ମେଟ୍ରୋ

ବଜ୍ରପାତରେ ମହିଳା, ୧୧ ଗୋରୁ ମୃତ

ଭୁବନେଶ୍ୱର,୧୯।୩(ବ୍ୟୁରୋ): ଦୀର୍ଘ ୪ ମାସ ପରେ ଶନିବାର ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ଝଡ଼ବର୍ଷା ହୋଇଛି। ବର୍ଷା ଯୋଗୁ ସମଗ୍ର ରାଜ୍ୟ ଥଣ୍ଡା ପଡ଼ିଛି। କଟକ, ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଯାଜପୁର, କେନ୍ଦ୍ରାପଡ଼ା, ଜଗତ୍‌ସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, ପଶ୍ଚିମ...

ଶିଳ୍ପ ଓ ଶିଳ୍ପାୟନ ଓଡ଼ିଶାର ଭବିଷ୍ୟତ

ଭୁବନେଶ୍ୱର, ୧୯।୩ (ବ୍ୟୁରୋ): ଶିଳ୍ପ ଅର୍ଥ ଏକ ବଡ଼ କାରଖାନା ହୋଇଥିବ, ସେଥିରୁ ଧୂଆଁ ବାହାରୁଥିବ। ତାହା ସରକାର ନିର୍ମାଣ କରିବେ ଏବଂ ଆମକୁ ଚାକିରି ଦେବେ। ଶିଳ୍ପକୁ ନେଇ ସାଧାରଣତଃ ସମସ୍ତଙ୍କ ମନରେ ଏଭଳି ଧାରଣା ଥାଏ। ମାତ୍ର...

‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ: ସମ୍ମାନିତ ହେଲେ ୨୧ ଉଦ୍ୟୋଗପତି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ ‘ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌’ର ୩ୟ ସଂସ୍କରଣ ଶେଷ ହୋଇଛି। ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମ ପ୍ରାରମ୍ଭରେ ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ସମ୍ପାଦକ ତଥାଗତ ସତପଥୀ ଅତିଥିମାନଙ୍କ ପରିଚୟ...

ତଥାଗତଙ୍କୁ ଧନ୍ୟବାଦ ଜଣାଇଲେ ଶିଳ୍ପମନ୍ତ୍ରୀ

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଆୟୋଜିତ  ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଅନୁଷ୍ଠିତ ହୋଇଛି। ଏହି କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟବସାୟୀଙ୍କୁ ଉଦ୍ୟୋଗ କ୍ଷେତ୍ରରେ ଉତ୍ସାହିତ କରିବାକୁ ଧରିତ୍ରୀ ଓ ଓଡ଼ିଶାପୋଷ୍ଟ ଏକ ପ୍ରୟାସ ଜାରି ରଖିଛି। ଯେଉଁମାନେ...

ଆରମ୍ଭ ହେଲା ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ ଶୁଭାରମ୍ଭ ହୋଇଛି। ଏହି ଅବସରରେ ମୁଖ୍ୟ ଅତିଥି ଭାବେ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ ଯୋଗଦେଇ ପ୍ରଦୀପ...

ଭିଜିବ ଓଡ଼ିଶା

ଭୁବନେଶ୍ୱର,୧୮।୩(ବ୍ୟୁରୋ): ପଶ୍ଚିମା ଝଡ଼ ପ୍ରଭାବରେ ଶନିବାର ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ୯ଟି ଜିଲାକୁ ଅରେଞ୍ଜ ୱାର୍ନିଂ ଜାରି କରାଯାଇଛି। ଏସବୁ ଜିଲାଗୁଡ଼ିକ ହେଲା କେନ୍ଦୁଝର, ଅନୁଗୋଳ, ଢେଙ୍କାନାଳ, ଯାଜପୁର, କଟକ, ଖୋର୍ଦ୍ଧା, ଜଗତ୍‌ସିଂହପୁର,...

ଆଉ କିଛି ସମୟ ପରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩

ଭୁବନେଶ୍ୱର,୧୮।୩(ବ୍ୟୁରୋ): ଆଉ କିଛି ସମୟ ମଧ୍ୟରେ ଆରମ୍ଭ ହେବ ବିଜନେସ୍‌ ଏମିନେନ୍ସ ଆଓ୍ବାର୍ଡସ୍‌-୨୦୨୩ ୩ୟ ସଂସ୍କରଣ । ଧରିତ୍ରୀ ଏବଂ ଓଡ଼ିଶାପୋଷ୍ଟ ଆନୁକୂଲ୍ୟରେ ଶନିବାର ହୋଟେଲ ସ୍ବସ୍ତି ପ୍ରିମିୟମରେ ଆୟୋଜିତ ଏହି କାର୍ଯ୍ୟକ୍ରମକୁ ଶିଳ୍ପ ଓ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ...

ଜେଲରେ ଯୁବମୋର୍ଚ୍ଚା କାର୍ଯ୍ୟକର୍ତ୍ତାଙ୍କୁ ଭେଟିଲେ ଭାଜପା ବିଧାୟକ ଦଳ ପ୍ରତିନିଧି

ଭୁବନେଶ୍ୱର,୧୮ା୩(ବ୍ୟୁରୋ): ଭାଜପାର ୨୨ ଜଣ ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତା ୧୮ ଦିନ ହେବ ଜେଲରେ ରହିଛନ୍ତି। ଭାଜପା ବିଧାୟକ ଦଳର ଏକ ପ୍ରତିନିଧି ଦଳ ଶୁକ୍ରବାର ଝାରପଡ଼ା ଜେଲରେ ଥିବା ଯୁବମୋର୍ଚ୍ଚା କାଯର୍‌ୟକର୍ତ୍ତାଙ୍କୁ ଭେଟିଛନ୍ତି। କାଯର୍‌ୟକର୍ତ୍ତାମାନେ ଏ ପର୍ଯ୍ୟନ୍ତ ଜେଲରୁ ବାହାରିପାରି...

ରାଜପଥ ପାର୍ଶ୍ୱରେ ପୁଣି ଖୋଲିଲା ଆମିଷ ବଜାର

ଭୁବନେଶ୍ୱର, ୧୮।୩ (ବ୍ୟୁରୋ): ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ...

ଉଚ୍ଛେଦ କରିବାକୁ ଯାଇ ନାକେଦମ୍‌

ଭୁବନେଶ୍ୱର, ୧୮।୩ (ବ୍ୟୁରୋ): ଉଠାଦୋକାନୀ ଏବଂ ବିଏମ୍‌ସି, ବିଡିଏ ମଧ୍ୟରେ ଚାଲିଥିବା ଛକାପଞ୍ଝାର ସ୍ଥାୟୀ ସମାଧାନ ବାହାରି ପାରୁନାହିଁ। ଉଠାଦୋକାନୀମାନେ ଯେଉଁଠି ପାରୁଛନ୍ତି ସେଠି ବେପାର ଜମାଇ ଦେଉଛନ୍ତି। ଅପରପକ୍ଷେ ବର୍ଷବର୍ଷ ଧରି ଦୋକାନ ଦେଇ ପରିବାର ଚଳାଉଥିବା ଉଠାଦୋକାନୀଙ୍କୁ...

ରାଜ୍ୟର ୭ କଲେଜର ରୂପ ବଦଳିବ

ଭୁବନେଶ୍ୱର, ୧୮।୩(ବ୍ୟୁରୋ): ରାଜ୍ୟରେ ଥିବା ୭ ବଡ଼ବଡ଼ କଲେଜର ଚେହେରା ବଦଳିବ। ଭିତ୍ତିଭୂମିର ବିକାଶ ହେବା ସହ ସ୍ମାର୍ଟ ଶ୍ରେଣୀଗୃହ କିମ୍ବା ଉତ୍କର୍ଷ କେନ୍ଦ୍ର କରାଯିବ। ଏଥିପାଇଁ ୩ କୋଟି ୧୨ ଲକ୍ଷ ୨୩ ହଜାର ୭୦୨ ଟଙ୍କା ଖର୍ଚ୍ଚ...

୪୫ ମିନିଟ୍‌ ଫସି ରହିଲେ ସୁରକ୍ଷାକର୍ମୀଙ୍କ ସହ ୫ ପର୍ଯ୍ୟଟକ

ଭୁବନେଶ୍ୱର (ବ୍ୟୁରୋ)/ ପୁରୁଣା ଭୁବନେଶ୍ୱର, ୧୮ା୩ (ଡି.ଏନ୍‌.ଏ.): ଧଉଳି ଶାନ୍ତିସ୍ତୂପରେ ଶୁକ୍ରବାର ଏକ ବଡ ଦୁର୍ଘଟଣା ଟଳିଯାଇଛି। ପାହାଡ଼ ଉପରକୁ ଯିବାଆସିବା ଲାଗି ରହିଥିବା ଲିଫ୍ଟ ଅଧାରୁ ଅଟକିଯିବାରୁ ଏହା ଭିତରେ ୫ ପର୍ଯ୍ୟଟକ ଓ ଜଣେ ସୁରକ୍ଷା କର୍ମୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri