ମିଶନଶକ୍ତି ପାଇଁ ବିଧାନସଭାରେ ମୁହାଁମୁହିଁ, ଗୃହରେ ନବୀନଙ୍କ ଉପରେ ରାଗିଗଲେ ସୋଫିଆ, ଆଉ ତା’ପରେ…
ଭୁବନେଶ୍ୱର,୧୦।୧୨: ରାଜ୍ୟ ରାଜନୀତିରେ ଲାଗିଛି ନିଆଁ। ବକେୟା ଦରମା ସହ ଅନ୍ୟାନ୍ୟ ୯ ଦାବି ନେଇ ହଜାର ହଜାର ମିଶନଶକ୍ତି ମହିଳା ମଙ୍ଗଳବାର ରାଜରାସ୍ତାକୁ ଓହ୍ଲାଇଛନ୍ତି। ଲୋୟର ପିଏମଜିର ଗାନ୍ଧୀମାର୍ଗରେ ସେମାନେ ଧାରଣାରେ ବସିଛନ୍ତି। ଏହାକୁ ନେଇ ବିରୋଧୀ ଦଳ...
କନିଷ୍ଠ କିରାଣିଙ୍କୁ ଗିରଫ କଲା ଭିଜିଲାନ୍ସ
ଭୁବନେଶ୍ୱର,୧୦ା୧୨: ଭୁବନେଶ୍ୱର ଖଣ୍ଡଗିରି ସବ୍ ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି (ଜୁନିୟର୍ କ୍ଲର୍କ) ଦେବଯାନୀ କରଙ୍କୁ ମଙ୍ଗଳବାର ଭିଜିଲାନ୍ସ ପକ୍ଷରୁ ଗିରଫ କରାଯାଇଛି। ଜଣେ ଆଇନଜୀବୀଙ୍କଠୁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସୋମବାର କନିଷ୍ଠ କିରାଣି (ଜୁନିୟର୍...
ମିଶନ ଶକ୍ତି ମହିଳାଙ୍କ ଧାରଣାକୁ ନେଇ ଭାଜପାକୁ ଟାର୍ଗେଟ କଲେ ନବୀନ
ଭୁବନେଶ୍ୱର,୧୦ା୧୨: ବକେୟା ଦରମା ସହ ଅନ୍ୟାନ୍ୟ ୯ ଦାବି ନେଇ ବିଜୁ ଶ୍ରମିକ ସାମ୍ମୁଖ୍ୟ ସହ ଅନୁବନ୍ଧିତ ଜିପିଏଲ୍ଏଫ ମିଶନଶକ୍ତି ମହିଳାମାନେ ମଙ୍ଗଳବାର ଲୋୟର ପିଏମ୍ଜିର ଗାନ୍ଧୀମାର୍ଗରେ ଧାରଣାରେ ବସିଛନ୍ତି। ଏହାକୁ ନେଇ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ...
ଲଘୁଚାପ ପ୍ରଭାବ: ଟ୍ବିନ୍ସିଟିରେ କୋହଲା ପାଗ ସାଙ୍ଗକୁ ଝିପିଝିପି ବର୍ଷା
ଭୁବନେଶ୍ୱର,୧୦ା୧୨: ଦକ୍ଷିଣ: ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ । ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ଟ୍ବିନ୍ସିଟି ସହ ବିଭିନ୍ନ ଜିଲାରେ କୋହଲା ପାଗ ସାଙ୍ଗକୁ...
ଗୋଇଠା ମାରି କବାଟ ଭାଙ୍ଗି ଭିତରେ ପଶିଲେ ଘର ମାଲିକ
ଭୁବନେଶ୍ୱର,୧୦ା୧୨(ସୂର୍ଯ୍ୟକାନ୍ତ ବେହେରା): ଭରତପୁର ଥାନା ଅଞ୍ଚଳରେ ଜଣେ ଘର ମାଲିକ ଓ ଭଡ଼ାଟିଆଙ୍କ ମଧ୍ୟରେ ମୁହାଁମୁହିଁ ଭଳି ପରିସ୍ଥିତି ଘଟଣା ଦେଖିବାକୁ ମିଳିଛି। ଘର ମାଲିକ ନିଜ ଘର ଖାଲି କରିବାକୁ ଆସିଥିବାବେଳେ ଭଡାଟିଆଙ୍କ ଆକ୍ରମଣର ଶିକାର ହୋଇଥିବା ଅଭିଯୋଗ...
ଆଜି ରାଜଧାନୀରେ ଶିକ୍ଷକ ସମାବେଶ
ଭୁବନେଶ୍ୱର,୧୦ା୧୨: ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ ଓ କର୍ମଚାରୀ ସମନ୍ବୟ ସମିତି ପକ୍ଷରୁ ମଙ୍ଗଳବାର ରାଜଧାନୀରେ ବଡ଼ଧରଣର ଶିକ୍ଷକ ସମାବେଶ ଅନୁଷ୍ଠିତ ହେବ। ବିଭିନ୍ନ ସମସ୍ୟା ଓ ଦାବି ନେଇ ହଜାର ହଜାର ଶିକ୍ଷୟିତ୍ରୀଶିକ୍ଷକ ଓ ଶିକ୍ଷା କର୍ମଚାରୀ ଏଥିରେ...
ଭୁବନେଶ୍ୱରରେ ହେବ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ: ୯ରେ ଆସିବେ ପ୍ରଧାନମନ୍ତ୍ରୀ, ୧୦ରେ ରାଷ୍ଟ୍ରପତି
ଭୁବନେଶ୍ୱର,୧୦ା୧୨: ଆସନ୍ତା ଜାନୁଆରୀ ୮ରୁ ୧୦ ତାରିଖ ତିନିଦିନ ଧରି ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥିପାଇଁ ଭୁବନେଶ୍ୱରକୁ ଆକର୍ଷଣୀୟ ରୂପ ଦେବାକୁ ପ୍ରସ୍ତୁତି ଚାଲିଛି। କାର୍ଯ୍ୟକ୍ରମକୁ ଅତ୍ୟନ୍ତ ସଫଳ କରିବା ନିମନ୍ତେ ରାଜ୍ୟ...
ଜାଣନ୍ତୁ ରାଜ୍ୟରେ କେଉଁମାନଙ୍କୁ ମିଳୁଛି Z+ ସୁରକ୍ଷା? କେବଳ ନବୀନଙ୍କୁ ମିଳୁଛି ଏହି ସୁବିଧା
ଭୁବନେଶ୍ୱର,୯।୧୨: ଓଡ଼ିଶାର ରାଜ୍ୟପାଳ ଏବଂ ମୁଖ୍ୟମନ୍ତ୍ରୀଙ୍କୁ ଜେଡ୍+ ଶ୍ରଣୀ ସୁରକ୍ଷା ଯୋଗାଇ ଦିଆଯାଉଥିବା ବେଳେ ବିରୋଧୀ ଦଳର ନେତା ନବୀନ ପଟ୍ଟନାୟକଙ୍କୁ ଓ୍ବାଇ+ ସୁରକ୍ଷା ମିଳୁଛି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ରାଜ୍ୟରେ...
ଓଡ଼ିଶାରେ ୨ ରେଲ୍ ଫ୍ଲାଏଓଭର ପାଇଁ ରେଳ ମନ୍ତ୍ରଣାଳୟର ୫୦୯ କୋଟି ମଞ୍ଜୁରୀ
ଭୁବନେଶ୍ୱର,୯।୧୨: ରାଜ୍ୟରେ ରେଳ ଭିତ୍ତିଭୂମି ସୁଦୃଢ କରିବାକୁ ୫୦୯ କୋଟି ମଞ୍ଜୁରୀ କରିଛି ମନ୍ତ୍ରଣାଳୟ। କଟକ ଓ ରାୟଗଡ଼ାରେ ଫ୍ଲାଏଓଭର ପାଇଁ ମନ୍ତ୍ରାଳୟ ପକ୍ଷରୁ ଏହି ଅର୍ଥ ମଞ୍ଜୁର କରାଯାଇଛି। ରାଜଆଠଗଡ଼-ରାଧାକିଶୋରପୁର ଓ ମାଛପୁର ମଧ୍ୟରେ ହେବ ଫ୍ଲାଏଓଭର ଏବଂ...
ଉତ୍ତରପ୍ରଦେଶରୁ ଆସିଲା ଆଳୁ: କେଜି ୩୦ ଟଙ୍କାରେ କିଣିଲେ ଖାଉଟି
ଭୁବନେଶ୍ୱର,୯।୧୨: ରାଜ୍ୟରେ ଖାଉଟି ମାନଙ୍କୁ ସୁଲଭ ମୂଲ୍ୟରେ ଆଳୁ ଯୋଗାଇ ଦେବା ନିମନ୍ତେ ସରକାର ପଡକ୍ଲଃଏପି ନେଇଛନ୍ତି। ରାଜ୍ୟ ସରକାର ନା୍ଫେଡ ମାଧ୍ୟମରେ ଆଳୁ କିଣିବା ସହ ଖାଉଟି ମାନଙ୍କୁ କିଲୋଗ୍ରାମ ପିଛା ୩୦ ଟଙ୍କାରେ ଯୋଗାଇ ଦେଉଛନ୍ତି ।...
ଓଡ଼ିଶାବାସୀଙ୍କୁ ବାୟା କଲାଣି ଅନଲାଇନ୍ ଟ୍ରେଡିଂ ନିଶା: ୧୧ ମାସରେ ୪୦ ହଜାର ମାମଲା
ଭୁବନେଶ୍ୱର,୯।୧୨: ଅଧିକ ଟଙ୍କା ପାଇବା ଆଶାରେ ଏବେ ପିଲାଠାରୁ ବୟସ୍କ ପର୍ଯ୍ୟନ୍ତ ସମସ୍ତେ ଅନଲାଇନ୍ ଟ୍ରେଡିଂ ପଛରେ ଧାଇଁଛନ୍ତି। କିନ୍ତୁ ଏହି ଅନଲାଇନ୍ ଟ୍ରେଡିଂରେ ସର୍ବସ୍ଵ ହରାଇ ଜୀବନ ହାରୁଛନ୍ତି ବୋଲି ବିଧାନସଭାରେ ଲିଖିତ ଉତ୍ତର ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ...
ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି, ରେଡ୍ ହ୍ୟାଣ୍ଡଡ ଧରିଲା ଭିଜିଲାନ୍ସ
ଭୁବନେଶ୍ୱର,୯।୧୨: ୨୦ ହଜାର ଲାଞ୍ଚ ନେଇ ଧରାପଡ଼ିଲେ କନିଷ୍ଠ କିରାଣି। ଖଣ୍ଡଗିରି ସବ୍ରେଜିଷ୍ଟ୍ରାର ଅଫିସ କନିଷ୍ଠ କିରାଣି ଦେବଯାନୀ କରଙ୍କୁ ଲାଞ୍ଚ ନେବା ସମୟରେ ରେଡ୍ ହ୍ୟାଣ୍ଡଡ ଧରିଛି ଭିଜିଲାନ୍ସ। ସୂଚନା ଅନୁସାରେ ଜମି କାଗଜପତ୍ର ବାବଦକୁ ଦେବଯାନୀ ଜଣେ...
Archives


