ମେଟ୍ରୋ

ମୁଖ୍ୟମନ୍ତ୍ରୀଙ୍କ ୫ ଦିନିଆ ଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୨୦ା୧୨(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୫ ଦିନିଆ ଦିଲ୍ଲୀ ଏବଂ ରାଜସ୍ଥାନ ଗସ୍ତରେ ଯାଇଛନ୍ତି। ୨୦ ତାରିଖରେ ଦିଲ୍ଲୀରୁ ରାଜସ୍ଥାନ ଯିବେ। ସେଠାରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ରାଜସ୍ଥାନର ଜୟସାଲମେରରେ ପ୍ରାକ୍‌ ବଜେଟ ପ୍ରସ୍ତୁତି ଆଲୋଚନାରେ ମୁଖ୍ୟମନ୍ତ୍ରୀ ଭାଗନେବେ।...

ରାଜଧାନୀରେ ପୁଣି ଜମିବ ପଥ ଉତ୍ସବ, ଡିସେମ୍ବର ୨୨ ରୁ ଆରମ୍ଭ

ଭୁବନେଶ୍ୱର,୧୯।୧୨: ଆସନ୍ତା ୨୨ ତାରିଖରୁ ଭୁବନେଶ୍ବରରେ ପାଳିତ ହେବ ପଥ ଉତ୍ସବ। ବିଗତ ବର୍ଷମାନଙ୍କୁ ଦୃଷ୍ଟିରେ ରଖି ନୂଆ ଢଙ୍ଗ ଓ ନୂଆ ରୂପରେ ଏହାକୁ ପାଳନ କରିବାକୁ ଲକ୍ଷ୍ୟ ରଖିଛି ବିଏମସି । ଏନେଇ ବିଏମସି ସୋସିଆଲ ମିଡିଆରେ...

ଆଜି ବି ପ୍ରମିଳାଙ୍କ ଭାଇଙ୍କ ଘରେ ଚଢ଼ାଉ: ଛନ୍ଦି ହୋଇଯିବେନିତ….

ଭୁବନେଶ୍ୱର,୧୯।୧୨: ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଆଜି ବି ରେଡ ହୋଇଛି। ୨୩୧ କୋଟି ଠକେଇ ଅଭିଯୋଗରେ ଚାଲିଛି ଇଡିର ରେଡସମ୍ବଲପୁରର ଦାନିପାଲିରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ। ବିଶ୍ବ ଏନ୍‌ଜିଓର ଫାଉଣ୍ଡର ହେଉଛନ୍ତି ପ୍ରମିଳା ମଲ୍ଲିକଙ୍କ...

ଆଗାମୀ ୩ ଦିନ ଯାଏ ବର୍ଷା

ଭୁବନେଶ୍ୱର,୧୯।୧୨: ଦକ୍ଷିଣ ବଙ୍ଗୋପସାଗରରେ ଲଘୁଚାପ ସକ୍ରିୟ ହୋଇଛି। ଆସନ୍ତା ୩ ଦିନ ଯାଏଁ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବେ...

କାହିଁକି ବାରମ୍ବାର ଓଡ଼ିଶା ଆସୁଛନ୍ତି ଶାହା, ମାସକ ପରେ ପୁଣି ଫୋକସ୍‌ରେ….

ଭୁବନେଶ୍ୱର,୧୯।୧୨: ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା । ଡିସେମ୍ବର ୨୮, ୨୯ ଓ ୩୦ ଭିତରୁ ଦୁଇ ଦିନିଆ ଗସ୍ତରେ ଓ ଆସିବେ ଶାହା । ଏ ନେଇ ରାଜ୍ୟ ଭାଜପା ସଭାପତି...

ଜାନୁଆରୀ ୬ରେ ରାଜରାସ୍ତାକୁ ଓହ୍ଳାଇବ ବିଜେଡି

ଭୁବନେଶ୍ୱର,୧୯ା୧୨(ଅନିଲ ଦାସ): ଅତ୍ୟାବଶ୍ୟକ ସାମଗ୍ରୀର ଅହେତୁକ ଦର ବୃଦ୍ଧି ଜନସାଧାରଣଙ୍କୁ ଅତିଷ୍ଠ କଲାଣି। ଦର ବୃଦ୍ଧି ବିରୋଧରେ ଆସନ୍ତା ଜାନୁଆରୀ ୬ରେ ସଚିବାଳୟ ସମ୍ମୁଖରେ ବିଜେଡି ଏକ ଗଣବିକ୍ଷୋଭ କରିବ। ବୁଧବାର ଶଙ୍ଖଭବନଠାରେ ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳର ସମନ୍ବୟ...

ବିଲରେ ପଡ଼ିଛି ପାଚିଲା ଧାନ, ୨୧ରେ ଛେଚିବ ବର୍ଷା, ଏସବୁ ଜିଲାକୁ ରହିଛି…

ଭୁବନେଶ୍ୱର,୧୮ା୧୨: ଏବେ ଚାଷୀମାନେ ଧାନ କଟାରେ ବ୍ୟସ୍ତ ଥିବାବେଳେ କିଛି ଚାଷୀ ଧାନ କାଟି ବିଲରେ କଚଡ଼ା ପକାଇଛନ୍ତି। ଏପଟେ ବର୍ଷା ସମ୍ଭାବନା ନେଇ ଚାଷୀ ଆଖିରୁ ନିଦ ହଜିଗଲାଣି। ଆସନ୍ତା ୨୧ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ...

ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର୧୮।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ। ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ...

‘ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ଭୁବନେଶ୍ୱର,୧୮ା୧୨: ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସହ କେନ୍ଦ୍ରୀୟ ଟିମ୍‌ର...

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପାଇବେ ବୈଷ୍ଣବ ସାମଲ, ଏହି ପୁସ୍ତକ ପାଇଁ ମିଳିବ ପୁରସ୍କାର

ଭୁବନେଶ୍ୱର,୧୮ା୧୨: ଖ୍ୟାତନାମା ସାହିତି୍ୟକ ପ୍ରଫେସର ବୈଷ୍ଣବ ଚରଣ ସାମଲଙ୍କୁ ମିଳିବ ମର୍ଯ୍ୟାଦାଜନକ ପୁରସ୍କାର କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର। ସେ ତାଙ୍କର ପ୍ରବନ୍ଧ ‘ଭୂତି ଭକ୍ତି ବିଭୂତି’ ଲାଗି ଏହି ପାଇବେ ବୋଲି ସୂଚନା ମିଳିଛି। ବୈଷ୍ଣବ ସାମଲ ଉତ୍କଳ...

୩୬ କର୍ପୋରେଟରଙ୍କୁ ନବୀନ ନିବାସକୁ ଡକରା: ଗୁରୁମନ୍ତ୍ର ଦେବେ ସୁପ୍ରିମୋ

ଭୁବନେଶ୍ୱାର,୧୮।୧୨: ବିଜେଡି ଗୋଷ୍ଠୀ କନ୍ଦଳ ହାଟରେ ପଡ଼ି ବାଟରେ ଗଡ଼ିଲାଣି। କିଛିଦିନ ପୂର୍ବରୁ ବ୍ରହ୍ମୁପୁର ମେୟର ସଂଘମିତ୍ରା ଦଳେଇଙ୍କ ବିରୋଧରେ ୨୫ କର୍ପୋରେଟର ଏକାଠି ହୋଇ ପ୍ରେମମିଟ୍‌ କରିବା ଅସନ୍ତୋଷକୁ ପଦାରେ ପକେଇ ଦେଇଥିଲା। ବୁଧବାର ୩୬ କର୍ପୋରଟରଙ୍କୁ ନବୀନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri