ମେଟ୍ରୋ

ଆସନ୍ତାକାଲି ଖୋଲିବ ସ୍କୁଲ: ଜିଲ୍ଲାପାଳମାନଙ୍କୁ ଏପରି ନିର୍ଦ୍ଦେଶ ଦେଲେ ଓଡ଼ିଶା ସରକାର

ଭୁବନେଶ୍ୱର,୧୯।୬: ଗ୍ରୀଷ୍ମ ଛୁଟି ପରେ ଶୁକ୍ରବାର ସ୍କୁଲଗୁଡ଼ିକ ପୁନର୍ବାର ଖୋଲିବାକୁ ଯାଉଥିବା ବେଳେ, ଓଡ଼ିଶା ସରକାର ସମସ୍ତ ଜିଲାପାଳଙ୍କୁ ଶିକ୍ଷାନୁଷ୍ଠାନଗୁଡ଼ିକ ଶିକ୍ଷାଗତ କାର୍ଯ୍ୟକ୍ରମର ସୁଚାରୁ ପୁନରାରମ୍ଭ ପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି। ସ୍କୁଲ ଓ ଗଣଶିକ୍ଷା ବିଭାଗର କମିଶନର-ତଥା-ସଚିବ…

ଓଡ଼ିଶାବାସୀଙ୍କ ପାଇଁ ଖୁସିଖବର: ୧୯ ହଜାର କୋଟି ପ୍ରକଳ୍ପ ଭେଟି

ଭୁବନେଶ୍ୱର,୧୯।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଓଡ଼ିଶା ଆସିବେ। ସେ ୧୯ ହଜାର କୋଟି ପ୍ରକଳ୍ପର ଶିଳାନ୍ୟାସ କରିବେ। ଏହା ସହ ୧୦୫ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବା ନେଇ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ ସୂଚନା ଦେଇଛନ୍ତି।…

ନିରାଡମ୍ବର ବିବାହ କଲେ ଜଲିଉଡ ଯୋଡ଼ି, ଆଉ ବାକି ଥିଲା ଯାତ୍ରାର ଦୁଇଟି ସିନ୍‌ ଫେରାର ହୋଇ….

ଭୁବନେଶ୍ୱର,୧୯।୫: ବିବାହ ବନ୍ଧନରେ ଆବଦ୍ଧହେଲେ ଜଲିଉଡ ସେଲିବ୍ରିଟି ଯୋଡ଼ି। ଅଭିନେତା ରୁଦ୍ର ମିଶ୍ର ଓ ଅଭିନେତ୍ରୀ ସ୍ମରଣିକା ପ୍ରିୟଦର୍ଶିନୀ ନିରାଡମ୍ବରରେ ବିବାହ କରିଛନ୍ତି। ନିରାଡମ୍ବର ଭାବେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି। ଯାତ୍ରା ଚଣ୍ଡାଶୋକରେ ଉଭୟଙ୍କୁ ଦେଖିବାକୁ ମିଳିଥିଲା। ତେବେ ଚର୍ଚ୍ଚା…

ଜନତା ମଇଦାନରେ ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କଲେ ମୁଖ୍ୟମନ୍ତ୍ରୀ, ତ୍ରୁଟିଶୂନ୍ୟ ପ୍ରସ୍ତୁତି ପାଇଁ ଦେଲେ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୬: ଗୁରୁବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ସମାରୋହ ଉପଲକ୍ଷେ ଭୁବନେଶ୍ୱର ଜନତା ମଇଦାନଠାରେ ଆୟୋଜିତ ସଭାସ୍ଥଳର ପ୍ରସ୍ତୁତି କାର୍ଯ୍ୟ ଅନୁଧ୍ୟାନ କରିଛନ୍ତି। ସୂଚନାଯୋଗ୍ୟ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ସମାରୋହରେ ମୁଖ୍ୟ ଅତିଥି…

ଆସନ୍ତାକାଲି ଭୁବନେଶ୍ୱରରେ ହାଫ୍‌ ଡେ’ ଅଫିସ

ଭୁବନେଶ୍ୱର,୧୯ା୬: ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଗସ୍ତ କାର୍ଯ୍ୟକ୍ରମ ପାଇଁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ରାଜସ୍ବ ଓ…

ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ: କ୍ରାଇମ୍‌ ସ୍ପଟରେ କ୍ରାଇମବ୍ରାଞ୍ଚ ଟିମ, ୧୦ ଜଣଙ୍କ ନିଆଗଲା …

ଭୁବନେଶ୍ୱର,୧୯।୬: ଗୋପାଳପୁର ବେଳାଭୂମିରେ ଗଣଦୁଷ୍କର୍ମ ମାମଲାରେ ୩ ଜଣିଆ କ୍ରାଇମବ୍ରାଞ୍ଚ ଟିମ୍‌ ଘଟଣାସ୍ଥଳକୁ ଯାଇ ତଦନ୍ତ ଆରମ୍ଭ କରିଛନ୍ତି। ଘଟଣାର ବିଭିନ୍ନ ଦିଗକୁ ନେଇ କ୍ରାଇମବ୍ରାଞ୍ଚର ତନାଘନା ଆରମ୍ଭ କରିଛି। ତେବେ ଗୁରୁବାର ପୀଡ଼ିତାଙ୍କ ବୟାନ ରେକର୍ଡ କରାଯିବା ନେଇ ସୂଚନା…

ସ୍କୁଲ ବନ୍ଦ ନିଷ୍ପତ୍ତି ନେଇ ଆସିଲା ବଡ଼ ଅପ୍‌ଡେଟ୍‌ : ଗଣଶିକ୍ଷା ମନ୍ତ୍ରୀ କହିଲେ…

ଭୁବନେଶ୍ୱର,୧୯।୬: ରାଜ୍ୟର ବିଭିନ୍ନ ଜିଲାକୁ ଝାଡ଼ାବାନ୍ତି ବ୍ୟାପୁଛି। ଝାଡ଼ାବାନ୍ତି ବ୍ୟାପୁଥିବା ଅଞ୍ଚଳରେ ସ୍କୁଲ ବନ୍ଦ ନିଷ୍ପତ୍ତି ନେବେ ଜିଲାପାଳ। ଡାଇରିଆ ସ୍ଥିତି ଅଣାୟତ ଥିଲେ ସ୍କୁଲ ବନ୍ଦ ରହିବ। ଏ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ସୂଚନା ଦେଇଛନ୍ତି। ୫୮ଦିନ…

ନବୀନଙ୍କ ପାଇଁ ଚିନ୍ତିତ ମୋହନ: ଫୋନ୍‌ରେ କଥା ହେଲେ

ଭୁବନେଶ୍ୱର,୧୯।୬: ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଆସନ୍ତା ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯିବେ। ୨୨ ତାରିଖରେ କୋକିଳାବେନ୍‌ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ତାଙ୍କର ଚିକିତ୍ସା କରାଯିବ। ନବୀନଙ୍କ ବ୍ୟକ୍ତିଗତ ଚିକିତ୍ସକ ଡାକ୍ତର ରମାକାନ୍ତ…

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଇଟି ରେଡ କଲେ ୨୦ ଟିମ୍‌

ଭୁବନେଶ୍ୱର,୧୯।୬: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେଡିର ଟାଣୁଆ ନେତା ଥିବା ସ୍ବର୍ଗତ ନବ ଦାସଙ୍କ ଘରେ ଗୁରୁବାର ଆୟକର ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ଏକାଥରକେ ୨୦ରୁ ଅଧିକ ସ୍ଥାନରେ ଏହି ରେଡ କରାଯାଉଥିବା ସୂଚନା ମିଳିଛି। ଝାରସୁଗୁଡା, ସମ୍ବଲପୁର ଓ…

ଆସନ୍ତା ୫ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର,୧୮ା୬(ଅନୁରାଧା ମହାରଣା) – ରାଜ୍ୟରେ ମୌସୁମୀ ସକ୍ରିୟ ହୋଇଥିବାବେଳେ ସାରା ଓଡ଼ିଶାରେ ବର୍ଷା ଜାରି ରହିଛି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର ସୂଚନାନୁସାରେ, ଆସନ୍ତା ୫ଦିନ ରାଜ୍ୟର ବିଭିନ୍ନ ଜିଲାରେ ବର୍ଷା ଜାରି ରହିବ। ତେବେ ୨ ଦିନ ଧରି କେତେକ…

ଲାଞ୍ଚ ନେଲା ବେଳେ ASI ଙ୍କୁ ମାଡିବସିଲା ଭିଜିଲାନ୍ସ, ଜମି ବିବାଦ ପାଇଁ…

ପୁରୀ,୧୮।୬: ବୁଧବାର ପୁରୀ ଜିଲା ଚନ୍ଦନପୁର ଥାନାର ସହକାରୀ ଉପ-ନିରୀକ୍ଷକ (ଏଏସଆଇ) ପ୍ରଭାତ କୁମାର ପ୍ରଧାନଙ୍କୁ ଭିଜିଲାନ୍ସ ଲାଞ୍ଚ ନେବା ଅଭିଯୋଗରେ ଗିରଫ କରିଛି। ଏକ ଜମି ବିବାଦ ମାମଲାରେ ଅଭିଯୋଗକାରୀ ଓ ତାଙ୍କ ଭାଇଙ୍କୁ ସାହାଯ୍ୟ କରିବା ପାଇଁ ଏଏସଆଇ…

ଚିକିତ୍ସା ପାଇଁ ଯିବା ପୂର୍ବରୁ ଏହି ନେତାମାନଙ୍କୁ ବିଜେଡି ଦାୟିତ୍ୱ ଦେଲେ ନବୀନ, ସମ୍ଭାଳିବେ ସବୁକିଛି

ଭୁବନେଶ୍ୱର,୧୮।୬: ବିଜୁ ଜନତା ଦଳ (ବିଜେଡି) ସଭାପତି ଓ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସର୍ଭାଇକାଲ ଆର୍ଥ୍ରାଇଟିସ୍‌ର ଚିକିତ୍ସା ପାଇଁ ମୁମ୍ବାଇ ଯାତ୍ରା କରିବା ପୂର୍ବରୁ ଦଳର ଦୈନନ୍ଦିନ କାର୍ଯ୍ୟ ପରିଚାଳନା ପାଇଁ ୧୦ ଜଣିଆ ରାଜନୈତିକ କମିଟି (ପିଏସି)କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?