ମେଟ୍ରୋ

ଡିସେମ୍ୱର ୧୬ରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କାହିଁକି ପଞ୍ଜୀକରଣ ନ କରିବାକୁ ବିଭାଗ କଲା ଅନୁରୋଧ

ଭୁବନେଶ୍ୱର,୧୨।୧୨: ଆଗାମୀ ଡିସେମ୍ବର ୧୬ ତାରିଖ (ସୋମବାର)ରେ ୟୁନିଟ୍-୫ ,ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଗତ ଅକ୍ଟୋବର ୨୮ ତାରିଖରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ ଅଭିଯୋଗ ପାଇଁ...

ବିଜେଡି ଇତିହାସ ଶେଷ, ଆଗାମୀ ୫୦ ବର୍ଷ ପର୍ଯ୍ୟନ୍ତ ଓଡ଼ିଶାରେ ରାଜ୍‌ କରିବ ଭାଜପା:ହିମନ୍ତ ବିଶ୍ବଶର୍ମା

ଭୁବନେଶ୍ୱର, ୧୨।୧୨: ବିଜେଡି ଇତିହାସ ଶେଷ ହୋଇଯାଇଛି। ଆଗାମୀ ୫୦ ବର୍ଷ ଯାଏ ଭାଜପା ରାଜ୍ୟରେ ଶାସନ କରିବ। ଗୁରୁବାର ଏମିତି ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା। ପୁରୀ ଶ୍ରୀମନ୍ଦିରରେ ମହାପ୍ରମୁଙ୍କ ଦର୍ଶନ ପରେ ସେ...

ଜୟନାରାୟଣଙ୍କ ବିସ୍ଫୋରକ ବୟାନ, ଭାଜପାରେ ମିଶିବେ ନବୀନ ପଟ୍ଟନାୟକ

ଭୁବନେଶ୍ୱର,୧୨।୧୨: ଭାଜପାରେ ମିଶିବେ ନବୀନ। ଏପରି ବିସ୍ଫୋରକ ବୟାନ ଦେଇଛନ୍ତି ସମ୍ବଲପୁର ବିଧାୟକ ତଥା ବରିଷ୍ଠ ଭାଜପା ନେତା ଜୟନାରାୟଣ ମିଶ୍ର । ସେ କହିଛନ୍ତି, ଭାଜପା ଚାହୁଁନି ବିଜେଡି ଭାଙ୍ଗିଯାଉ । ଶତ୍ରୁ ବଞ୍ଚିରୁହନ୍ତୁ, ଅପମାନିତ ହୁଅନ୍ତୁ ।...

ଓଡ଼ିଶା ଭାଜପାକୁ ମିଳିବ ନୂଆ ସଭାପତି, ତୋମାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର,୧୨।୧୨: ରାଜ୍ୟ ଭାଜପା ପାଇବ ନୂଆ ସଭାପତି। ସେଥିପାଇଁ ଜାନୁଆରୀରେ ହେବ ନିର୍ବାଚନ। ଏନେଇ ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର। ସେ କହିଛନ୍ତି, ଜାନୁଆରୀ ମାସରେ ରାଜ୍ୟ ଭାଜପାର ନୂଆ ସଭାପତି ନିର୍ବାଚନ ହେବ।...

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା, ଏହି ବିଭାଗରେ ବଡ଼ ନିଯୁକ୍ତି, ପୂରଣ ହେବ ୧୦ ହଜାର ପଦବୀ

ଭୁବନେଶ୍ୱର,୧୨।୧୨: ଖୁବଶୀଘ୍ର ଗୃହ ବିଭାଗରେ ପୂରଣ ହେବ ୧୦ହଜାର ପଦବୀ। ଏନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବଡ଼ ଘୋଷଣା କରିଛନ୍ତି। ଗୁରୁବାର କମିଶନରେଟ ପୋଲିସ କାର୍ଯ୍ୟାଳୟରେ ଏକ ନୂଆ ସେବା ଶୁଭାରମ୍ଭ ହୋଇଛି। ଟୁଇନ ସିଟିରେ ପ୍ରାଥମିକ ଚିକିତ୍ସା, ଆମ୍ବୁଲାନ୍ସ...

ଚାକିରି ଠକେଇରେ ଆଉଟ୍‌ସୋର୍ସିଂ କର୍ମଚାରୀ

କଟକ,୧୨ା୧୨(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲରେ ଚାକିରି କରାଇ ଦେବାକୁ କହି ଆଉଟ୍‌ସୋର୍ସିଂ ସଂସ୍ଥାର କେତେଜଣ କର୍ମଚାରୀ ଲୋକଙ୍କଠାରୁ ଟଙ୍କା ନେଉଛନ୍ତି। ପରବର୍ତ୍ତୀ ସମୟରେ ସେମାନଙ୍କୁ ଚାକିରି ମିଳୁନି। ଫଳରେ ଠକେଇର ଶିକାର ହେଉଥିବା ଲୋକମାନେ ଥାନାରେ ଅଭିଯୋଗ କରୁଛନ୍ତି। ଏହିକ୍ରମରେ...

ସରିଲା ବିଧାନସଭାର ଶୀତ ଅଧିବେଶନ, ଧାର୍ଯ୍ୟ କାର୍ଯ୍ୟ ଦିବସ ପୂର୍ବରୁ…

ଭୁବନେଶ୍ୱର,୧୧ା୧୨: ବିଧାନସଭାର ଶୀତ ଅଧିବେଶନ ବୁଧବାର ଶେଷ ହୋଇଛି। ଏଥର ୧୬ଟି କାର୍ଯ୍ୟ ଦିବସ ପୂର୍ବରୁ ଗୃହ ବନ୍ଦ ହୋଇଛି। ତେବେ ଅନିର୍ଦ୍ଦିଷ୍ଟ କାର୍ଯ୍ୟକାଳ ପାଇଁ ଗୃହକୁ ମୁଲତବୀ ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢ଼ୀ। ଏହି ଅଧିବେଶନରେ ୧୬ଟୁ...

୧୦ ବର୍ଷରେ ଚାରି ହଜାର କୋଟି ଟଙ୍କା ଛାଡ କରିଦେଲେ ସରକାର, ସର୍ବାଧିକ ଲାଭାନ୍ବିତ ହେଲା ଏହି କମ୍ପାନୀ

ଭୁବନେଶ୍ୱର,୧୧।୧୨: ଗତ ୧୦ ବର୍ଷ ମଧ୍ୟରେ ବିଭିନ୍ନ ଯୋଜନା ଅଧୀନରେ ୧୪ ଟି ଶିଳ୍ପ ପାଇଁ ରାଜ୍ୟ ସରକାର ୪୦୯୭.୬୭ କୋଟି ଟଙ୍କା ବିଦ୍ୟୁତ୍ ଦେୟ ଛାଡ କରିଛନ୍ତି। ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ ବୁଧବାର ବିଧାନସଭାରେ ଏହି...

ଆସ୍କା-୪୦ର କାହିଁକି ବଢ଼ୁନି ଦର? ଗୃହରେ ପ୍ରଶ୍ନ କଲେ ଆସିକା ବିଧାୟକ

ଭୁବନେଶ୍ୱର,୧୧।୧୨: ଗୃହରେ ଆସ୍କା-୪୦ର ଦର ବୃଦ୍ଧି ଦାବି କଲେ ଆସିକା ବିଧାୟକ ସରୋଜ ପାଢ଼ୀ। ବଜାରରେ ସବୁ ଦର ବଢ଼ିବା ସହିତ ଆସିକା ଚିନି କଳ କ୍ଷତି ସହୁଥିଲେ ମଧ୍ୟ ୫ ବର୍ଷ ହେଲା କାହିଁକି ଆସ୍କା-୪୦ଦର ବଢ଼ିନି ବୋଲି...

ମିଶନ ଶକ୍ତିକୁ ନେଇ ବଡ଼ ବୟାନ ଦେଲେ ପ୍ରଭାତୀ, ରଡି ଛାଡିଲେ ମହିଳା

ଭୁବନେଶ୍ୱର,୧୧।୧୨: ଆଜି ବି ଆନ୍ଦୋଳନରେ ମିଶନ ଶକ୍ତି ମହିଳା । ୩ ଦିନ ହେଲା ଲୋୟର ପିଏମଜିରେ ଗର୍ଜୁଛନ୍ତି ମହିଳା । ମିଶନ ଶକ୍ତି ଅଧିନରେ ୬ଟି କ୍ୟାଡର କାମ କରୁଥିବା ସିଆରପି, ଏମବିକେ, ପ୍ରାଣୀମିତ୍ର, କୃଷି ମିତ୍ର, ବ୍ୟାଙ୍କ...

ଏହି ଛାତ୍ରୀଛାତ୍ରଙ୍କ ପାଇଁ ଖୁସିଖବର: ମୁଖ୍ୟମନ୍ତ୍ରୀ କହିଲେ ଡିସେମ୍ବର ୩୧ରେ ମିଳିବ…

ଭୁବନେଶ୍ୱର,୧୧।୧୨: ଡିସେମ୍ବର ୩୧ରେ ମିଳିବ । ଏସ୍‌ସି,ଏସ୍‌ଟି ଛାତ୍ରୀଛାତ୍ରଙ୍କୁ ଏହି ମାଧୋସିଂ ହାତ ଖର୍ଚ୍ଚ ମିଳିବ । ବରଗଡ଼ ଜିଲା ଘେଁସରେ ଶୁଭାରମ୍ଭ ହେବ କାର୍ଯ୍ୟକ୍ରମ।ରାଜ୍ୟସ୍ତରୀୟ ଭାରତୀୟ ଭାଷା ଉତ୍ସବରେ ମୁଖ୍ୟମନ୍ତ୍ରୀ ଏହା ଘୋଷଣା କରିଛନ୍ତି। ଏହି ଯୋଜନାରେ ଉପକୃତ...

ରାଜ୍ୟରେ ନକଲି ସୁନା, ୫ ଅଳଙ୍କାର ଦୋକାନୀ ବିକୁଥିଲେ…

ଭୁବନେଶ୍ୱର,୧୧।୧୨: ରାଜ୍ୟର ୫ ଅଳଙ୍କାର ଦୋକାନୀ ବିକୁଥିଲେ ନକଲି ସୁନା। ଗୃହରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଉତ୍ତର ରଖିଛନ୍ତି। ନକଲି ହଲମାର୍କ ପାଇଁ କୁଚିଣ୍ଡାର ଅମ୍ବିକା ଜୁଏଲର୍ସ ନାଁରେ ମାମଲା ହୋଇଥିଲା । ଏହା ସହ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri