ମେଟ୍ରୋ

ପ୍ରାର୍ଥୀ ହେବା ପରେ କ’ଣ କହିଲେ ଦୀପାଳି

ଭୁବନେଶର,୩୧।୩(ବ୍ୟୁରୋ): ଝାରସୁଗୁଡ଼ା ଉପ ନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ଦିବଙ୍ଗତ ନେତା ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ବିଜେଡି ପ୍ରାର୍ଥୀ କରିଛି। ପ୍ରାର୍ଥୀ ଘୋଷଣା ପରେ ଦୀପାଳି ପ୍ରତିକ୍ରିୟା ଦେଇ କହିଛନ୍ତି, ମୋ ଉପରେ ମୁଖ୍ୟମନ୍ତ୍ରୀ...

ଝାରସୁଗୁଡା ଉପନିର୍ବାଚନ: ଦୀପାଳି ଦାସ ବିଜେଡି ପ୍ରାର୍ଥୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ଝାରସୁଗୁଡା ଉପନିର୍ବାଚନ ପାଇଁ ଶୁକ୍ରବାର ବିଜେଡି ପ୍ରାର୍ଥୀ ଘୋଷଣା କରିଛି। ସ୍ବର୍ଗତଃ ମନ୍ତ୍ରୀ ନବ ଦାସଙ୍କ ଝିଅ ଦୀପାଳି ଦାସଙ୍କୁ ପ୍ରାର୍ଥୀ କରିଛି ବିଜେଡି। ସୂଚନାଯୋଗ୍ୟ, ମେ’ ୧୦ ତାରିଖରେ ଝାରସୁଗୁଡା ଉପନିର୍ବାଚନ ଅନୁଷ୍ଠିତ ହେବ। ମେ’ ୧୩...

ଏପ୍ରିଲ ୩ରେ ଜାପାନ ଯିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆସନ୍ତା ଏପ୍ରିଲ ୩ରୁ ୯ଯାଏ ଜାପାନ ଗସ୍ତ କରିବେ। ଜାପାନରେ ଅନୁଷ୍ଠିତ ହେବାକୁ ଥିବା ବିଜନେସ୍‌ ମିଟ୍‌ରେ ମୁଖ୍ୟମନ୍ତ୍ରୀ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହ ଜାପାନର ବଡ଼ ବଡ଼ କମ୍ପାନୀ ଓଡ଼ିଶାରେ କିଭଳି...

ଜାଲ ସାର୍ଟିଫିକେଟ, କୋଟିଆ ବିବାଦକୁ ଗୃହରେ ହଙ୍ଗାମା: ଅପରାହ୍ନ ୪ ଟା ଯାଏ ଗୃହ ମୁଲତବୀ

ଭୁବନେଶ୍ବର,୩୧।୩(ବ୍ୟୁରୋ): ଜାଲ ସାର୍ଟିଫିକେଟ ଓ କୋଟିଆ ବିବାଦକୁ ନେଇ ଗୃହ ସରଗରମ। ଉଭୟ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିଲେ ବିରୋଧୀ ଦଳ। ଏପରିକି ବାଚସ୍ପତିଙ୍କ ପୋଡିୟମ ନିକଟକୁ ଆସି ଭାଜପା-କଂଗ୍ରେସ ସଦସ୍ୟ ପ୍ରବଳ ହଟ୍ଟଗୋଳ କରିଥିଲେ। ଫଳରେ ଅପରାହ୍ନ ୪...

ବରଯାତ୍ରୀ ଗାଡ଼ି ଦୁର୍ଘଟଣାରେ ୭ ମୃତକଙ୍କ ପାଇଁ ଶୋକପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ସମ୍ବଲପୁର ଜିଲାର ଶାସନ ଥାନା ଅନ୍ତର୍ଗତ ପରମାଣପୁରକୁ ଝାରସୁଗୁଡ଼ାରର ବଡ଼ଧରା ଗାଁରୁ ଏକ ବରାଯାତ୍ରୀ ଦଳ ଆସିଥିଲେ। ବରଯାତ୍ରୀ ନାଚ, ଗୀତ ସାରି ଭୋଜି ଖାଇ ଘରକୁ ଫେରିବା ସମୟରେ ଭୟଙ୍କର ଦୁର୍ଘଟଣା ଘଟି ୭ ଜଣଙ୍କ ଜୀବନ...

ସୋନପୁର ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର,୩୧ା୩(ବ୍ୟୁରୋ): ରାଜ୍ୟରେ କାଳବୈଶାଖୀ ସହ ତାତି ଅସମ୍ଭାଳ ହେବାରେ ଲାଗିଛି। ଗୁରୁବାର ପଶ୍ଚିମ ତଥା ଆଭ୍ୟନ୍ତରୀଣ କିଛି ଜିଲାରେ ବର୍ଷା ହୋଇଥିଲେ ମଧ୍ୟ ୨୪ ସହରରେ ପାରଦ ୩୫ ଡିଗ୍ରୀ ଉପରେ ଓ ୭ ସ୍ଥାନରେ ୩୭ ଡିଗ୍ରୀ ଟପିଥିଲା।...

ପୁରୁଷ, ନାରୀର ଦୋଛକିରେ ଜୀବନ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ପୁରୁଷ ଆଉ ନାରୀର ଦୋଛକିରେ ବିତୁଛି କିନ୍ନରଙ୍କ ଜୀବନ। ସାମାଜିକ ଅପନିନ୍ଦା ଏବଂ ବାଛନ୍ଦ କାରଣରୁ ଏକଦା ଦୃଷ୍ଟି ଆଢ଼ୁଆଳରେ ରହି ଆସୁଥିବା ଏହି ମଣିଷ ଏବେ ସମାଜରେ କିଛି ନୂଆ କରିବାର ପ୍ରୟାସରେ ଚେଷ୍ଟିତ। ନିଜ ଚେଷ୍ଟାରେ...

ନୂଆ ରୂପରେ ଟ୍ରାଫିକ୍‌ ଥାନା-୨

ଭୁବନେଶ୍ୱର,୩୧।୩(ବ୍ୟୁରୋ): ଭୁବନେଶ୍ୱର ସହରାଞ୍ଚଳ ପୋଲିସ ଜିଲାର ଟ୍ରାଫିକ ଥାନା-୨ ନୂଆ ରୂପ ପାଇଛି। ପୂର୍ବରୁ ଚନ୍ଦ୍ରଶେଖରପୁରରେ ଏହି ଥାନା ଥିବାବେଳେ ଗୁରୁବାର ପାତ୍ରପଡ଼ାଠାରେ ଦୁଇ ମହଲା ବିଶିଷ୍ଟ ନୂତନ କୋଠାକୁ ଉଦ୍‌ଘାଟନ କରାଯାଇଛି। ପୂର୍ବାହ୍ନରେ ପୋଲିସ ଡିଜି ସୁନିଲ ବଂଶଲ...

ରାଜଧାନୀରେ ବାଉନ୍‌ସର ଗ୍ୟାଙ୍ଗ୍‌, ୭ ଗିରଫ

ଭୁବନେଶ୍ୱର,୩୧।୩(ବ୍ୟୁରୋ): ରାଜଧାନୀରେ ବାଉନ୍‌ସରଙ୍କ ରାଜ୍‌ ଚାଲିଛି। ଗ୍ୟାଙ୍ଗ୍‌ ଗଢ଼ି ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ରାତି ଅଧରେ ଜେସିବି ଲଗାଇ ଦୋକାନ ଘର ଭାଙ୍ଗି ଲୁଟ୍‌ କରିବା ସହ ଜମି ଜବରଦଖଲ କରୁଛନ୍ତି। ଏହି ଗ୍ୟାଙ୍ଗର ସଦସ୍ୟ ଥିବା ୭...

ଜାଗା ମିଶନ ସର୍ଭେରେ ଚଞ୍ଚକତା ଅଭିଯୋଗ

ଭୁବନେଶ୍ୱର,୩୧।୩ (ବ୍ୟୁରୋ): ଏପ୍ରିଲ ୧ ଓଡ଼ିଶା ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଗା ମିଶନ ଅଧୀନରେ ଭୂମିହୀନଙ୍କୁ ପଟ୍ଟା ବଣ୍ଟନ କରିବେ। ସମୟ ପାଖେଇ ଆସୁଥିବାବେଳେ ଜାଗା ମିଶନ୍‌ ସର୍ଭେକୁ ନେଇ ଅଡୁଆ ବଢିବାରେ ଲାଗିଛି। ମହାନଗରରେ ଥିବା ବସ୍ତି...

ଆଜି ବିଧାନସଭାରେ ଆଗତ ହେବ ବ୍ୟୟ ମଞ୍ଜୁରୀ ବିଲ୍‌

ଭୁବନେଶ୍ୱର, ୩୧ା୩(ବ୍ୟୁରୋ):୨୦୨୩-୨୪ ଆର୍ଥିକ ବର୍ଷ ପାଇଁ ଶୁକ୍ରବାର ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ ଆଗତ ହେବ। ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ ବିଧାନସଭାର ଅନୁମୋଦନ ପାଇଁ ଉପସ୍ଥାପନ କରିବେ। ଏହା ପୂର୍ବରୁ କେତେକ ପ୍ରମୁଖ ବିଭାଗର ଖର୍ଚ୍ଚ ଦାବି...

ମାଗଣା ହେଲା ମଲିକ୍ୟୁଲାର ପରୀକ୍ଷା

ଭୁବନେଶ୍ୱର, ୩୧।୩(ବ୍ୟୁରୋ):କର୍କଟ ରୋଗର ଚିକିତ୍ସା କ୍ଷେତ୍ରରେ ରାଜ୍ୟ ସରକାର ଆଉଏକ ବଡ ପଦକ୍ଷେପ ନେଇଛନ୍ତି। ଏଣିକି ଟ୍ୟୁମରର ମଲିକ୍ୟୁଲାର ପରୀକ୍ଷାକୁ ମାଗଣାରେ କରାଯିବ। ‘ନିଦାନ’ ଯୋଜନା ମାଧ୍ୟମରେ ଜନସାଧାରଣ ଏହାର ସୁବିଧା ପାଇବେ ଓ ଏହାର ସମସ୍ତ ଖର୍ଚ୍ଚ ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri