ଡ୍ରାଇଭର, କର୍ମଚାରୀଙ୍କୁ ସୁରକ୍ଷିତ ଡ୍ରାଇଭିଂ ଅଭ୍ୟାସ ଲାଗି ମିଳିବ ତାଲିମ
ଭୁବନେଶ୍ୱର,୨୪ା୨(ସୁନିତ୍ ମିଶ୍ର): ସାର୍ବଜନୀନ ପରିବହନର ସୁରକ୍ଷା ଏବଂ ଦକ୍ଷତା ବୃଦ୍ଧି କରିବା ପାଇଁ ଏକ ରଣନୈତିକ ପଦକ୍ଷେପ ସ୍ବରୂପ ଗୃହ ନିର୍ମାଣ ଓ ନଗର ଉନ୍ନୟନ ଏବଂ ବାଣିଜ୍ୟ ଓ ପରିବହନ ବିଭାଗ ପ୍ରମୁଖ ସଚିବ ଉଷା ପାଢ଼ୀ ଓଡ଼ିଶା ରାଜ୍ୟ…
ଆଉ ୨ଦିନ ବର୍ଷା, ଘଡ଼ଘଡ଼ି: ଏସବୁ ଜିଲାକୁ ସତର୍କ ସୂଚନା…
ଭୁବନେଶ୍ୱର,୨୪।୨(ଅନୁରାଧା ମହାରଣା): ରାଜ୍ୟରେ ଗତ କିଛିଦିନ ହେଲା ବିଭିନ୍ନ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଓ ପବନ ହେଉଛି। ତେବେ ଆସନ୍ତା ୨ଦିନ ମଧ୍ୟ ବିଭିନ୍ନ ଜିଲାରେ ବର୍ଷା ସମ୍ଭାବନା ରହିଥିବାବେଳେ ଘଡ଼ଘଡ଼ି ଓ ବିଜୁଳି ପାଇଁ ଆଞ୍ଚଳିକ ପାଣିପାଗ…
ସେପଟେ ପ୍ରେମିକର ବାହାଘର, ଏପଟେ ପିଣ୍ଡଦାନ କଲେ Rani Panda
ଭୁବନେଶ୍ୱର,୨୩।୨: କାନ୍ଦି କାନ୍ଦି ପ୍ରେମିକର ପିଣ୍ଡ ଦେଲେ Rani Panda । ଏମିତି କିଛି ଭିଡିଓ ସାମ୍ନାକୁ ଆସିଛି ଯାoହା ଏବେ ସାରା ଓଡ଼ିଶାରେ ଚର୍ଚ୍ଚାର ବିଷୟ ପାଲଟିଛି। ବୟଫ୍ରେଣ୍ଡ ଜିଇ ଥାଉ ଥାଉ ଶୁଦ୍ଧି କ୍ରିୟା କରିଛନ୍ତି ପ୍ରେମିକା ।…
ବାରବାଟୀରେ ମ୍ୟାଚ୍ ବେଳେ ଫ୍ଲଡ ଲାଇଟ ଲିଭିବା ଘଟଣା: ଉତ୍ତର ରଖିଲା OCA
ଭୁବନେଶ୍ୱର,୨୩।୨: କଟକ ବାରବାଟୀ ଷ୍ଟାଡିୟମରେ ଗତ ୯ତାରିଖରେ ଭାରତ -ଇଂଲଣ୍ଡ ମ୍ୟାଚ୍ ବେଳେ ଫ୍ଲଡ ଲାଇଟ ଲିଭିଯାଇଥିଲା। ଫଳରେ ଖେଳ ଅଧାରୁ ବାଧାପ୍ରାପ୍ତ ହୋଇଥିଲା। ଏନେଇ କ୍ରୀଡ଼ା ଓ ଯୁବ ବିଭାଗ ପକ୍ଷରୁ OCAକୁ କାରଣ ଦର୍ଶାଅ ନୋଟିସ ଜାରି କରାଯାଇଥିଲା।…
ଏହି ସବୁ ଜିଲାରେ ହେବ ଘଡଘଡି ସହ ବର୍ଷା ପବନ, ଜିଲାପାଳଙ୍କୁ ଚିଠି ଲେଖି ସତର୍କ କରାଇଲେ ଏସ୍ଆରସି
ଭୁବନେଶ୍ୱର,୨୩।୨: ରାଜ୍ୟରେ ଅଦିନିଆ ଝଡ଼ବର୍ଷା ଜାରି ରହିଛି। ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତାକାଲି ପର୍ଯ୍ୟନ୍ତ ୧୨ ଜିଲାକୁ ଅରେଞ୍ଜ ଏବଂ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି।…
ଚାଷୀଙ୍କ ପାଖରୁ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡରେ ପଡିଗଲେ ୨ କୃଷି ଅଧିକାରୀ
ଭୁବନେଶ୍ୱର,୨୩।୨: ଭିଜିଲାନ୍ସ ଜାଲରେ ୨ କୃଷି ଅଧିକାରୀ। ଲାଞ୍ଚ ନେବାବେଳେ ଉମରକୋଟ ସହକାରୀ କୃଷି ଅଧିକାରୀ ନୀଳକଣ୍ଠ ପରିଡ଼ା ଓ ଟେକ୍ନୋଲୋଜି ମ୍ୟାନେଜର ସୁରେନ୍ଦ୍ର ବୁନ୍ଦେଲା ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଜଳନିଧି ସ୍କିମରେ ସବ୍ସିଡି କରାଇଦେବାକୁ ନେଇ ଜଣେ ଚାଷୀଙ୍କ ପାଖରୁ…
ପ୍ରୟାଗରାଜରେ ବୁଡ଼ ପକାଇଲେ ମୁଖ୍ୟମନ୍ତ୍ରୀ: ଓଡ଼ିଶାବାସୀଙ୍କ ପାଇଁ କଲେ ମଙ୍ଗଳକାମନା
ଭୁବନେଶ୍ୱର,୨୩।୨: ୩ ଦିନିଆ ଉତ୍ତରପ୍ରଦେଶ ଗସ୍ତରେ ଯାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହିପରିପ୍ରେକ୍ଷୀରେ ରବିବାର ମୁଖ୍ୟମନ୍ତ୍ରୀ ପ୍ରୟାଗରାଜ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରି ପରିବାର ସହିତ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇଛନ୍ତି ଏବଂ ପୂଜାଚ୍ଚନା କରି ଓଡ଼ିଶାବାସୀଙ୍କ ମଙ୍ଗଳକାମନା…
ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି
ଭୁବନେଶ୍ୱର,୨୩।୨: ପଙ୍କଜ ଲୋଚନ ମହାନ୍ତି ହେଲେ ଓସିଏ ସଭାପତି। ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ କରିଥିଲେ ପଙ୍କଜ। ବବି ଦାସଙ୍କ ଇସ୍ତଫା ପରେ ଏହି ଆସନ ଖାଲିପଡିଥିଲା। ବାରବାଟୀ ଫ୍ଲଡ ଲାଇଟ ବିଭ୍ରାଟ ନେଇ ମତ ରଖିଛନ୍ତି ନୂଆ ସଭାପତି ପଙ୍କଜ।…
ଆଗାମୀ ୨ ଦିନ ପର୍ଯ୍ୟନ୍ତ ବର୍ଷା
ଭୁବନେଶ୍ୱର,୨୩।୨: ରାଜ୍ୟରେ ତାତି ବଢ଼ିବା ବେଳେ ଝଡ଼ବର୍ଷା ସାମାନ୍ୟ ଆଶ୍ବସ୍ତି ଆଣିଦେଇଛା । ଆଗାମୀ ୨ ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ଝଡ଼ବର୍ଷା ହେବ ବୋଲି ପାଣିପାଗ ବିଭାଗ ପକ୍ଷରୁ ଅନୁମାନ କରାଯାଇଛି। ଆସନ୍ତା ୨୫ ତାରିଖ ଯାଏଁ ବର୍ଷା ସହ…
ପୁଣି ପଳାସୁଣୀ ଛକ ନେଲା ମୁଣ୍ଡ: ବ୍ୟକ୍ତିଙ୍କ ଉପରେ ମାଡ଼ିଗଲା ତିନି ଟ୍ରକ୍
ଭୁବନେଶ୍ୱର, ୨୩।୨: ଏକ ଦୁଃଖଦ ଘଟଣାରେ, ଶନିବାର ବିଳମ୍ବିତ ରାତିରେ ଭୁବନେଶ୍ୱରର ପଳାସୁଣୀ ଛକରେ ତିନୋଟି ଟ୍ରକ୍ ଜଣେ ଉପରେ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ହୋଇଛି। ମୃତକଙ୍କ ପରିଚୟ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇପାରିନାହିଁ। ଘଟଣା ପରେ, ସ୍ଥାନୀୟ ଲୋକମାନେ ଏକ ସମୟ…
୩ ଦିନିଆ ୟୁପି ଗସ୍ତରେ ମୁଖ୍ୟମନ୍ତ୍ରୀ: ପ୍ରୟାଗରାଜ କୁମ୍ଭମେଳାରେ ବୁଡ଼ ପକାଇବେ
ଭୁବନେଶ୍ୱର, ୨୩।୨: ରବିବାରଠାରୁ ଉତ୍ତର ପ୍ରଦେଶକୁ ତିନି ଦିନିଆ ଗସ୍ତରେ ଯାଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରୟାଗରାଜରେ ମହାକୁମ୍ଭ ମେଳାରେ ଅଂଶଗ୍ରହଣ କରିବେ। ସୂତ୍ର ଅନୁଯାୟୀ ଓଡିଶା ମୁଖ୍ୟମନ୍ତ୍ରୀ ପବିତ୍ର ତ୍ରିବେଣୀ ସଙ୍ଗମରେ ବୁଡ଼ ପକାଇବେ। ପ୍ରୟାଗରାଜରେ ଚାଲିଥିବା ମହାକୁମ୍ଭ…
ଏନ୍ଇପିର ଭାଷା ନୀତିକୁ ନେଇ ବିବାଦ
କେନ୍ଦ୍ର ସରକାରଙ୍କ ଜାତୀୟ ଶିକ୍ଷା ନୀତି(ଏନ୍ଇପି)-୨୦୨୦ରେ ବିଦ୍ୟାଳୟଗୁଡ଼ିକରେ ୩ ଭାଷା ନୀତି ଉପରେ ଗୁରୁତ୍ୱ ଦିଆଯାଇଛି। ପ୍ରତ୍ୟେକ ରାଜ୍ୟରେ ମାତୃଭାଷା କିମ୍ବା ଆଞ୍ଚଳିକ ଭାଷାକୁ ପ୍ରଥମ ଭାଷା ଭାବେ ପରିଗଣିତ କରାଯାଉଥିବାବେଳେ ୨ୟ ଭାଷା ଭାବେ ହିନ୍ଦୀଭାଷୀ ରାଜ୍ୟରେ ଇଂଲିଶ କିମ୍ବା…
Archives


