ବିଶିଷ୍ଟ ପରିବେଶବିତ୍ ମେଧା ପାଟେକର ଅଟକ: ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ସୂଚନା
ଭୁବନେଶ୍ୱର, ୫।୬: ବିଶିଷ୍ଟ ପରିବେଶବିତ୍ ତଥା ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟେକରଙ୍କୁ ଅଟକ କରାଯାଇଥିବା ଖବର ସାମ୍ନାକୁ ଆସିଛି। ସୂଚନା ଅନୁଯାୟୀ, ମେଧା ପାଟେକରଙ୍କୁ ରେଲୱେ ଷ୍ଟେସନରୁ ପୋଲିସ ଉଠାଇ ନେଇଥିବା ଜଣାପଡିଛି। ମେଧା ପାଟେକର, ଯିଏ ନର୍ମଦା ବଚାଓ ଆନ୍ଦୋଳନର…
‘ଜଣେ ବି ବ୍ୟକ୍ତି ଭୂମିହୀନ ରହିବା ଉଚିତ ନୁହେଁ’: ଓଡ଼ିଶା ରାଜସ୍ୱ ମନ୍ତ୍ରୀଙ୍କ ଅଧିକାରୀଙ୍କୁ ନିର୍ଦ୍ଦେଶ
ଦାରିଙ୍ଗବାଡି,୪।୬: ଓଡ଼ିଶାର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବୁଧବାର ସମ୍ପୃକ୍ତ ଅଧିକାରୀମାନଙ୍କୁ ତହସିଲ କାର୍ଯ୍ୟାଳୟଗୁଡ଼ିକୁ ଲୋକଙ୍କ ପାଇଁ ସୁବିଧାଜନକ ସେବା କେନ୍ଦ୍ରରେ ପରିଣତ କରିବାକୁ ଅନୁରୋଧ କରିଛନ୍ତି। ରାଜ୍ୟସ୍ତରୀୟ ରାଜସ୍ୱ ଅଧିକାରୀ ସମ୍ମିଳନୀରେ ଭାଷଣ ଦେଇ ମନ୍ତ୍ରୀ ‘ନାଗରିକ ପ୍ରଥମ’ ସେବା,…
ନିଶାକୁ ଦେଖିବାକୁ କରିଥିଲେ ମୋଟାଅଙ୍କର ଟିକେଟ୍, ନ ଆସିବାରୁ ଗୋଟିଏ ପରେ ଗୋଟିଏ…
ଭୁବନେଶ୍ୱର,୪।୬: ଅପେକ୍ଷା ଥିଲା ଆଇଟମ ଡ୍ୟାନ୍ସର ନିଶା ମହାରଣାଙ୍କୁ। ଦର୍ଶକ କରିଥିଲେ ଅପେକ୍ଷା। ନିଶା ଆସିବେ କହି ଭିଡ ମଧ୍ୟ ହୋଇଥିଲା। ହେଲେ ଆସି ପହଞ୍ଚିଲେନି ନିଶା। ଅପେକ୍ଷା କରି କରି ଶେଷରେ ରାଗିଗଲେ ଦର୍ଶକ। ଆଉ ମଞ୍ଚ ଉପରକୁ ଫୋପାଡ଼ିଥିଲେ…
ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର: ଜାଣନ୍ତୁ କେମିତି କରିପାରିବେ ବଦଳି ଆବେଦନ
ଭୁବନେଶ୍ୱର,୪ା୬(ସୁଚିସ୍ମିତା ସାହୁ):୨୦୨୫-୨୬ ଶିକ୍ଷାବର୍ଷ ଲାଗି ସରକାରୀ ପ୍ରାଥମିକ ଏବଂ ମାଧ୍ୟମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଶିକ୍ଷକମାନଙ୍କ ବଦଳି ଆବେଦନ ଆରମ୍ଭ ହୋଇଯାଇଛି। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ପ୍ରାଥମିକ ଶିକ୍ଷା ନିର୍ଦ୍ଦେଶାଳୟ ପକ୍ଷରୁ ମଙ୍ଗଳବାର ପୁଣି ଥରେ…
ବଣ୍ଟା ହେବ କ୍ଷମତା, ବଦଳିବ ପ୍ରଶାସନିକ ଢାଞ୍ଚା: ମନ୍ତ୍ରୀଙ୍କ କ୍ଷମତା କାର୍ଯ୍ୟକାରୀ କରିବେ ସଚିବ
ଭୁବନେଶ୍ୱର,୪ା୬(ରବିନାରାୟଣ ଜେନା):ସରକାରୀ ବ୍ୟବସ୍ଥାକୁ ଅଧିକ ଦକ୍ଷ ଓ ଗତିଶୀଳ କରିବା ପାଇଁ ସରକାର ଗୁରୁତ୍ୱ ଦେଇଛନ୍ତି। ଏଥିପାଇଁ ପ୍ରଶାସନିକ ଢାଞ୍ଚାରେ କେତେକ ପରିବର୍ତ୍ତନ କରାଯିବ। କ୍ଷମତାର ମଧ୍ୟ ବିକେନ୍ଦ୍ରୀକରଣ ହେବ। ଏପରି କି ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀଗଣଙ୍କ ଉପରେ ଥିବା ଦାୟିତ୍ୱକୁ…
ପ୍ରବଳ ବର୍ଷା ପରେ ଭୁବନେଶ୍ୱରରେ ନିର୍ମାଣ କାର୍ଯ୍ୟ ବେଳେ ଅଘଟଣ: ଘର ଭୁଶୁଡ଼ି ତିନି ଶ୍ରମିକ ଚାପିହୋଇଗଲେ
ଭୁବନେଶ୍ୱର, ୩।୬: ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ ଏକ ଦୁଃଖଦ ଘଟଣା ଘଟିଛି। ଏକ ନିର୍ମାଣ ସ୍ଥଳରେ ପୁରୁଣା ଛାତ ଭାଙ୍ଗୁଥିବା ବେଳେ ଘରଟି ଭୁଶୁଡ଼ି ପଡ଼ିବାରୁ ତିନି ଜଣ ଶ୍ରମିକ ଚାପି ହୋଇଯାଇଛନ୍ତି। ସୂଚନା ଅନୁଯାୟୀ, ମଙ୍ଗଳବାର…
ରାଜ୍ୟରେ ଅନାଥ, ଏକକ ଅଭିଭାବକ ଶିଶୁଙ୍କ ସର୍ଭେ କରିବେ ସରକାର: ନିର୍ଦ୍ଦେଶନାମା ଜାରି
ଭୁବନେଶ୍ୱର,୩।୬: ଓଡ଼ିଶା ସରକାର ରାଜ୍ୟରେ ଅନାଥ ଏବଂ ଏକକ ଅଭିଭାବକ ଥିବା ଶିଶୁଙ୍କ ଅଧିକାର, ମୌଳିକ ଆବଶ୍ୟକତା ଏବଂ ସମ୍ମାନ ସୁରକ୍ଷା ନିଶ୍ଚିତ କରିବା ପାଇଁ ଏକ ସର୍ଭେ କରିବାକୁ ପ୍ରସ୍ତୁତ ହେଉଛନ୍ତି। ରାଜ୍ୟ ସରକାରଙ୍କ ମହିଳା ଓ ଶିଶୁ ବିକାଶ…
ଏଣିକି ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ: ସରକାର କହିଲେ…
ଭୁବନେଶ୍ୱର,୩।୬: ଟ୍ରାଫିକ୍ ପୋଷ୍ଟରେ ହେବ ବଡ଼ ପରିବର୍ତ୍ତନ। ଏଣିକି ସବୁ ଟ୍ରାଫିକ ପୋଷ୍ଟ ନିକଟସ୍ଥ ଡିଭାଇଡରରେ ଲାଗିବ ତୁଳସୀ ଗଛ। ଫଳରେ ଟ୍ରାଫିକ ପୋଷ୍ଟରେ ଅଟକୁଥିବା ଯାତ୍ରୀମାନେ ଭଲ ଅକ୍ସିଜେନ ପାଇପାରିବେ। ତୁଳସୀ ଗଛ ଭଲ ଅକ୍ସିଜେନ ଦେଇଥାଏ। ଏବେ ଆମ…
ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ପ୍ରତି ପଞ୍ଚାୟତରେ ହେବ…
ଭୁବନେଶ୍ୱର, ୩।୬: ଓଡ଼ିଶା ସରକାରଙ୍କ ପଞ୍ଚାୟତିରାଜ ବିଭାଗ ଏକ ବଡ଼ ଘୋଷଣା କରିଛି। ରାଜ୍ୟର ପ୍ରତ୍ୟେକ ଗ୍ରାମ ପଞ୍ଚାୟତରୁ ୧୦ ଜଣ ହିତାଧିକାରୀଙ୍କୁ ଗୃହ ଯୋଜନା ଅନ୍ତର୍ଗତ ପକ୍କା ଘର ଯୋଗାଇ ଦିଆଯିବ। ଏହି ଯୋଜନା ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି…
ଓଡ଼ିଶାରେ ବଢ଼ିଲା କୋଭିଡ ମାମଲା, ଜନସାଧାରଣଙ୍କୁ ଏପରି ପରାମର୍ଶ ଦେଲେ ସରକାର
ଭୁବନେଶ୍ୱର, ୨ା୬: ଓଡ଼ିଶାରେ କୋଭିଡ ମାମଲା ବୃଦ୍ଧି ପାଇଛି ଏବଂ ନୂଆ ତିନୋଟି ମାମଲା ଚିହ୍ନଟ ହେବା ପରେ ରାଜ୍ୟରେ ସକ୍ରିୟ ପଜିଟିଭ ମାମଲା ସଂଖ୍ୟା ୧୫କୁ ବୃଦ୍ଧି ପାଇଛି ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ଡକ୍ଟର ନୀଳକଣ୍ଠ ମିଶ୍ର ସୋମବାର ସୂଚନା…
+୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି
ଭୁବନେଶ୍ୱର,୨।୬: ଛାତ୍ରୀଛାତ୍ରଙ୍କ ପାଇଁ ଉଚ୍ଚ ଶିକ୍ଷା ବିଭାଗ ସୋମବାର ଏକ ବଡ଼ ପଦକ୍ଷେପ ନେଇଛି। +୩ ନାମଲେଖା ପାଇଁ ଫର୍ମ ଦାଖଲ ଅବଧି ବୃଦ୍ଧି କରାଯାଇଛି। ଫଳରେ ଛାତ୍ରୀଛାତ୍ରମାନେ ଜୁନ ୪ ତାରିଖ ରାତି ୧୧ଟା ୪୫ ଯାଏ ଫର୍ମ ଦାଖଲ…
ନନ୍ଦନକାନନରେ କମିଲା ବାଘ ସଂଖ୍ୟା: ଆଖି ବୁଜିଲା ରୂପା-କୃଷ୍ଣାଙ୍କ ଗର୍ଭରୁ ଜନ୍ମିତ ଧଳା ଶାବକ
ଭୁବନେଶ୍ୱର,୨ା୬: ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ରବିବାର ସନ୍ଧ୍ୟାରେ ଏକ ଧଳା ବାଘଛୁଆଙ୍କର ମୃତ୍ୟୁ ହୋଇଛି। ଗତ ବର୍ଷ ନଭେମ୍ବର ୨ରେ ମେଲାନିଷ୍ଟିକ ବାଘ କୃଷ୍ଣା ଏବଂ ଧଳା ବାଘ ରୂପାଙ୍କ ଗର୍ଭରେ ଜନ୍ମ ହୋଇଥିବା ତିନୋଟି ମଧ୍ୟରୁ ଏହି ଛୁଆଟି ଗୋଟିଏ।…

