ବଢିବ ଶୀତ: ୩ ଜିଲାରେ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୧(ଅନୁରାଧା ମହାରଣା):ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତର ପ୍ରଭାବ ବଢ଼ିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍ କିମ୍ବା ଏହାଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ତାପମାତ୍ରା ୭ଡିଗ୍ରୀ ରହିଥିଲାବେଳେ ଝାରସୁଗୁଡାରେ ୮ ଡିଗ୍ରୀ, କେନ୍ଦୁଝରରେ...
ଘନ କୁହୁଡ଼ି ନେଇ ଏହି ସବୁ ଜିଲାକୁ ୟେଲୋ ଓ୍ବାର୍ନିଂ
ଭୁବନେଶ୍ୱର,୩ା୧: ନୂଆ ବର୍ଷ ଆରମ୍ଭରୁ ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଗୁରୁବାର ରାଜ୍ୟର ଏକାଧିକ ସ୍ଥାନରେ ୧୦ ଡିଗ୍ରୀ ସେଲସିୟସ୍ କିମ୍ବା ଏହାଠାରୁ କମ୍ ତାପମାତ୍ରା ରେକର୍ଡ ହୋଇଛି। ରାଉରକେଲାରେ ସର୍ବନିମ୍ନ ୭ଡିଗ୍ରୀ ରହିଥିବା ବେଳେ ଝାରସୁଗୁଡାରେ ୮...
ଆମ କାର୍ଯ୍ୟଶୈଳୀ ବିରୋଧୀଙ୍କୁ ତୃଣମୂଳ ସ୍ତରକୁ ଯିବାକୁ ବାଧ୍ୟ କରିଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୧: ସ୍ୱାଧୀନତା ସଂଗ୍ରାମୀ ମହୋତ୍ସବ ମଞ୍ଚରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ”ଦିନେ ଯେଉଁମାନେ ସାଧାରଣ ଲୋକଙ୍କୁ ଦେଖା କରୁ ନ ଥିଲେ ଆଜି ଆଇଭୋରୁ ଟାୱାରରୁ ବାହାରି ଗାଁ ଦାଣ୍ଡ...
ଗଣତନ୍ତ୍ର ଦିବସ ୨୦୨୫ ପରେଡରେ ଗଡିବନି ଓଡ଼ିଶା ପ୍ରଜ୍ଞାପନ ମେଢ଼, ଜାଣନ୍ତୁ କେଉଁଠି ରହିଲା ଭୁଲ୍
ଭୁବନେଶ୍ୱର,୨।୧: ଗଣତନ୍ତ୍ର ଦିବସ ପରେଡରେ ରାଜ୍ୟର ପ୍ରଜ୍ଞାପନ ମେଢ଼ ଦେଖିବା ପାଇଁ ଆଶା ରଖିଥିବା ଓଡିଶାବାସୀଙ୍କୁ ନିରାଶ ହେବାକୁ ପଡିବ। କାରଣ ରାଜ୍ୟ ସରକାର ପଠାଇଥିବା ପ୍ରଜ୍ଞାପନ ମେଢ଼ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରାଯାଇଛି। ସରକାରୀ ସୂତ୍ରରୁ ପ୍ରକାଶ ଯେ ପ୍ରତିରକ୍ଷା...
ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ରାଜ୍ୟପାଳ: ରାଜଭବନ ପକ୍ଷରୁ ଦିଆଗଲା ଗାର୍ଡ ଅଫ୍ ଅନର
ଭୁବନେଶ୍ୱର,୨ା୧: ଭୁବନେଶ୍ୱରରେ ପହଞ୍ଚିଛନ୍ତି ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମ୍ପତି। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ ସମ୍ବର୍ଦ୍ଧନା କରାଯାଇଥିଲା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଦୁଇ ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀ ମଣ୍ଡଳର ସଦସ୍ୟ ଉପସ୍ଥିତ ରହି ନୂଆ...
ମୋହନଙ୍କୁ ଚିଠି ଲେଖିଲେ ନବୀନ, ଏଥିରେ ଲେଖାଅଛି ଏମିତି…
ଭୁବନେଶ୍ୱର,୨ା୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ବିରୋଧୀଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚିଠି ଲେଖିଛନ୍ତି। ଅଦିନିଆ ବର୍ଷାରେ ଚାଷ କ୍ଷତି ଭରଣା ପାଇଁ ଏହି ଚିଠି ଜରିଆରେ ଦାବି ଜଣାଇଛନ୍ତି ନବୀନ। ନବୀନ ଲେଖିଛନ୍ତି, ନିର୍ଦ୍ଧାରିତ...
ରାଜ୍ୟ ଭିଜିଲାନ୍ସରେ ୮ ଏଏସ୍ପି, ୨୪ ଡିଏସ୍ପି,୧୬ ଏସ୍ଆଇ ପଦବୀ ହେବ ସୃଷ୍ଟି
ଭୁବନେଶ୍ୱର,୨ା୧(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୁର୍ନୀତି ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଆସିଛନ୍ତି। ବିଶେଷକରି ଉଚ୍ଚସ୍ତରରେ ଦୁର୍ନୀତି ଉପରେ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଉଛି। ଏଥିପାଇଁ ରାଜ୍ୟ ଦୁର୍ନୀତି ନିବାରଣ ସଂସ୍ଥାର ଶକ୍ତି ବୃଦ୍ଧିର ଆବଶ୍ୟକତାକୁ ଦୃଷ୍ଟିରେ ରଖି...
ବଦଳିଲେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ, ମିଳିଲା ଏହି ଦାୟିତ୍ୱ
ଭୁବନେଶ୍ୱର,୨ା୧: ନୂଆବର୍ଷ ଆରମ୍ଭରୁ ଆଇଏଏସ୍ ସ୍ତରରେ ଅଦଳବଦଳ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ବଦଳିଛନ୍ତି। ୫ ମାସ ତଳେ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତି ପାଇଥିବା ଅରିନ୍ଦମ ଡାକୁଆଙ୍କ ଗୁରୁବାର ବଦଳି ହୋଇଛି। ତାଙ୍କ...
ଓଡ଼ିଶା ଆସିବେ ଆଉ ୩ ମହାବଳ
ଭୁବନେଶ୍ୱର,୨ା୧: ଓଡ଼ିଶା ଆସିବେ ଆଉ ୩ ମହାବଳ। ଏନେଇ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ସିଂ ଖୁଣ୍ଟିଆ ସୂଚନା ଦେଇଛନ୍ତି। ଏହି ୩ ବାଘ ଓଡ଼ିଶା ଆସିବା ପରେ ତାଙ୍କୁ ଡେବ୍ରିଗଡ଼ ଅଭୟାରଣ୍ୟରେ ଛଡ଼ାଯିବ। ୫ ମହାବଳରୁ ଯମୁନା,...
ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ବଢିଲା ଭତ୍ତା ରାଶି, ଏଣିକି ପାଇବେ…
ଭୁବନେଶ୍ୱର,୨।୧: ସ୍ବାଧୀନତା ସଂଗ୍ରାମୀ ଦିବସ ସମାରୋହରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର ରାଜ୍ୟ ସରକାର ସ୍ବାଧୀନତା ସଂଗ୍ରାମୀଙ୍କ ଭତ୍ତା ବୃଦ୍ଧି କରିଛନ୍ତି। କାରାବରଣ କରିଥିବା ସ୍ବାଧୀନତା ସଂଗ୍ରାମୀଙ୍କ ପେନସନ ଦୁଇଗୁଣା ହୋଇଛି। କାରାବରଣ କରିଥିଲେ ୧୦...
ରାଜଧାନୀରେ ମର୍ଡର: ଯୁବକଙ୍କୁ ହତ୍ୟା କରି ରେଳଧାରଣାରେ ଫିଙ୍ଗିଦେଲେ ଦୁର୍ବୃତ୍ତ
ଭୁବନେଶ୍ୱରୀ,୨ା୧: ରାଜଧାନୀ ଭୁବନେଶ୍ବରରେ ଥମୁନି ମର୍ଡର। ଗୋଟିଏ ପରେ ଗୋଟିଏ ମୁଣ୍ଡ ଗଡ଼ାଇ ଚାଲିଛନ୍ତି ଦୁର୍ବୃତ୍ତ। ଗୁରୁବାର ପୁଣି ଏକ ବୀଭତ୍ସ ହତ୍ୟାକାଣ୍ଡ ସାମ୍ନାକୁ ଆସିଛି। ଜଣେ ଯୁବକଙ୍କୁ ଅତି ନିର୍ମମ ଭାବେ ହାଣି ହତ୍ୟା କରାଯାଇଥିବା ପରିବାର ଲୋକେ...
ଥରାଉଛି ଶୀତ, ଆହୁରି ଖସିବ ତାପମାତ୍ରା
ଭୁବନେଶ୍ୱର,୨ା୧: ରାଜ୍ୟକୁ ଫେରିଛି ଶୀତ। ବିଭିନ୍ନ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୨ରୁ ୪ ଡିଗ୍ରୀ ହ୍ରାସ ପାଇବା ନେଇ ପାଣିପାଗ ବିଭାଗ ଆକଳନ କରିଛି। ଗୁରୁବାରଠାରୁ ୪ ତାରିଖ ମଧ୍ୟରେ କେତେକ ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରୀ ତଳକୁ...
Archives


