KIIT Controversy: ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ୍ କଲେ ବିଧାୟକ ବାବୁ ସିଂ
ଭୁବନେଶ୍ୱର,୨୧ା୨: କିଟ୍ ପ୍ରସଙ୍ଗରେ ବିଧାନସଭାର ମୁଲତବୀ ଆଲୋଚନା ବେଳେ ବାବୁ ସିଂ ଏକ ବଡ଼ ବିବୃତ୍ତି ଦେଇଛନ୍ତି। କିଟ୍ କେଳେଙ୍କାରୀ ଅଭିଯୋଗରେ ଅଚ୍ୟୁତ ସାମନ୍ତଙ୍କୁ ଟାର୍ଗେଟ କରି ମନ୍ତ୍ରୀ କହିଛନ୍ତି, ୧୯୯୧ରେ ମହର୍ଷିରେ ପଢ଼ାଇବା ବେଳେ ୮୦୦ ଟଙ୍କା ଦରମା ପାଉଥିଲେ।…
ତାରାଙ୍କ ପ୍ରଶ୍ନ: ଅଚ୍ୟୁତ ସାମନ୍ତଙ୍କ ଉପରେ ଏଯାଏ କାହିଁକି ନିଆଯାଇନି କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୨୧।୨: କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ତାରାପ୍ରସାଦ ବାହିନୀପତି ନ୍ୟାୟିକ ତଦନ୍ତ ଦାବି କରିଛନ୍ତି। ତାରା କହିଛନ୍ତି, ନ୍ୟାୟିକ ତଦନ୍ତ ସହ ଅଚ୍ୟୁତ ସାମନ୍ତଙ୍କୁ ଗିରଫ କରାଯାଉ। କାହିଁକି ଏପର୍ଯ୍ୟନ୍ତ ଅଚ୍ୟୁତ ସାମନ୍ତଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିଆଯାଇନି। ସିସିଟିଭି ଫୁଟେଜ ଯାଞ୍ଚ…
କଟକ ବାଲିଯାତ୍ରାରୁ ଆଦାୟ ହୋଇଛି ୬.୩୮ କୋଟି ଟଙ୍କା: ମନ୍ତ୍ରୀ
ଭୁବନେଶ୍ୱର,୨୧।୨: ବିଧାନସଭାରେ ଚାଲିଛି ବଜେଟ ଅଧିବେଶନ। ଶୁକ୍ରବାର ଅଧିବେଶନର ପ୍ରଶ୍ନକାଳରେ କଟକ ବାଲିଯାତ୍ରା ଉପରେ ଆଲୋଚନା ହୋଇଛି। ବାରବାଟୀ ବିଧାୟିକା ସୋଫିଆ ଫିର୍ଦ୍ଦୋଶ ବାଲିଯାତ୍ରାରେ ଷ୍ଟଲ ନିଲାମ ପ୍ରକ୍ରିୟା ବନ୍ଦ ପାଇଁ ଦାବି କରିଥିଲେ। ବିଧାୟିକାଙ୍କ ପ୍ରଶ୍ନର ଉତ୍ତର ରଖିଥିଲେ ସଂସ୍କୃତି…
Subhadra Yojana: ପ୍ରଭାତୀ ପରିଡ଼ାଙ୍କ ବଡ଼ ଘୋଷଣା, ଆସନ୍ତାକାଲି…
ଭୁବନେଶ୍ୱର,୨୧।୨: ଶନିବାରଠୁ ଭୁବନେଶ୍ବରରେ ଆରମ୍ଭ ହେବ ସୁଭଦ୍ରା ଶକ୍ତି ମେଳା। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଶୁକ୍ରବାର ସୂଚନା ଦେଇଛନ୍ତି। ଏହି ମେଳା ଶନିବାରଠୁ ଆରମ୍ଭ ହୋଇ ମାର୍ଚ୍ଚ ୨ ତାରିଖ ଯାଏଁ ଚାଲିବ। ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ରାଜ୍ୟବ୍ୟାପୀ ଏସଏଚ୍ଜି ମହିଳା…
ଭକ୍ତ ଚରଣ ଦାସ ପ୍ରେସମିଟ୍ କରି ଦେଲେ ବିସ୍ଫୋରକ ବୟାନ, କହିଲେ ଭିକ୍ଷା ମାଗି…
ଭୁବନେଶ୍ୱର,୨୧।୨: ପିସିସି ସଭାପତି ଭକ୍ତ ଚରଣ ଦାସ ପ୍ରେସମିଟ୍ କରି ବିସ୍ଫୋରକ ବୟାନ ଦେଇଛନ୍ତି। ପିସିସି ସଭାପତି କହିଛନ୍ତି, ଲୋକଙ୍କ ପଇସାରେ ରାଜନୀତି କରିବ କଂଗ୍ରେସ। ଦରକାର ପଡ଼ିଲେ କଂଗ୍ରେସ ଭିକ୍ଷା ବି ମାଗିବ। ମୋତେ କିଏ ଘୃଣା କି ଅପମାନ…
ବିୟୁଟି ପାର୍ଲରରେ ବଡ଼ ଧରଣର ଅଗ୍ନିକାଣ୍ଡ
ଭୁବନେଶ୍ୱର,୨୧।୨: ଭୁବନେଶ୍ୱର ଖଣ୍ଡଗିରି ଥାନା ଅଧୀନ ଜାଗମରା ଅଞ୍ଚଳରେ ଥିବା ଏକ ବିୟୁଟି ପାର୍ଲରରେ ଶୁକ୍ରବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସାମଗ୍ରୀ ପୋଡ଼ି ପାଉଁଶ ହୋଇଯାଇଛି। ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ…
ମୂଲ୍ୟବାନ ସମ୍ପତ୍ତି କିଣିବା ପାଇଁ ସରକାରଙ୍କଠାରୁ ଅନୁମତି ନେବେ ଓଡ଼ିଶା ସରକାରୀ କର୍ମଚାରୀ
ଭୁବନେଶ୍ୱର,୨୧।୨: ଏଣିକି ଓଡିଶା ସରକାର କର୍ମଚାରୀମାନେ କୌଣସି ମୂଲ୍ୟବାନ ସମ୍ପତ୍ତି କିଣିବା ପୂର୍ବରୁ ସରକାରଙ୍କୁ ସୂଚନା ଦେବେ। ରାଜ୍ୟ ସରକାର କର୍ମଚାରୀମାନଙ୍କୁ ସେମାନଙ୍କର ଦୁଇ ମାସର ମୂଳ ଦରମା ଠାରୁ ଅଧିକ ମୂଲ୍ୟର ସ୍ଥାବର ସମ୍ପତ୍ତି ସହିତ ଜଡିତ ଯେକୌଣସି କାରବାର…
ମହାନଦୀରେ ନିର୍ମାଣ ହେବ ୧୬ ଡ୍ୟାମ୍, ୧୫ ବ୍ୟାରେଜ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୧।୨(ବନ୍ଦନା ସେଠୀ): ରାଜ୍ୟ ସ୍ବାର୍ଥକୁ ଦୃଷ୍ଟିରେ ରଖି ମହାନଦୀରେ ଆଉ ୧୬ ଡ୍ୟାମ୍ ଏବଂ ୧୫ ବ୍ୟାରେଜ୍ ପ୍ରକଳ୍ପ ନିର୍ମାଣ ହେବ। ଏଥିସହ ମହାନଦୀରେ ୪୧ଟି ଇନ୍-ଷ୍ଟ୍ରିମ୍ ଷ୍ଟୋରେଜ ଷ୍ଟ୍ରକ୍ଚର ନିର୍ମାଣ କରିବାକୁ ଯୋଜନା ରହିଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…
କିଟ୍ରେ ଛାତ୍ରୀ ମୃତ୍ୟୁ, ନିର୍ଯାତନା ଘଟଣା: ରିମାଣ୍ଡରେ ପୁରୁଷବନ୍ଧୁ ଆଦଭିକ୍
ଭୁବନେଶ୍ୱର,୨୧।୨(ସତ୍ୟଜିତ୍ ରାଉତ): କିଟ୍ ବିଶ୍ୱ ବିଦ୍ୟାଳୟରେ ବି.ଟେକ୍ ଛାତ୍ରୀ ପ୍ରକ୍ରିତି ଲାମସଲ୍ ଆତ୍ମହତ୍ୟା ଘଟଣାରେ ସରକାରଙ୍କ ପକ୍ଷରୁ ଉଚ୍ଚସ୍ତରୀୟ କମିଟି ଦ୍ୱାରା ତଦନ୍ତ ଚାଲିଛି। ଅପରପକ୍ଷରେ ପ୍ରକ୍ରିତିଙ୍କୁ ବ୍ଲାକମେଲ୍ କରି ଗିରଫ ହୋଇଥିବା ଅଭିଯୁକ୍ତ ପୁରୁଷବନ୍ଧୁ ଆଦଭିକ୍ ଶ୍ରୀବାସ୍ତବ ୩ ଦିନିଆ…
ମହାପ୍ରଭୁଙ୍କୁ ଲାଗିହେଲା ଜୈବିକ ଚାଉଳ ମହାପ୍ରସାଦ: ଚାଉଳ ପ୍ରସ୍ତୁତକାରୀଙ୍କୁ ସରକାରୀ ପ୍ରୋତ୍ସାହନ ମିଳିବ
ପୁରୀ,୨୧।୨(ଅଜିତ୍ କୁମାର ମହାନ୍ତି): ଶ୍ରୀମନ୍ଦିରରେ ଗୁରୁବାର ମଧ୍ୟାହ୍ନ ଧୂପରେ ମହାପ୍ରଭୁଙ୍କ ପାଖରେ ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଲାଗି କରାଯାଇଛି। ପାଞ୍ଚ ପ୍ରକାର ଜୈବିକ ଚାଉଳରେ ପ୍ରସ୍ତୁତ ଅମୃତ ଅନ୍ନ ଭୋଗ ଲାଗି ହୋଇଛି। ଏହି ମହାପ୍ରସାଦକୁ ଶ୍ରୀମନ୍ଦିର ମୁଖ୍ୟ…
ଆଜିଠୁ ମାଟ୍ରିକ୍ ପରୀକ୍ଷା: ପରୀକ୍ଷା ଦେବେ ୫,୧୦,୭୭୮ ପରୀକ୍ଷାର୍ଥୀ
କଟକ,୨୧।୨(କାର୍ତ୍ତିକ ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ) ଦ୍ୱାରା ପରିଚାଳିତ ଚଳିତବର୍ଷର ମାଟ୍ରିକ୍ ପରୀକ୍ଷା ଫେବୃଆରୀ ୨୧ ତାରିଖ ଶୁକ୍ରବାରଠାରୁ ଆରମ୍ଭ ହୋଇ ମାର୍ଚ୍ଚ ୬ରେ ଶେଷ ହେବ। ସେହିପରି ଏକ ସଙ୍ଗେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା…
KIIT ବିବାଦକୁ ନେଇ ବଡ଼ଖବର: ଆଉ ୫ ଜଣଙ୍କୁ ଗିରଫ କଲା ପୋଲିସ
ଭୁବନେଶ୍ୱର,୨୦।୨: କିଟ୍ ନେପାଳୀ ଛାତ୍ରଙ୍କୁ ମାଡ଼ ଘଟଣାରେ ଗୁରୁବାର ଆଉ ୫ ଜଣଙ୍କୁ ଗିରଫ କରାଯାଇଛି। ୪ ବାଉନସରଙ୍କ ସହ ଜଣେ ଆସିଷ୍ଟାଣ୍ଟ ଫିଲ୍ଡ ଅଫିସର ଗିରଫ ହୋଇଛନ୍ତି। ବାଉନସର ଅଜୟ ସ୍ବାଇଁ, ସରୋଜ ରାଉତରାୟ, ବାଉନସର ଚନ୍ଦନ ସ୍ବାଇଁ ଓ…
Archives


