ମେଟ୍ରୋ

ନବମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରେମଜାଲରେ ଫସାଇଲେ ଶିକ୍ଷକ: ଅପହରଣ ପରେ ବଳାତ୍କାର କରି…

ଭୁବନେଶ୍ୱର,୨୧।୬ (ସତ୍ୟଜିତ୍‌ ରାଉତ): ଛାତ୍ରୀଙ୍କୁ ଅପହରଣ କରି ବଳାତ୍କାର କରିବା ଅଭିଯୋଗରେ ସ୍କୁଲ ଶିକ୍ଷକଙ୍କୁ ଇନ୍‌ଫୋସିଟି ଥାନା ପୋଲିସ ଗିରଫ କରିଛି। ସେ ହେଲେ ଏହି ଥାନା ଅନ୍ତର୍ଗତ ପ୍ରଶାନ୍ତି ବିହାରରେ ରହୁଥିବା କେନ୍ଦ୍ରାପଡା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ନୀଳକଣ୍ଠପୁରର…

ଯାତ୍ରାପାର୍ଟି ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଲେ ଅଭିନେତା କାହ୍ନା, କହିଲେ ମାଲିକ ଏବେ କଳାକାରଙ୍କୁ…

ଭୁବନେଶ୍ୱର,୨୧ା୬: ଥମୁନି ଯାତ୍ରାପାର୍ଟି ମାଲିକଙ୍କ ନାଁରେ ବିବାଦ। ଏବେ ସିଂହବାହିନୀ ମାଲିକଙ୍କ ନାଁରେ ସାଂଘାତିକ ଅଭିଯୋଗ ଆଣିଛନ୍ତି ଯାତ୍ରା କଳାକାର ତଥା ଭିଲିଆନ୍‌ କାହ୍ନା। ସେ କହିଛନ୍ତି, ସିଂହବାହିନୀ ଯାତ୍ରାପାର୍ଟି ମାଲିକ ସଞ୍ଜୀବ ପାଢ଼ୀ ମୋତେ ଜୀବନରୁ ମାରି ଦେଇଥାନ୍ତେ। ଷଡ଼ଯନ୍ତ୍ର…

କ୍ଷୀର ଦାମ୍‌ ବଢ଼ିଲା, ଜାଣନ୍ତୁ ଲିଟର ପିଛା କେତେ…

ଭୁବନେଶ୍ୱର,୨୧ା୬: ଓମଫେଡ୍‌ କ୍ଷୀର ଦାମ୍‌ ବଢ଼ିଛି। ବଜାରକୁ ଏବେ ଏହାର ନୂଆ ଦର ଆସିଛି। ପ୍ରିମିୟମ ଓ ଟୋନେଡ୍‌ କ୍ଷୀର ଲିଟର ପିଛା ୨ ଟଙ୍କା ବୃଦ୍ଧି ହୋଇଥିବାବେଳେ ଗୋଲ୍ଡ କ୍ଷୀର ଲିଟର ପ୍ରତି ୪ ଟଙ୍କା ବୃଦ୍ଧି ହୋଇଛି। ଏନେଇ…

ଯୋଗ ଦିବସରେ ଯୋଗ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୬: ଆଜି ଅର୍ଥାତ୍‌ ଜୁନ୍‌ ୨୧ରେ ଅନ୍ତର୍ଜାତୀୟ ଯୋଗ ଦିବସ। ଏହି ଅବସରରେ ଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଳିଙ୍ଗ ଷ୍ଟାଡିୟମରେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସମେତ ଅନ୍ୟ ମନ୍ତ୍ରୀମାନେ ବି ସାମିଲ ହୋଇଛନ୍ତି। ବିଶାଖାପାଟଣାରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ…

ଆଜି ବିଶ୍ୱ ଯୋଗ ଦିବସ

କଟକ,୨୧।୬(ଶିଳ୍ପା ପ୍ରିୟଦର୍ଶିନୀ): ଜୀବନ ତମାମ୍‌ ସୁସ୍ଥ ଶରୀର ଗଠନ କରିବାରେ ଯୋଗ ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ବହନ କରିଆସୁଛି। ଶନିବାର ବିଶ୍ୱ ଯୋଗ ଦିବସ ରହିଥିବାବେଳେ ଏହାର ଅବ୍ୟବହିତ ପୂର୍ବରୁ ସହରରେ ଥିବା ଯୋଗ କେନ୍ଦ୍ର ଓ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ…

ପୁଣି ବଢ଼ିଲା ମଧ୍ୟାହ୍ନ ଭୋଜନ ଦର: ଏବେ…

ଭୁବନେଶ୍ୱର,୨୦ା୬(ସୁଚିସ୍ମିତା ସାହୁ): ଗ୍ରୀଷ୍ମ ଛୁଟି ସରିବା ପରେ ଶୁକ୍ରବାରଠାରୁ ସାରା ରାଜ୍ୟରେ ସ୍କୁଲ ଖୋଲିଛି। ପ୍ରଥମ ଦିନରୁ ହିଁ ସ୍କୁଲରେ ମଧ୍ୟାହ୍ନଭୋଜନ ମିଳିଛି। ଏପରିସ୍ଥିତିରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ…

୧୨ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା, ବଡ଼ ଆଲର୍ଟ କଲା ଭାରତୀୟ ପାଣିପାଗ ବିଭାଗ

ଭୁବନେଶ୍ୱର, ୨୦।୬: ଭାରତୀୟ ପାଣିପାଗ ବିଭାଗ (IMD) ଓଡ଼ିଶା ପାଇଁ ଆଗାମୀ ସପ୍ତାହକର ପାଣିପାଗ ପୂର୍ବାନୁମାନ ଜାରି କରିଛି। ରାଜ୍ୟର ବିଭିନ୍ନ ଅଞ୍ଚଳରେ ମୌସୁମୀ ବର୍ଷା ଜାରି ରହିବ ଏବଂ କିଛି ଜିଲାରେ ପ୍ରବଳ ବର୍ଷା ସହ ଝଡ଼ତୋଫାନ ଓ ବଜ୍ରପାତର…

ଆସନ୍ତା ୨୭ ଯାଏ ରାଜ୍ୟରେ ବଜ୍ରପାତ ସହ ପବନ ବର୍ଷା, ଏହି ୨୦ ଜିଲାକୁ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୯ା୬(ଅନୁରାଧା ମହାରଣା) – ରାଜ୍ୟର ଅଧିକାଂଶ ସ୍ଥାନରେ ଗତ କିଛିଦିନ ଧରି ବର୍ଷା ଜାରି ରହିଛି। ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବିିଭିନ୍ନ ଜିଲାକୁ ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଶନିବାର…

ବିଞ୍ଜିଗିରିକୁ ସ୍ମାରକୀ ଗ୍ରାମ ଘୋଷଣା କଲେ ପ୍ରଧାନମନ୍ତ୍ରୀ

ଭଞ୍ଜନଗର,୨୦ା୬(ବାବୁଲା ପ୍ରଧାନ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ଜନତା ମୈଦାନରୁ ଆଭାସୀ ମାଧ୍ୟମରେ ଘୁମୁସର ବୀର ଚକରା ବିଷୋୟୀଙ୍କ ଜନ୍ମସ୍ଥାନ ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ବିଞ୍ଜିଗିରି ଗ୍ରାମକୁ ସ୍ମାରକୀ ଗ୍ରାମ ଭାବେ ଘୋଷଣା କରିଛନ୍ତି। ଏହାକୁ ନେଇ…

ଓଡ଼ିଶା ପାଇଁ ଟ୍ରମ୍ପଙ୍କ ଆମନ୍ତ୍ରଣକୁ ମନା କଲେ ମୋଦି, ଭୁବନେଶ୍ୱରରୁ କହିଦେଲେ…

ଭୁବନେଶ୍ୱର,୨୦।୬: ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ଭୁବନେଶ୍ୱର ପହଞ୍ଚିଛନ୍ତି ପ୍ରଧାନମନ୍ତ୍ରୀ ମୋଦି। ଏହି ଅବସରରେ ସେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କରିଛନ୍ତି। ସେ କହିଛନ୍ତି, ଏହି ବର୍ଷଟି ସୁଶାସନ ସ୍ଥାପନର ବର୍ଷ। ମୁଁ ଓଡ଼ିଶାବାସୀଙ୍କୁ ହୃଦୟରୁ ଅଭିନନ୍ଦନ ଜଣାଉଛି।…

ମୋଦିଙ୍କ ଆଗରେ ହିନ୍ଦୀରେ ଏତେ ବଡ଼କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟରେ ହଲଚଲ

ଭୁବନେଶ୍ୱର,୨୦।୬: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରର ପ୍ରଥମ ବର୍ଷ ପୂର୍ତ୍ତି ଉତ୍ସବ ଅବସରରେ ସ୍ବାଗତ ଭାଷଣ ହିନ୍ଦୀରେ ପ୍ରଦାନ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଭାଷଣରେ ରାଜ୍ୟର ବିକାଶ, ସାମାଜିକ ସମାନତା ଏବଂ ଅର୍ଥନୈତିକ ସଶକ୍ତିକରଣ ଉପରେ ଗୁରୁତ୍ୱ ଦେଇଥିଲେ।…

ଗିରଫ ହେବେ କି ଆଇଏଏସ୍ ବିଷ୍ଣୁପଦ ସେଠୀ : ଲାଗିଲା ଶକ୍ତ ଝଟ୍‌କା

ଭୁବନେଶ୍ୱର,୨୦।୬: ବଢ଼ିଲା IAS ବିଷ୍ଣୁପଦ ସେଠୀଙ୍କ ଅଡ଼ୁଆ। ହାଇକୋର୍ଟରେ ବିଷ୍ଣୁପଦଙ୍କ ଆବେଦନ ଖାରଜ ହୋଇଛି। ୧୦ ଲକ୍ଷ ଲାଞ୍ଚ ଘଟଣାରେ ବିଷ୍ଣୁପଦଙ୍କ ଘରେ CBI ରେଡ ହୋଇଥିଲା। ଲାଞ୍ଚ ମାମଲାରେ ତାଙ୍କ ଘରକୁ ରେଡ କରାଯାଇଥିଲା। ରେଡକୁ ବିରୋଧ କରି ବିଷ୍ଣୁପଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?