଂ କେନ୍ଦ୍ର ସରକାରଙ୍କ ଆୟୁଷ୍ମାନ୍ ଭାରତ ଯୋଜନାକୁ ମିଶାଇ ଗୋଟିଏ କାର୍ଡ ପ୍ରସ୍ତୁତ କରିବାକୁ...
ଆଜି ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
ଭୁବନେଶ୍ୱର, ୯ା୧(ସୁନିତ୍ ମିଶ୍ର):ବିଶାଖାପାଟଣାର ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ୍ ହାଇଡ୍ରୋଜେନ୍ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସାରେ ସ୍ବତନ୍ତ୍ର ବିମାନ ଯୋଗେ ଆସି ଭୁବନେଶ୍ୱରଠାରେ ପହଞ୍ଚିଛନ୍ତି। ଏହି ସମୟରେ ତାଙ୍କୁ ସ୍ବାଗତକରିବା ପାଇଁ ବିମାନବନ୍ଦର...
ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍ଘାଟନ
ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ ସେଠାରୁ ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ବରରେ ପହଞ୍ଚିଛନ୍ତି। ଆଜି ପ୍ରଧାନମନ୍ତ୍ରୀ ରାଜଭବନରେ...
ସରକାର ନେଲେ ବଡ଼ ନିଷ୍ପତ୍ତି: ଓଡ଼ିଶାର ଏହି ସମସ୍ତ ସ୍ଥାନରୁ କୁମ୍ଭ ମେଳାକୁ ଯିବ ବସ୍
ଭୁବନେଶ୍ୱର,୮ା୧: କୁମ୍ଭମେଳା ୨୦୨୫ ପାଇଁ ଅଯୋଧ୍ୟାକୁ ସ୍ୱତନ୍ତ୍ର ଓଡ଼ିଶା ରାଜ୍ୟ ସଡକ ପରିବହନ ନିଗମ (ଓଏସଆରଟିସି) ବସ୍ ଚଲାଇବାକୁ ଓଡିଶା ସରକାର ନିଷ୍ପତ୍ତି ନେଇଛନ୍ତି। ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ସ୍ୱତନ୍ତ୍ର ହାଇ-ଏଣ୍ଡ ପ୍ରିମିୟମ ଓଏସଆରଟିସି ବସ୍ ପୁରୀ, ସମ୍ବଲପୁର,...
ଧରାପଡ଼ିଲେ ରସୁଲଗଡ଼ ବିଚ୍ ରାସ୍ତାରେ ହତ୍ୟାକାଣ୍ଡ ଘଟାଇଥିବା ଅଭିଯୁକ୍ତ, ମହିଳାଙ୍କ ସହ ୩ ଗିରଫ
ଭୁବନେଶ୍ୱର,୮ା୧: ରାଜଧାନୀର ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ଅତି ବୀଭତ୍ସ ଭାବେ ବୁଧବାର ହତ୍ୟା କରାଯାଇଛି। ଉକ୍ତ ଘଟଣାରେ କମିଶନରେଟ୍ ପୋଲିସର ସ୍ପେଶାଲ ସ୍କ୍କାଡ୍ ନୟାଗଡ଼ ଜିଲା ଶରଣକୂଳରୁ ମହିଳାଙ୍କ ସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି। ଗିରଫ ଅଭିଯୁକ୍ତମାନେ...
ଏକୁଟିଆ ପାଇ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ, ଏଏସ୍ଆଇ ଗିରଫ
ଭୁବନେଶ୍ୱର,୮।୧: ଏକ ଲଜ୍ଜାଜନକ ଘଟଣାରେ ରେଳବାଇ ସୁରକ୍ଷା ବଳ (ଆରପିଏଫ) ର ସହକାରୀ ସବ-ଇନ୍ସପେକ୍ଟର (ଏଏସଆଇ) ଭୁବନେଶ୍ୱରରେ ସାହାଯ୍ୟ କରିବା ବାହାନା କରି ଜଣେ ଯୁବତୀଙ୍କ ସହିତ ଅସଦାଚରଣ ଅଭିଯୋଗରେ ବୁଧବାର ଗିରଫ ହୋଇଛନ୍ତି। ଯୁବତୀ ଜଣକ ପୋଲିସ ନିକଟରେ...
Archives


