ମେଟ୍ରୋ

ଏସଏସ ରାଜାମୋୖଲିଙ୍କ ହାଇ-ବଜେଟ SSMB29 ଶୁଟିଂ ପାଇଁ ପହଞ୍ଚିଲେ ପ୍ରିୟଙ୍କା ଚୋପ୍ରା, ଫଟୋ ଭାଇରାଲ୍

କୋରାପୁଟ,୧୦ା୩: ‘ଦେଶୀ ଗର୍ଲ’ ପ୍ରିୟଙ୍କା ଚୋପ୍ରା ଭାରତ ଆସିଛନ୍ତି। ମା’ ମଧୁ ଚୋପ୍ରା ଏସ୍ ରାଜାମୋୖଲିଙ୍କ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ‘SSMB 29’ ରେ ତାଙ୍କର ସମ୍ପୃକ୍ତି ନିଶ୍ଚିତ କରିବା ପରେ ପ୍ରଶଂସକଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଏହାରି ମଧ୍ୟରେ…

‘ପ୍ରମାଣ ଅଭାବ’, ୧୪ ବର୍ଷ ଜେଲରେ ଥିବା ହତ୍ୟା ଅଭିଯୁକ୍ତଙ୍କୁ ମୁକ୍ତ କଲେ ଓଡ଼ିଶା ହାଇକୋର୍ଟ

କଟକ,୧୦।୩: ୪୨ ବର୍ଷୀୟ ହତ୍ୟା ଅପରାଧୀ ମଦନ କହଁରଙ୍କୁ ଅପରାଧ ସମ୍ପର୍କିତ ପର୍ଯ୍ୟାପ୍ତ ପ୍ରମାଣ ଦର୍ଶାଇ ୧୪ ବର୍ଷ ଜେଲରେ ରହିବା ପରେ ଓଡ଼ିଶା ହାଇକୋର୍ଟ ତାଙ୍କୁ ମୁକ୍ତ କରିଛନ୍ତି। ବିଚାରପତି ସଙ୍ଗମ କୁମାର ସାହୁ ଏବଂ ଚିତ୍ତରଞ୍ଜନ ଦାଶଙ୍କ ଦୁଇ…

ବିଧାୟକ ସାରଦା ପ୍ରଧାନଙ୍କ ଗିରଫ ଦାବି କଲା ବିଜେଡି

ଭୁବନେଶ୍ୱର,୧୦ା୩: ମାହାଙ୍ଗା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପୋଡାମରାଇ ପଞ୍ଚାୟତର ପଞ୍ଚାୟତ ସମିତି ସଭ୍ୟା ସୋନାଲି ପ୍ରିୟଦର୍ଶିନୀ ରାଉତଙ୍କ ଉପରେ ଆକ୍ରମଣ ଘଟଣାକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛି ବିଜେଡି। ଏହି ଘଟଣାରେ ମାହାଙ୍ଗା ସ୍ବାଧୀନ ବିଧାୟକ ସାରଦା ପ୍ରଧାନଙ୍କ ସମ୍ପୃକ୍ତି…

ଓଡ଼ିଶାରେ ହୋଲି ୨୦୨୫ ତାରିଖ: ସରକାରୀ କ୍ୟାଲେଣ୍ଡର ଅନୁସାରେ ହୋଲି, ଦୋଳ ପୂର୍ଣ୍ଣିମା ତାରିଖ ଜାଣନ୍ତୁ

ଭୁବନେଶ୍ୱର,୧୦।୩: ସରକାରୀ କ୍ୟାଲେଣ୍ଡର ଅନୁସାରେ ସମଗ୍ର ଓଡ଼ିଶାରେ ହୋଲି ପର୍ବ ମାର୍ଚ୍ଚ ୧୫, ୨୦୨୫ (ଶନିବାର) ପାଳନ କରାଯିବ। ହୋଲିର ଗୋଟିଏ ଦିନ ପୂର୍ବରୁ, ମାର୍ଚ୍ଚ ୧୪, ୨୦୨୫ (ଶୁକ୍ରବାର) ରେ ଦୋଳ ପୂର୍ଣ୍ଣିମା ପାଳନ କରାଯିବ। ରଙ୍ଗର ପର୍ବ ହୋଲି,…

ରାଜ୍ୟରେ ବଢୁଛି ତମାଖୁ-ପାନ ମସଲା ବିକ୍ରୟରୁ ଟିକସ ଆଦାୟ: ୧୦ ବର୍ଷରେ ପୁରିଲାଣି ସରକାରଙ୍କ ପକେଟ

ଭୁବନେଶ୍ୱର,୧୦୩: ଗତ ଦଶ ବର୍ଷ ମଧ୍ୟରେ ତମାଖୁ ଉତ୍ପାଦ ଏବଂ ପାନ ମସଲା ବିକ୍ରୟରୁ ଓଡ଼ିଶା ସରକାର ୬,୫୯୫.୫୫ କୋଟି ଟଙ୍କା ଟିକସ ଆଦାୟ କରିଛି। ବିଧାୟକ ଟଙ୍କଧର ତ୍ରିପାଠିଙ୍କ ଏକ ପ୍ରଶ୍ନର ଉତ୍ତରରେ ସୋମବାର ରାଜ୍ୟ ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ…

୫ ବର୍ଷରେ ଗିରଫ ହୋଇଛନ୍ତି ୮୨୭ ସରକାରୀ ବାବୁ, ଏବେ ବି ୧୧୩୧ ମାମଲାର ଚାଲିଛି ବିଚାର

ଭୁବନେଶ୍ୱର,୧୦ା୩: ୫ ବର୍ଷରେ ୮୨୭ ସରକାରୀ କର୍ମଚାରୀ ଗିରଫ ହୋଇଥିବାବେଳେ ୪୩୬ ସରକାରୀ କର୍ମଚାରୀ ବିଭିନ୍ନ ମୋକଦ୍ଦମାରେ ଦଣ୍ଡିତ ହୋଇଛନ୍ତି। ଏବେ ବି ୧୧୩୧ଟି ମାମଲାର ବିଚାର ପ୍ରକ୍ରିୟା ଜାରି ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସୋମବାର…

ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ୭୨ ଜଣ ଛାତ୍ର ଆତ୍ମହତ୍ୟା କରିଛନ୍ତି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦ା୩: ଗତ ୫ ବର୍ଷ ମଧ୍ୟରେ ଓଡ଼ିଶାରେ ମୋଟ ୭୨ ଜଣ ଛାତ୍ର ଆତ୍ମହତ୍ୟା କରି ମୃତ୍ୟୁବରଣ କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି। ଛାତ୍ର ଆତ୍ମହତ୍ୟା ଏବଂ ଏହି ଘଟଣା ପଛର କାରଣ…

ଦଳକୁ ବିଶ୍ୱବିଜୟୀ କରିବା ପରେ ସଫଳତାର ରାଜ୍‌ ଖୋଲିଲେ ରୋହିତ ଶର୍ମା

ଦୁବାଇ,୧୦।୩: ଚାମ୍ପିଅନ୍ସ ଟ୍ରଫିର ଶେଷ ମ୍ୟାଚ୍‌ରେ ୨୫୨ ରନ୍‌ର ପିଛା କରି ଭାରତ ୪ ଉଇକେଟ୍‌ରେ ଏକ ଚମତ୍କାର ବିଜୟ ହାସଲ କରିଛି। ଟିମ ଇଣ୍ଡିଆ ତୃତୀୟ ଥର ପାଇଁ ଆଇସିସି ଚାମ୍ପିଅନ୍ସ ଟ୍ରଫି ଟାଇଟଲ ଜିତିଲା। ରୋହିତ ଶର୍ମା ୭୬…

୮ ମାସରେ ୨୬ ଛାତ୍ରୀଛାତ୍ର ମୃତ:ଅବ୍ୟବସ୍ଥା ଘେରରେ ଆଦିବାସୀ ଆବାସିକ ବିଦ୍ୟାଳୟ

ଭୁବନେଶ୍ୱର, (ଏଜେନ୍ସି)୧୦ା୩ :ରାଜ୍ୟରେ ଏସ୍‌ସି, ଏସ୍‌ଟି ବିଭାଗ ଦ୍ୱାରା ପରିଚାଳିତ ମୋଟ ୧୭୪୬ ଆଦିବାସୀ ଆବାସିକ ବିଦ୍ୟାଳୟ ରହିଛି। ଉକ୍ତ ସ୍କୁଲଗୁଡ଼ିକରେ ପ୍ରାୟ ୫.୭ ଲକ୍ଷ ଛାତ୍ରୀଛାତ୍ର ପଢ଼ୁଥିବାବେଳେ ସେମାନଙ୍କ ରହିବା ପାଇଁ ୬,୭୦୦ ହଷ୍ଟେଲ ନିର୍ମାଣ କରାଯାଇଛି। ତେବେ ଅନେକ…

୫ ଦିନରେ ୪୦ ଡିଗ୍ରୀ ଛୁଇଁବ ତାପମାତ୍ରା

ଭୁବନେଶ୍ୱର,୧୦ା୩(ଅନୁରାଧା ମହାରଣା):ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ ଓ ବଲାଙ୍ଗୀର ଜିଲାରେ ରବିବାର ତାପମାତ୍ରା ୩୭ ଡିଗ୍ରୀ ସେଲ୍‌ସିୟସ ଉପରେ ଥିବା ରେକର୍ଡ କରାଯାଇଛି। ତେବେ ରାଜ୍ୟର କିଛି ଆଭ୍ୟନ୍ତରୀଣ ଜିଲାରେ ଆସନ୍ତା ୪ରୁ ୫ ଦିନ ମଧ୍ୟରେ ଦିନର ସର୍ବୋଚ୍ଚ…

ଧରିତ୍ରୀ ଲାଇଭ୍‌ ଖବରଦାତାଙ୍କୁ ଆକ୍ରମଣ: ଦୁଇ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୯।୨(ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଲକ୍ଷ୍ମୀସାଗର ଥାନା ଅନ୍ତର୍ଗତ ଝାରପଡା ରୋଡରେ ରବିବାର ଧରିତ୍ରୀ ଲାଇଭ୍‌ ଖବରଦାତା ଦେବୀପ୍ରସାଦ ସାହୁଙ୍କୁ ଆକ୍ରମଣ ହୋଇଛି। ଗାଡି ସାଇଡ୍‌ କରିବାକୁ କହିବାରୁ ଦୁଇଜଣ ଅସାମାଜିକ ବ୍ୟକ୍ତି ଉତ୍ତ୍ୟକ୍ତ ହୋଇ ଧରିତ୍ରୀ ଲାଇଭ୍‌ ଟିମ୍‌କୁ ହଠାତ୍‌ ଆକ୍ରମଣ…

ଜୟନାରାୟଣଙ୍କୁ କାଉଣ୍ଟର କଲେ ତାରା, କହିଲେ ଏହା କ’ଣ ଓଡ଼ିଆ ଅସ୍ମିତାର…

ଭୁବନେଶ୍ୱର,୯ା୩: କଂଗ୍ରେସର ବରିଷ୍ଠ ବିଧାୟକ ତାରା ପ୍ରସାଦ ବାହିନୀ ପତି ଭାଜପା ବିଧାୟକ ଜୟନାରାୟଣ ମିଶ୍ରଙ୍କ ବୟାନ ଉପରେ କାଉଣ୍ଟର କରିଛନ୍ତି। ତାରା କହିଛନ୍ତି, ଓଡ଼ିଶାକୁ ଭାଗ ଭାଗ କରିବା କ’ଣ ଓଡ଼ିଆ ଅସ୍ମିତା? ସେ ଓଡ଼ିଶାକୁ ଭାଗ କଲା ଭଳି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri