ମେଟ୍ରୋ

ସରକାରୀ କ୍ୱାର୍ଟର ଛାଡ଼ୁନାହାନ୍ତି ୧୪ ପୂର୍ବତନ ବିଧାୟକ: ଦେଖନ୍ତୁ ଲିଷ୍ଟ…

ଭୁବନେଶ୍ୱର,୯।୧୨: ଓଡିଶାର ୧୪ ଜଣ ପୂର୍ବତନ ବିଧାୟକ ଭୁବନେଶ୍ୱରରେ ଅନଧିକୃତ ଭାବରେ ସେମାନଙ୍କ ସରକାରୀ କ୍ୱାର୍ଟର୍ସ ଦଖଲ କରିଛନ୍ତି। ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ସୂଚନା ଦେଇଛନ୍ତି। ଉପସ୍ଥାପିତ ହୋଇଥିବା ତଥ୍ୟ ଅନୁଯାୟୀ ବାଲେଶ୍ୱର ବିଧାୟକ...

ରାଜ୍ୟ ସଭା ପାଇଁ ନାମାଙ୍କନ ଭରିଲେ ସୁଜିତ କୁମାର

ଭୁବନେଶ୍ୱର,୯।୧୨: ଭାଜପାରୁ ରାଜ୍ୟ ସଭା ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ସୁଜିତ କୁମାର। ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ, ବରିଷ୍ଠ ବିଧାୟକ ଜୟନାରାୟଣ ମିଶ୍ର ଓ ୩୦ ଜଣ ବିଧାୟକ ପ୍ରସ୍ତାବକଙ୍କ...

ଆଶିଷଙ୍କ ପରେ ଡେପୁଟେଶନରେ ଯିବେ କୁଟ୍ଟେ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଆଇପିଏସ୍‌ ଅଫିସର ଡି.ଏସ୍‌ କୁଟ୍ଟେ କେନ୍ଦ୍ରୀୟ ଡେପୁଟେଶନରେ ଯିବାନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ବରିଷ୍ଠ ଆଇପିଏସ୍‌ ଅଫିସର ଆଶିଷ ସିଂଙ୍କ ଡେପୁଟେଶନ ଯିବା ଘୋଷଣା ହେବା ପରେ ଡି.ଏସ୍‌. କୁଟ୍ଟେଙ୍କ ବିଜ୍ଞପ୍ତି ଜାରି ହୋଇଛି। ବିଏସ୍‌ଏଫ୍‌ ଆଇଜି...

ରାଜ୍ୟ ସଭା ପାଇଁ ଆଜି ନାମାଙ୍କନ ଭରିବେ ସୁଜିତ୍‌ କୁମାର

ଭୁବନେଶ୍ୱର,୯ା୧୨: ରାଜ୍ୟ ସଭା ପାଇଁ ସୁଜିତ୍‌ କୁମାର ଶୁକ୍ରବାର ନାମାଙ୍କନପତ୍ର ଦାଖଲ କରିବେ। ତେବେ ସେ ଆଜି ବିଧାନସଭାରେ ତାଙ୍କର ଏହି ନାମାଙ୍କନ ଭରିବେ। ସୁଜିତ୍‌ ସେପ୍ଟେମ୍ବର ୬ରେ ବିଜେଡିରୁ ଇସ୍ତଫା ଦେଇ ଭାଜପାରେ ସାମିଲ ହୋଇଥିଲେ। ସୂଚନା ଥାଉକି,...

୧୦ ତାରିଖ ସୁଦ୍ଧା କାର୍ଯ୍ୟରେ ଯୋଗଦିଅ ନ ହେଲେ ୧୧ରେ ସସ୍‌ପେଣ୍ଡ

ଭୁବନେଶ୍ୱର,୯ା୧୨(ସୁନିତ୍‌ ମିଶ୍ର): ଓଏଏସ୍‌ ଅଫିସରଙ୍କ ଲାଗି ବାହାରୁଥିବା ବଦଳି ନିର୍ଦ୍ଦେଶକୁ ଅଧିକାଂଶ ପାଳନ କରୁନାହାନ୍ତି, ଏନେଇ ରାଜ୍ୟ ସରକାରଙ୍କ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ଓଏଏସ୍‌ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଶୁଣାଇ ଦିଆଯାଇଛି। କେତେଜଣ ଅଫିସର ବଦଳି...

ଆଜି ୬ ଜିଲାରେ ବର୍ଷା, ୧୨ରୁ ବଢ଼ିବ

ଭୁବନେଶ୍ୱର,୯ା୧୨(ଅନୁରାଧା ମହାରଣା): ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ରବିବାର ଲଘୁଚାପ ସୃଷ୍ଟି ହୋଇଛି। ଏହା କ୍ରମଶଃ ଉତ୍ତର ପଶ୍ଚିମ ଦିଗରେ ଗତିକରି ୧୨ ତାରିଖ ସୁଦ୍ଧା ତାମିଲନାଡୁ ଉପକୂଳରେ ପହଞ୍ଚିବ। ଏହାର ପ୍ରଭାବରେ ୧୨ ତାରିଖରୁ ରାଜ୍ୟରେ ବର୍ଷା ଆରମ୍ଭ ହେବ। ଅନ୍ୟପଟେ...

ସରକାରୀ ଚାକିରି ପ୍ରତିଶ୍ରୁତି ଦେଇ ଆଶାୟୀଙ୍କୁ ୧୦ ଲକ୍ଷ ଟଙ୍କା ଠକେଇ, ଦୁଇ ଭାଇ ଗିରଫ

କଟକ, ୮।୧୨: ଚାକିରି ଠକେଇ ମାମଲାରେ ରବିବାର କଟକରୁ ୨ ଜଣଙ୍କୁ ଗିରଫ କରାଯାଇଛି। ସ୍ୱାସ୍ଥ୍ୟ ବିଭାଗରେ ଚାକିରି ଯୋଗାଇବାର ମିଥ୍ୟା ପ୍ରତିଶ୍ରୁତି ଦେଇ ଠକେଇ ଅଭିଯୋଗରେ ଦୁଇ ଭାଇଙ୍କୁ ମଙ୍ଗଳାବାଗ ପୋଲିସ ଗିରଫ କରିଛି। ଗିରଫ ଦୁଇ ଅଭିଯୁକ୍ତ...

ଦାମୀ କାରରୁ ଟଙ୍କା ମିଳିବା ଘଟଣା: ପିଏସୟୁ ଅଧିକାରୀ, କଣ୍ଟ୍ରାକ୍ଟରଙ୍କ ସମେତ ୩ ଗିରଫ

ଭୁବନେଶ୍ୱର,୮।୧୨: ଶନିବାର ଭୁବନେଶ୍ୱରରେ ଏକ ବିଳାସପୂର୍ଣ୍ଣ ଗାଡିରୁ ନଗଦ ଟଙ୍କା ଜବତ ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ରବିବାର ତିନି ଜଣଙ୍କୁ ଗିରଫ କରିଛି। ସିବିଆଇ ଅଧିକାରୀମାନେ ବିଳାସପୂର୍ଣ୍ଣ (ମର୍ସିଡିଜ୍) ଓଡି-୦୫-ବିଭି-୯୯୯୯ ଗାଡିରୁ ପ୍ରାୟ ୧୦ ଲକ୍ଷ ଟଙ୍କା...

କେନ୍ଦ୍ରୀୟ ଡେପୁଟେସନରେ ଗଲେ ପାଣ୍ଡିଆନଙ୍କ ସହଯୋଗୀ IPS ଡି.ଏସ୍‌ କୁଟ୍ଟେ

ଭୁବନେଶ୍ୱର,୮।୧୨: କେନ୍ଦ୍ରୀୟ ଡେପୁଟେସନରେ ଯାଇଛନ୍ତି ବିବାଦୀୟ ଆଇପିଏସ ଅଧିକାରୀ ଡି.ଏସ୍‌ କୁଟ୍ଟେ। ବିଏସ୍ଏଫ୍ ଆଇଜି ଭାବେ ସେ ଡେପୁଟେସନରେ ଯିବେ। ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ମୁଖ୍ୟ ସଚିବଙ୍କୁ ଚିଠି କରାଯାଇଛି। ଏବେ ଗୃହ ବିଭାଗର ଓଏସ୍‌ଡି ଅଛନ୍ତି ଡି.ଏସ୍‌...

OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ, କାର୍ଯ୍ୟରେ ଯୋଗ ନ ଦେଲେ ନିଲମ୍ବନ

ଭୁବନେଶ୍ୱର,୮।୧୨: OAS ଅଫିସରଙ୍କୁ ସରକାରଙ୍କ ବଡ଼ା ଚେତାବନୀ । ବଦଳି ହୋଇ ନୂଆ ସ୍ଥାନରେ ଯୋଗ ଦେଉ ନ ଥିବା ଓଏଏସ ଅଧିକାରୀଙ୍କୁ ରାଜ୍ୟ ସରକାରଙ୍କ କଡା ଚେତାବନୀ । ୧୦ ତାରିଖ ସୁଦ୍ଧା ନୂଆ ସ୍ଥାନରେ ଯୋଗ ଦିଅ,...

କଳାଗାଡି ପରେ ମିଳିଲା ଧଳାଗାଡି, ଭୁବନେଶ୍ୱରରେ ସିବିଆଇ ଫିଟାଉଛି ବଡ଼ ଗୁମର

ଭୁବନେଶ୍ୱର,୮।୧୨: ପଶ୍ଚିମବଙ୍ଗର ଏକ ର୍ନିମାଣ କାର୍ଯ୍ୟରେ ହେରଫେର ଅଭିଯୋଗରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ(ସିବିଆଇ) ଟିମ ଭୁବନେଶ୍ୱରରେ ଚଢ଼ାଉ କରିଛି। ସ୍ଥାନୀୟ ମେ’ ଫେୟାର ହୋଟେଲ ସମ୍ମୁଖ ରାସ୍ତାରେ ଶନିବାର ରାତିରେ ସିବିଆଇ ଟିମ ଚଢ଼ାଉକରି ଏକ ଦାମୀ କଳା ଗାଡ଼ିରୁ...

ଲାଞ୍ଚର ପ୍ରମାଣ ଖୋଜିଲା ବିଜେଡି

ଭୁବନେଶ୍ୱର, ୮।୧୨(ଅନିଲ ଦାସ): ଗତ ସରକାର ସମୟରେ ଏଏସ୍‌ଓ ଚାକିରି ପାଇଁ ହୋଇଥିବା ଲାଞ୍ଚ କାରବାର ଅଭିଯୋଗକୁ ନେଇ ବିଜେଡି ବିଧାନସଭାରେ ଶନିବାର ତୁମ୍ବିତୋଫାନ କରିଛି। ଘଟଣାର ତଦନ୍ତ କରିବା ସହ ଏ ନେଇ ମୁଖ୍ୟମନ୍ତ୍ରୀ ଗୃହରେ ବିବୃତି ଦିଅନ୍ତୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri