ମେଟ୍ରୋ

Subhadra Scheme: ସୁଭଦ୍ରା ନିୟମରେ ହେଲା ବଡ଼ ପରିବର୍ତ୍ତନ! ବଡ଼ ଅପଡେଟ୍‌ ଦେଲେ ସରକାର

ଭୁବନେଶ୍ୱର,୫।୩: ସୁଭଦ୍ରା ଯୋଜନାକୁ ନେଇ ବଡ଼ ଖବର । ୩ ଦିନରେ ଦୁଇ ଦୁଇ ଥର ମିଳିବ ଟଙ୍କା । ଡବଲ କିସ୍ତି ପାଇବେ ହିତାଧିକାରୀ । ଏ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର । ମାର୍ଚ୍ଚ ୬…

ଶଙ୍ଖଭବନରେ ଗର୍ଜିଲେ ନବୀନ, ମୋହନଙ୍କୁ ସିଧା ଶୁଣାଇଦେଲେ…

ଭୁବନେଶ୍ୱର,୫।୩: ବିଜୁ ଜୟନ୍ତୀ ପାଳନକୁ ନେଇ ଭାଜପା ଉପରେ ବର୍ଷିଛନ୍ତି ନବୀନ ପଟ୍ଟନାୟକ। ଶଙ୍ଖଭବନରେ ମୋହନ ସରକାରଙ୍କ ଉପରେ ଗର୍ଜନ କରିଛନ୍ତି ବିଜେଡି ସୁପ୍ରିମୋ। ସେ କହିଛନ୍ତି, ବିଜୁ କ୍ରୀଡା ପୁରସ୍କାର ନାଁ ପରିବର୍ତ୍ତନ ନେଇ ଉଦ୍ୟମ ହୋଇଥିଲା। ବିମାନ ବନ୍ଦର…

ବିଜୁ ପଟ୍ଟନାୟକଙ୍କୁ ମନେପକାଇଲେ ପ୍ରଧାନମନ୍ତ୍ରୀ ମୋଦି: କହିଲେ ଏମିତି କଥା

ଭୁବନେଶ୍ୱର,୫।୩: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୯ତମ ଜନ୍ମ ଜୟନ୍ତୀ ଆଜି ରାଜ୍ୟରେ ପାଳନ କରାଯାଉଛି। ଏହି ଅବସରରେ ତାଙ୍କୁ ମନେ ପକାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସେ ଟୁଇଟ୍‌ ଯୋଗେ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି…

କଥାକଟା କଟିହେଲେ ମେୟର-ବିଧାୟକ: ୪ ବର୍ଷରେ ଯାହା…

ଭୁବନେଶ୍ୱର,୫।୩: ଭାଜପା ଦେଉଥିବା ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ତେବେ ମେୟରଙ୍କ ବୟାନର ଉତ୍ତର ରଖିଛନ୍ତି ବିଧାୟକ ବାବୁ ସିଂ। ସେ କହିଛନ୍ତି, ୨୪ ବର୍ଷରେ ଯାହା କରି ନ ଥିଲେ ତାହା ଆମେ କରିଛୁ। ଭୋଟ…

ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର କହିଲେ….

ଭୁବନେଶ୍ୱର,୫।୩: ଭାଜପା ଦେଉଥିବା ସୁଭଦ୍ରା ଯୋଜନାକୁ କଟାକ୍ଷ କଲେ ମେୟର ସୁଲୋଚନା ଦାସ। ସେ କହିଛନ୍ତି , ୫ ହଜାରରେ ମହିଳା କିଭଳି ସଶକ୍ତ ହେବ। ଏବେ ସୁଦ୍ଧା କେତେ ମହିଳା ସଶକ୍ତ ହୋଇଛନ୍ତି ବୋଲି ମେୟର ପ୍ରଶ୍ନ କରିଛନ୍ତି। ବିଜେଡି…

ପଞ୍ଚାୟତିରାଜ ଦିବସ: ଜୋର୍‌ ଧରିଲା ରାଜନୀତି

ଭୁବନେଶ୍ୱର,୫ା୩(ସୁନିତ୍‌ ମିଶ୍ର):ବିଜୁବାବୁଙ୍କ ଜୟନ୍ତୀ ଅର୍ଥାତ୍‌ ମାର୍ଚ୍ଚ ୫କୁ ପ୍ରତ୍ୟେକ ବର୍ଷ ରାଜ୍ୟ ସରକାର ପଞ୍ଚାୟତିରାଜ ଦିବସ ଭାବେ ପାଳନ କରିଆସୁଥିଲେ। ୨୪ ବର୍ଷ ଧରି କ୍ଷମତାରେ ଥିବା ବିଜେଡି ଶାସନରୁ ହଟଛି। ପ୍ରଥମ ଥର ଲାଗି ଭାଜପା କ୍ଷମତାକୁ ଆସିବା ପରେ…

ଆଜି ଖୋଲାରହିବ ସ୍କୁଲ, କଲେଜ

ଭୁବନେଶ୍ୱର,୫।୩(ସୁଚିସ୍ମିତା ସାହୁ):ରାଜ୍ୟ ସରକାରଙ୍କ ନିଷ୍ପତ୍ତି କ୍ରମେ ଚଳିତବର୍ଷ ମାର୍ଚ୍ଚ ୫ ପରିବର୍ତ୍ତେ ଏପ୍ରିଲ ୨୪ରେ ପଞ୍ଚାୟତିରାଜ ଦିବସ ପାଳନ ହେବ। ପୂର୍ବରୁ ମାର୍ଚ୍ଚ ୫ରେ ସମସ୍ତ ସ୍କୁଲ ଓ କଲେଜ ଛୁଟି ରହୁଥିଲା। ତେବେ ଏବର୍ଷ ମାର୍ଚ୍ଚ ୫ ବୁଧବାର ଦିନ…

ନବୀନଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ, ବିଜୁ ଜୟନ୍ତୀ କାର୍ଯ୍ୟକ୍ରମରେ ଯୋଗଦେବାକୁ…

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟ ସରକାରଙ୍କ ପକ୍ଷରୁ ବୁଧବାର ରାଜ୍ୟସ୍ତରୀୟ ବିଜୁ ଜୟନ୍ତୀ କାର୍ଯ୍ୟକ୍ରମ ହେବାକୁ ଯାଉଛି। ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ସମାରୋହକୁ ରାଜ୍ୟ ସରକାର ପାଳନ କରିବାକୁ ଯାଉଥିବା ବେଳେ ଏହି କାର୍ଯ୍ୟକ୍ରମରେ ଯୋଗଦେବା ଲାଗି ବିରୋଧୀ ଦଳ ନେତା…

ଶାରୀରିକ ପରୀକ୍ଷା ବେଳେ ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ୱର, ୪ା୩(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ସ୍ଥାନରେ ଫରେଷ୍ଟର, ଫରେଷ୍ଟ ଗାର୍ଡ ଓ ଲାଇଭ୍‌ ଷ୍ଟକ୍‌ ଇନ୍ସପେକ୍ଟର ପଦବୀ ନିଯୁକ୍ତି ପାଇଁ ଶାରୀରିକ ପରୀକ୍ଷା ଚାଲିଥିବା ସମୟରେ କେନ୍ଦୁଝରର ବ୍ୟୋମକେଶ ନାୟକ ଓ ସୁନ୍ଦରଗଡ଼ର ପ୍ରବୀଣ କୁମାର ପଣ୍ଡାଙ୍କ ମୃତ୍ୟୁ ଘଟିଛି।…

ପ୍ରଥମ ଥର ୩୯ ଡିଗ୍ରୀ ସେଲସିୟସ ଛୁଇଁଲା ତାତି

ଭୁବନେଶ୍ୱର,୪।୩(ଅନୁରାଧା ମହାରଣା)- ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଥିବାବେଳେ ଚଳିତ ବର୍ଷ ପ୍ରଥମଥର ପାଇଁ ତାପମାତ୍ରା ୩୯ଡିଗ୍ରୀ ସେଲସିୟସ ଛୁଇଁଛି। ଦିନ ତାପମାତ୍ରା ମଙ୍ଗଳବାର ଝାରସୁଗୁଡ଼ାରେ ସର୍ବାଧିକ ୩୯ଂ, ବୌଦ୍ଧ ୩୮.୫ଂ, ମାଲକାନଗିରି ୩୮.୪ଂ, ଅନୁଗୋଳ ୩୭.୯ଂ, ସମ୍ବଲପୁର ୩୭.୮ଂ, ପାରଳାଖେମୁଣ୍ଡି ୩୭.୮ଂ,…

Odisha school-College: ସ୍କୁଲ ଓ କଲେଜ ପିଲାଙ୍କ ପାଇଁ ବଡ଼ ଘୋଷଣା, ସରକାର କହିଲେ…

ଭୁବନେଶ୍ୱର,୪।୩: ଆସନ୍ତକାଲି ଅର୍ଥାତ୍‌ ମାର୍ଚ୍ଚ ୫ରେ ସ୍କୁଲ ଓ କଲେଜ ଖୋଲା ନା ବନ୍ଦ ରହିବ ଏନେଇ ଆସିଛି ବଡ଼ ଅପଡେଟ୍‌। ଗଣଶିକ୍ଷା ବିଭାଗ ପରେ ବର୍ତ୍ତମାନ ଉଚ୍ଚଶିକ୍ଷା ବିଭାଗ ନିର୍ଦ୍ଦେଶ ଜାରି କରିଛି। ଆସନ୍ତାକାଲି ସବୁ ସ୍କୁଲ ଓ କଲେଜ…

Big appointment announced for Puri temple: ପୁରୀ ଶ୍ରୀମନ୍ଦିର ପାଇଁ ବାହାରିଲା ବଡ଼ ନିଯୁକ୍ତି ସୁଯୋଗ, ୧୦୮୩ ପଦବୀ ଖାଲି, ଜାଣନ୍ତୁ ଆବେଦନ ପ୍ରକ୍ରିୟା

ପୁରୀ,୪।୩: ଶ୍ରୀକ୍ଷେତ୍ର ପୁରୀ ପାଇଁ ବଡ ଘୋଷଣା କରିଛନ୍ତି ରାଜ୍ୟ ସରକାର । ପୁରୀରେ ସୃଷ୍ଟି ହେବ ନିଯୁକ୍ତି ସୁଯୋଗ। ଶ୍ରୀମନ୍ଦିର ସୁରକ୍ଷା ଓ ଦର୍ଶନ ଗହଳିକୁ ଶୃଙ୍ଖଳିତ କରିବା ଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସୱତନ୍ତ୍ର ଶ୍ରୀମନ୍ଦିର ସୁରକ୍ଷା ବାହିନୀରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri