ବଞ୍ଜାରା ଗ୍ୟାଙ୍ଗର ୫ ମହିଳାଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୫।୯: ନୟାପଲ୍ଲୀ ପୋଲିସ ଶନିବାର ବଞ୍ଜାରା ଲୁଟେରା ଗ୍ୟାଙ୍ଗର ୫ଜଣ ମହିଳାଙ୍କୁ ଧରିବାରେ ସକ୍ଷମ ହୋଇଛି। ଗରଫ ସମସ୍ତ ମହିଳା ମହାରାଷ୍ଟ୍ରର ବୋଲି ସୂଚନା ମିଳିଛି। ପୋଲିସ ଗିରଫ ଅଭିଯୁକ୍ତଙ୍କ ନିକଟରୁ ୧୦ଟି ଚୋରା ମୋବାଇଲ ଫୋନ୍, ୨ଟି ଦାମୀ ବ୍ୟାଗ…
‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’
ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା ଦାର୍ଶନିକ ଡକ୍ଟର ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ପ୍ରତିକୃତିରେ ମାଲ୍ୟାର୍ପଣ କରାଯାଇ ଆଜିର ଦିବସର ତାତ୍ପର୍ଯ୍ୟ…
ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ
ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍ ପାଇଁ ଗର୍ଜିଲେ ରାଜ୍ୟର ହଜାର ହଜାର ଶିକ୍ଷକ ଓ କର୍ମଚାରୀ। ଭୁବନେଶ୍ୱରର ଲୋୟର ପିଏମ୍ଜିରେ ଏକାଠି ହୋଇ ଶିକ୍ଷକମାନେ…
ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…
ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍ପିଏଫ୍) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ ରେଳ କର୍ମଚାରୀଙ୍କୁ ଆର୍ପିଏଫ୍ ଥାନା ହାଜତରେ ଅକଥନୀୟ ନିର୍ଯାତନା ଦିଆଯାଇଛି। ଆର୍ପିଏଫ୍ ପୋଲିସ…
ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୫।୯ (ସୁନିତ୍ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍ କିଷାନ ଯୋଜନାର ୫ମ କିସ୍ତି ପ୍ରଦାନ କରିଛନ୍ତି। ରାଜ୍ୟର ୪୧ ଲକ୍ଷ ୩୫ ହଜାର ୯୭୮…
ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ
ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ତଦନ୍ତ ଫାଇଲ ଗଲା କୁଆଡେ, ସ୍ବାମିଜୀଙ୍କ ହତ୍ୟାକାରୀ…
ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍
ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି। ତାଙ୍କ ନମ୍ବରୁ ଆସୁଥିବା ଟଙ୍କା କିମ୍ବା ସାହାଯ୍ୟ ମାଗୁଥିବା କୌଣସି ଅନୁରୋଧକୁ ଗ୍ରହଣ…
ଖୁଆଡ଼ରୁ ଖସି ବାହାରକୁ ଆସିଲା ହୁଲକ୍ ଗିବନ୍
ଭୁବନେଶ୍ୱର, ୪।୯ : ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଖୁଆଡ଼ରୁ ଖସି ଏକ ହୁଲକ୍ ଗିବନ୍ ବାହାରକୁ ଆସିଯିବା ଘଟଣାକୁ ନେଇ କିଛି ସମୟ ପାଇଁ ଚର୍ଚ୍ଚା ସୃଷ୍ଟି ହୋଇଥିଲା। ଖୁଆଡ଼ରୁ ବାହାରକୁ ଆସିବା ପରେ ଗିବନ୍ଟି ନନ୍ଦନକାନନ ପରିସରରେ ଥିବା ଏକ…
ଛାତ୍ରୀଛାତ୍ରଙ୍କ ଦୁର୍ଘଟଣା ସହାୟତାକୁ ନେଇ ଆସିଲା ନୂଆ ନିର୍ଦ୍ଦେଶାବଳୀ: ମୃତ୍ୟୁ ଘଟିଲେ ମିଳିବ…
ଭୁବନେଶ୍ୱର,୪।୯: ଛାତ୍ରୀଛାତ୍ରଙ୍କ ଦୁର୍ଘଟଣାଜନିତ ସମସ୍ୟାରେ ସହାୟତା ପ୍ରଦାନକୁ ନେଇ ନୂଆ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଶିଶୁ ବାଟିକାରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ପଢୁଥିବା ଛାତ୍ରୀଛାତ୍ର ଏହି ବ୍ୟବସ୍ଥାରେ ସାମିଲ ହେବେ। ଦୁର୍ଘଟଣାରେ ଛାତ୍ରଙ୍କ ମୃତ୍ୟୁ କିମ୍ବା ସ୍ଥାୟୀ ଅକ୍ଷମତା ଘଟିଲେ ୨…
ବର୍ଷାକୁ ନେଇ ଆସିଲା ବଡ଼ ଅପ୍ଡେଟ୍: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ…
ଭୁବନେଶ୍ୱର,୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଫଳରେ ରାଜ୍ୟକୁ ଏବେ ଲଘୁଚାପ ପ୍ରଭାବ ନ ଥିବାରୁ ବର୍ଷା କମିଛି। କେଉଁଠି ଝିପି ଝିପି ତ ଆଉ…
ଓଡ଼ିଶାର ୧୪ OAS ଅଫିସରଙ୍କୁ IAS ପଦୋନ୍ନତି: କେନ୍ଦ୍ର ସରକାର ଜାରି କଲେ ବିଜ୍ଞପ୍ତି… ଦେଖନ୍ତୁ ପୁରା ତାଲିକା
ଭୁବନେଶ୍ୱର,୩।୯: ଓଡ଼ିଶା ପ୍ରଶାସନିକ ସେବା (OAS) କ୍ୟାଡରର ୧୪ ଜଣ ବରିଷ୍ଠ ଅଫିସରଙ୍କୁ ଭାରତୀୟ ପ୍ରଶାସନିକ ସେବା (IAS) ପାହ୍ୟାକୁ ପଦୋନ୍ନତି ମିଳିଛି। କେନ୍ଦ୍ର କାର୍ମିକ, ଜନ ଅଭିଯୋଗ ଓ ପେନସନ୍ ମନ୍ତ୍ରଣାଳୟ (DoPT) ପକ୍ଷରୁ ଏନେଇ ଆଜି ବିଧିବଦ୍ଧ ବିଜ୍ଞପ୍ତି…
୭ ଦିନ ଯାଏ ବର୍ଷା, ଏହି ୩ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି
ଭୁବନେଶ୍ୱର, ୩ା୯(ସୌମ୍ୟରଞ୍ଜନ ରାଉତ) – ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା, ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଦେଇ ଉତ୍ତରପ୍ରଦେଶ ଓ ମଧ୍ୟପ୍ରଦେଶ ଆଡକୁ ଗତି କରୁଛି। ଗୁରୁବାର ସନ୍ଧ୍ୟା ସୁଦ୍ଧା ଲଘୁଚାପ କ୍ଷେତ୍ର ଉତ୍ତର-ପୂର୍ବ ମଧ୍ୟପ୍ରଦେଶ ଓ ଏହାର ପାଖାପାଖି ଅଞ୍ଚଳରେ…

