ମେଟ୍ରୋ

ବର୍ଷକୁ ୨ଥର ସିବିଏସ୍‌ଇ ୧୦ମ ବୋର୍ଡ ପରୀକ୍ଷା

ଭୁବନେଶ୍ୱର,୨୦ା୨ (ସୁଚିସ୍ମିତା ସାହୁ):ଛାତ୍ରୀଛାତ୍ରଙ୍କ ମନରେ ପରୀକ୍ଷା ଚାପ କମାଇବାକୁ କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ବଡ଼ ପଦକ୍ଷେପ ନେବାକୁ ଯାଉଛି। ବର୍ଷକୁ ଦୁଇଟି ପର୍ଯ୍ୟାୟରେ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା କରିବାକୁ ନିଷ୍ପତ୍ତି ନେଇଛି। ଏନେଇ ସିବିଏସ୍‌ଇ ପକ୍ଷରୁ ବୁଧବାର…

KIIT student death row: ତଦନ୍ତ ଆରମ୍ଭକଲା ଉଚ୍ଚସ୍ତରୀୟ କମିଟି

ଭୁବନେଶ୍ୱର,୨୦।୨(ସତ୍ୟଜିତ୍‌ ରାଉତ): KIIT University ରେ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମସଲ୍‌ଙ୍କ ଆତ୍ମହତ୍ୟା ଏବଂ ନେପାଳୀ ଛାତ୍ରୀଛାତ୍ରଙ୍କୁ ବଳପୂର୍ବକ କଲେଜରୁ ବିତାଡ଼ିତ କରି ନିର୍ଯାତନା ଘଟଣାରେ ବିବାଦ ଅଧିକ ଘନେଇବାରେ ଲାଗିଛି। କିଟ୍‌ କର୍ତ୍ତୃପକ୍ଷଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ପାଇଁ ବିଭିନ୍ନ…

୫ ବର୍ଷରେ ପଞ୍ଚାୟତିରାଜ ବିଭାଗରେ ୨୮କୋଟିର ଦୁର୍ନୀତି ହୋଇଛି: ମନ୍ତ୍ରୀ ନାଏକ

ଭୁବନେଶ୍ୱର,୨୦ା୨(ବନ୍ଦନା ସେଠୀ): ପଞ୍ଚାୟତିରାଜ ବିଭାଗରେ ଗତ ୫ବର୍ଷରେ ୨୮କୋଟି ଟଙ୍କାର ଦୁର୍ନୀତି ହୋଇଥିବା ନେଇ ମଙ୍ଗଳବାର ବିଧାନସଭାରେ ତଥ୍ୟ ରଖିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ଉକ୍ତ ତଥ୍ୟ ଅନୁଯାୟୀ, ବିଜେଡି ସରକାରଙ୍କ ଅମଳରେ ୨୦୨୦-୨୧ ଆର୍ଥିକ ବର୍ଷରେ ୯କୋଟି ୧୩ଲକ୍ଷ…

ସମ୍ଭାବ୍ୟ ରୌଦ୍ରତାପଜନିତ ଅଂଶୁଘାତ ଆଶଙ୍କା: ପୂର୍ବାହ୍ନ ୧୧ଟାରୁ ଅପରାହ୍ନ ୩ଟା ଶ୍ରମିକଙ୍କ କାର୍ଯ୍ୟ ବନ୍ଦ ନିର୍ଦ୍ଦେଶ

ଭୁବନେଶ୍ୱର,୧୯ା୨(ସୁଚିସ୍ମିତା ସାହୁ): ଚଳିତ ବର୍ଷ ଖରାର ଉତ୍ତାପ ବୃଦ୍ଧି ପାଇବାର ଆଶଙ୍କା ରହିଛି। ଫେବୃଆରୀ ମାସରୁ ଖରାର ତାପମାତ୍ରା ବୃଦ୍ଧି ପାଉଥିବାରୁ ଅପ୍ରେଲ ମାସରେ ରୌଦ୍ରତାପ ବୃଦ୍ଧି ଯୋଗୁଁ ଅଂଶୁଘାତ ଆଶଙ୍କା ବଢ଼ିଯାଇଛି। ଏଣୁ ସମ୍ପୂର୍ଣ୍ଣ ଖରାରେ କାର୍ଯ୍ୟରତ ଶ୍ରମିକଙ୍କୁ ଚଳିତ…

ପ୍ରକାଶ ପାଇଲା ଓଡିଶା ହାତୀ ଗଣନା ରିପୋର୍ଟ: ଜାଣନ୍ତୁ କେଉଁ ଜିଲାରେ ଅଛନ୍ତି କେତେ ହାତୀ ?

ଭୁବନେଶ୍ୱର,୧୯।୨: ୨୦୨୪ ନଭେମ୍ବରରେ ରାଜ୍ୟରେ ହୋଇଥିବା ହାତୀ ଗଣନା ପ୍ରକାଶ ପାଇଛି। ରାଜ୍ୟରେ ବର୍ତ୍ତମାନ ୨,୧୦୩ ହାତୀ ଅଛନ୍ତି। ରିପୋର୍ଟରୁ ଜଣାପଡିଛି ଯେ ମୟୂରଭଞ୍ଜ ଜିଲାରେ ସର୍ବାଧିକ ୨୯୫ ହାତୀ ଅଛନ୍ତି, ତା’ପରେ ଢେଙ୍କାନାଳ ଜିଲାରେ ୨୯୧ ଏବଂ ଅନୁଗୁଳରେ ୨୫୪…

KIIT Student’s Death: ଅଚ୍ୟୁତ ସାମନ୍ତଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ, ବିଧାନସଭାରେ କହିଲେ ସରକାର

ଭୁବନେଶ୍ୱର,୧୯।୨: KIIT ବିଶ୍ୱବିଦ୍ୟାଳୟରେ ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ ଅଚ୍ୟୁତ ସାମନ୍ତଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ବୁଧବାର ବିଧାନସଭାରେ ଏହା କହିଛନ୍ତି ଜୟନାରାୟଣ ମିଶ୍ର। KIIT ପ୍ରସଙ୍ଗକୁ ନେଇ ଓଡିଶା ସାରା ବିଶ୍ୱରେ ନିନ୍ଦିତ ହୋଇଥିବା ବେଳେ ଏହାକୁ ନେଇ ବିଧାନସଭାରେ…

KIIT Suicide: ସିଧା ଧମକ ଦେଲେ Nepal Govt, ପରିସ୍ଥିତି ଠିକ୍‌ ନ ହେଲେ…ଓଡ଼ିଶାରେ ଚହଳ

ଭୁବନେଶ୍ୱର,୧୯।୨: କିଟ୍‌ ବିଶ୍ୱବିଦ୍ୟାଳୟର ଜଣେ ନେପାଳ ଛାତ୍ରୀଙ୍କ ମୃତ୍ୟୁ ପରେ ସାରା ଦେଶ ଉଠୁଛି ପଡୁଛି। ଘଟଣାକୁ ନେଇ ସବୁଆଡୁ ତୀବ୍ର ବିରୋଧ କରାଯାଉଥିବାବେଳେ ଓଡ଼ିଶାକୁ ନିନ୍ଦିତ ହେବାକୁ ପଡିଛି। ଘଟଣା ଦିନକୁ ଦିନ ବିବାଦକୁ ଠେଲି ହେଇ ପଡୁଥିବାବେଳେ ବର୍ତ୍ତମାନ…

Krushna Chandra Patra: ରାଜ୍ୟରେ ରହିଛନ୍ତି ଲକ୍ଷାଧିକ ଭୂତ ରାଶନକାର୍ଡଧାରୀ, ସବୁଠୁ ଏହି ଜିଲାରେ ଅଛନ୍ତି…

ଭୁବନେଶ୍ୱର,୧୯ା୨: ରାଜ୍ୟରେ ୩ ଲକ୍ଷ ୨୮ ହଜାର ୯୩୨ ଜଣ ଭୂତ ରାଶନାକାର୍ଡଧାରୀ ଅଛନ୍ତି। ଅର୍ଥାତ୍‌ ମୃତ ବ୍ୟକ୍ତିଙ୍କ ନାଁରେ ରହିଛି ରାଶନ କାର୍ଡ। e-KYC ପରେ ସେମାନଙ୍କୁ ତାଲିକାରୁ ବାଦ୍‌ ଦିଆଯାଇଛି। ବିଧାନସଭାରେ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଲିଖିତ…

KIIT scandal: ନେପାଳ ଛାତ୍ରଙ୍କ ସହ କଥାହେଲେ Mohan Majhi, ଦେଲେ ବଡ଼ ପ୍ରତିଶ୍ରୁତି…

କିଟ୍‌ କାଣ୍ଡ: ନେପାଳ ଛାତ୍ରଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ, ଦେଲେ ବଡ଼ ପ୍ରତିଶ୍ରୁତି… ଭୁବନେଶ୍ୱର,୧୯।୨: କିଟ୍‌ କାଣ୍ଡକୁ ନେଇ ସାରା ରାଜ୍ୟ ରାଜନୀତି ସରଗରମ ରହିଛି। ବିବାଦ ଥମୁ ନ ଥିବାବେଳେ ଦିନକୁ ଦିନ ଘଟଣା ରୋଚକ ମୋଡ ନେଉଛି। ଏହାରି…

Odisha Rain Update: ୪ ଦିନ ଛେଚିବ! ଏସବୁ ଜିଲାକୁ ଘଡଘଡି ବର୍ଷା ଆଲର୍ଟ

ଭୁବନେଶ୍ୱର,୧୯।୨: ଆସୁଛି Rain Alert। ୨୦ରୁ ୨୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା ରହିଛି। ରାଜ୍ୟର ଅର୍ଦ୍ଧାଧିକ ଜିଲାରେ ବର୍ଷା ନେଇ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୦ରେ ୩ ଜିଲାକୁ ଅରେଞ୍ଜ, ୬ ଜିଲାକୁ ୟେଲୋ ୱାର୍ଣ୍ଣିଂ କରାଯାଇଛି। ସେହିପରି ୨୧ରେ…

KIITରେ ନେପାଳୀ ଛାତ୍ରଙ୍କୁ ଆକ୍ରମଣ ଘଟଣା: ପୋଲିସ ଜାଣିଶୁଣି ଲଗାଇଛି କୋହଳ ଦଫା!

ଭୁବନେଶ୍ୱର,୧୯ା୨(ସତ୍ୟଜିତ୍‌ ରାଉତ): କିଟ୍‌ ବିଶ୍ୱ ବିଦ୍ୟାଳୟରେ ମୃତ ବି.ଟେକ୍‌ ଛାତ୍ରୀ ପ୍ରକ୍ରିତି ଲାମ୍‌ସଲ୍‌ଙ୍କୁ ନ୍ୟାୟ ଦାବିରେ ଆନ୍ଦୋଳନରତ ଛାତ୍ରୀଛାତ୍ରଙ୍କୁ ମାଡ଼ ମାରି କ୍ୟାମ୍ପସ୍‌ରୁ ବଳପୂର୍ବକ ବାହାର କରିଦେବା ଘଟଣାରେ ଇନ୍‌ଫୋସିଟି ଥାନା ପୋଲିସ ୩ ଅଧିକାରୀଙ୍କ ସମେତ ୫ଜଣଙ୍କୁ ଗିରଫ କରିଥିଲା।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri